ବିହାରରେ ଅଟକିଛନ୍ତି ୨୨ ଛାତ୍ରୀଛାତ୍ର
ଢେଙ୍କାନାଳ ଅଫିସ, ୨୩।୩ କରୋନା ସଂକ୍ରମଣ ରୋକିବାକୁ ଦେଶବ୍ୟାପୀ ଜାରି ହୋଇଛି କଟକଣା। ସତର୍କତାମୂଳକ ପଦକ୍ଷେପ ସ୍ବରୂପ ବସ୍, ଟ୍ରେନ୍, ବିମାନ ସେବା ବାତିଲ କରାଯାଇଛି। ଏପରି ସ୍ଥିତିରେ ବିହାରର ସୁପୁଲସ୍ଥିତ ଜବାହର ନବୋଦୟ ବିଦ୍ୟାଳୟକୁ ପଢ଼ିବାକୁ ଯାଇଥିବା ଢେଙ୍କାନାଳ ଜିଲା…
ପ୍ରତିରୋଧ ଲାଗି ଜୋର୍ଦାର ପ୍ରୟାସ
କାମାକ୍ଷାନଗର/ଭୁବନ, ୨୨।୩(ଡି.ଏନ.ଏ.) – ଭାରତରେ କାୟାବିସ୍ତାର କରୁଛି କରୋନା ଭାଇରସ୍। ଏହାକୁ ରୋକିବାକୁ ଏବେ ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାର ଗୁରୁତ୍ୱ ଦେଉଥିବାବେଳେ ସଂକ୍ରମଣ ପ୍ରତିହତ କରିବାକୁ ସବୁସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ଏ ନେଇ ପ୍ରତିଦିନ ନୂଆ ଗାଇଡ୍…
ଅଭିଯୁକ୍ତ ଗ୍ରାମ ସଭାପତି ଗିରଫ
ଢେଙ୍କାନାଳ ଅଫିସ, ୨୧।୩ ଆଇଆର୍ବି ହାବିଲଦାର ରାମଚନ୍ଦ୍ର ସାହୁ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ତଥା ଗ୍ରାମ ସଭାପତି ଶ୍ରୀକାନ୍ତ ସାହୁ ଶୁକ୍ରବାର ଧରାପଡ଼ିଛନ୍ତି। ପାରିଖେଦା ଜଙ୍ଗଲରୁ ପୋଲିସ ତାଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କ ଘର ନିକଟରେ ଥିବା ଏକ କୁକୁଡ଼ା…
ବିକାଶ ପାଇଁ ବ୍ଲୁପ୍ରିଣ୍ଟ
ଢେଙ୍କାନାଳ ଅଫିସ, ୨୧।୩ ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ଯୋରନ୍ଦା ଏବଂ ପର୍ଯ୍ୟଟନସ୍ଥଳୀ ସପ୍ତଶଯ୍ୟାର ଉନ୍ନତୀକରଣ ଲାଗି ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି। ଏହି ଦୁଇ ପର୍ଯ୍ୟଟନ କ୍ଷେତ୍ରର ବିକାଶ ଲାଗି ତ୍ୱରିତ ପଦକ୍ଷେପ ନେବାକୁ ଢେଙ୍କାନାଳ ବିଧାୟକ ସୁଧୀର କୁମାର ସାମଲ…
କ୍ରଲ୍ରେ ରହିବ ‘ରାକେଶ’
ଢେଙ୍କାନାଳ ଅଫିସ, ୧୮।୩ – ଢେଙ୍କାନାଳ ଜିଲା କପିଳାସ ଚିଡ଼ିଆଖାନାର ଏଲିଫ୍ୟାଣ୍ଟ ରେସ୍କ୍ୟୁ ସେଣ୍ଟର ପରିସରରେ ବନ୍ଦୀ ଜୀବନ କାଟୁଥିବା ନରହନ୍ତା ଦନ୍ତା ‘ରାକେଶ’କୁ କ୍ରଲ୍ (କାଠବାଡ଼)ରେ ଆବଦ୍ଧ କରି ରଖିବାକୁ ଯୋଜନା କରୁଛି ବନ ବିଭାଗ। କ୍ରଲ୍ରେ ରହିବା ପରେ…
କରୋନା ପାଇଁ ସତର୍କ ପ୍ରଶାସନ
ଢେଙ୍କାନାଳ ଅଫିସ, ୧୮।୩ – କରୋନା ଭାଇରସ୍ ସଂକ୍ରମଣକୁ ନେଇ ବିଶ୍ୱବ୍ୟାପୀ ଅସ୍ବାଭାବିକ ପରିସ୍ଥିତି ସୃଷ୍ଟି ହୋଇଥିବାବେଳେ ଏହାକୁ ପ୍ରତିହତ କରିବାକୁ ସତର୍କ ହୋଇଉଠିଛି ଢେଙ୍କାନାଳ ଜିଲା ପ୍ରଶାସନ। ସଂକ୍ରମଣ ରୋକିବାକୁ ଡାକବାଜି ଯନ୍ତ୍ର ସହାୟତାରେ ପ୍ରଚାର କରାଯାଉଛି। ଆଞ୍ଚଳିକ ପରିବହନ…
ମୋବାଇଲ୍ ଟର୍ଚ୍ଚରେ ଚିକିତ୍ସା
କାମାକ୍ଷାନଗର, ୧୭।୩(ଡି.ଏନ.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ଚିକିତ୍ସାଳୟରୁ ସମସ୍ୟା ପିଛା ଛାଡୁନି। ଖାଲି ପଡ଼ିଥିବା ଡାକ୍ତର, ବିଶେଷଜ୍ଞ ପଦବୀ ସ୍ବାସ୍ଥ୍ୟସେବାକୁ ପ୍ରଭାବିତ କରୁଥିବାବେଳେ ଆନୁଷଙ୍ଗିକ ଭିତ୍ତିଭୂମିର ଅଭାବ ସମସ୍ୟାକୁ ବହୁଗୁଣିତ କରିଛି। ମରାମତି ନାମରେ ବୈଦ୍ୟୁତିକ ଉପକରଣ ବାହାର କରିଦିଆଯାଇଛି। ଫଳରେ…
କରୋନା ଲାଗି ଢେଙ୍କାନାଳରେ ୧୪୪ ଧାରା: ସାଇନ୍ସ ପାର୍କ ବନ୍ଦ, ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ
ଢେଙ୍କାନାଳ ଅଫିସ ,୧୬।୩: କରୋନା ସଂକ୍ରମଣକୁ ରୋକିବା ଲାଗି ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଥିବା ବେଳେ ସୋମବାର ଢେଙ୍କାନାଳ ଜିଲା ପ୍ରଶାସନ ପକ୍ଷରୁ ଜିଲା ଏବଂ ସହରରେ ୧୪୪ ଧାରା ଜାରି ହୋଇଛି। ଶପିଂ ମଲ୍, ମଣ୍ଡପକୁ ବନ୍ଦ କରାଯାଇ…
କାନ୍ଥରେ ଗୌରବ ଗାଥା
ଢେଙ୍କାନାଳ ଅଫିସ, ୧୬।୩: କାନ୍ଥ ବଖାଣୁଛି ଗୌରବ ଗାଥା। ଐତିହ୍ୟ, ସଂସ୍କୃତି, ପର୍ଯ୍ୟଟନ, ଲୋକକଳା, ସାହିତ୍ୟ, ବ୍ୟକ୍ତିତ୍ୱ ସବୁକିଛି ଝଲସି ଉଠିଛି କାନ୍ଥରେ। ସରକାରୀ ଦପ୍ତର, ଶିକ୍ଷାନୁଷ୍ଠାନର କାନ୍ଥରେ ଏପରି ରଙ୍ଗବେରଙ୍ଗର ଚିତ୍ର ଆନମନା କରୁଛି ପର୍ଯ୍ୟଟକଙ୍କୁ। ରଙ୍ଗତୂଳୀରେ ନିଖୁଣ କଳାକୁ ଦେଖିଲେ…
କରୋନା ପାଇଁ କପିଳାସରେ କଟକଣା
ଢେଙ୍କାନାଳ ଅଫିସ, ୧୬।୩: କରୋନା ଭାଇରସ୍ ସଂକ୍ରମଣ ପ୍ରତିରୋଧ ଲାଗି ଢେଙ୍କାନାଳ ଜିଲା ଦେବୋତ୍ତର ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସରେ ରବିବାର ମାଇକ୍ ଯୋଗେ ପ୍ରଚାର କରି କଟକଣା ଲାଗୁ କରାଯାଇଛି। ପୀଠକୁ ଆସୁଥିବା…
ଜଳିଗଲା କୁକୁଡ଼ା ଦୋକାନ:ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
ଭାପୁର,୧୫।୩(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡିଠାରୁ ୨୦୦ ମିଟର ଦୂରରେ ଥିବା ଏକ କୁକୁଡ଼ା ଦୋକାନରେ ଶନିବାର ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଦୋକାନ ମାଲିକ ଧର୍ମେନ୍ଦ୍ର ଦଳେଇ କହିଛନ୍ତି। ଅଗ୍ନିକାଣ୍ଡର…
ଘର ପାଇଁ ପୋତିଦେଲେ ଡ୍ରେନ୍
ଭୁବନ, ୧୫।୩(ଡି.ଏନ.ଏ.) – ବ୍ୟକ୍ତିଗତ ସ୍ବାର୍ଥ ପାଇଁ ପୋତିଦେଲେ ଡ୍ରେନ୍। ନର୍ଦ୍ଦମା ପାଣି ନିଷ୍କାସନ ହେବାକୁ ବାଟ ନାହିଁ। ରାସ୍ତାରେ ଅହରହ ବୋହୁଛି ଦୁର୍ଗନ୍ଧମୟ ଆବର୍ଜନା ପାଣି। ଆଉ ତାହାରି ଉପରେ ଅସୁରକ୍ଷିତ ଭାବେ ଯାତାୟାତ କରୁଛନ୍ତି ଲୋକେ। ଏପରି ଦୃଶ୍ୟ…
Archives


