୧୪୨ ୟୁନିଟ୍ ରକ୍ତ ସଂଗ୍ରହ
ଅନୁଗୋଳ ଅଫିସ/ଆଠମଲ୍ଲିକ/ ଢେଙ୍କାନାଳ ଅଫିସ, ୧୬।୪: ବିଜେଡି ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରକ୍ତ ଅଭାବ ଦୂର ପାଇଁ ଅନୁଗୋଳ ନିର୍ବାଚନମଣ୍ଡଳୀ ବିଜୁ ଜନତା ଦଳ ପକ୍ଷରୁ ଜୀବନ ବିନ୍ଦୁ ରକ୍ତଦାନ ଶିବିର ଖଲାରୀ ପଞ୍ଚାୟତ ଗଡ଼ପଦା ସାହି…
ସାମାଜିକ ଦୂରତା ନିୟମକୁ ଫୁ’
ଭୁବନ, ୧୬।୪(ଡି.ଏନ.ଏ.) ବ୍ୟାପକ ସଚେତନତା ଓ ବାରମ୍ବାର ତାଗିଦ୍ ସତ୍ତ୍ୱେ ସାମାଜିକ ଦୂରତା ନିୟମକୁ ମାନୁନାହାନ୍ତି ସାଧାରଣ ଲୋକେ। ହାଟ ବଜାରରେ ଅସମ୍ଭାଳ ଭିଡ଼ ହେଉଛି। ଏହାକୁ ନେଇ ଚିନ୍ତାରେ ପଡ଼ିଛନ୍ତି ଭୁବନ ଏନ୍ଏସି କର୍ତ୍ତୃପକ୍ଷ ଏବଂ ପୋଲିସ। ଏହାର ସମାଧାନ ନିମନ୍ତେ…
କବିତାରେ କରୋନା
ଢେଙ୍କାନାଳ ଅଫିସ, ୧୫।୪ – ବିଶ୍ୱକୁ ଘରେ ଭିତରେ ବନ୍ଦୀ କରି ରଖିଛି କରୋନା। ଘରୁ ବାହାରିଲେ ଘାରୁଛି ସଂକ୍ରମଣ ଭୟ। ସଂକ୍ରମଣ କମାଇବାକୁ ଜାରି ହୋଇଛି ଲକ୍ଡାଉନ୍। ‘ଜିତିବ ଦେଶ, ହାରିବ କରୋନା’ ଲକ୍ଷ୍ୟ ନେଇ କାର୍ଯ୍ୟ କରୁଛନ୍ତି ସରକାର।…
ପାଣିଓହଳାରେ ନିଆଁ
ଢେଙ୍କାନାଳ ଅଫିସ, ୧୫।୪ – ପ୍ରାକୃତିକ ସୌନ୍ଦର୍ଯ୍ୟର ଗନ୍ତାଘର ତଥା ଢେଙ୍କାନାଳ ସହରର ସୁରକ୍ଷା କବଚ ପାଣିଓହଳା ପାହାଡ଼ରେ ମଙ୍ଗଳବାର ନିଆଁ ଲାଗିଛି। ପାଖାପାଖି ୨ କିମି ପରିଧି ଜଙ୍ଗଲ ଜଳୁଥିବାବେଳେ ପାହାଡ଼ ପାଦଦେଶକୁ ନିଅଁା ମାଡ଼ି ଆସିଛି। ଏହାକୁ ନେଇ…
ଭୋକ ବିକଳରେ ଭିଟାମାଟି ମୁହାଁ
କାମାକ୍ଷାନଗର, ୧୫।୪(ଡି.ଏନ.ଏ.) – ପେଟ ପାଇଁ ସାଜିଥିଲେ ଦାଦନ। ଭିଟାମାଟି ଛାଡ଼ି ଖଟୁଥିଲେ। ଯାହାଙ୍କ ଲାଗି ଲକ୍ଷାଧିକ ଟଙ୍କା ଉପାର୍ଜନର ମାଧ୍ୟମ ସାଜିଥିଲେ ସେହି ମାଲିକ ହିଁ ଦୁର୍ଦ୍ଦିନରେ ଛାଡ଼ିଦେଲେ ହାତ। ସାଙ୍ଗରେ ଥିବା ପରିବାରର ୪ ପ୍ରାଣୀଙ୍କ ମୁହଁରେ ଆଧାର…
୧୩ ଶ୍ରମିକ ଉଦ୍ଧାର : କେନ୍ଦ୍ରାପଡ଼ାରୁ ଯାଉଥିଲେ ଛତିଶଗଡ଼
ଢେଙ୍କାନାଳ ଅଫିସ, ୧୪।୪ କେନ୍ଦ୍ରାପଡ଼ାରୁ ଛତିଶଗଡ଼ ଚାଲି ଚାଲି ଯାଉଥିବା ୧୩ଜଣ ଶ୍ରମିକଙ୍କୁ ଢେଙ୍କାନାଳ ସହର ଉପକଣ୍ଠ କଲେଜ ବାଇପାସ୍ରୁ ସୋମବାର ସନ୍ଧ୍ୟାରେ ଉଦ୍ଧାର କରାଯାଇଛି। ଛତିଶଗଡ଼ ନଉଗଁା ଅଞ୍ଚଳର ସମ୍ପୃକ୍ତ ଶ୍ରମିକମାନେ ଦୀର୍ଘଦିନ ହେଲା କେନ୍ଦ୍ରାପଡ଼ାରେ ରହି ଇଟାଭାଟିରେ କାମ…
କାର୍ଯ୍ୟକ୍ଷମ ହେଲା କୋଭିଡ୍ ହେଲ୍ଥ ସେଣ୍ଟର
ଢେଙ୍କାନାଳ ଅଫିସ, ୧୪।୪ ଢେଙ୍କାନାଳ ବାଜିଚୌକସ୍ଥିତ ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ସୋମବାରଠାରୁ କାର୍ଯ୍ୟକ୍ଷମ ହୋଇଛି ଜିଲାସ୍ତରୀୟ କୋଭିଡ୍ ହେଲ୍ଥ ସେଣ୍ଟର। ରାଜ୍ୟ ସରକାର ଏବଂ ଓଡ଼ିଶା ଖଣି ନିଗମ (ଓଏମ୍ସି) ଅନୁଦାନରେ ଏହା ଆରମ୍ଭ ହୋଇଛି। ଜିଲାପାଳ ଭୂମେଶ…
ଢେଙ୍କାନାଳରେ କାର୍ଯ୍ୟକ୍ଷମ ହେଲା କୋଭିଡ୍ ଚିକିତ୍ସାକେନ୍ଦ୍ର
ଢେଙ୍କାନାଳ ଅଫିସ୍, ୧୩ା୪- କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ଢେଙ୍କାନାଳ ସହରସ୍ଥିତ ବାଜିଚୌକଠାରେ ଥିବା ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ କୋଭିଡ-୧୯ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ସୋମବାର କାର୍ଯ୍ୟକ୍ଷମ ହୋଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଏହାର ଶୁଭାରମ୍ଭ କରିଛନ୍ତି। ଶହେଟି…
ଆଜିଠୁ ଆରମ୍ଭ ହେବ କୋଭିଡ୍-୧୯ ହସ୍ପିଟାଲ
ଢେଙ୍କାନାଳ ଅଫିସ, ୧୨।୪-ଢେଙ୍କାନାଳ ବାଜିଚୌକସ୍ଥିତ ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ସୋମାବାରଠାରୁ କୋଭିଡ୍-୧୯ ହସ୍ପିଟାଲ କାର୍ଯ୍ୟକ୍ଷମ ହେବ। ଏଥିଲାଗି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପୂର୍ବାହ୍ନ ୧୧ଟା ୧୫ରୁ ଏହି ହସ୍ପିଟାଲ କାର୍ଯ୍ୟକ୍ଷମ ହେବ। ପ୍ରଥମ…
ମାଲବାହୀ ଟ୍ରକ୍ ଚାଳକଙ୍କୁ ରନ୍ଧାଖାଦ୍ୟ ବଣ୍ଟନ
ଢେଙ୍କାନାଳ ଅଫିସ, ୧୨।୪-କରୋନା ବିପତ୍ତି ବେଳେ ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚାଉଥିବା ଟ୍ରକ୍ ଚାଳକଙ୍କୁ ଢେଙ୍କାନାଳ ଛାତ୍ର ବିଜେଡି ପକ୍ଷରୁ ୫୫ନଂ. ଜାତୀୟ ରାଜପଥର ବିଭିନ୍ନ ସ୍ଥାନରେ ରନ୍ଧାଖାଦ୍ୟ ବଣ୍ଟନ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଏବଂ ଖଣିମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ,…
ହାତୀ ଆକ୍ରମଣରେ ଯୁବକ ମୃତ
ରାସୋଳ, ୧୨ା୪(ଡି.ଏନ.ଏ.)- ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ଖଲିବୁରେଇ ସେକ୍ସନ ଗୋବିନ୍ଦପୁର ଗ୍ରାମର ପଙ୍କଜ ସାମଲଙ୍କ ରବିବାର ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି । ଭୋରରୁ ସେ ଖଲିବୁରେଇ ଯିବାବେଳେ ବାଟରେ ହାତୀ ହାବୁଡରେ ପଡିଯାଇଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।…
ହୋମ୍ କ୍ୱାରାଣ୍ଟାଇନ୍ରେ ୨୩୮
ଢେଙ୍କାନାଳ ଅଫିସ, ୧୨।୪ – ଢେଙ୍କାନାଳ ସହରର ଜଣେ ମହିଳାଙ୍କ ସ୍ବାବ୍ରୁ କରୋନା ଭୂତାଣୁ ଚିହ୍ନଟ ହେବା ପରେ ପୌରାଞ୍ଚଳରେ ଘର ଘର ବୁଲି ସ୍ବାସ୍ଥ୍ୟ ସର୍ଭେ କରାଯାଉଛି। ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ଏହି ସର୍ଭେ ରବିବାର ସୁଦ୍ଧା ଶେଷ ହେବ…
Archives


