ଢେଙ୍କାନାଳ

ସଂକ୍ରମଣ ରୋକିବାକୁ କଠୋର ହେଲା ପ୍ରଶାସନ: ଶନି, ରବି ଢେଙ୍କାନାଳ ଶଟଡାଉନ୍‌

ଢେଙ୍କାନାଳ ଅଫିସ, ୨।୭-ଢେଙ୍କାନାଳ ଜିଲାରେ କରୋନା ସଂକ୍ରମଣ ଏଡ଼ାଇବାକୁ ସପ୍ତାହନ୍ତ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଅତ୍ୟାବଶ୍ୟକ ସେବାକୁ ବାଦ୍‌ ଦେଲେ ଏଣିକି ଶନି ଏବଂ ରବି ଦୁଇଦିନ ସମ୍ପୂର୍ଣ୍ଣ ବନ୍ଦ ରହିବ। ଜୁଲାଇ ୩୧ ଯାଏ ଏହି କଟକଣା ବଳବତ୍ତର ରହିବ।…

୧୪ ଶୈବପୀଠରେ ୧୪୪ ଧାରା

ଢେଙ୍କାନାଳ ଅଫିସ, ୨।୭-ଢେଙ୍କାନାଳର ସମସ୍ତ ଶୈବପୀଠରେ କାଉଡ଼ିଆଙ୍କ ଶ୍ରାବଣ ସୋମବାର ଜଳଲାଗିକୁ ନିଷେଧ କରାଯାଇଛି। ଜୁଲାଇ ୫, ୬, ୧୨, ୧୩, ୧୯, ୨୦,୨୬,୨୭, ଏବଂ ଅଗଷ୍ଟ ୨ ଓ ୩ ତାରିଖରେ କଟକଣା ସ୍ବରୂପ ଜିଲାର ପ୍ରମୁଖ ୧୪ ଶୈବପୀଠରେ…

କଳାଧାନକୁ କରୋନା କାଳ

ଭୁବନ, ୩୦।୬ ରୋଗୀଙ୍କ ପାଇଁ ମହୌଷଧୀ କଳାଧାନରୁ ପ୍ରସ୍ତୁତ ଚାଉଳ। ଚାହିଦା ବି କିଛି କମ୍‌ ନୁହେଁ। ତେଣୁ କିଛିବର୍ଷ ହେଲା ପ୍ରୟୋଗାତ୍ମକ ଭାବେ ରାଜ୍ୟର ଚାଷୀମାନେ ଏହି କିସମର ଧାନ ଚାଷକୁ ଗୁରୁତ୍ୱ ଦେଉଛନ୍ତି। ହେଲେ ସ୍ବତନ୍ତ୍ର ବଜାର ସୁବିଧା…

ଚିନ୍ତା ବଢ଼ାଇଲେ ଆକ୍ରାନ୍ତ

ଢେଙ୍କାନାଳ ଅଫିସ, ୩୦।୬ କରୋନା ଆକ୍ରାନ୍ତ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ପାଇଁ ଢେଙ୍କାନାଳ ଜିଲା ପ୍ରଶାସନର ଚିନ୍ତା ବଢ଼ିଛି। ସମ୍ପୃକ୍ତ କର୍ମଚାରୀଜଣକ ସ୍ବାବ୍‌ ରିପୋର୍ଟ ଆସିବା ପୂର୍ବରୁ ଜିଲା ମୁଖ୍ୟ ଚିକିତ୍ସାଳୟ ସମେତ ସହରରେ ଥିବା ବିଭିନ୍ନ କ୍ଲିନିକ୍‌ ବୁଲିଥିଲେ। ରବିବାର…

ସହରରେ ବୁଲିଛନ୍ତି ଆକ୍ରାନ୍ତ ବ୍ୟାଙ୍କ କର୍ମଚାରୀ

ଢେଙ୍କାନାଳ ଅଫିସ,୨୯।୬: କରୋନାରେ ଆକ୍ରାନ୍ତ ଜଣେ ବ୍ୟାଙ୍କ କର୍ମଚାରୀ ଗତ ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଢେଙ୍କାନାଳ ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରିଥିବା ରବିବାର ଜଣାପଡିଛି। ଏହାକୁ ନେଇ ସହରବାସୀ ଆଶଙ୍କାରେ ଥିବାବେଳେ ଜିଲା ପ୍ରଶାସନ, ପୌରସଂସ୍ଥା ଓ ସ୍ବାସ୍ଥ୍ୟ…

ହିଂସ୍ର ହେଉଛି ‘ରାକେଶ’

ଢେଙ୍କାନାଳ ଅଫିସ, ୨୮ା୬: ଜଙ୍ଗଲରେ ମୁକ୍ତ ହୋଇ ବୁଲୁଥିଲା ସେ। ହିଂସ୍ର ଆଚରଣ ତାକୁ ବନ୍ଦୀ କରିଦେଲା ଚିଡ଼ିଆଖାନାରେ। ପ୍ରଥମେ ଶିକୁଳିରେ ବନ୍ଧା ହୋଇ ରହିଲା। ଆଉ ଏବେ କ୍ରଲ୍‌ (ସ୍ବତନ୍ତ୍ର କାଠ ଖୁଆଡ଼)ରେ କାଟୁଛି ବନ୍ଦୀ ଜୀବନ। ହେଲେ କ୍ରଲ୍‌ର…

ପ୍ରଶିକ୍ଷଣ ପାଇଁ ପ୍ରସ୍ତୁତ ହେଉଛି ବୀରାଶାଳ ଏୟାରଷ୍ଟ୍ରିପ୍‌

ଢେଙ୍କାନାଳ ଅଫିସ, ୨୮।୬ : ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ବୀରାଶାଳ ଏୟାରଷ୍ଟ୍ରିପ୍‌ ବିମାନ ଦୁର୍ଘଟଣାର ୩ ସପ୍ତାହ ପରେ ବନ୍ଦ ରହିଥିବା ତାଲିମ କାର୍ଯ୍ୟକ୍ରମକୁ ପୁଣିଥରେ ଆରମ୍ଭ କରିବାକୁ ପ୍ରସ୍ତୁତି ଚାଲିଛି। ଏ ସମ୍ପର୍କରେ ଗଭର୍ନମେଣ୍ଟ ଆଭିଏଶନ ଟ୍ରେନିଂ ଇନ୍‌ଷ୍ଟିଚ୍ୟୁଟ୍‌…

ହର୍ପିସ ପଞ୍ଝାରେ ହାତୀ

ଢେଙ୍କାନାଳ ଅଫିସ, ୨୭।୬ – ଢେଙ୍କାନାଳ ଜିଲାର ସଂରକ୍ଷିତ ଜଙ୍ଗଲରେ ନିର୍ଭୟରେ ବିଚରଣ କରୁଥିବା ହାତୀଙ୍କ ପାଇଁ ଘାତକ ସାଜିଛି ମାରାତ୍ମକ ହର୍ପିସ୍‌। ବିଶେଷ କରି ହିନ୍ଦୋଳ ରେଞ୍ଜରେ ରହୁଥିବା ହାତୀଙ୍କ ଶରୀରରେ ଏହି ଭୂତାଣ ସଂକ୍ରମଣ ମାମଲା ବଢ଼ିବାରେ ଲାଗିଛି।…

ବଜ୍ରପାତରେ ଜଣେ ମୃତ, ୨ ଗୁରୁତର

ପରଜଙ୍ଗ,୨୬।୬(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମାଣିକମରା ପଞ୍ଚାୟତ ଜକା ଗ୍ରାମର ବିଜୟ ସାହୁଙ୍କ ପ୍ରଥମ ସ୍ତ୍ରୀ ଅଞ୍ଜନା ସାହୁ (୩୯) ଶୁକ୍ରବାର ବଜ୍ରପାତରେ ପ୍ରାଣ ହରାଇଛନ୍ତି। ଏଥିସହିତ ବିଜୟଙ୍କ ଦ୍ୱିତୀୟ ସ୍ତ୍ରୀ ଦମୟନ୍ତି ସାହୁ ଏବଂ ଉକ୍ତ ଗ୍ରାମର ଉଷା ଦେହୁରୀ…

ଓଟିପିସିଏଲ କାମକୁ ବିରୋଧ

କାମାକ୍ଷାନଗର, ୨୬।୬(ଡି.ଏନ.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ କୁସୁମଯୋଡ଼ି ପଞ୍ଚାୟତରେ ଚାଲିଥିବା ଓଟିପିସିଏଲ କାମକୁ ବିରୋଧ କରିଛନ୍ତି ମରିଚକଣ ଏବଂ ନୂଆଙ୍ଗବିଲ ଗ୍ରାମର ବିସ୍ଥାପିତ ପ୍ରଜା। କ୍ଷତିଗ୍ରସ୍ତଙ୍କ ତାଲିକା ସଂଶୋଧନ ନ କରି ମନଇଚ୍ଛା କାମ କରାଯାଉଥିବା ଅଭିଯୋଗ କରି ଗୁରୁବାର…

ସାମାନ୍ୟ ବଚସାରୁ ହତ୍ୟାକାଣ୍ଡ

ଢେଙ୍କାନାଳ ଅଫିସ, ୨୬।୬ ଢେଙ୍କାନାଳ ସଦର ଥାନା ତରଭା ଫାଣ୍ଡି ଅଞ୍ଚଳର ବହୁଚର୍ଚ୍ଚିତ ଚିକୁନ ବିଶ୍ୱାଳ (୩୩) ହତ୍ୟାକାଣ୍ଡର ପର୍ଦ୍ଦାଫାଶ ହୋଇଛି। ଘଟଣାର ୧୧ଦିନ ପରେ ପୋଲିସ ହାତରେ ଧରାପଡ଼ିଛନ୍ତି ୫ ଅଭିଯୁକ୍ତ। ସେମାନେ ହେଲେ କାଙ୍କଡ଼ପାଳ ଗ୍ରାମର ଲିପୁନ କୁମାର…

ତଦନ୍ତ ରିପୋର୍ଟ ମିଳିବା ପରେ କାର୍ଯ୍ୟାନୁଷ୍ଠାନ: ଡିଏଫ୍‌ଓ

ଢେଙ୍କାନାଳ ଅଫିସ, ୨୬।୬ ଢେଙ୍କାନାଳ ସହର ଗଣେଶ ବଜାର ନିକଟ ଫରେଷ୍ଟ କଲୋନୀ ବୋମା ବିସ୍ଫୋରଣ ଘଟଣାରେ ଥାନାରେ ମାମଲା (ନଂ.୨୭୨/୨୦) ରୁଜୁ ହେବା ପରେ ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ଘଟଣାରେ ଗୁରୁତର ହୋଇଥିବା ହାତୀ ସ୍କ୍ବାଡ୍‌ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?