ରାସ୍ତାରେ ଅଧିଆ ପଡ଼ି ରାଜସ୍ଥାନରୁ ପୁରୀ ଯାତ୍ରା
କାମାକ୍ଷାନଗର ୨୬ା୮(ସୁଧୀର କୁମାର ପରିଡା):ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରି ତାଙ୍କର ସାନ୍ନିଧ୍ୟ ଟିକେ ପାଇବାକୁ ସୁଦୂର ରାଜସ୍ଥାନରୁ ବାହାରି ରାସ୍ତାରେ ଅଧିଆ ପଡ଼ି ପୁରୀ ଅଭିମୁଖେ ବାହାରିଛନ୍ତି ଜଣେ ଭକ୍ତ। ଏଭଳି ଜଣେ ଭକ୍ତଙ୍କୁ ରବିବାର ଦେଖିବାକୁ ମିଳିଛି କାମାକ୍ଷାନଗର ଉପଖଣ୍ଡ…
ବନ୍ଧାହେଲେ କୁବେର ରେଞ୍ଜର, କେବଳ ଓଡ଼ିଶା ନୁହେଁ ହାଇଦ୍ରାବାଦରେ ଥିଲା ଫ୍ଲାଟ୍
ଡେଙ୍କାନାଳ,୨୩।୮(ରତନ ନାୟାର): ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦ ମିଶ୍ର ଶୁକ୍ରବାର ଗିରଫ ହୋଇଛନ୍ତି। ତାଙ୍କୁ ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଗିରଫ କରିଛି। ରେଞ୍ଜରଙ୍କ ଭୁବନେଶ୍ବରରେ ଗୋଟିଏ, ହାଇଦ୍ରାବାଦରେ ୨ଟି ଫ୍ଲାଟ ଠାବ ହୋଇଛି। ଅନ୍ୟପକ୍ଷେ ଭୁବନେଶ୍ବର ଓ…
ରେଞ୍ଜରଙ୍କ ଟଏଲେଟ୍ ଫ୍ଲସ୍ରୁ ମିଳିଲା ବିଡ଼ାବିଡ଼ା ଟଙ୍କା, ଭିଡିଓ ଦେଖିଲେ…
ଢେଙ୍କାନାଳ,୨୨ା୮: ଢେଙ୍କାନାଳ ସଦର ରେଞ୍ଜର ବିଭୂଦାନନ୍ଦ ମିଶ୍ରଙ୍କ ଘରେ ଗୁରୁବାର ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୮ଟି ସ୍ଥାନରେ ଚଢ଼ାଉ ଚାଲିଥିବା ବେଳେ ତାଙ୍କ ଟଏଲେଟ୍ ଫ୍ଲସ ଟାଙ୍କିରୁ ବିଡ଼ାବିଡ଼ା ଟଙ୍କା ମିଳିଛି। ଭିଜିଲାନ୍ସକୁ ଦେଖି…
ରେଞ୍ଜରଙ୍କ ଘରେ ପଶିଲା ଭିଜିଲାନ୍ସ: ୮ଟି ସ୍ଥାନରେ ଚାଲିଛି ରେଡ
ଡେଙ୍କାନାଳ,୨୨।୮(ରତନ ନାୟାର): ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦ ମିଶ୍ରଙ୍କ ଢେଙ୍କାନାଳ ସହର ସ୍ଥିତ କାଲ୍ଟାକ୍ସ ରତନ ବଜାର ଅଞ୍ଚଳରେ ଥିବା ବାସଭବନ ଓ କୁଞ୍ଜକାନ୍ତଠାରେ ଥିବା ସଦର ରେଞ୍ଜ କାର୍ଯ୍ୟାଳୟରେ ଗୁରୁବାର ସକାଳେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବହିର୍ଭୁତ ସମ୍ପତ୍ତି…
ବାଇକ୍ ଚାଳକଙ୍କୁ ଶୁଣ୍ଢରେ ଟେକି କଚାଡ଼ିଦେଲା ହାତୀ
ପରଜଙ୍ଗ,୧୮ା୮(ନିଗମାନନ୍ଦ ଦଳବେହେରା): ମହାବିରୋଡ୍ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ସାଆନ୍ଦା ବିଟ୍ ତୁଳସୀପଶି ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବାଇକ୍ ଚାଳକ ଗୁରୁତର ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଗୁରୁତର ବ୍ୟକ୍ତି ଜଣଙ୍କ ତୁଳସୀପଶି ଗ୍ରାମର ଦୁଷ୍ମନ୍ତ କୁମାର ସାହୁ (୪୫)।…
ଗୋରୁ ମାଫିଆ ମାରିଲେ ସାଇଡ୍, ଗଛରେ ପିଟି ହେଲା ପିସିଆର ଭ୍ୟାନ୍, ୬ ପୋଲିସ ଆହତ
ଢେଙ୍କାନାଳ,୯ା୮: ପୋଲିସ ଗାଡ଼ିକୁ ଗୋରୁ ମାଫିଆ ସାଇଡ୍ ମାରିବାରୁ ଭାରସାମ୍ୟ ହରାଇ ଗଛରେ ପିଟିହୋଇଗଲା ପିସିଆର୍ ଭ୍ୟାନ୍। ଫଳରେ ୬ ପୋଲିସ ଆହତ ହୋଇଛନ୍ତି। ସଦର ଥାନା ବେଲଟିକିରି ଗାଁ ନିକଟରେ ପିସିଆରକୁ ସାଇଡ ମାରିଥିଲେ ମାଫିଆ। ୬ ଆହତଙ୍କ ମଧ୍ୟରୁ…
କଏଦୀଙ୍କ ହାତରେ ମଦ ବୋତଲ ଫଟୋ ଭାଇରାଲ
ଢେଙ୍କାନାଳ,୩୦ା୧(ରତନ ନାୟାର): ଏକ ହତ୍ୟା ମାମଲାରେ ଢେଙ୍କାନାଳ ଜେଲରେ ଥିବା ଜଣେ କଏଦୀ ହାତରେ ମଦ ବୋତଲ ଧରିଛନ୍ତି। ଏପରି ଏକ ଫଟୋ ମଙ୍ଗଳବାର ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏ ନେଇ ଢେଙ୍କାନାଳ ଜେଲ ଅଧୀକ୍ଷକ ଊର୍ମିଳା ମିଞ୍ଜ୍ କହିଛନ୍ତି,…
ଲୋୟର ସୁକତେଲ୍ ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି; ମଥୁରାରେ କିଣିଥିଲେ ଜମି, ଲକର ଖୋଲିବା ଅଛି ବାକି
ବଲାଙ୍ଗୀର/ ଭୁବନେଶ୍ୱର,୨୬ା୭: ବଲାଙ୍ଗୀର ଲୋୟର ସୁକ୍ତେଲ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଭିଜିଲାନ୍ସ ଚଢ଼ାଉ ପରେ ତାଙ୍କର ସମ୍ପତ୍ତି ତାଲିକା ଲମବିବାରେ ଲାଗିଛି। ଶୁକ୍ରବାର…
ସୁଭଦ୍ରା ଯୋଜନାରେ ଟଙ୍କା ମିଳିବ କହି ଠକେଇ
ଢେଙ୍କାନାଳ,୨୧ା୭(ରତନ ନାୟାର): ସୁଭଦ୍ରା ଯୋଜନାରେ ଟଙ୍କା ମିଳିବ ବୋଲି କହି ଢେଙ୍କାନାଳ ଭଗବାନପୁର ଅଞ୍ଚଳର ବାପପୁଅ ସେଠାକାର ୨ଜଣ ମହିଳାଙ୍କୁ ଠକେଇ କରିଥିବା ଶନିବାର ଟାଉନ ଥାନାରେ ଅଭିଯୋଗ ହୋଇଛି। ଠକେଇର ଶିକାର ହୋଇଥିବା ୨ ଅଭିଯୋଗକାରୀ ହେଲେ ସହରସ୍ଥିତ ରାମେଶ୍ୱରପୁର…
ଅସୁସ୍ଥ ଦନ୍ତାହାତୀକୁ କାବୁ କରିପାରୁନି ବନ ବିଭାଗ
ଢେଙ୍କାନାଳ,୨୦ା୭(ରତନ ନାୟାର): ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ସଦର ରେଞ୍ଜ୍ ଖଡ଼ଗପ୍ରସାଦ ବଡ଼ପୋଲ ଅଞ୍ଚଳରେ ଏକ ଦନ୍ତାହାତୀ ଅସୁସ୍ଥ ହୋଇ ଗର୍ଜନ କରୁଥିବା ଦେଖାଯାଇଥିଲା। ହାତୀଟିର ଚିକିତ୍ସା ପାଇଁ ବନବିଭାଗର ଏକ ସ୍ବତନ୍ତ୍ର ଦଳ ପହଞ୍ଚି ଥିଲେ ମଧ୍ୟ ହାତୀଟିକୁ କାବୁ…
ଭୁବନ ଏନ୍ଏସିରେ ହାତୀ ଆତଙ୍କ, ଜନସାଧାରଣ ଭୟଭୀତ
ଭୁବନ,୧୯ା୭(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍ଏସି ଅରାସାହିରେ ଗୋଟିକିଆ ହାତୀ ଆତଙ୍କ ସୃଷ୍ଟି କରିଛି। ହାତୀଟି ଭୁବନ ଏନ୍ଏସି ଚିନ୍ତା ପୋଖରୀ ରାସ୍ତା ଦେଇ ଗ୍ରାମର ବିଭିନ୍ନ ସାହିରେ ବୁଲି ରାତି ୩ଟା ସମୟରେ ୬ ନମ୍ବର ଓ୍ବାର୍ଡରେ…
ବାଇକ୍କୁ ଚାପି ଦେଲା ଟ୍ରକ: ଚାଲିଗଲା ୨ଯୁବକଙ୍କ ଜୀବନ
ଢେଙ୍କାନାଳ,୧୮।୭: ଢେଙ୍କାନାଳ ଜିଲା ୫୫ ନମ୍ବର ଜାତୀୟ ରାଜପଥ ମୋଟଙ୍ଗା ଥାନା ଚିନ୍ତାପୋଖରୀ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍କୁ ପଛପଟୁ ଧକ୍କା ଦେଇ ଚାପି ଦେବା ଫଳରେ ୨ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ…
Archives


