ଢେଙ୍କାନାଳ

୧,୮୫,୨୧୦ ହେକ୍ଟରରେ ଖରିଫ୍‌ ଚାଷ

ଢେଙ୍କାନାଳ ଅଫିସ, ୨୨।୫ କରୋନା ପ୍ରଭାବିତ ଢେଙ୍କାନାଳ ଜିଲାରେ ଖରିଫ୍‌ ଚାଷକୁ ସୁବ୍ୟବସ୍ଥିତ କରିବାକୁ ଅଣ୍ଟା ଭିଡିଛି ପ୍ରଶାସନ। ଖରିଫ୍‌-୨୦୨୦ ନେଇ ଗୁରୁବାର ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ କୃଷି ନିର୍ଦ୍ଧାରଣ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ୧,୮୫,୨୧୦…

ନିୟମ ଭିତରେ ରଥ ନିର୍ମାଣ

ଢେଙ୍କାନାଳ ଅଫିସ, ୨୦।୫ ଢେଙ୍କାନାଳର ପ୍ରସିଦ୍ଧ ରଥଯାତ୍ରା ଲାଗି ରଥ ନିର୍ମାଣ ଆଗେଇ ଚାଲିଛି। ଲକ୍‌ଡାଉନ୍‌ ନିୟମକୁ ମାନି ରଥ ତିଆରି କରାଯାଉଛି। ମହାରଣା ସେବକ ଏବଂ କାରିଗରମାନେ ସାମାଜିକ ଦୂରତ୍ୱ ନିୟମ ଭିତରେ ମାସ୍କ ପିନ୍ଧି କାମ କରୁଛନ୍ତି। ଜୁନ୍‌…

ନକଲି ମଦ କାରଖାନା ଠାବ: ବିପୁଳ ସାମଗ୍ରୀ ଜବତ, ୩ ଗିରଫ

ଢେଙ୍କାନାଳ ଅଫିସ,୧୯ା୫-ଢେଙ୍କାନାଳ ସହର ଉପକଣ୍ଠ ରାମେଶ୍ୱରପୁର ଅଞ୍ଚଳରୁ ସୋମବାର ବିଳମ୍ବିତ ରାତିରେ ଏକ ନକଲି ମଦ ତିଆରି କାରଖାନା ଠାବ କରାଯାଇଛି। ବେଆଇନ ମଦ ପ୍ରସ୍ତୁତିରେ ସମ୍ପୃକ୍ତି ଅଭିଯୋଗରେ ରାମେଶ୍ୱରପୁରର ବିକାଶ ପୁହାଣ(୪୮), ସିମିଳିଆର ଅଜୟ ଦଳେଇ (୪୧) ଏବଂ କାଇଁଶ…

ବୃତ୍ତି ହରାଇଲେ ୧୦୦୦ ଠିକା ବିଦ୍ୟୁତ୍‌ କର୍ମଚାରୀ

ଢେଙ୍କାନାଳ ଅଫିସ, ୧୯।୫ ଢେଙ୍କାନାଳ ଜିଲା ବିଦ୍ୟୁତ୍‌ ବିଭାଗରେ କାର୍ଯ୍ୟରତ ଠିକା କର୍ମଚାରୀଙ୍କ ଚାକିରି ଚୁକ୍ତି ଅବଧି ମାର୍ଚ୍ଚ ୩୧ରେ ସରିଛି। ଫଳରେ ସେସୁ ଅଧୀନରେ ବିଦ୍ୟୁତ୍‌ ଡିଭିଜନରେ କାର୍ଯ୍ୟ କରୁଥିବା ୧୦୦୦ କର୍ମଚାରୀ ଜୀବିକା ହରାଇଛନ୍ତି। କରୋନା ସଙ୍କଟ ସମୟରେ…

ବଜାରରେ ଅସମ୍ଭାଳ ଭିଡ଼

କାମାକ୍ଷାନଗର, ୧୯।୫(ଡି.ଏନ.ଏ.) – ସାମାଜିକ ଦୂରତ୍ୱ, ମାସ୍କ, ସଙ୍ଗରୋଧ କରୋନା ପ୍ରତିରୋଧ ଲାଗି ସବୁଠୁ ବଡ଼ ଉପାୟ ବୋଲି କୁହାଯାଉଛି। ଦେଶରେ କୋଭିଡ୍‌-୧୯ ଆତଙ୍କ ଦେଖାଦେବା ପରେ ଏହାକୁ ନେଇ ସରକାରୀ, ବେସରକାରୀସ୍ତରରେ ବ୍ୟାପକ ପ୍ରଚାର ଚାଲିଛି। ହେଲେ କାମାକ୍ଷାନଗର ଏନ୍‌ଏସିରେ…

ବନ ବିଭାଗ ହାତରେ ପୁଟିପାଳ ଭବିଷ୍ୟତ

ଢେଙ୍କାନାଳ ଅଫିସ, ୧୮।୫ (ରତନ ନାୟାର) :  ଜଙ୍ଗଲ ଭିତରେ ଜୀବନ। ପାହାଡ଼ିଆ ରାସ୍ତା, ବିପଦସଙ୍କୁଳ ନାଳ, ହିଂସ୍ର ବନ୍ୟଜନ୍ତୁଙ୍କ ସହ ନିତି ସଂଘର୍ଷ। ବଣଜଙ୍ଗଲର ପ୍ରତିକୂଳ ପରିବେଶରୁ ସେମାନେ ଶିଖିଛନ୍ତି ଜିଇବାର ରାହା। ତଥାପି ସେମାନେ ଛାଡ଼ିନାହାନ୍ତି ଆଶା। ଆଜି…

୨୦ ବର୍ଷ ପରେ ଫେରିଲା ନିଖୋଜ ପୁଅ; ଲକ୍‌ଡାଉନ୍‌କୁ ଶ୍ରେୟ ଦେଲେ ମା’ବାପା

ଢେଙ୍କାନାଳ ଅଫିସ, ୧୮।୫:  ଲକ୍‌ଡାଉନ୍‌ ପାଇଁ ୨୦ବର୍ଷ ପରେ ଘରକୁ ଫେରି ଆସିଛି ନିଖୋଜ ପୁଅ। କରୋନା କଷଣ ଭିତରେ ଏପରି ଏକ ଖୁସିର ଚିତ୍ର ଆସିଛି ଢେଙ୍କାନାଳ ଜିଲା ସଦର ବ୍ଲକ ତାଳବରକୋଟ ଗ୍ରାମରୁ। ହଜିଲା ପୁଅ ଅରକ୍ଷିତଙ୍କୁ ପାଇବା ପରେ…

ଅଧା ହିତାଧିକାରୀଙ୍କୁ ମିଳିନି ଡାଲି

ଢେଙ୍କାନାଳ ଅଫିସ, ୧୭।୫ – କରୋନା ପ୍ରଭାବିତ ଓଡ଼ିଶାର ଗରିବ ହିତାଧିକାରୀଙ୍କୁ ୩ମାସ ଯାଏ ବିନା ମୂଲ୍ୟରେ ଚାଉଳ ଏବଂ ଡାଲି ଯୋଗାଇ ଦେବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ହେଲେ ଢେଙ୍କାନାଳ ଜିଲାର ଅଧା ହିତାଧିକାରୀଙ୍କ ପାଖରେ ଏଯାଏ ଡାଲି…

ଅଗ୍ନିକାଣ୍ଡ: ୧୧ ବଖରା ପାଉଁଶ

ଭୁବନ/ଆଠମଲ୍ଲିକ, ୧୬।୫ (ଡି.ଏନ.ଏ.) – ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ଅନ୍ତର୍ଗତ ୧୧ନଂ. ଓ୍ବାର୍ଡ ତେଲିସାହିରେ ଶୁକ୍ରବାର ଅପରାହ୍ନରେ ବିଦ୍ୟୁତ୍‌ ଶର୍ଟସର୍କିଟ୍‌ରୁ ଅଗ୍ନିକାଣ୍ଡ ଘଟି ଶଙ୍କର୍ଷଣ ସାହୁ, ତପନ ସାହୁ, ଦୀପକ ସାହୁଙ୍କ ବଖରାଏ ଲେଖାଏ ଜଳିଯାଇଛି। ଏଥିରେ ଘରେ ଥିବା…

ସାଇକେଲରେ ବିଜୟୱାଡାରୁ ଢେଙ୍କାନାଳ

ଢେଙ୍କାନାଳ ଅଫିସ, ୧୬।୫ – ଲକ୍‌ଡାଉନ୍‌ କଷଣରେ ପେଷି ହେଉଛନ୍ତି ଗରିବ ଖଟିଖିଆ। ଜୀବନ ବଞ୍ଚାଇବାକୁ ଭିଟାମାଟି ଅଭିମୁଖେ ଗଣପଳାୟନ ଜାରି ରହିଥିବାବେଳେ ପ୍ରବାସୀଙ୍କ ଯନ୍ତ୍ରଣା ବଳିଗଲାଣି। ଦାଦନ ଦୁଃଖର ଏପରି ଏକ ଚିତ୍ର ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲାରେ। ଦୀର୍ଘ…

ବ୍ରାହ୍ମଣୀରୁ ବେଧଡକ ବାଲି ଚାଲାଣ

ଓଡ଼ାପଡ଼ା,୧୬ା୫(ଡି.ଏନ.ଏ) – ଲକ୍‌ଡାଉନ୍‌ ସମୟରେ ଢେଙ୍କାନାଳ ଜିଲା ବ୍ରାହ୍ମଣୀ ନଦୀରୁ ବେଧଡକ୍‌ ଚାଲିଛି ବାଲି ଚାଲାଣ। କରୋନା ସଂକ୍ରମଣ ନିରୋଧୀ ଅଭିଯାନରେ ଅଧିକାରୀମାନେ ନିୟୋଜିତ ହୋଇଥିବାବେଳେ ଏହାର ସୁଯୋଗ ନେଉଛନ୍ତି ଅସାଧୁ ବ୍ୟବସାୟୀ। ଶୁକ୍ରବାର ନାଧରା ଘାଟ ଉପରେ ଚଢ଼ାଉ ବେଳେ…

ଢେଙ୍କାନାଳ ଆମ୍ବକୁ କରୋନା ମାଡ଼

ଢେଙ୍କାନାଳ ଅଫିସ, ୧୬।୫ – ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଆମ୍ବଚାଷ ଉପରେ ପଡ଼ିଛି କରୋନା ଚଡ଼କ। ଲକ୍‌ଡାଉନ୍‌ କଟକଣା ନିୟମ ଭିତରେ ରକ୍ଷଣାବେକ୍ଷଣ ହୋଇ ନ ପାରିବାରୁ ଉତ୍ପାଦନ ପାଖାପାଖି ୬୦% କମିଯାଇଛି। ଫଳରେ ଚଳିତବର୍ଷ ବାହାରକୁ ଆମ୍ବ ରପ୍ତାନି ହୋଇପାରିବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri