ଅଗ୍ନିକାଣ୍ଡ: ୧୧ ବଖରା ପାଉଁଶ
ଭୁବନ/ଆଠମଲ୍ଲିକ, ୧୬।୫ (ଡି.ଏନ.ଏ.) – ଢେଙ୍କାନାଳ ଜିଲା ଭୁବନ ଏନ୍ଏସି ଅନ୍ତର୍ଗତ ୧୧ନଂ. ଓ୍ବାର୍ଡ ତେଲିସାହିରେ ଶୁକ୍ରବାର ଅପରାହ୍ନରେ ବିଦ୍ୟୁତ୍ ଶର୍ଟସର୍କିଟ୍ରୁ ଅଗ୍ନିକାଣ୍ଡ ଘଟି ଶଙ୍କର୍ଷଣ ସାହୁ, ତପନ ସାହୁ, ଦୀପକ ସାହୁଙ୍କ ବଖରାଏ ଲେଖାଏ ଜଳିଯାଇଛି। ଏଥିରେ ଘରେ ଥିବା…
ସାଇକେଲରେ ବିଜୟୱାଡାରୁ ଢେଙ୍କାନାଳ
ଢେଙ୍କାନାଳ ଅଫିସ, ୧୬।୫ – ଲକ୍ଡାଉନ୍ କଷଣରେ ପେଷି ହେଉଛନ୍ତି ଗରିବ ଖଟିଖିଆ। ଜୀବନ ବଞ୍ଚାଇବାକୁ ଭିଟାମାଟି ଅଭିମୁଖେ ଗଣପଳାୟନ ଜାରି ରହିଥିବାବେଳେ ପ୍ରବାସୀଙ୍କ ଯନ୍ତ୍ରଣା ବଳିଗଲାଣି। ଦାଦନ ଦୁଃଖର ଏପରି ଏକ ଚିତ୍ର ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲାରେ। ଦୀର୍ଘ…
ବ୍ରାହ୍ମଣୀରୁ ବେଧଡକ ବାଲି ଚାଲାଣ
ଓଡ଼ାପଡ଼ା,୧୬ା୫(ଡି.ଏନ.ଏ) – ଲକ୍ଡାଉନ୍ ସମୟରେ ଢେଙ୍କାନାଳ ଜିଲା ବ୍ରାହ୍ମଣୀ ନଦୀରୁ ବେଧଡକ୍ ଚାଲିଛି ବାଲି ଚାଲାଣ। କରୋନା ସଂକ୍ରମଣ ନିରୋଧୀ ଅଭିଯାନରେ ଅଧିକାରୀମାନେ ନିୟୋଜିତ ହୋଇଥିବାବେଳେ ଏହାର ସୁଯୋଗ ନେଉଛନ୍ତି ଅସାଧୁ ବ୍ୟବସାୟୀ। ଶୁକ୍ରବାର ନାଧରା ଘାଟ ଉପରେ ଚଢ଼ାଉ ବେଳେ…
ଢେଙ୍କାନାଳ ଆମ୍ବକୁ କରୋନା ମାଡ଼
ଢେଙ୍କାନାଳ ଅଫିସ, ୧୬।୫ – ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଆମ୍ବଚାଷ ଉପରେ ପଡ଼ିଛି କରୋନା ଚଡ଼କ। ଲକ୍ଡାଉନ୍ କଟକଣା ନିୟମ ଭିତରେ ରକ୍ଷଣାବେକ୍ଷଣ ହୋଇ ନ ପାରିବାରୁ ଉତ୍ପାଦନ ପାଖାପାଖି ୬୦% କମିଯାଇଛି। ଫଳରେ ଚଳିତବର୍ଷ ବାହାରକୁ ଆମ୍ବ ରପ୍ତାନି ହୋଇପାରିବ…
ବେଙ୍ଗାଲୁରୁରୁ ଆସିଲେ ୩୨ ପ୍ରବାସୀ
ଭୁବନ, ୧୪।୫(ଡି.ଏନ.ଏ.) – ବେଙ୍ଗାଲୁରୁରୁ ୧ଲକ୍ଷ ୬୦ ହଜାର ଟଙ୍କା ବସ୍ଭଡ଼ା ଦେଇ ୩୨ ଜଣ ପ୍ରବାସୀ ଓଡ଼ିଶା ଫେରିଛନ୍ତି। ସେମାନଙ୍କ ମଧ୍ୟରୁ ଢେଙ୍କାନାଳ ଜିଲା ଭୁବନ ବ୍ଲକ ସୁରପ୍ରତାପପୁର ପଞ୍ଚାୟତର ୨୬ ଏବଂ କେନ୍ଦ୍ରାପଡ଼ା ଜିଲାର ୬ଜଣ ଅଛନ୍ତି। ସମ୍ପୃକ୍ତ…
ସହରରେ ବୁଲୁଛନ୍ତି ବାହାର ଶ୍ରମିକ
କାମାକ୍ଷାନଗର, ୧୪।୫(ଡି.ଏନ.ଏ.) – ପୋଲିସ ପଇଁତରା ସତ୍ତ୍ୱେ ସହରକୁ ପଶୁଛନ୍ତି ବାହାର ଶ୍ରମିକ। ଏହାକୁ ନେଇ ଢେଙ୍କାନାଳ ଜିଲା କାମାକ୍ଷାନଗରରେ ସୃଷ୍ଟି ହୋଇଛି ଭୟର ବାତାବରଣ। ବୁଧବାର ସହରରେ ଇତସ୍ତତଃ ଭାବେ ବୁଲୁଥିବା ୧୮ଜଣ ଶ୍ରମିକଙ୍କୁ ସ୍ଥାନୀୟ ସ୍ବେଚ୍ଛାସେବୀ ଉଦ୍ଧାର କରି…
ଏସିଆର ବଡ଼ ଗାଁକୁ କରୋନା ଡର
ଭୁବନ, ୧୪।୫(ଡି.ଏନ.ଏ.) – ଏସିଆ ମହାଦେଶ ସର୍ବବୃହତ୍ ଗାଁ ଭୁବନକୁ ଗୋଡ଼ାଉଛି କରୋନା ଡର। ସୀମାନ୍ତ ଯାଜପୁର ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟାବୃଦ୍ଧି ଅଞ୍ଚଳବାସୀଙ୍କ ଚିନ୍ତା ବଢ଼ାଇଛି। ଅନ୍ୟପଟେ ଅଞ୍ଚଳକୁ ପ୍ରବାସୀ ଓଡ଼ିଆଙ୍କ ଆଗମନ ପରେ ସଂକ୍ରମଣ ରୋକିବା ପ୍ରଶାସନ ଲାଗି ଚ୍ୟାଲେଞ୍ଜ…
ଜିଲାପାଳ କ୍ଷମତା ଦେଖାଇଲେ ସରପଞ୍ଚ: ଆଖୁଆପାଳରେ ମଦ ବିକ୍ରି ବନ୍ଦ
ପରଜଙ୍ଗ, ୧୩।୫(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଆଖୁଆପାଳ ପଞ୍ଚାୟତକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବାକୁ ଜିଲାପାଳ କ୍ଷମତାର ପ୍ରୟୋଗ କରିଛନ୍ତି ସରପଞ୍ଚ ପ୍ରଦୀପ ବେହେରା। ଏପରି ବେନିୟମ କାର୍ଯ୍ୟରୁ ବିରତ ରହିବାକୁ ସରପଞ୍ଚ ନୋଟିସ୍ ମାଧ୍ୟମରେ ଚେତାବନୀ ଦେଇଛନ୍ତି। ୧୪୯ନଂ.…
କରୋନା ଭାଙ୍ଗିନି ଦମ୍ଭ: ଛାଇରେ ଚାଲିଛି ଛତୁଚାଷ
କାମାକ୍ଷାନଗର, ୧୩।୫ – କରୋନା ପାଇଁ ବୃତ୍ତି ହରାଇଲେଣି ଅନେକେ। ଜୀବନ ବଞ୍ଚାଇବା ଲାଗି କାମଧନ୍ଦା ଛାଡ଼ି ଗଣପଳାୟନ କରୁଛନ୍ତି ପ୍ରବାସୀ। ହେଲେ ଭିଟାମାଟିରେ ନିଜ ଉଦ୍ୟମରେ ଚାଷକୁ ଆଦରି ସ୍ବାବଲମ୍ବୀ ହୋଇଥିବା ମଣିଷମାନଙ୍କ ଦମ୍ଭ ଭାଙ୍ଗିପାରିନି କୋଭିଡ୍। ଯଦିଓ ଆଗଭଳି…
‘ସହାୟତା ପାଇଁ ସର୍ବଦା ପ୍ରସ୍ତୁତ କିନ୍ନର’
ଢେଙ୍କାନାଳ ଅଫିସ, ୧୧।୫: କିନ୍ନର ସମାଜ ସହାୟତା କରିବାକୁ ସର୍ବଦା ପ୍ରସ୍ତୁତ। ସୁଯୋଗ ମିଳିଲେ ପ୍ରଶାସନକୁ ସମସ୍ତ ପ୍ରକାର ସହାୟତା କରାଯିବ ବୋଲି ଢେଙ୍କାନାଳ ପୌରାଞ୍ଚଳର ବନମାଳିପ୍ରସାଦସ୍ଥିତ ହିମାଳୟ ବସ୍ତିରେ ରହୁଥିବା କିନ୍ନର ସମାଜ ପକ୍ଷରୁ ପ୍ରତିଶ୍ରୁତି ଦିଆଯାଇଛି। ଜିଲା ରେଡ୍କ୍ରସ୍…
ସମ୍ମାନିତ ହେଲେ କରୋନା ଯୋଦ୍ଧା
କାମାକ୍ଷାନଗର, ୧୧।୫(ଡି.ଏନ.ଏ.) କାମାକ୍ଷାନଗରର ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ପିପୁଲ୍ସ ଫର୍ ସ୍ମାଇଲ’ ପକ୍ଷରୁ ରବିବାର କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। କରୋନା ସଙ୍କଟ ସମୟରେ ସ୍ବାସ୍ଥ୍ୟ ବିଭାଗ, ପୋଲିସ କର୍ମଚାରୀମାନେ ନିଃସ୍ବାର୍ଥପର ଭାବେ ସେବା କରି ଆସୁଛନ୍ତି। ସେମାନଙ୍କ ମନୋବଳ ବଢ଼ାଇବା ଲାଗି…
କରୋନା ପାଇଁ କଇଁଚି ବନ୍ଦ: ବୃତ୍ତି ଚିନ୍ତାରେ ବାରିକ
ଭୁବନ, ୧୧।୫ (ବିପିନ ବିହାରୀ ସେଠୀ): ଜୀବନ ଆଉ ଜୀବିକା ମଝିରେ ଛିଡ଼ା ହୋଇଛି ଭୂତାଣୁ। ଦେଢ଼ମାସ ହେଲା ଦୋକାନରେ ଝୁଲୁଛି ତାଲା। କରୋନା ପାଇଁ ଚାଲୁନି କଇଁଚି। ହାତବାନ୍ଧି ବସିଛନ୍ତି ପାର୍ଲର, ସେଲୁନ ଦୋକାନୀ। ଲୋକଙ୍କୁ ନିରନ୍ତର ସେବା ଯୋଗାଇ…
Archives


