ଢେଙ୍କାନାଳ

ରଜ ପାଇଁ ଲାଗିଲା ୧୪୪ ଧାରା

ଢେଙ୍କାନାଳ ଅଫିସ, ୧୩।୬ – ରଜ ଉତ୍ସବ ଉପଲକ୍ଷେ ମନ୍ଦିର ଏବଂ ରଜପଡ଼ିଆରେ ଜନସମାଗମ ଆଶଙ୍କାରେ ଢେଙ୍କାନାଳ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। ଜିଲାର ୧୫ ମନ୍ଦିର ଏବଂ ରଞ୍ଜାଗୋଳ ରଜ ପଡ଼ିଆରେ ଶୁକ୍ରବାରଠାରୁ ୧୪୪ ଧାରା…

୬ ତହସିଲଦାରଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଢେଙ୍କାନାଳ ଅଫିସ, ୧୨।୬ – ଢେଙ୍କାନାଳ ଜିଲାରେ ଚୋରା ବାଲି ଏବଂ ପଥର ବ୍ୟବସାୟୀଙ୍କ ଦୌରାତ୍ମ୍ୟ ପ୍ରଶାସନର ମୁଣ୍ଡବ୍ୟଥା ବଢ଼ାଇଛି। ଏହାକୁ ରୋକିବାରେ ପୋଲିସ ଏବଂ ତହସିଲ କର୍ତ୍ତୃପକ୍ଷ ବିଫଳ ହେବା ପରେ ଆକ୍ସନ ମୁଡ୍‌କୁ ଆସିଛି ଜିଲା ପ୍ରଶାସନ। ଅଧିକାରୀଙ୍କ…

ମଷ୍ଟରରୋଲରେ ଅନିୟମିତତା

ପରଜଙ୍ଗ, ୧୨।୬(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କନ୍ତୁରୁ ପଞ୍ଚାୟତ ଅଧୀନ ଚାନ୍ଦପୁର ଗ୍ରାମରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ବଡ଼ବନ୍ଧଠାରୁ ଭଣ୍ଡାରିପଶି ଯାଏ କରାଯାଉଥିବା ଫିଲ୍ଡ ଚ୍ୟାନେଲ…

କ୍ରଲ୍‌ରେ ପଶିଲା ଦନ୍ତା ହାତୀ ରାକେଶ  

ଢେଙ୍କାନାଳ ଅଫିସ,୧୦ା୬- ଢେଙ୍କାନାଳ ଜିଲା କପିଳାସ ଚିଡିଆଖାନାର ହାତୀ ରେସ୍କ୍ୟୁ ସେଣ୍ଟରରେ ଗତ ଜାନୁୟାରୀ ୨୨ରୁ ଶିକୁଳିରେ ବାନ୍ଧି ରଖାଯାଇଥିବା ତାଳଚେର ଅଞ୍ଚଳର ନରହନ୍ତା ଦନ୍ତା ହାତୀ ରାକେଶକୁ ବୁଧବାର କାଠବାଡରେ ଆବଦ୍ଧ କ୍ରଲ୍‌ ମଧ୍ୟରେ ଭର୍ତ୍ତି କରାଯାଇଛି। ଦୀର୍ଘଦିନର ଅସୁସ୍ଥତା…

ବଜ୍ରପାତରେ ଚାଲିଗଲା ୨ ଭଉଣୀଙ୍କ ଜୀବନ

କାମାକ୍ଷାନଗର,୧୦।୬(ଡି.ଏନ.ଏ.)-ଢେଙ୍କାନାଳ ଜିଲା କଙ୍କଡାହାଡ ଥାନା କଣ୍ଟାପାଳ ପଞ୍ଚାୟତ କରଡାପାଳ ଗ୍ରାମର ରଜନୀ ଦେହୁରୀ(୪୬) ଓ କୌଶଲ୍ୟା ଦେହୁରୀ(୫୨) ବୁଧବାର ଅପରାହ୍ନରେ ବଜ୍ରପାତରେ ପ୍ରାଣ ହରାଇଛନ୍ତି। ଦୁହେଁ ସମ୍ପର୍କରେ ଦୁଇ ଭଉଣୀ। ରଜ ପାଇଁ ଉଭୟେ କାଲବୁଧିଆ ଗ୍ରାମକୁ ଧାନ ପେଶିବା ପାଇଁ…

‘ନନ୍ଦିନୀ ଥିଲେ ସାଲିସବିହୀନ ନେତ୍ରୀ’

ଢେଙ୍କାନାଳ ଅଫିସ, ୧୦।୬ – ଓଡ଼ିଶାର ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ମହାନ ଜନନାୟିକା ତଥା ସୁସାହିତି୍ୟକା ନନ୍ଦିନୀ ଶତପଥୀଙ୍କ ଜୟନ୍ତୀ ସମାରୋହ ଢେଙ୍କାନାଳ ଜୟଗୋପାଳ ସାହିସ୍ଥିତ ଅଦ୍ୱୈତ ଭବନ ପରିସରରେ ମଙ୍ଗଳବାର ପାଳିତ ହୋଇଯାଇଛି। ନନ୍ଦିନୀ ଜଣେ ସାଲିସବିହୀନ ନେତ୍ରୀ ଥିଲେ।…

‘ଯାଯାବର’କୁ ହତାଦର

ଢେଙ୍କାନାଳ ଅଫିସ, ୧୦।୬ – ରାଜ୍ୟର ପର୍ଯ୍ୟଟନ ଶିଳ୍ପକୁ ପ୍ରୋତ୍ସାହିତ କରିବାକୁ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା ‘ଯାଯାବର’। ଏହାର ଉଦ୍ଦେଶ୍ୟ ଥିଲା ଏକ ବର୍ଣ୍ଣାଢ଼୍ୟ ପରିବେଶରେ ପର୍ଯ୍ୟଟକ ଏବଂ ଯାତ୍ରୀଙ୍କ ସାମୟିକ ରହଣି ବ୍ୟବସ୍ଥା ସହ ସର୍ବୋତ୍ତମ ଆତିଥ୍ୟ ପ୍ରଦାନ…

ସୁରକ୍ଷିତ ହେଲେ ବଢ଼ିବ ସୁନାମ

ଢେଙ୍କାନାଳ ଅଫିସ, ୯।୬ ଗୌରବମୟ ଇତିହାସର ମୂକସାକ୍ଷୀ ବୀରାଶାଳ ଏୟାରଷ୍ଟ୍ରିପ୍‌। ସତୁରି ଦଶକରେ ପରିକଳ୍ପନା କରାଯାଇଥିବା ଏହି ଏୟାରଷ୍ଟ୍ରିପ୍‌ ପୂର୍ଣ୍ଣାଙ୍ଗ ରୂପ ପାଇଥିଲା ୨୦୧୯ରେ। ସୋମବାର ପ୍ରଶିକ୍ଷଣ ଚାଲିଥିବାବେଳେ ଏଠାରେ ବିମାନ ଦୁର୍ଘଟଣା ଘଟି ଜଣେ କ୍ୟାପ୍‌ଟେନ୍‌ ଏବଂ ଅନ୍ୟଜଣେ ପ୍ରଶିକ୍ଷାର୍ଥୀଙ୍କ…

ବଜ୍ରପାତରେ ଚାଲିଗଲା ୨ ମହିଳାଙ୍କ ଜୀବନ

ଭାପୁର/ବନ୍ତଳା,୮।୬(ଡି.ଏନ.ଏ.)-ଢେଙ୍କାନାଳ ଜିଲା ସଦର ଥାନା ବାଲିଅମ୍ବା ପଞ୍ଚାୟତ ରାଇଡିହି ଗ୍ରାମରେ ସୋମବାର ଅପରାହ୍ନରେ ବଜ୍ରପାତ ଘଟି ନିର୍ମଳା ସାହୁଙ୍କ ମୃତ୍ୟୁ ହୋଇଛି। ନିର୍ମଳା ଘର ନିକଟ ପଡିଆକୁ ଗାଇ ଫିଟାଇବାକୁ ଯାଇଥିବାବେଳେ ବଜ୍ରପାତ ଘଟିଥିଲା। ଭାପୁର ପୋଲିସ ମୃତଦେହ ଜବତ କରି…

ବିରାଶାଳ ଏୟାରଷ୍ଟ୍ରିପ୍‌ରେ ପ୍ରଶିକ୍ଷଣ ସମୟରେ ଖସିପଡ଼ିଲା ବିମାନ: ମୁଖ୍ୟ ପ୍ରଶିକ୍ଷକଙ୍କ ସହ ଜଣେ ଛାତ୍ରୀ ମୃତ

କାମାକ୍ଷାନଗର,୮ା୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ବିରାଶାଳ ସରକାରୀ ବିମାନ ପ୍ରଶିକ୍ଷଣ କେନ୍ଦ୍ରରେ ସୋମବାର ସକାଳେ ବିମାନ ଖସିପଡ଼ିବାରୁ ଦୁଇଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ପ୍ରଶିକ୍ଷଣ ଚାଲିଥିବା ସମୟରେ ମୁଖ୍ୟ ପ୍ରଶିକ୍ଷକଙ୍କ ସହ ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ…

କଟର ମେଶିନ ଛଡ଼ାଇନେଲେ

ଢେଙ୍କାନାଳ ଅଫିସ, ୮ା୬: ଢେଙ୍କାନାଳ ଜିଲାରେ ପଥର ମାଫିଆଙ୍କ ଦାଦାଗିରି ପ୍ରଶାସନ ପାଇଁ ମୁଣ୍ଡ ବ୍ୟଥା ପାଲଟିଛି। ବେଆଇନ ଖାଦାନରେ ଚଢ଼ାଉବେଳେ କେତେବେଳେ ସେମାନେ ଆକ୍ରମଣ କରୁଛନ୍ତି ତ ଆଉ କେବେ ଅଧିକାରୀଙ୍କୁ ଅଟକ ରଖୁଛନ୍ତି। ରବିବାର ଏହାର ପୁନରାବୃତ୍ତି ହୋଇଛି।…

ଲକ୍ଷେ ଚାରା ଲଗାଇବ ଟାଟା ଷ୍ଟିଲ୍‌ ବିଏସ୍‌ଏଲ୍‌

ଓଡ଼ାପଡ଼ା, ୮ା୬(ଡି.ଏନ.ଏ.) ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ୍‌ ବିଏସ୍‌ଏଲ୍‌ ପକ୍ଷରୁ ଚଳିତବର୍ଷ ୧ ଲକ୍ଷ ଚାରା ରୋପଣ କରିବାକୁ ନିଷ୍ପତ୍ତି ନିଆଯାଇଛି। ବିଶ୍ୱ ପରିବେଶ ଦିବସ ଅବସରରେ ଏ ନେଇ କମ୍ପାନୀ ପକ୍ଷରୁ ସଂକଳ୍ପ କରାଯାଇଛି। ଅନୁଗୋଳସ୍ଥିତ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?