ରାସ୍ତାରେ ଯମ, କରୋନା
ଢେଙ୍କାନାଳ ଅଫିସ, ୨୯।୪ – ‘ମୁଁ ହେଉଛି ଯମରାଜ। ଆଜି ମଇଁଷି ଆଣିନି। ମୋ ସାଙ୍ଗରେ କରୋନା ଆଣିଛି। ଟିକେ ଫାଙ୍କା ପାଇଲେ କରୋନା ମାଡ଼ି ବସିବ।’ ମଙ୍ଗଳବାର ଏପରି ସତର୍କବାଣୀ ଶୁଣିବାକୁ ମିଳିଥିଲା ଢେଙ୍କାନାଳ ସହରରେ। ଲକ୍ଡାଉନ ନିୟମ ଭଙ୍ଗକରି…
କ୍ୱାରାଣ୍ଟାଇନ୍ରେ ଥିବା ଲୋକଙ୍କୁ କିଟ୍
ଢେଙ୍କାନାଳ ଅଫିସ, ୨୮।୪ ଢେଙ୍କାନାଳ ପୌରାଞ୍ଚଳସ୍ଥିତ ଜର୍ଜ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ କଲ୍ୟାଣ ମଣ୍ଡପ କ୍ୱାରାଣ୍ଟାଇନ୍ ସେଣ୍ଟରରେ ସଙ୍ଗରୋଧରେ ଥିବା ୫୦ ଶ୍ରମିକ, ବୁଲା ବିକାଳିଙ୍କୁ ସୋମବାର ଜିଲା ରେଡ୍କ୍ରସ୍ ପକ୍ଷରୁ ନିତ୍ୟ ବ୍ୟବହାର୍ଯ୍ୟ କିଟ୍ ବଣ୍ଟନ କରାଯାଇଛି। ଜିଲାପାଳ…
ବିଶୋଧନ ହେବ ୧୫ ଗଁ।
ଓଡ଼ାପଡ଼ା, ୨୮।୪(ଡି.ଏନ.ଏ.) ମହାମାରୀ କରୋନାର ମୁକାବିଲା ପାଇଁ ଟାଟାଷ୍ଟିଲ ବିଏସ୍ଏଲ୍ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। କାରଖାନା ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ୧୫ ଗଁାକୁ ସମ୍ପୂର୍ଣ୍ଣ ବିଶୋଧନ କରିବାକୁ କମ୍ପାନୀ ପକ୍ଷରୁ ସ୍ଥିର କରାଯାଇଛି। ଇତିମଧ୍ୟରେ ନରେନ୍ଦ୍ରପୁର, ସରପା, ଗଣ୍ଠିଗାଡ଼ିଆ, ନୂଆଗଁା,…
ଅନୁକୂଳ ହେଲା ରଥକାଠ
ଢେଙ୍କାନାଳ ଅଫିସ, ୨୭।୪: ଢେଙ୍କାନାଳର ପ୍ରସିଦ୍ଧ ରଥଯାତ୍ରା ପାଇଁ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରବିବାର ରଥକାଠ ଅନୁକୂଳ ହୋଇଛି। ଏହି ଉପଲକ୍ଷେ ମହାପ୍ରଭୁ ଶ୍ରୀବଳରାମଙ୍କ ମନ୍ଦିରରେ ପରମ୍ପରା ଅନୁଯାୟୀ ନୀତିକାନ୍ତି, ପୂଜାର୍ଚ୍ଚନା କରାଯାଇଥିଲା। ପୂଜାପଣ୍ଡା ମଳୟ ରଞ୍ଜନ କର ଠାକୁରଙ୍କ ଆଜ୍ଞାମାଳ…
ରାଶନକାର୍ଡ ତାଲିକାଭୁକ୍ତ ହେବେ ମହିମା ସାଧୁ
ଢେଙ୍କାନାଳ ଅଫିସ, ୨୭।୪: ଲକ୍ଡାଉନ୍ ନିୟମ କଡ଼ାକଡ଼ି କରାଯିବା ପରେ ବିଶ୍ୱପ୍ରସିଦ୍ଧ ମହିମାଧର୍ମ ପୀଠ ଯୋରନ୍ଦାରେ ରହୁଥିବା ସାଧୁସନ୍ନ୍ୟାସୀଙ୍କ ସମସ୍ୟା ବଢ଼ିଛି। ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଥିବାରୁ ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚତ୍ବାରେ ଅସୁବିଧା ସୃଷ୍ଟି ହୋଇଛି। ଏହାର ସମାଧାନ ଲାଗି ଉଦ୍ୟମ କରିଛନ୍ତି…
ପାଳନ ହେବନି ଅକ୍ଷୟ ତୃତୀୟା
ଢେଙ୍କାନାଳ ଅଫିସ, ୨୬।୪ – ଓଡ଼ିଶାର କୃଷିଭିତ୍ତିକ ପର୍ବ ଅକ୍ଷୟ ତୃତୀୟା। ଏହି ଦିନଠାରୁ ଚାଷ ପାଇଁ ଆରମ୍ଭ ହୁଏ ପାଗଭିଡ଼ା। ଅଖି ମୁଠି ଅନୁକୂଳ ପରେ ଚାଷମନା ହୁଏ ଚାଷୀ। ହେଲେ ଚଳିତବର୍ଷ ସବୁକିଛି ବିଗାଡ଼ି ଦେଇଛି କରୋନା। ସାମାଜିକ…
ମାସ୍କ ନ ପିନ୍ଧିଲେ ମିଳିବନି ସାମଗ୍ରୀ
ଢେଙ୍କାନାଳ ଅଫିସ, ୨୬।୪ – କରୋନା ସଂକ୍ରମଣ ପ୍ରତିହତ କରିବାକୁ ମାର୍ଚ୍ଚ ୨୫ରୁ ଲକ୍ଡାଉନ୍ ଜାରି ରହିଛି। ଲୋକମାନଙ୍କ ସୁବିଧା ଏବଂ ଗ୍ରାମାଞ୍ଚଳ ଅର୍ଥନୀତିକୁ ଟ୍ରାକ୍କୁ ଫେରାଇ ଆଣିବାକୁ ଶନିବାର ତାଲାବନ୍ଦ ନିୟମରେ ସାମାନ୍ୟ କୋହଳ କରାଯାଇଛି। ରାଜ୍ୟ ସରକାରଙ୍କ ପରିବର୍ତ୍ତିତ…
ଭୟ ବଢ଼ାଉଛନ୍ତି ଅମାନିଆ: ସହରରେ ବୁଲିବୁଲି ଯାଞ୍ଚ କଲେ ଜିଲାପାଳ
ଢେଙ୍କାନାଳ ଅଫିସ, ୨୫।୪ – କୋଭିଡ୍-୧୯ ଭୂତାଣୁ ଠାବ ହୋଇଥିବା ଏକମାତ୍ର ରୋଗୀ ସୁସ୍ଥ ହୋଇ ଫେରିବା ପରେ କରୋନା ମୁକ୍ତ ହୋଇଛି ଢେଙ୍କାନାଳ ଜିଲା। ଏପ୍ରିଲ ୯ ତାରିଖ ପରଠାରୁ ଆଉ ନୂଆ ସଂକ୍ରମଣ ମାମଲା ସାମ୍ନାକୁ ଆସିନାହିଁ। ତଥାପି…
ମିଛ ଖବରରେ ଅଙ୍କୁଶ ଲଗାଇବ ମାର୍ଗଦର୍ଶିକା
ଢେଙ୍କାନାଳ ଅଫିସ, ୨୫।୪ – ସମ୍ପ୍ରତି ମିଛ, ତ୍ରୁଟିପୂର୍ଣ୍ଣ ଖବର ଭୟଙ୍କର ବିପଦ ଭାବେ ଉଭା ହୋଇଛି। ସୋସିଆଲ ମିଡିଆର ବହୁଳ ପ୍ରଚଳନ ଏପରି ମିଛ ଖବରର ବାହାକ ସାଜିଛି। ଏପରି ମିଥ୍ୟା ଖବର ରୋକିବାକୁ ଢେଙ୍କାନାଳସ୍ଥିତ ଭାରତୀୟ ଜନସଞ୍ଚାର ସଂସ୍ଥାନ…
ଗରାଖ ନାହାନ୍ତି, ଶଢୁଛି କଖାରୁ
ଢେଙ୍କାନାଳ ଅଫିସ, ୨୪।୪ – କୁଢ଼ା ହୋଇଛି ପାଚିଲା କଖାରୁ। ଦେଖିଲେ ଆଖି ଲାଖିଯିବ। ହେଲେ ଏପରି ସ୍ବାଦିଷ୍ଟ, ପୁଷ୍ଟିକର ପରିବା ନେବାକୁ କେହିନାହାନ୍ତି। ଚାଷୀ ଏବଂ ବ୍ୟବସାୟୀଙ୍କ ମଧ୍ୟରେ ଲକ୍ଡାଉନ୍ ପାଚେରି ସାଜିଥିବାବେଳେ ଖରାବର୍ଷାରେ ୫୦ଟନ୍ରୁ ଊର୍ଦ୍ଧ୍ୱ କଖାରୁ ପଚିଶଢ଼ି…
୩୬୦ ଲିଟର ମଦ ଜବତ, ୪ ଗିରଫ
ଢେଙ୍କାନାଳ ଅଫିସ, ୨୩।୪: ଢେଙ୍କାନାଳ ଜିଲା ଅବକାରୀ ମୋବାଇଲ ସ୍କ୍ବାଡ୍ ପକ୍ଷରୁ ବୁଧବାର ଭୋର ସମୟରେ ସଦର ଥାନା ବେଲଟିକିରି, କାଙ୍କଡ଼ପାଳ ଏବଂ ସିମିଳିଆ ଅଞ୍ଚଳରେ ଚଢ଼ାଉ କରାଯାଇ ୩୬୦ ଲିଟର ଦେଶୀ ମଦ ଜବତ କରାଯାଇଛି। ଏହି ଘଟଣାରେ ୪ଜଣଙ୍କୁ ଗିରଫ…
କରୋନା ମୁକାବିଲା ପାଇଁ ସହାୟତା
ଢେଙ୍କାନାଳ ଅଫିସ, ୨୩।୪: ଢେଙ୍କାନାଳ ଜିଲାର ବିଭିନ୍ନ ଅନୁଷ୍ଠାନ କରୋନା ମୁକାବିଲା ଲାଗି ଅକୁଣ୍ଠ ସହାୟତା ପ୍ରଦାନ କରୁଛନ୍ତି। ବିଧାୟକ ସୁଧୀର ସାମଲଙ୍କ ଉପସ୍ଥିତିରେ ଜିଲା କ୍ରଶର ମାଲିକ କଲ୍ୟାଣ ସଂଘ ପକ୍ଷରୁ ବୁଧବାର ଜିଲା ରେଡ୍କ୍ରସ୍ ପାଣ୍ଠିକୁ ୬ଲକ୍ଷ ଟଙ୍କା ସହାୟତା…
Archives


