ଢେଙ୍କାନାଳ

‘ରାକେଶ’ର ପିଛା ଛାଡୁନି ସଂକ୍ରମଣ

ଢେଙ୍କାନାଳ ଅଫିସ, ୮।୫ – ଢେଙ୍କାନାଳ କପିଳାସ ପ୍ରାଣୀ ଉଦ୍ୟାନର ଏଲିଫ୍ୟାଣ୍ଟ ରେସ୍‌କ୍ୟୁ ସେଣ୍ଟରରେ ଥିବା ନରହନ୍ତା ଦନ୍ତା ‘ରାକେଶ’ର ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରେ ଲାଗିଛି। ସଂକ୍ରମଣ ହାତୀର ପିଛା ଛାଡୁନି। ବାମଗୋଡ଼ରେ ହୋଇଥିବା ଘା’ ପୁଣିଥରେ ସଂକ୍ରମିତ ହୋଇ ଗୁରୁତର ଆକାର…

କେରଳରେ ନଜରବନ୍ଦୀ ମହିଳା ଶ୍ରମିକ

ଓଡ଼ାପଡ଼ା, ୮।୫(ଡି.ଏନ.ଏ.) – କେରଳ ରାଜ୍ୟ ଏର୍ନାକୁଲମ୍‌ ଜିଲାର କିଝାକମ୍ବଲମ୍‌ସ୍ଥିତ ‘କାଇଟେକ୍ସ କମ୍ପାନୀରେ କାର୍ଯ୍ୟରତ ଢେଙ୍କାନାଳ ଜିଲାର ୧୫ରୁ ଊର୍ଦ୍ଧ୍ୱ ମହିଳା ଶ୍ରମିକଙ୍କୁ ନଜରବନ୍ଦୀ କରି ରଖାଯାଇଥିବା ଅଭିଯୋଗ ହୋଇଛି। କେବଳ ଢେଙ୍କାନାଳ ନୁହେଁ, ଓଡ଼ିଶାର ବିଭିନ୍ନ ଜିଲାର ଶତାଧିକ ଶ୍ରମିକ…

ଆସିବେ ୨୭ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ

ଢେଙ୍କାନାଳ ଅଫିସ, ୭।୫ – ଢେଙ୍କାନାଳ ଜିଲାକୁ ଆସିବେ ୨୭ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ ଓଡ଼ିଆ। ସେମାନଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖିବାକୁ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। କୌଣସି ପରିସ୍ଥିତିରେ ପ୍ରବାସୀଙ୍କ ବିଶୃଙ୍ଖଳାକୁ ବରଦାସ୍ତ କରାଯିବନି। ବିଶୃଙ୍ଖଳିତ ଆଚରଣ କଲେ…

ମୁକାବିଲା ପାଇଁ ପ୍ରସ୍ତୁତ ରୁହ

ଢେଙ୍କାନାଳ ଅଫିସ, ୭।୫ – ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ଓସ୍‌ୱାନ ଭିଡିଓ କନଫରେନ୍ସିଂ ହଲ୍‌ରେ ମଙ୍ଗଳବାର ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଅଧ୍ୟକ୍ଷତା କରି ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା…

ସୋଗର ଗ୍ରାମରେ ବାଣ ବିସ୍ଫୋରଣ: ୨ ଶିଶୁ ମୃତ, ଜଣେ ଗୁରୁତର

କାମାକ୍ଷାନଗର,୬।୫(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ପଣ୍ଡୁଆଫାଣ୍ଡି ସୋଗର ଗ୍ରାମରେ ବୁଧବାର ପୂର୍ବାହ୍ନରେ ଅଭାବନୀୟ ଘଟଣା ଘଟିଛି। ବାଣ ବିସ୍ଫୋରଣ ଘଟି ଗୋଟିଏ ପରିବାରର ଦୁଇଜଣ ଶିଶୁଙ୍କ ମୃତ୍ୟୁ ଘଟିଛି। ସେହିଭଳି ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଅଛି। ସୂଚନାନୁଯାୟୀ, ଗ୍ରାମର ସରୋଜ…

ଆଧାରକାର୍ଡ ପାଇଁ ଆଖି ବାଧକ

ଭୁବନ, ୬।୫(ଡି.ଏନ.ଏ.) – ଜନ୍ମରୁ ଆଖି ନାହିଁ। ଆଖି ନ ଥିବାରୁ ହୋଇପାରୁନି ଆଧାରକାର୍ଡ। ଆଧାରକାର୍ଡ ନ ଥିବାରୁ ମିଳୁନି କୌଣସି ସରକାରୀ ସହାୟତା। ଏପରି ସ୍ଥିତିରେ ଭତ୍ତା ଟଙ୍କାରେ ବଡ଼ ଦୁଃଖକଷ୍ଟରେ ଚଳୁଛନ୍ତି ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ଅଧୀନ…

ଭାଉଜଙ୍କୁ କଟୁରିରେ ହାଣି ହତ୍ୟା

ଢେଙ୍କାନାଳ ଅଫିସ, ୬।୫ – ସାମାନ୍ୟ ବଚସାକୁ କେନ୍ଦ୍ରକରି ନିର୍ମମ ହତ୍ୟା। ଦିଅରଙ୍କ କଟୁରି ଚୋଟରେ ପ୍ରାଣ ହରାଇଛନ୍ତି ଭାଉଜ। ଢେଙ୍କାନାଳ ସଦର ଥାନା ଖୁଣ୍ଟଝରି ଗ୍ରାମରେ ମଙ୍ଗଳବାର ଘଟିଥିବା ଏହି ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…

୧.୩୧ ଲକ୍ଷ ଟଙ୍କା ସହାୟତା

ଢେଙ୍କାନାଳ ଅଫିସ,୬।୫ – ଢେଙ୍କାନାଳ ସଦର ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧ଲକ୍ଷ ୩୧ହଜାର ଟଙ୍କାର ସହାୟତା ଚେକ୍‌ ପ୍ରଦାନ କରାଯାଇଛି। ବିଧାୟକ ସୁଧୀର କୁମାର ସାମଲଙ୍କ ଉପସ୍ଥିତିରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କ ଜରିଆରେ ଏହି…

କଣ୍ଠଶିଳ୍ପୀ ଅସୀମା ବାଣ୍ଟିଲେ ମାସ୍କ

ଢେଙ୍କାନାଳ ଅଫିସ, ୬।୫ – ଢେଙ୍କାନାଳର ଯୁବ ଅନୁଷ୍ଠାନ ବଜରଙ୍ଗ କ୍ଲବ ପକ୍ଷରୁ ହିନ୍ଦୋଳ ବ୍ଲକର ଦୁର୍ଗମ ଦଣ୍ଡିରି ପଞ୍ଚାୟତରେ ସହାୟତା ପହଞ୍ଚତ୍ଛି। କ୍ଲବର ନୂତନ ସଦସ୍ୟ ତଥା କଣ୍ଠଶିଳ୍ପୀ ଅସୀମା ପଣ୍ଡା ଗ୍ରାମବାସୀଙ୍କୁ ମାସ୍କ, ସାବୁନ ଓ ସାନିଟାଇଜର ବଣ୍ଟନ…

ପାରିବାରିକ କଳହର କରୁଣ ପରିଣତି: ଭାଉଜଙ୍କୁ ହାଣି ହତ୍ୟାକଲେ ଦିଅର

ଢେଙ୍କାନାଳ ଅଫିସ,୫।୫: ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲା ସଦର ଥାନା ଅନ୍ତର୍ଗତ ଖୁଣ୍ଟୁଝରି ଗ୍ରାମରେ। ମଙ୍ଗଳବାର ସକାଳେ ଦିଅରଙ୍କ କାତି ଚୋଟରେ ଭାଉଜଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ସଞ୍ଜୟ ବେହେରାଙ୍କ ସ୍ତ୍ରୀ ତୁଳସୀ ବେହେରା।…

୫.୯୧ ଲକ୍ଷ ଟଙ୍କା ସହାୟତା ସଂଗ୍ରହ

ଭୁବନ, ୫।୫(ଡି.ଏନ୍‌.ଏ.) କରୋନା ସଙ୍କଟ ସମୟରେ ରାଜ୍ୟ ସରକାରଙ୍କୁ ସହାୟତାର ହାତ ବଢ଼ାଇବାକୁ ଢେଙ୍କାନାଳ ଜିଲା ଭୁବନ ବ୍ଲକ ଅଧ୍ୟକ୍ଷ ଧର୍ମାନନ୍ଦ ବରାଳଙ୍କ ନେତୃତ୍ୱରେ ଆରମ୍ଭ ହୋଇଥିଲା ଅଭିଯାନ। ବ୍ଲକ ଅଧ୍ୟକ୍ଷ ଗଁା ଗଁା ବୁଲି ସହାୟତା କରିବାକୁ ନିବେଦନ କରିଥିଲେ।…

କୂଅରେ ଗଲା ମା’ପୁଅଙ୍କ ଜୀବନ

ପରଜଙ୍ଗ, ୫।୫(ଡି.ଏନ.ଏ.) ମା’ ସାମ୍ନାରେ କୂଅ ଭିତରେ ଖସିପଡ଼ିଲା ୩ବର୍ଷର ଶିଶୁପୁତ୍ର। ନିଜ ଆଖି ଆଗରେ ପୁଅର ମୃତ୍ୟୁକୁ କେମିତିବା ଦେଖିଥାନ୍ତା ମା’? ପୁଅକୁ ରକ୍ଷା କରିବାକୁ ଜୀବନକୁ ବାଜି ଲଗାଇ ସେ ଡେଇଁପଡ଼ିଲେ କୂଅ ଭିତରକୁ। ହେଲେ ମୃତ୍ୟୁର ଗର୍ତ୍ତରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?