ଢେଙ୍କାନାଳ

ସହରରେ ବୁଲୁଛନ୍ତି ବାହାର ଶ୍ରମିକ

କାମାକ୍ଷାନଗର, ୧୪।୫(ଡି.ଏନ.ଏ.) – ପୋଲିସ ପଇଁତରା ସତ୍ତ୍ୱେ ସହରକୁ ପଶୁଛନ୍ତି ବାହାର ଶ୍ରମିକ। ଏହାକୁ ନେଇ ଢେଙ୍କାନାଳ ଜିଲା କାମାକ୍ଷାନଗରରେ ସୃଷ୍ଟି ହୋଇଛି ଭୟର ବାତାବରଣ। ବୁଧବାର ସହରରେ ଇତସ୍ତତଃ ଭାବେ ବୁଲୁଥିବା ୧୮ଜଣ ଶ୍ରମିକଙ୍କୁ ସ୍ଥାନୀୟ ସ୍ବେଚ୍ଛାସେବୀ ଉଦ୍ଧାର କରି…

ଏସିଆର ବଡ଼ ଗାଁକୁ କରୋନା ଡର

ଭୁବନ, ୧୪।୫(ଡି.ଏନ.ଏ.) – ଏସିଆ ମହାଦେଶ ସର୍ବବୃହତ୍‌ ଗାଁ ଭୁବନକୁ ଗୋଡ଼ାଉଛି କରୋନା ଡର। ସୀମାନ୍ତ ଯାଜପୁର ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟାବୃଦ୍ଧି ଅଞ୍ଚଳବାସୀଙ୍କ ଚିନ୍ତା ବଢ଼ାଇଛି। ଅନ୍ୟପଟେ ଅଞ୍ଚଳକୁ ପ୍ରବାସୀ ଓଡ଼ିଆଙ୍କ ଆଗମନ ପରେ ସଂକ୍ରମଣ ରୋକିବା ପ୍ରଶାସନ ଲାଗି ଚ୍ୟାଲେଞ୍ଜ…

ଜିଲାପାଳ କ୍ଷମତା ଦେଖାଇଲେ ସରପଞ୍ଚ: ଆଖୁଆପାଳରେ ମଦ ବିକ୍ରି ବନ୍ଦ

ପରଜଙ୍ଗ, ୧୩।୫(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଆଖୁଆପାଳ ପଞ୍ଚାୟତକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବାକୁ ଜିଲାପାଳ କ୍ଷମତାର ପ୍ରୟୋଗ କରିଛନ୍ତି ସରପଞ୍ଚ ପ୍ରଦୀପ ବେହେରା। ଏପରି ବେନିୟମ କାର୍ଯ୍ୟରୁ ବିରତ ରହିବାକୁ ସରପଞ୍ଚ ନୋଟିସ୍‌ ମାଧ୍ୟମରେ ଚେତାବନୀ ଦେଇଛନ୍ତି। ୧୪୯ନଂ.…

କରୋନା ଭାଙ୍ଗିନି ଦମ୍ଭ: ଛାଇରେ ଚାଲିଛି ଛତୁଚାଷ

କାମାକ୍ଷାନଗର, ୧୩।୫ – କରୋନା ପାଇଁ ବୃତ୍ତି ହରାଇଲେଣି ଅନେକେ। ଜୀବନ ବଞ୍ଚାଇବା ଲାଗି କାମଧନ୍ଦା ଛାଡ଼ି ଗଣପଳାୟନ କରୁଛନ୍ତି ପ୍ରବାସୀ। ହେଲେ ଭିଟାମାଟିରେ ନିଜ ଉଦ୍ୟମରେ ଚାଷକୁ ଆଦରି ସ୍ବାବଲମ୍ବୀ ହୋଇଥିବା ମଣିଷମାନଙ୍କ ଦମ୍ଭ ଭାଙ୍ଗିପାରିନି କୋଭିଡ୍‌। ଯଦିଓ ଆଗଭଳି…

‘ସହାୟତା ପାଇଁ ସର୍ବଦା ପ୍ରସ୍ତୁତ କିନ୍ନର’

ଢେଙ୍କାନାଳ ଅଫିସ, ୧୧।୫: କିନ୍ନର ସମାଜ ସହାୟତା କରିବାକୁ ସର୍ବଦା ପ୍ରସ୍ତୁତ। ସୁଯୋଗ ମିଳିଲେ ପ୍ରଶାସନକୁ ସମସ୍ତ ପ୍ରକାର ସହାୟତା କରାଯିବ ବୋଲି ଢେଙ୍କାନାଳ ପୌରାଞ୍ଚଳର ବନମାଳିପ୍ରସାଦସ୍ଥିତ ହିମାଳୟ ବସ୍ତିରେ ରହୁଥିବା କିନ୍ନର ସମାଜ ପକ୍ଷରୁ ପ୍ରତିଶ୍ରୁତି ଦିଆଯାଇଛି। ଜିଲା ରେଡ୍‌କ୍ରସ୍‌…

ସମ୍ମାନିତ ହେଲେ କରୋନା ଯୋଦ୍ଧା

କାମାକ୍ଷାନଗର, ୧୧।୫(ଡି.ଏନ.ଏ.) କାମାକ୍ଷାନଗରର ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ପିପୁଲ୍ସ ଫର୍‌ ସ୍ମାଇଲ’ ପକ୍ଷରୁ ରବିବାର କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। କରୋନା ସଙ୍କଟ ସମୟରେ ସ୍ବାସ୍ଥ୍ୟ ବିଭାଗ, ପୋଲିସ କର୍ମଚାରୀମାନେ ନିଃସ୍ବାର୍ଥପର ଭାବେ ସେବା କରି ଆସୁଛନ୍ତି। ସେମାନଙ୍କ ମନୋବଳ ବଢ଼ାଇବା ଲାଗି…

କରୋନା ପାଇଁ କଇଁଚି ବନ୍ଦ: ବୃତ୍ତି ଚିନ୍ତାରେ ବାରିକ

ଭୁବନ, ୧୧।୫ (ବିପିନ ବିହାରୀ ସେଠୀ): ଜୀବନ ଆଉ ଜୀବିକା ମଝିରେ ଛିଡ଼ା ହୋଇଛି ଭୂତାଣୁ। ଦେଢ଼ମାସ ହେଲା ଦୋକାନରେ ଝୁଲୁଛି ତାଲା। କରୋନା ପାଇଁ ଚାଲୁନି କଇଁଚି। ହାତବାନ୍ଧି ବସିଛନ୍ତି ପାର୍ଲର, ସେଲୁନ ଦୋକାନୀ। ଲୋକଙ୍କୁ ନିରନ୍ତର ସେବା ଯୋଗାଇ…

ଚେତିଲା ଶକ୍ତିସୁଗାର, ପାର୍କିଂ ରାସ୍ତାରେ ବାଡ଼

ଢେଙ୍କାନାଳ ଅଫିସ, ୧୦।୫ – ଖୋର୍ଦ୍ଧାରୁ ସ୍ପିରିଟ୍‌ ନେବାକୁ ଆସି ଢେଙ୍କାନାଳ ଶକ୍ତିସୁଗାର କମ୍ପାନୀ ମୁଖ୍ୟଫାଟକ ସମ୍ମୁଖ ପାର୍କିଂ ଅଞ୍ଚଳରେ ଦେଢ଼ମାସ ହେଲା ରହିଥିବା ୩ ବିହାରୀ ଟ୍ୟାଙ୍କର ଚାଳକଙ୍କ ଅସ୍ବାଭାବିକ ମୃତ୍ୟୁ ପରେ କାରଖାନା କର୍ତ୍ତୃପକ୍ଷଙ୍କ ଚେତା ପଶିଛି। ଶନିବାର…

ମୃତକଙ୍କ ପରିବାରକୁ ଭେଟିଲେ ଭାଜପା ନେତା

ଢେଙ୍କାନାଳ ଅଫିସ, ୯ା୫ – କାମାକ୍ଷାନଗର ବ୍ଲକ ସୋଗର ଗ୍ରାମ ନୂଆସାହିରେ ବାଣ ବିସ୍ଫୋରଣରେ ଗତ ବୁଧବାର ସରୋଜ ସାହୁଙ୍କ ପୁଅ ସାହିଲ(୧୦) ଓ ମନୋଜ ସାହୁଙ୍କ ପୁଅ କ୍ରିଷ୍ଣା (୧୦)ଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ଶୁକ୍ରବାର ଭାଜପାର ଏକ…

୩ ଟ୍ୟାଙ୍କର ଚାଳକଙ୍କ ସନ୍ଦେହଜନକ ମୃତ୍ୟୁ

ଢେଙ୍କାନାଳ ଅଫିସ,୯ା୫ – ଢେଙ୍କାନାଳ ଟାଉନ ଓ ସଦରଥାନା ସୀମା ହରିପୁର ଅଞ୍ଚଳର ୫୫ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଶକ୍ତିସୁଗାର କମ୍ପାନୀ ମୁଖ୍ୟ ଫାଟକ ସମ୍ମୁଖ ପାର୍କିଂସ୍ଥଳରେ ଗୁରୁବାର ବିଳମ୍ବିତ ରାତିରେ ଘଟିଛି ଅଘଟଣ। ସ୍ପିରିଟ୍‌ ନେବାକୁ ଖୋର୍ଦ୍ଧାର ଏକ…

ଶକ୍ତି ସୁଗାର କାରଖାନା ଫାଟକ ସମ୍ମୁଖରୁ ୨ ଟ୍ୟାଙ୍କର ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର, ଜଣେ କଟକ ସ୍ଥାନାନ୍ତର, କାରଣ ଅସ୍ପଷ୍ଟ

ଢେଙ୍କାନାଳ ଅଫିସ,୮ା୫: ଢେଙ୍କାନାଳ ସଦର ଥାନା ୫୫ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଶକ୍ତି ସୁଗାର କମ୍ପାନୀ ଫାଟକ ସମ୍ମୁଖରେ ପାର୍କିଂ ହୋଇଥିବା ୩ ସ୍ପିରିଟ୍‌ ଟ୍ୟାଙ୍କର ମଧ୍ୟରୁ ଶୁକ୍ରବାର ୨ ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଅନ୍ୟ ଜଣେ…

ବ୍ୟବସାୟୀଙ୍କୁ ଘାରିଛି ବୃତ୍ତିଚିନ୍ତା

ଢେଙ୍କାନାଳ ଅଫିସ, ୮।୫ – କରୋନା ମାଡ଼ରେ ଦୁର୍ବିସହ ହୋଇପଡ଼ିଛି କ୍ଷୁଦ୍ର ବ୍ୟବସାୟୀଙ୍କ ଜୀବନଜୀବିକା। ଦେଢ଼ମାସ ହେଲା ଦୋକାନ ବନ୍ଦ ରହିବା ଯୋଗୁ ଦୋହଲି ଯାଇଛି ସେମାନଙ୍କ ଆର୍ଥିକ ସ୍ଥିତି। ଦୈନିକ ଦୋକାନ ଖୋଲି ଗୁଜରାଣ ମେଣ୍ଟାଉଥିବା ସେଲୁନ ଏବଂ ମିଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?