ଢେଙ୍କାନାଳ

ଫରେଷ୍ଟ କଲୋନୀରେ ବିସ୍ଫୋରଣ: ହାତୀ ସ୍କ୍ବାଡ୍‌ କର୍ମଚାରୀ ଗୁରୁତର

ଢେଙ୍କାନାଳ ଅଫିସ,୨୪।୬: ଢେଙ୍କାନାଳ ସହର ଗଣେଶ ବଜାରରେ ଥିବା ଫରେଷ୍ଟ କଲୋନୀରେ ବୁଧବାର ସକାଳେ ବିସ୍ଫୋରଣ ଘଟିଛି। ଏଥିରେ ଜାଣେ ଗୁରୁତର ହୋଇଛନ୍ତି। ସେ ହେଲେ ହାତୀ ସ୍କ୍ବାଡ୍ କର୍ମଚାରୀ ସୁଜିତ୍‌ କୁମାର ସାମଲ। ପ୍ରକାଶ ଯେ, ଫରେଷ୍ଟ କଲୋନୀର ଏକ…

ଗୋବିନ୍ଦପୁର ସୂତାକଳ ଭୂତକୋଠି

ଢେଙ୍କାନାଳ ଅଫିସ, ୨୨।୬: ଢେଙ୍କାନାଳ ସଦର ବ୍ଲକ ଗୋବିନ୍ଦପୁରସ୍ଥିତ କଳିଙ୍ଗ ସମବାୟ ସୂତାକଳ ୧୮ବର୍ଷ ହେଲା ପରିତ୍ୟକ୍ତ ଅବସ୍ଥାରେ ପଡ଼ିଛି। ପରିଚାଳନା ଅଭାବରୁ ଏହା ଏବେ ଭୂତକୋଠିରେ ପରିଣତ ହୋଇଛି। ଶିଳ୍ପସମୃଦ୍ଧ ଜିଲାରେ ଗୋଟିଏ ପରେ ଗୋଟିଏ କଳକାରଖାନା ରୁଗ୍‌ଣ ହୋଇପଡୁଥିବାବେଳେ…

ଘର ଭିତରେ ପଶିଗଲା ହାତୀ, ଦେଢ଼ ଘଣ୍ଟା ଧରି ଫସି ରହିଲା ପରିବାର

ଢେଙ୍କାନାଳ ଅଫିସ, ୨୨।୬-ଗୋଟିଏ କୋଠରିରେ ହାତୀ, ଅନ୍ୟ କୋଠରିରେ ପରିବାରର ୭ ପ୍ରାଣୀ। ମୃତ୍ୟୁ ସହ ମୁହାଁମୁହିଁ। ଜୀବନ ବଞ୍ଚାଇବାକୁ ଦେଢ଼ଘଣ୍ଟାର ସଂଘର୍ଷ। ଶେଷରେ ବନ ବିଭାଗ ସହାୟତାରେ ଝରକା ତାଡ଼ି ଉଦ୍ଧାର ହେଲେ ପରିବାର ଲୋକେ। ଢେଙ୍କାନାଳ ଜିଲା ହିନ୍ଦୋଳ…

ଧରାପଡ଼ିଲା ରାଜପଥ ଲୁଟେରା ଗ୍ୟାଙ୍ଗ୍‌

କାମାକ୍ଷାନଗର, ୨୨।୬(ଡି.ଏନ.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଅଞ୍ଚଳରେ ଆତଙ୍କରାଜ ସୃଷ୍ଟି କରିଥିବା ଏକ ରାଜପଥ ଲୁଟେରା ଗ୍ୟାଙ୍ଗର ୪ ସଦସ୍ୟ ପୋଲିସ ହାତରେ ଧରାପଡ଼ିଛନ୍ତି। ସେମାନେ ହେଲେ କାମାକ୍ଷାନଗର ଜିନେଇଲୋ ଗ୍ରାମର ସଞ୍ଜୟ ସ୍ବାଇଁ ଓରଫ୍‌ ସିଲୁ, ଅନୁଗୋଳ ଜିଲା…

ବିଡୋ ପଞ୍ଚାୟତରେ ୩୨.୨୭ ଲକ୍ଷର ଦୁର୍ନୀତି

ଓଡ଼ାପଡ଼ା, ୧୯ା୬(ଡି.ଏନ.ଏ.) ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ବିଡୋ ପଞ୍ଚାୟତରେ ବଡ଼ଧରଣର ଦୁର୍ନୀତି ହୋଇଛି। ଏଥିରେ ସମ୍ପୃକ୍ତ ଅଭିଯୋଗରେ ସରପଞ୍ଚ ଭଗବାନ ସାହୁଙ୍କୁ ଗୁରୁବାର ଗିରଫ କରାଯାଇଛି। ଏଥିପୂର୍ବରୁ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ସୁକାନ୍ତ ନାୟକଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଥିବା…

ଲଘୁଖଣିଜ ଚାଲାଣ ରୋକିବ ଟେକ୍ନୋଲୋଜି

ଢେଙ୍କାନାଳ ଅଫିସ, ୧୯।୬ ଢେଙ୍କାନାଳ ଜିଲାରେ ବୃଦ୍ଧି ପାଉଥିବା ବାଲି, ପଥର ଭଳି ଲଘୁ ଖଣିଜ ଚୋରା ଚାଲାଣ ରୋକିବାକୁ ଟେକ୍ନୋଲୋଜିର ସହାୟତା ନେବ ପ୍ରଶାସନ। ଏଥିଲାଗି ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି। ଏପରି ବେଆଇନ କାର୍ଯ୍ୟ କରୁଥିବା ଅଭିଯୁକ୍ତଙ୍କୁ ସାବାଡ଼ କରିବାକୁ…

ପ୍ରସାଦ ହିଁ ପାଉଣା

ଢେଙ୍କାନାଳ ଅଫିସ, ୧୮।୬ (ରତନ ନାୟାର): ଭାବର ଠାକୁର ସେ। ଭକ୍ତର ଭଗବାନ ବି। ଭାଗ୍ୟରେ ଥିଲେ ମିଳେ ବିଶ୍ୱନିୟନ୍ତାଙ୍କ ସେବା କରିବାର ସୁଯୋଗ। ରସିକରାଜଙ୍କ କମନୀୟ ରୂପକୁ ଦେଖିବାକୁ ବିଶ୍ୱବାସୀ ବ୍ୟାକୁଳ ହେଉଥିବାବେଳେ ମହାପ୍ରଭୁଙ୍କ ଏହି ସୂକ୍ଷ୍ମକାର୍ଯ୍ୟକୁ ନିଷ୍ଠାର ସହ…

ଅନିଶ୍ଚିତତା ମଧ୍ୟରେ ଆଗଉଛି ରଥକାମ

ଢେଙ୍କାନାଳ ଅଫିସ,୧୬ା୬ ଢେଙ୍କାନାଳ ସହରର ବହୁ ପୁରାତନ ଐତିହ୍ୟ ସମ୍ପନ୍ନ ରଥଯାତ୍ରା ଚଳିତବର୍ଷ ଅନୁଷ୍ଠିତ ହେବା ନେଇ କୌଣସି ସ୍ପଷ୍ଟ ନିର୍ଦ୍ଦେଶନାମା ବର୍ତ୍ତମାନ ସୁଦ୍ଧା ଜାରି ହୋଇନାହିଁ ା ଫଳରେ ଯାତ୍ରାକୁ ନେଇ ଅନିଶ୍ଚିତତା ଲାଗି ରହିଥିବାବେଳେ ରଥଗଡାରେ ଦୁଇ ରଥର…

ମାଡ଼ର ପ୍ରତିଶୋଧ ହତ୍ୟାରେ

ରାସୋଳ, ୧୫।୬(ଡି.ଏନ.ଏ.) ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମୀ ଥାନା ଅନ୍ତର୍ଗତ କୁକୁଟା ଗ୍ରାମର ରାଜମିସ୍ତ୍ରି ବୁନୁ ବେହେରା (୪୦) ହତ୍ୟାକାଣ୍ଡର ପର୍ଦ୍ଦାଫାଶ ହୋଇଛି। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ପଞ୍ଚପଡ଼ା ଗ୍ରାମର ପ୍ରଶାନ୍ତ ବେହେରା (୨୮), ତାଙ୍କ ସହଯୋଗୀ ମହେଶ୍ୱର…

ଭଉଣୀ ଘରକୁ ଭାର ଆଣିଥିବା ଭାଇଙ୍କୁ କରୋନା

କଣିହାଁ,୧୫ା୬(ଡି.ଏନ.ଏ.)- ଢେଙ୍କାନାଳ ଜିଲା ଅଞ୍ଚଳର ଜଣେ କରୋନା ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂରୁ ସେ ଅନୁଗୋଳ ଜିଲା କଣିହାଁ ବ୍ଲକ ଏନ୍‌ଟିପିସି ବଜାର ଅଞ୍ଚଳର ଭଉଣୀ ଘରକୁ ଗତ ୧୧ ତାରିଖରେ ରଜଭାର ନେଇ ଆସିଥିବା ଜଣାପଡ଼ିଛି। ଏହି ଖବର ମିଳିବା ପରେ…

୨ ମାସ ପରେ ଢେଙ୍କାନାଳ ସହରକୁ ଫେରିଲା କରୋନା

ଢେଙ୍କାନାଳ ଅଫିସ,୧୪ା୬: ୨ ମାସ ପରେ ଢେଙ୍କାନାଳ ସହରକୁ ପୁଣି କରୋନା ଫେରିଛି। ରବିବାର ସହରରୁ ୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସହରସ୍ଥିତ କାରିଗର ସାହି ଅଭିନନ୍ଦନ ଗାର୍ଡେନ ପରିସରରେ ରହୁଥିବା ଜଣେ ପୂଜକ ଏବଂ ତାଙ୍କ ମା’…

ନନ୍ଦିନୀଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି

ଢେଙ୍କାନାଳ ଅଫିସ, ୧୩।୬ – ଢେଙ୍କାନାଳ ସହରରେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ଏବଂ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଲାଗି ଢେଙ୍କାନାଳ କ୍ରାନ୍ତି ଅନୁଷ୍ଠାନ ପକ୍ଷରୁ ଦାବି ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?