ଢେଙ୍କାନାଳ

କରୋନା ମୁକାବିଲା ପାଇଁ ସହାୟତା

ଢେଙ୍କାନାଳ ଅଫିସ, ୨୩।୪: ଢେଙ୍କାନାଳ ଜିଲାର ବିଭିନ୍ନ ଅନୁଷ୍ଠାନ କରୋନା ମୁକାବିଲା ଲାଗି ଅକୁଣ୍ଠ ସହାୟତା ପ୍ରଦାନ କରୁଛନ୍ତି। ବିଧାୟକ ସୁଧୀର ସାମଲଙ୍କ ଉପସ୍ଥିତିରେ ଜିଲା କ୍ରଶର ମାଲିକ କଲ୍ୟାଣ ସଂଘ ପକ୍ଷରୁ ବୁଧବାର ଜିଲା ରେଡ୍‌କ୍ରସ୍‌ ପାଣ୍ଠିକୁ ୬ଲକ୍ଷ ଟଙ୍କା…

କରୋନା ଯୋଦ୍ଧା ସମ୍ବର୍ଦ୍ଧିତ

ଢେଙ୍କାନାଳ ଅଫିସ, ୨୨।୪ – କୋଭିଡ୍‌-୧୯ ମୁକାବିଲା ଲାଗି ନିଃସ୍ବାର୍ଥପର ଭାବେ କର୍ତ୍ତବ୍ୟ ପାଳନ କରୁଥିବା କରୋନା ଯୋଦ୍ଧାଙ୍କୁ ମଙ୍ଗଳବାର ଢେଙ୍କାନାଳ ପୌରାଞ୍ଚଳ ଚାନ୍ଦମାରୀ ସାହିର ଜୟ ମା’ ସନ୍ତୋଷୀ ସ୍ବୟଂ ସହାୟକ ଗୋଷ୍ଠୀ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। ଟାଉନ ଥାନାଧିକାରୀ…

ସରପଞ୍ଚଙ୍କୁ କରାଗଲା ସଚେତନ

ବନ୍ତଳା, ୨୦ା୪(ଡି.ଏନ.ଏ.) ରାଜ୍ୟ ସରକାର ସରପଞ୍ଚମାନଙ୍କୁ ଅଧିକ କ୍ଷମତା ଦେବା ପରେ ରବିବାର ଅପରାହ୍ନରେ ବନ୍ତଳା ଥାନା ଅଞ୍ଚଳର ସମସ୍ତ ସରପଞ୍ଚଙ୍କୁ ଡକାଇ ଥାନା ଦାୟିତ୍ୱରେ ଥିବା ପ୍ରବୋଶନାଲ ଅଫିସର ସୌରବ ଓତା କଟକଣା ସମ୍ପର୍କରେ ସଚେତନ କରାଇଛନ୍ତି। ଗ୍ରାମାଞ୍ଚଳରେ ଚୋରା…

ସହରାଞ୍ଚଳରେ କଡ଼ାକଡ଼ି, ଗ୍ରାମାଞ୍ଚଳରେ କୋହଳ

ଢେଙ୍କାନାଳ ଅଫିସ, ୨୦।୪: କରୋନା ପ୍ରଭାବିତ ଢେଙ୍କାନାଳ ଜିଲାରେ ସୋମବାରଠାରୁ ବଦଳିଯିବ ଲକ୍‌ଡାଉନ ନିୟମ। ସଂକ୍ରମଣ ଆଶଙ୍କା ସମ୍ପୂର୍ଣ୍ଣ ଟଳି ନ ଥିବାରୁ ସହରାଞ୍ଚଳରେ କଟକଣା କଡ଼ାକଡ଼ି ରହିବ। ହେଲେ ଶ୍ରମଜୀବୀ ଏବଂ ଚାଷୀଙ୍କ ଜୀବନଜୀବିକାକୁ ନଜରରେ ରଖି ଗ୍ରାମାଞ୍ଚଳରେ ନିୟମ…

ସମ୍ବର୍ଦ୍ଧିତ ହେଲେ କରୋନା ଯୋଦ୍ଧା

ଢେଙ୍କାନାଳ ଅଫିସ, ୧୯।୪ – ଢେଙ୍କାନାଳ ପୌରାଞ୍ଚଳର ସିମିଳିଆ ଅଞ୍ଚଳର ନାରୀଶକ୍ତି ସଂଘ ପକ୍ଷରୁ କରୋନା ଯୋଦ୍ଧାଙ୍କୁ ଶନିବାର ସମ୍ବର୍ଦ୍ଧିତ କରାଯାଇଛି। ପୋଲିସ, ଅଙ୍ଗନୱାଡି କର୍ମୀ, ସଫେଇ କର୍ମଚାରୀ, ଆଶା କର୍ମୀ, ସ୍ବଚ୍ଛସାଥୀ, ପୂର୍ବତନ କାଉନ୍‌ସିଲରଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ମିଶନ ଶକ୍ତି…

୨.୬ ଲକ୍ଷ ସହାୟତା ଦେଲା ଯୁବ ବିଜେଡି

ଢେଙ୍କାନାଳ ଅଫିସ, ୧୮।୪ – ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୨୩ତମ ଶ୍ରାଦ୍ଧ ଦିବସରେ ଢେଙ୍କାନାଳ ଜିଲା ଯୁବ ବିଜେଡି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୨ଲକ୍ଷ ୬ହଜାର ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ଜିଲା ଯୁବ ବିଜେଡି ସଭାପତି ଧର୍ମାନନ୍ଦ…

ଢେଙ୍କାନାଳ ଜିଲା କୋଭିଡ ହେଲ୍‌ଥ୍‌ ସେଣ୍ଟର ପରିଦର୍ଶନ କଲେ ୫ଟି ସଚିବ

ଢୋଙ୍କାନାଳ ଅଫିସ, ୧୭।୪: କରୋନା ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଜିଲାରେ ସ୍ବତନ୍ତ୍ର କୋଭିଡ-୧୯ ହସ୍ପିଟାଲ ନିର୍ମାଣ କରାଯାଉଛି। ଏହି କ୍ରମରେ ଢେଙ୍କାନାଳ ଜିଲାରେ ମଧ୍ୟ ଏକ ହସ୍ପିଟାଲା କାର୍ଯ୍ୟକ୍ଷମ ହୋଇଛି। ଶୁକ୍ରବାର ବରିଷ୍ଠ ପ୍ରଶାସନିକ ଅଧିକାରୀ ସୁରେଶ…

ବିଧାୟକଙ୍କ କରୋନା ସମୀକ୍ଷା

ଢେଙ୍କାନାଳ ଅଫିସ, ୧୭।୪ – ଢେଙ୍କାନାଳ ଜିଲାରେ କୋଭିଡ୍‌-୧୯ ସଂକ୍ରମଣ ମୁକାବିଲା ଲାଗି ପ୍ରଶାସନ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପ୍ରତିଷେଧକ ବ୍ୟବସ୍ଥା ସମ୍ପର୍କରେ ଗୁରୁବାର ବିଧାୟକ ସୁଧୀର କୁମାର ସାମଲ ସମୀକ୍ଷା କରିଛନ୍ତି। ସେ ଜିଲା କାର୍ଯ୍ୟାଳୟକୁ ଆସି ଏ ନେଇ…

କଂଗ୍ରେସର କୋଭିଡ୍‌ ଆକ୍ସନ ଗ୍ରୁପ୍‌

ଢେଙ୍କାନାଳ ଅଫିସ, ୧୭।୪ – କରୋନା ବିରୋଧୀ ଲଢ଼େଇରେ ସାମିଲ ହୋଇଛି ଢେଙ୍କାନାଳ ଜିଲା କଂଗ୍ରେସ। ପ୍ରଦେଶ କଂଗ୍ରେସ କମିଟିର ନିର୍ଦ୍ଦେଶକ୍ରମେ ଦଳପକ୍ଷରୁ ଜିଲାସ୍ତରୀୟ କୋଭିଡ୍‌-୧୯ ଆକ୍ସନ ଗ୍ରୁପ୍‌ ଗଠିତ ହୋଇଛି। ଡା. ତୁଷାରକାନ୍ତି ନାୟକଙ୍କୁ ଜିଲା ଅଧ୍ୟକ୍ଷ ଦାୟିତ୍ୱ ଦିଆଯାଇଛି।…

ଗୋଷ୍ଠୀ ପରିଚ୍ଛନ୍ନତା ଉପରେ ଗୁରୁତ୍ୱ

ଢେଙ୍କାନାଳ ଅଫିସ, ୧୭।୪ – ଗ୍ରାମାଞ୍ଚଳରେ କରୋନା ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମକୁ ଆଗେଇ ନେଉଛନ୍ତି ଢେଙ୍କାନାଳ ଜିଲାର ସ୍ବେଚ୍ଛାସେବୀ ଅନୁଷ୍ଠାନ। ପ୍ରଶାସନର ନିଷ୍ପତ୍ତି ପରେ ସାମାଜିକ କର୍ମୀମାନେ ନିଜ ନିଜ ସ୍ତରରେ କରୋନାକୁ ହରାଇବାକୁ ଉଦ୍ୟମ ଆରମ୍ଭ କରିଛନ୍ତି। ଏହି ପରିପ୍ରେକ୍ଷୀରେ…

୪୦ ଛୁଇଁଲା ପାରଦ, ସକାଳୁଆ ହେଲା ଅଫିସ୍‌

ଢେଙ୍କାନାଳ ଅଫିସ, ୧୬।୪: ଢେଙ୍କାନାଳ ଜିଲାରେ ଗତ ଦୁଇଦିନ ହେଲା ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ବୁଧବାର ସହରର ତାପମାତ୍ରା ୪୦ ଛୁଇଁଛି। ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ସାଢ଼େ ୩ଟା ଯାଏ ତାତିର ପ୍ରଭାବ ପରିଲକ୍ଷିତ ହୋଇଛି। ସନ୍ଧ୍ୟାରେ ଗରମ…

୧୪୨ ୟୁନିଟ୍‌ ରକ୍ତ ସଂଗ୍ରହ

ଅନୁଗୋଳ ଅଫିସ/ଆଠମଲ୍ଲିକ/ ଢେଙ୍କାନାଳ ଅଫିସ, ୧୬।୪: ବିଜେଡି ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରକ୍ତ ଅଭାବ ଦୂର ପାଇଁ ଅନୁଗୋଳ ନିର୍ବାଚନମଣ୍ଡଳୀ ବିଜୁ ଜନତା ଦଳ ପକ୍ଷରୁ ଜୀବନ ବିନ୍ଦୁ ରକ୍ତଦାନ ଶିବିର ଖଲାରୀ ପଞ୍ଚାୟତ ଗଡ଼ପଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?