ପାଣ୍ଠି ଆଦାୟ କରୁଛନ୍ତି ବ୍ଲକ ଅଧ୍ୟକ୍ଷ
ଭୁବନ, ୧୧।୪(ଡି.ଏନ.ଏ.): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଅଧ୍ୟକ୍ଷ ଧର୍ମାନନ୍ଦ ବରାଳ ସୋମବାରଠାରୁ ଗଁ। ଗଁ। ବୁଲି କରୋନା ସହାୟତା ପାଣ୍ଠି ଆଦାୟ କରୁଛନ୍ତି। ବ୍ଲକ ଅଞ୍ଚଳରୁ ସେ ୪ ଲକ୍ଷ ଟଙ୍କା ଆଦାୟ କରିବାକୁ ଲକ୍ଷ୍ୟ ରଖିଥିବାବେଳେ ଅଦ୍ୟାବଧି ୧…
କରୋନା ଲଢ଼େଇରେ ଟାଟାଷ୍ଟିଲ ବିଏସ୍ଏଲ୍
ଓଡ଼ାପଡ଼ା, ୧୦।୪(ଡି.ଏନ.ଏ.): ସମଗ୍ର ବିଶ୍ୱ କୋଭିଡ୍-୧୯ ଭୂତାଣୁ ସହ ଲଢୁଥିବାବେଳେ ଟାଟାଷ୍ଟିଲ ବିଏସ୍ଏଲ୍ ସହାୟତାରେ ଆଖପାଖ ଗଁାର ମହିଳା ସଦସ୍ୟମାନେ କରୋନା ମୁକାବିଲା ପାଇଁ ଅଣ୍ଟା ଭିଡ଼ିଛନ୍ତି। କମ୍ପାନୀ ସହଯୋଗରେ ଗୃହଲକ୍ଷ୍ମୀ କୋଅପରେଟିଭ୍ ଏଚ୍ଏଚ୍ଜି ତରଫରୁ ହିନ୍ଦୋଳ ବ୍ଲକ ନୂଆଗାଁ, କୁରୁଣ୍ଟି,…
କରୋନା ମ୍ୟାପ୍ରେ ଢେଙ୍କାନାଳ
ଢେଙ୍କାନାଳ ଅଫିସ, ୧୦।୪ – ଖୋର୍ଦ୍ଧା, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ପୁରୀ, କଳାହାଣ୍ଡି, ଯାଜପୁର ପରେ କରୋନା ମ୍ୟାପ୍ରେ ଯୋଡ଼ି ହୋଇଛି ଢେଙ୍କାନାଳ। ଜିଲା ସଦର ମହକୁମାର ସଂଖ୍ୟାଲଘୁ ସମ୍ପ୍ରଦାୟର ଜଣେ ୫୧ ବର୍ଷୀୟା ମହିଳାଙ୍କ ସ୍ବାବ୍ରୁ କୋଭିଡ୍-୧୯ ଭୂତାଣୁ ଠାବ…
ଅମାନିଆଙ୍କୁ ସାବାଡ୍ କଲା ପୋଲିସ
ଢେଙ୍କାନାଳ ଅଫିସ, ୯।୪: ରାଜ୍ୟରେ କରୋନା କାୟା ବିସ୍ତାର କରିବାରେ ଲାଗିଛି। ଖୋର୍ଦ୍ଧା, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ପୁରୀ, କଳାହାଣ୍ଡି, ଯାଜପୁର ଜିଲାରେ ସଂକ୍ରମଣ ଦେଖାଦେଇଛି। ସୀମାବର୍ତ୍ତୀ ଜିଲାରେ କୋଭିଡ୍-୧୯ର ପଦଧ୍ୱନି ପରେ ସତର୍କ ହୋଇଉଠିଛି ଢେଙ୍କାନାଳ ଜିଲା ପ୍ରଶାସନ। ଜିଲାରେ…
ସାମାଜିକ ଦୂରତା ନିୟମ କଡ଼ାକଡ଼ି
ଢେଙ୍କାନାଳ ଅଫିସ, ୮।୪ – ସାମାଜିକ ଦୂରତ୍ୱ ନିୟମକୁ ଅଧିକ କଡ଼ାକଡ଼ି କରିଛି ଢେଙ୍କାନାଳ ଜିଲା ପ୍ରଶାସନ। ଏଣିକି ସହରରେ କେବଳ ସକାଳ ବେଳା ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରହିବ। ଏଥିଲାଗି ସକାଳ ୭ଟାରୁ ପୂର୍ବାହ୍ନ ୧୧ଟା ଯାଏ ସମୟ…
ସହର ଫେରନ୍ତାଙ୍କୁ ନେଇ ଚିନ୍ତା
ଭୁବନ, ୬ା୪(ସ୍ବ.ପ୍ର.):କରୋନା ସଂକ୍ରମଣର ହଟ୍ଜୋନ୍ ପାଲଟିଛି ଭୁବନେଶ୍ୱର। ସ୍ମାର୍ଟସିଟିରେ କଟକଣା ଜୋର୍ଦାର କରାଯିବା ପରେ ଏବେ ଗ୍ରାମାଞ୍ଚଳ ମୁହଁ। ହୋଇଛନ୍ତି ଅନେକେ। ଲକ୍ଡାଉନ୍ ସତ୍ତ୍ୱେ ସେମାନେ ବିଭିନ୍ନ ଉପାୟରେ ଘରକୁ ଫେରିବା ଆରମ୍ଭ କରିଛନ୍ତି। ଫଳରେ ଗ୍ରାମାଞ୍ଚଳରେ ଏବେ ସଂକ୍ରମଣକୁ ନେଇ…
ଆଗନ୍ତୁକଙ୍କ ଉପରେ କଡ଼ା ନଜର
କୋମାକ୍ଷାନଗର, ୬।୪(ଡି.ଏନ୍.ଏ.)-କରୋନା ସଂକ୍ରମଣ ରୋକିବାକୁ ସତର୍କ ହୋଇଉଠିଛି କାମାକ୍ଷାନଗର ଉପଖଣ୍ଡ ପ୍ରଶାସନ। ସହରାଞ୍ଚଳକୁ ଆସୁଥିବା ଆଗନ୍ତୁକଙ୍କ ଉପରେ କଡ଼ା ନଜର ରଖାଯିବା ସହ ସାମାଜିକ ଦୂରତା ଅବଲମ୍ବନ କରିବାକୁ ଗୁରୁତ୍ୱ ଦିଆଯାଉଛି। ଏ ନେଇ କାମାକ୍ଷାନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ସୋମବାର ପୂର୍ବାହ୍ନରେ…
୨୦୦ରୁ ଊର୍ଦ୍ଧ୍ୱ ଶ୍ରମିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା
କାମାକ୍ଷାନଗର, ୬।୪(ଡି.ଏନ.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରୁ ଉଦ୍ଧାର କରାଯାଇଥିବା ୨୦୦ରୁ ଊର୍ଦ୍ଧ୍ୱ ଛତିଶଗଡ଼ ଶ୍ରମିକଙ୍କ ସୋମବାର ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଛି। ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରର ଏକ ଡାକ୍ତରୀ ଦଳ ସେମାନଙ୍କ ସ୍ବାସ୍ଥ୍ୟବସ୍ଥା ଯାଞ୍ଚ କରିଛନ୍ତି। ଏଥିସହ ସେମାନଙ୍କୁ ସାବୁନ ବଣ୍ଟନ କରାଯିବା…
ବ୍ଲିଚିଂ ପାଣିରେ ହେଲା ବିଶୋଧନ
ପରଜଙ୍ଗ/ଭୁବନ, ୫।୩(ଡି.ଏନ.ଏ.)-ରାଜ୍ୟରେ ବୃଦ୍ଧି ପାଉଥିବା କରୋନା ରୋଗୀ ସଂଖ୍ୟା ରାଜ୍ୟ ସରକାରଙ୍କୁ ଚିନ୍ତାରେ ପକାଇଛି। ଏହା ପରେ ପ୍ରତିଷେଧକମୂଳକ ବ୍ୟବସ୍ଥା ସ୍ବରୂପ ଜନଗହଳିପୂର୍ଣ୍ଣ ସ୍ଥାନକୁ ରାସାୟନିକ ସିଞ୍ଚନ କରି ବିଶୋଧନ କରାଯାଉଛି। ଏହିକ୍ରମରେ ପରଜଙ୍ଗ ଅଗ୍ନିଶମ ବାହିନୀ ପକ୍ଷରୁ ରବିବାର ଡାକ୍ତରଖାନା…
ଗୁରୁତର ଅବସ୍ଥାରେ ଶ୍ରମିକ ଉଦ୍ଧାର
ଭୁବନ, ୫।୪ (ଡି.ଏନ.ଏ.)-ଢେଙ୍କାନାଳ ଜିଲା ଭୁବନ ଡାକ୍ତରଖାନାରେ ଚିକିତ୍ସାଧୀନ ଜଣେ ଶ୍ରମିକଙ୍କୁ ଗୁରୁତର ଅବସ୍ଥାରେ ନୂଆବଜାର ପରିବା ମାର୍କେଟରୁ ରବିବାର ଉଦ୍ଧାର କରାଯାଇଛି। ସେ ହେଲେ ବାପି ସାହୁ (୨୨)। ତାଙ୍କ ଘର କଟକ ଲିଙ୍କ ରୋଡ୍ ଅଞ୍ଚଳରେ। ତାଙ୍କୁ କଟକ…
ଲକ୍ଡାଉନ ଉଲ୍ଲଂଘନ, ୧୭ ଗିରଫ
ଭୁବନ, ୫।୪(ଡି.ଏନ.ଏ.)-ଲକ୍ଡାଉନ ନିୟମ ଉଲ୍ଲଂଘନ ଅଭିଯୋଗରେ ଭୁବନ ପୋଲିସ ଶନିବାର ୧୭ଜଣଙ୍କୁ ଗିରଫ କରିଛି। କରୋନା ସଂକ୍ରମଣ ରୋକିବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ପ୍ରଶାସନ ପକ୍ଷରୁ ବ୍ୟାପକ ସଚେତନତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଏହାସତ୍ତ୍ୱେ କେତେଜଣ ଅମାନିଆ ଯୁବକ ଏହାକୁ ବେଖାତିର…
ସଙ୍କଟ ଟାଳିବ ସଚେତନତା: ଜିଲାପାଳ
ଢେଙ୍କାନାଳ ଅଫିସ, ୫।୪-ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ସମସ୍ତଙ୍କ ପାଇଁ ସତର୍କ ଘଣ୍ଟି ବଜାଇଛି। ସତର୍କତା, ସଚେତନତା, ସାମାଜିକ ଦୂରତ୍ୱ ହିଁ ଏହି ମହାମାରୀ କବଳରୁ ରକ୍ଷା କରିପାରିବ। ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ସଚେତନତା ସୃଷ୍ଟି କରିବା ଦିଗରେ…
Archives


