ଢେଙ୍କାନାଳ

୧୨ ଘଣ୍ଟିଆ ୧୪୪ ଧାରା

ଢେଙ୍କାନାଳ ଅଫିସ, ୫।୫ କରୋନା ପ୍ରଭାବିତ ଢେଙ୍କାନାଳ ଜିଲାକୁ ଅରେଞ୍ଜ ଜୋନ୍‌ରେ ରଖାଯାଇଛି। ଜିଲା ସଦରରେ ଜଣେ ମହିଳାଙ୍କ ନିକଟରୁ ଏପ୍ରିଲ୍‌ ୯ରେ କୋଭିଡ୍‌-୧୯ ଭୂତାଣୁଠାବ କରାଯାଇଥିଲା। ଏହାପରେ ନୂଆ ମାମଲା ଆସିନାହିଁ। ଏହାସତ୍ତ୍ୱେ ପଡୋଶୀ ଯାଜପୁର ଏବଂ କେନ୍ଦୁଝର ଜିଲାରେ…

ପ୍ରେମ ବିବାହକୁ ବିରୋଧ କରି ହତ୍ୟା ଉଦ୍ୟମ ଅଭିଯୋଗ: ଶଳାଙ୍କ ଟାଙ୍ଗିଆ ଚୋଟରେ ଭିଣୋଇ ଗୁରୁତର

ପରଜଙ୍ଗ, ୨ା୫(ଡି.ଏନ.ଏ.)- ପରିବାରର ବିନା ସ୍ବୀକୃତିରେ ପ୍ରେମ ବିବାହ କରିଥିବା ଯୋଗୁ ମରଣାନ୍ତକ ଆକ୍ରମଣର ଶିକାର ହୋଇଛନ୍ତି ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କଳଦା ଗ୍ରାମର ବିଜୟ ନାଏକ ।ଦୁଇ ଶଳାଙ୍କ ଟାଙ୍ଗିଆ ଚୋଟରେ ଗୁରୁତର ଆହତ ହୋଇ ସେ ଡାକ୍ତରଖାନାରେ…

ହାତୀ ଆକ୍ରମଣରେ ବୃଦ୍ଧା ମୃତ

ହିନ୍ଦୋଳ, ୨ା୫(ଡି.ଏନ.ଏ.)- ଢେଙ୍କାନାଳ ଜିଲା ହିନ୍ଦୋଳ ଉପଖଣ୍ଡ ରାସୋଳ ଥାନା ଖର୍ଦ୍ଦାଳି ଗ୍ରାମର ଦମୟନ୍ତୀ ବିଶ୍ୱାଳଙ୍କ ଶନିବାର ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି । ସକାଳେ ଦମୟନ୍ତୀ ଓ ତାଙ୍କ ପୁଅ ପାଖ କାଜୁ ବଗିଚାକୁ କାଜୁ ତୋଳିବାକୁ ଯାଇଥିବାବେଳେ ସେଠାରେ…

ସୁରଟ୍‌ରୁ ଆସିଲା ଆଲୋକଙ୍କ ମୃତଦେହ

ପରଜଙ୍ଗ, ୧।୫(ଡି.ଏନ୍‌.ଏ.)-ସୁରଟ୍‌ରେ ରହି କାର୍ଯ୍ୟ କରୁଥିବାବେଳେ ୪ ମହଲା କୋଠାରୁ ଖସି ପ୍ରାଣ ହରାଇଥିବା ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଙ୍କିଳି ଗ୍ରାମର ଆଲୋକ ନାୟକଙ୍କ ମୃତଦେହ ଶୁକ୍ରବାର ଗଁ।ରେ ପହଞ୍ଚତ୍ଛି। ମରଶରୀରକୁ ଏକ ସ୍ବତନ୍ତ୍ର ଆମ୍ବୁଲାନ୍ସରେ ପୈତୃକ ଗଁ।କୁ ଅଣାଯାଇଥିଲା।…

ଅତ୍ୟାବଶ୍ୟକ ସାମଗ୍ରୀ ବଣ୍ଟନରେ ଅବ୍ୟବସ୍ଥା

ଢେଙ୍କାନାଳ ଅଫିସ, ୧।୫ – କରୋନା ସଙ୍କଟ ସମୟରେ ଢେଙ୍କାନାଳ ଜିଲାରେ ରାଶନ ସାମଗ୍ରୀ ବଣ୍ଟନରେ ବ୍ୟାପକ ଅବ୍ୟବସ୍ଥା ହେଉଥିବା ଭାଜପା ପକ୍ଷରୁ ଅଭିଯୋଗ କରାଯାଇଛି। ଗରିବ, ଅସହାୟ ଏବଂ ଅଙ୍ଗନଓ୍ବାଡି ଶିଶୁଙ୍କ ପାଇଁ ଆସିଥିବା ଅତ୍ୟାବଶ୍ୟକ ସାମଗ୍ରୀର ବାଟମାରଣା କରାଯାଉଥିବା…

ଗ୍ରାମ ସାନିଟାଇଜ୍‌ କଲା ଏମ୍‌ସିସି

ଢେଙ୍କାନାଳ ଅଫିସ, ୧।୫ – ଢେଙ୍କାନାଳ ପୌରାଞ୍ଚଳ ମୁକ୍ତାଦେଈପୁର ଶାସନର ଯୁବଗୋଷ୍ଠୀ ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି। କୋଭିଡ୍‌-୧୯କୁ ହରାଇବାକୁ ସଂକଳ୍ପ କରିଛନ୍ତି ମୁକ୍ତାଦେଈପୁର କଲଚରାଲ କ୍ଲବ (ଏମ୍‌ସିସି)ର ସଦସ୍ୟ। ଗୁରୁବାର କ୍ଲବର ସଦସ୍ୟମାନେ ସାହିରାସ୍ତା, ଘର ସହିତ ଆଖପାଖ…

୪୦ ବିହାରୀ ଶ୍ରମିକ ଉଦ୍ଧାର

ଓଡ଼ାପଡ଼ା,୧ା୫(ଡି.ଏନ.ଏ.) – ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ଅନ୍ତର୍ଗତ ୫୫ନଂ. ଜାତୀୟ ରାଜପଥର ହିନ୍ଦୋଳ ରୋଡ୍‌ ଛକରୁ ଗୁରୁବାର ୪୦ଜଣ ଶ୍ରମିକଙ୍କୁ ପୋଲିସ ଉଦ୍ଧାର କରିଛି। ସମ୍ପୃକ୍ତ ଶ୍ରମିକମାନେ ଏକ ଟ୍ରେଲର (ନଂ. ଆର୍‌ଜେ ୦୨ ଜିବି ୪୧୦୨)ରେ ବେଆଇନ ଭାବେ…

ବିପୁଳ ନକଲି ମଦ ଜବତ, ୨ ଗିରଫ

ପରଜଙ୍ଗ, ୩୦ା୪(ଡି.ଏନ.ଏ.) – ଢେଙ୍କାନାଳ ଜିଲା ମହାବିରୋଡ଼ ଅଞ୍ଚଳରୁ ପରଜଙ୍ଗ ପୋଲିସ ବୁଧବାର ବିପୁଳ ପରିମାଣର ନକଲି ମଦ, ମଦ ତିଆରି ସାମଗ୍ରୀ ଜବତ କରିଛି। ଏଥିରେ ସମ୍ପୃକ୍ତି ଅଭିଯୋଗରେ ୨ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ମହାବିରୋଡ ଅଞ୍ଚଳର ଉପେନ୍ଦ୍ର…

ସୁରଟରେ ଓଡ଼ିଆ ଯୁବକ ମୃତ

ପରଜଙ୍ଗ, ୩୦ା୪(ଡି.ଏନ.ଏ.) – ଗୁଜରାଟର ସୁରଟରେ କାମ କରୁଥିବା ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଙ୍କିଳି ଗ୍ରାମର ଜଣେ ଯୁବକଙ୍କ ମଙ୍ଗଳବାର ରାତିରେ ମୃତ୍ୟୁ ଘଟିଛି। ମୃତକ ହେଲେ କୁମୁଦ ନାୟକ ଓ ଅନୁଡି ନାୟକଙ୍କ ସାନ ପୁଅ ଆଲୋକ। କୌଣସି…

କରୋନା ଲଢ଼େଇରେ ମୋନାଲିସା

ଢେଙ୍କାନାଳ ଅଫିସ, ୩୦।୪ – କରୋନା ଲଢ଼େଇରେ ସାମିଲ ହୋଇଛନ୍ତି ଢେଙ୍କାନାଳ ଜିଲା ଯୋରନ୍ଦାସ୍ଥିତ ଏସ୍‌ବିଆଇ ଶାଖା ମହୁଲଖୋଲି ଗ୍ରାହକ ସେବା କେନ୍ଦ୍ରର ସ୍ବତ୍ତ୍ୱାଧିକାରିଣୀ ମୋନାଲିସା ରାଉତ। ତାଙ୍କ ବଳିଷ୍ଠ ପଦକ୍ଷେପ ଯୋଗୁ ଅଞ୍ଚଳବାସୀ କରୋନାକୁ ନେଇ ସଚେତନ ହେଉଛନ୍ତି। ଏହାର…

ବିପୁଳ ପରିମାଣର ନକଲି ମଦ ଜବତ, ୨ ଗିରଫ

ପରଜଙ୍ଗ, ୨୯ା୪(ଡି.ଏନ.ଏ.)- ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ଼ ଅଞ୍ଚଳରୁ ପରଜଙ୍ଗ ପୋଲିସ ବୁଧବାର ବିପୁଳ ପରିମାଣର ନକଲି ମଦ, ମଦ ତିଆରି ସାମଗ୍ରୀ ଜବତ କରିଛି। ଏଥିରେ ସମ୍ପୃକ୍ତି ଅଭିଯୋଗରେ ୨ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ମହାବିରୋଡ…

ସୁରଟରେ ଓଡ଼ିଆ ଯୁବକ ମୃତ

ପରଜଙ୍ଗ, ୨୯ା୪(ଡି.ଏନ.ଏ.)- କାମ ପାଇଁ ଗୁଜରାଟ ଯାଇଥିବା ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଙ୍କିଳି ଗ୍ରାମର ଜଣେ ଯୁବକଙ୍କ ମଙ୍ଗଳବାର ରାତିରେ ମୃତ୍ୟୁ ଘଟିଛି । ମୃତକ କୁମୁଦ ନାୟକ ଓ ଅନୁଡି ନାୟକଙ୍କ ସାନ ପୁଅ ଆଲୋକ ନାୟକ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?