ଢେଙ୍କାନାଳ

ପୁଣି ଏକ ଦନ୍ତା ଅସୁସ୍ଥ

ସାତମାଇଲ, ୧୫।୭(ସୁଶାନ୍ତ ପତି): ଢେଙ୍କାନାଳ ଜିଲା ହିନ୍ଦୋଳ ବନାଞ୍ଚଳ କର୍ଣ୍ଣପୁର ବିଟ୍‌ ଅନ୍ତର୍ଗତ ଡେଙ୍ଗବୋରେଇ ଜଙ୍ଗଲରେ ଏକ ଦନ୍ତା ହାତୀ ଅସୁସ୍ଥ ହୋଇପଡ଼ିଛି। ଏହା ଜଣାପଡ଼ିବା ପରେ ବନାଞ୍ଚଳ ଅଧିଜାରୀ ଲୋହିତ କୁମାର ରଥ ସଦଳବଳ ପହଞ୍ଚତ୍ ହାତୀର ସ୍ବାସ୍ଥ୍ୟାବସ୍ଥା...

ସୁସ୍ଥ ଲୋକକୁ ସଜାଇଦେଲେ ରୋଗୀ

ଢେଙ୍କାନାଳ, ୧୫।୭(ରତନ ନାୟାର): ‘ମୁଁ ଆଜ୍ଞା ସୁସ୍ଥ ଲୋକ । ପ୍ରତିଦିନ ପରିଶ୍ରମ କରେ। ବାହାବା ନେବା ପାଇଁ ‘୫-ଟି’ ସଚିବଙ୍କ ଆଗରେ ମିଛରେ ରୋଗୀ ସଜେଇ ଦେଲେ। ଏହି ଘଟଣାରେ ଯେଉଁମାନେ ଦୋଷୀ, ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ...

ଅଜଣା ଜନ୍ତୁ ଆତଙ୍କ: ୪୦ ମେଣ୍ଡା ମୃତ୍ୟୁ

ଢେଙ୍କାନାଳ,୧୫।୭(ରତନ ନାୟାର): ଢେଙ୍କାନାଳ ଜିଲା ସଦର ବ୍ଲକ ସୋଗରପଶି ପଞ୍ଚାୟତ ଆରଦା ଗ୍ରାମରେ ଶନିବାର ଭୋରରେ ଚାଷୀ ସାଧୁ ଚରଣ ରାଉତଙ୍କ ୪୦ଟି ମେଣ୍ଡାଙ୍କ ମୃତ୍ୟୁ ହୋଇଯାଇଛି । ମୃତ ମେଣ୍ଡାଗୁଡ଼ିକର ବେଳ ଏବଂ ପେଟରେ କ୍ଷତ ଚିହ୍ନ ରହିଥିବା...

ମିଛ ଫଟୋ ଦେଖାଇ ଭୁତେଇଦେଲେ

ଢେଙ୍କାନାଳ,୧୪ା୭(ରତନ ନାୟାର): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ)ର ଲାଭ ନେଇଥିବା ଦର୍ଶାଇ ବ୍ୟାନରରେ ଛାପିଲେ ଯୁବକଙ୍କ ନାମ। ସ୍ତ୍ରୀଙ୍କ ଫଟୋ ମଧ୍ୟ ବ୍ୟବହାର କଲେ। ହେଲେ ସମ୍ପୃକ୍ତ ଯୁବକ ଯେ ରାଜ୍ୟ ସରକାରଙ୍କ ଏଭଳି ବହୁମୁଖୀ ସ୍ବାସ୍ଥ୍ୟ ଯୋଜନାର...

ପ୍ରାର୍ଥନା ସଭାରେ ଛାତିକୁ ମୁଥ

କାମାକ୍ଷାନଗର,୧୩।୭(ସୁଧୀର ପରିଡ଼ା)ପ୍ରାର୍ଥନା ସଭାରେ ଶିକ୍ଷୟିତ୍ରୀଙ୍କ ମୁଥ ମାଡ଼ରେ ଗୁରୁତର ହୋଇଛନ୍ତି ଛାତ୍ର। ଏଭଳି ଅମାନବୀୟ ଘଟଣା ଘଟିଛି ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ସଦରସ୍ଥିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ। ଅସୁସ୍ଥ ହୋଇପଡ଼ିଥିବା ଷଷ୍ଠ ଶ୍ରେଣୀ ଛାତ୍ର ଗଣପତି ମହାନ୍ତ (୧୨)ଙ୍କୁ...

ଯୋରନ୍ଦାର ବିକାଶ ପାଇଁ ୯୩ କୋଟି ମଞ୍ଜୁର

ଢେଙ୍କାନାଳ,୧୧ା୭(ରତନ ନାୟାର): ଢେଙ୍କନାଳ ଜିଲା ଯୋରନ୍ଦାସ୍ଥିତ ବିଶ୍ୱ ପ୍ରସିଦ୍ଧ ମହିମାଧର୍ମ ପୀଠ ମହିମାଗାଦିକୁ ଆନ୍ତର୍ଜାତିକସ୍ତରର ପର୍ଯ୍ୟଟନସ୍ଥଳୀ କରିବା ଏବଂ ଇଣ୍ଟିଗ୍ରେଟେଡ୍‌ ଡେଭେଲପମେଣ୍ଟ ଅଫ୍‌ ହେରିଟେଜ୍‌ ଆଣ୍ଡ ମନୁମେଣ୍ଟ ଆଣ୍ଡ ଟୁରିଷ୍ଟ ଡେଷ୍ଟିନେଶନର ୨୦୨୩-୨୪ ବର୍ଷ ପାଇଁ ପ୍ରଥମ ପର୍ଯ୍ୟାୟରେ ରାଜ୍ୟ...

ଜରିପାଲ ତଳେ ଜୀବନ

ପରଜଙ୍ଗ,୧୦।୭(ନିଗମାନନ୍ଦ ଦଳବେହେରା): ଆବାସ ଯୋଜନାରେ ଘର ଖଣ୍ଡିଏ ପାଇବା ପାଇଁ ଅଛି ସମସ୍ତ ଯୋଗ୍ୟତା। ହେଲେ ରାଜନୀତିର ପରପେଞ୍ଚ ଭିତରେ ଛନ୍ଦି ହୋଇଯାଇଛି ଗରିବଙ୍କ ଭାଗ୍ୟ। ଯୋଗ୍ୟ ହିତାଧିକାରୀ ତାଲିକାରେ ସାମିଲ ହେବା ସତ୍ତ୍ୱେ ଚୂଡ଼ାନ୍ତ ପର୍ଯ୍ୟାୟରୁ ଉଦ୍ଦେଶ୍ୟମୂଳକ ଭାବେ...

ଟେନ୍‌ସନ ଦେଲାଣି ଟମାଟୋ

କାମାକ୍ଷାନଗର, ୧୦।୭(ସୁଧୀର ପରିଡ଼ା) : ପରିବା ଚାଷ ପାଇଁ ସୁନାମ ଅର୍ଜନ କରିଛି ଢେଙ୍କାନାଳ ଜିଲାର କାମାକ୍ଷାନଗର। ବ୍ଲକର ସୋଗର, ସମାଟାଙ୍ଗୀ, ଭଗୀରଥପୁର, ଜଗନ୍ନାଥପୁର, ଅଁଳାବେରେଣି, ତୁମୁସିଙ୍ଗା ଆଦି ଅଞ୍ଚଳରେ ଉତ୍ପାଦିତ ହେଉଥିବା ପରିବା ବର୍ଷର ଅଧିକାଂଶ ସମୟ ଖାଉଟିଙ୍କ...

ଶେଷ ହେଉଛି ‘ସାପୁଆ’ ସମ୍ଭାବନା

ରାସୋଳ,୧୦।୭(ସରୋଜ ମିଶ୍ର): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ରାସୋଳ ଅଞ୍ଚଳର ଜଳସେଚନର ପ୍ରମୁଖ ମାଧ୍ୟମ ସାପୁଆ କେନାଲ ପରିଚାଳନା ଅଭାବରୁ ପରିତ୍ୟକ୍ତ ହୋଇପଡ଼ିଛି। ବଡ଼ ବଡ଼ ଘଳିଆ ଦେଇ ବିପୁଳ ପରିମାଣର ପାଣି ନଷ୍ଟ ହେଉଥିବାରୁ ଜମିକୁ ଜଳ ନିଅଣ୍ଟ...

ପରିଚାଳନା ଅଭାବରୁ ପରିତ୍ୟକ୍ତ

ଢେଙ୍କାନାଳ,୯।୭(ରତନ ନାୟାର)ଢେଙ୍କାନାଳ ସଦର ବ୍ଲକ କାଇମାଟି ପ୍ରାଣୀଧନ ଚିକିତ୍ସାଳୟ ପରିଚାଳନା ଅଭାବରୁ ପରିତ୍ୟକ୍ତ ହୋଇପଡ଼ିଛି। ଏଠାକୁ ନିୟମିତ ଡାକ୍ତର, ଏଲ୍‌ଆଇ ଆସୁନାହାନ୍ତି। ଫଳରେ ଚାଷୀମାନେ ସେମାନଙ୍କ ରୋଗଗ୍ରସ୍ତ ଗୃହପାଳିତ ପ୍ରାଣୀଙ୍କୁ ଢେଙ୍କାନାଳ ଆଣିବାକୁ ବାଧ୍ୟ ହେଉଛନ୍ତି। ବିଭାଗୀୟ ଉଦାସୀନତାରୁ ଏଭଳି...

ଅପରେଶନ ‘କ୍ଲିନ୍‌’ ଆରମ୍ଭ

ଢେଙ୍କାନାଳ,୯।୭(ରତନ ନାୟାର)ଢେଙ୍କାନାଳ ଜିଲାକୁ ଅପରାଧ ମୁକ୍ତ କରିବା ଲାଗି ଆରମ୍ଭ ହୋଇଛି ‘ଅପରେଶନ କ୍ଲିନ୍‌’। ଅସାମାଜିକ କାର୍ଯ୍ୟକଳାପରେ ଲିପ୍ତ ଥିବା ଅପରାଧୀଙ୍କୁ ମୁଖ୍ୟସ୍ରୋତକୁ ଫେରିବା ଲାଗି ଶେଷ ସୁଯୋଗ ଦିଆଯାଇଛି। ସାମାଜିକ ସ୍ରୋତରେ ସାମିଲ ହେଲେ ଆବଶ୍ୟକତା ଅନୁଯାୟୀ ସେମାନଙ୍କ...

ନୃସିଂହଙ୍କ ଉପରେ ରାଜ୍ୟ ନେତୃତ୍ୱଙ୍କ ଆସ୍ଥା

ଢେଙ୍କାନାଳ/ପରଜଙ୍ଗ, ୮।୭(ରତନ ନାୟାର/ନିଗମାନନ୍ଦ ଦଳବେହେରା): ସବୁ କଳ୍ପନା ଜଳ୍ପନାର ଅନ୍ତଘଟିଛି। ରାଜ୍ୟ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଢେଙ୍କାନାଳ ଜିଲା ବିଜେଡି ସଭାପତି ଭାବେ ପରଜଙ୍ଗ ବିଧାୟକ ଡା. ନୃସିଂହ ଚରଣ ସାହୁଙ୍କୁ ଶୁକ୍ରବାର ଚୟନ କରିଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri