ଢେଙ୍କାନାଳ

ଜମି ବିବାଦରୁ ଗଡିଲା ମୁଣ୍ଡ: ଆଳୁ କିଆରୀରେ ପୁଅ ଆଗରେ ବାପାକୁ ହତ୍ୟା

ଢେଙ୍କାନାଳ,୮।୧୨: ଢେଙ୍କାନାଳ ଜିଲାରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ପୁଅ ଆଖି ଆଗରେ ବାପାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଜିଲା ସଦର ପୋଲିସ ଅନ୍ତର୍ଗତ କୃଷ୍ଣପ୍ରସାଦ ଗ୍ରାମରେ ଏହି ଘଟଣା ଘଟିଛି। ମୃତ ବ୍ୟକ୍ତି ଜଣକ କୃଷ୍ଣପ୍ରସାଦର ଚତୁର୍ଭୁଜ…

ତାଲା ଭାଙ୍ଗି ସ୍ବାସ୍ଥ୍ୟକେନ୍ଦ୍ରରୁ ଦୁର୍ବୃତ୍ତ ଲୁଟିନେଲେ ଏଲ୍‌ଇଡି ଟିଭି, ପ୍ରିଣ୍ଟର

ଭୁବନ,୫ା୧୨(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ଓଡ଼ିଶ ଗ୍ରାମରେ ଥିବା ପ୍ରାଥମିକ ସାସ୍ଥ୍ୟକେନ୍ଦ୍ରରୁ ବୁଧବାର ବିଳମ୍ବିତ ରାତିରେ ଏଲ୍‌ଇଡି ଟିଭି ଓ ପ୍ରିଣ୍ଟର ଚୋରି ହୋଇଯାଇଛି। ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର କର୍ମଚାରୀମାନେ ଘରକୁ ଫେରିବାର ପରେ ଦୁର୍ବୃତ୍ତମାନେ ତାଲା ଭାଙ୍ଗି…

ଖୁବଶୀଘ୍ର ଗଞ୍ଜାମ ଏବଂ ଢେଙ୍କାନାଳରେ ଖୋଲିବ ଆୟୁଷ ହସପିଟାଲ

ଭୁବନେଶ୍ୱର,୪।୧୨: ଓଡିଶାର ଗଞ୍ଜାମ ଏବଂ ଢେଙ୍କାନାଳ ଜିଲାରେ ଖୁବ ଶୀଘ୍ର ଆୟୁଷ ଡାକ୍ତରଖାନା ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ପୁରୀରେ ଗୋପାବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟଠାରେ ଏକ ସମାବେଶକୁ ସମ୍ବୋଧିତ କରି ସେ…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିବା ପରେ ଗାତ ଖୋଳି ପୋତୁଥିଲେ ସ୍ବାମୀ, ଆଉ ତା’ ପରେ…

କାମାକ୍ଷାନଗର,୧ା୧୨: ଢେଙ୍କାନାଳ ଜିଲା ମହାବୀରୋଡ୍‌ ଥାନା ଅନ୍ତର୍ଗତ ମଝିକା ଗାଁରେ ରବିବାର ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଶୋଇଥିବା ଅବସ୍ଥାରେ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ଦେଇଛନ୍ତି ସ୍ବାମୀ। ହତ୍ୟା ପରେ ଗାତ ଖୋଳି ପୋତିବା ବେଳେ ଗ୍ରାମବାସୀ ଧରିଥିଲେ। ଏନେଇ…

ପିଲାଙ୍କୁ ସ୍କୁଲ ନେଉଥିବା ବସ୍‌କୁ ଧକ୍କା ଦେଲା ଟ୍ରେଲର : ୧୦ର ଊର୍ଦ୍ଧ୍ୱ ଛାତ୍ରୀଛାତ୍ର…

ଢେଙ୍କାନାଳ,୨।୧୨: ଢେଙ୍କାନାଳ ଏକ ଘରୋଇ ସ୍କୁଲ ବସ୍‌ ସକାଳୁ ପିଲାଙ୍କୁ ନେଇ ଯାଉଥିବା ବେଳେ ଦୁର୍ଘଟଣା ଘଟିଛି । ସ୍କୁଲ ବସ୍‌କୁ ଧକ୍କା ଦେଇ ଟ୍ରେଲର ଡ୍ରାଇଭର ଫେରାର ହୋଇଯାଇଥିବା ବେଳେ । ଏଥିରେ ୧୦ରୁ ଅଧିକ ଛାତ୍ରୀଛାତ୍ର ଆହତ ହୋଇଛନ୍ତି।…

ଶୌଚ ପାଇଁ ଯାଇଥିଲେ ଯୁବକ, ଦଳିଦେଲା ହାତୀ

ହିନ୍ଦୋଳ,୨୮।୧୧: ଢେଙ୍କାନାଳ ଜିଲା ହିନ୍ଦୋଳ ଉପଖଣ୍ତ ଅନ୍ତର୍ଗତ କଡଲା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁରୁବାର ଭୋର ସମୟରେ ଗ୍ରାମର ଗାୟତ୍ରୀ ମଣ୍ତପ ନିକଟସ୍ଥ ପୋଖରୀକୁ ଶୌଚ ନିମନ୍ତେ ଯାଉଥିବା ସମୟରେ ମଧୁସୁଦନ ପ୍ରଧାନଙ୍କ ପୁଅ ଦୀପକ ପ୍ରଧାନ(୨୯) ହାତୀ…

ଉପଜିଲାପାଳଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କାମାକ୍ଷାନଗର,୧୮ା୧୧: ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଜିଲାପାଳଙ୍କ ଘରେ ସୋମବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଉପଜିଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କ ଘରେ ଏହି ଚଢ଼ାଉ ଜାରି ରହିଛି। ଉପଜିଲାପାଳଙ୍କ ଅଫିସ, ସରକାରୀ କ୍ୱାର୍ଟର୍ସ ସମେତ…

ଅନାସ୍ଥା ଭୋଟ୍‌ରେ ପଦ ହରାଇଲେ ଢେଙ୍କାନାଳ ସଦର ବ୍ଲକ ଅଧ୍ୟକ୍ଷା, ମନ୍ତ୍ରୀ କହିଲେ…

ଢେଙ୍କାନାଳ,୧୬ା୧୧(ରତନ ନାୟାର): ଅନାସ୍ଥାରେ ହାରିଗଲେ ଢେଙ୍କାନାଳ ସଦର ବ୍ଲକ ଅଧ୍ୟକ୍ଷା ରାଜଶ୍ରୀ ନାୟକ। ଫଳରେ ସଦରରେ ଭୁଶୁଡ଼ି ପଡ଼ିଛି ବିଜେଡି ଗଡ଼। ଶନିବାର ଅନାସ୍ଥା ଭୋଟିଂ ସପକ୍ଷରେ ୪୪ଖଣ୍ଡ ଭୋଟ୍‌ ଗ୍ରହଣ ହୋଇଥିବା ବେଳେ ଅନାସ୍ଥା ବିପକ୍ଷରେ ୧୭ ଖଣ୍ଡ ଭୋଟ୍‌…

ଗାଧୋଇବାକୁ ଆସି ପୋଖରୀରେ ବୁଡ଼ିଗଲେ ଦୁଇ ଭାଇ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୧୪ା୧୧(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଏକତାଳି ଗ୍ରାମରେ ଗୁୁରୁବାର ସକାଳେ ଏକ ଅଘଟଣ ଘଟିଯାଇଛି। ପୋଖରୀରେ ବୁଡ଼ି ଦୁଇ ସମ୍ପର୍କୀୟ ଭାଇଙ୍କ ମୃତ୍ୟୁ ହୋଇଛି। ସେମାନେ ସମ୍ପର୍କରେ ଦାଦା ପୁଅ ଓ ବଡ଼ବାପା ପୁଅ ହୋଇଥିବା ଜଣାପଡ଼ିଛି। ମୃତକ…

ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପାଇଁ ଦରଖାସ୍ତ

କାମାକ୍ଷାନଗର,୧୧ା୧୧(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କଙ୍କଡାହାଡ଼ ବ୍ଲକ ଅଧ୍ୟକ୍ଷା ଚାରୁଲତା ମିଶ୍ରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ କରିବା ପାଇଁ ୧୬ ଜଣ ସରପଞ୍ଚ ଓ ସମିତି ସଭ୍ୟଙ୍କ ଦସ୍ତଖତ ଥିବା ଦରଖାସ୍ତ ସୋମବାର କାମାକ୍ଷାନଗର ଉପଜିଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କୁ…

ଅଭିଯୋଗକୁ ରେଳ ବିଭାଗର ଖଣ୍ଡନ

ଢେଙ୍କାନାଳ,୬।୧୧(ରତନ ନାୟାର): ଢେଙ୍କାନାଳ ଜିଲା ସଦର ରେଞ୍ଜ ମୋଟଙ୍ଗା ଥାନା ମେରାମଣ୍ଡଳୀ ରେଳ ଷ୍ଟେଶନ ନିକଟରେ ଗତ ଶୁକ୍ରବାର ବିଳମ୍ବିତ ରାତିରେ ୪୯ ହାତୀ ରେଳଧାରଣା ପାର ହେଉଥିବା ବେଳେ ତାଳଚେର ଆଡୁ ଆସୁଥିବା ଏକ ମାଲଗାଡି ଟ୍ରେନ୍‌ ଧକ୍କାରେ ଗୋଟିଏ…

ଭାଜପା ଟାର୍ଗେଟରେ ୭ ବ୍ଲକର ଅଧ୍ୟକ୍ଷା-ଅଧ୍ୟକ୍ଷ ପଦବୀ: ଅଜ୍ଞାତବାସରେ ୫୦ରୁ ଊର୍ଦ୍ଧ୍ୱ ସରପଞ୍ଚ, ସମିତି ସଭ୍ୟ

ଢେଙ୍କାନାଳ,୬ା୧୧(ରତନ ନାୟାର):ଢେଙ୍କାନାଳରେ ଭାଜପା ଟାର୍ଗେଟରେ ୭ଟି ବ୍ଲକର ଅଧ୍ୟକ୍ଷା ଅଧ୍ୟକ୍ଷ ପଦବୀ ା ନିର୍ବାଚନ ପରେ ରାଜ୍ୟରେ ଭାଜପା ସରକାର ଆସିବା ପରେ ବର୍ତ୍ତମାନ ଜିଲାରେ ବ୍ଲକ ତଥା ପଞ୍ଚାୟତ ସମିତି ଅଧ୍ୟକ୍ଷା ଅଧ୍ୟକ୍ଷ ପଦବୀରେ ରହିଥିବା ବିଜେଡି ସମର୍ଥିତ ଅଧ୍ୟକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?