କରୋନା ଭୟ: ହଳଦୀ ଚନ୍ଦନରେ ହୋଲି
ଢେଙ୍କାନାଳ ଅଫିସ୍, ୧୦ା୩- ଦ୍ରୁତ ଗତିରେ ବ୍ୟାପୁଥିବା କୋଭିଡ-୧୯ ବା କରୋନା ଭୂତାଣୁ ସଂକ୍ରମଣ ଭୟରେ ଢେଙ୍କାନାଳରେ ହୋଲି ପାଳନ ଫିକା ପଡିଥିବା ଦେଖିବାକୁ ମିଳିଛି। ଅନେକ ସ୍ଥାନରେ ଲୋକେ ଅବିରରେ ରଙ୍ଗ ଖେଳିଥତ୍ବାବେଳେ ହୋଲି ପାଳନରୁ ଅଧତ୍କାଂଶ ନିଜକୁ ଦୂରେଇ…
ଯୋଗକରି ହୋଲିଖେଳିଲେ କାମାକ୍ଷାନଗର ଅଞ୍ଚଳବାସୀ
କାମାକ୍ଷାନଗର,୧୦।୩(ଡି.ଏନ୍.ଏ.): ଆଜି ରଙ୍ଗର ପର୍ବ ହୋଲି। ସାରା ଦେଶରେ ଏହି ପର୍ବକୁ ଧମ୍ଧାମ୍ରେ ପାଳନ କରାଯାଉଥିବା ବେଳେ ଚଳିତବର୍ଷ କରୋନାର ଭୟରେ ଏକ ପ୍ରକାର ହୋଲି ଫିକା ପଡ଼ିଛି। ତେବେ କେତେକ ସ୍ଥାନରେ ହର୍ବାଲ ରଙ୍ଗର ବ୍ୟବହାର କରାଯାଇ ହୋଲି ପାଳନ…
ରେଳଲାଇନରେ ଯୁବତୀଙ୍କ ଆତ୍ମହତ୍ୟା
ଢେଙ୍କାନାଳ ଅଫିସ୍/ ଓଡ଼ାପଡ଼ା, ୯ା୩(ଡି.ଏନ.ଏ.)- ଢେଙ୍କାନାଳ ଜିଲା ଓଡ଼ାପଡା ବ୍ଲକ ଝାରଗାଡିଆ ଫାଣ୍ଡି ଦାଣ୍ଡିମାଳ ପାସେଞ୍ଜର ହଲ୍ଟ ରେଲଓ୍ବେ ଷ୍ଟେଶନଠାରେ ଜଣେ ଯୁବତୀଙ୍କ ମୃତଦେହ ସୋମବାର ରେଲଓ୍ବେ ପୋଲିସ ଉଦ୍ଧାର କରିଛି। ମୃତାଙ୍କ ନାମ ସୁନିତା ପରିଡା ଓ ଘର ବଳରାମପୁର…
ସ୍ବୟଂଶାସିତ କଲେଜ ମାନ୍ୟତା ପ୍ରତ୍ୟାହାର ନିଷ୍ପତ୍ତିର ପ୍ରତିବାଦ
ଢେଙ୍କାନାଳ ଅଫିସ୍, ୯ା୩- ଢେଙ୍କାନାଳ କଲେଜରୁ ସ୍ବୟଂଶାସିତ ମାନ୍ୟତା ପ୍ରତ୍ୟାହାର ନିଷ୍ପତ୍ତିକୁ ଆଲୁମନି ଆସୋସିଏଶନ ପକ୍ଷରୁ ବିରୋଧ କରାଯାଇଛି। ଏ ନେଇ ଆସୋସିଏଶନ ସଦସ୍ୟମାନେ ସୋମବାର ଢେଙ୍କାନାଳ ଏମ୍ପି ମହେଶ ସାହୁଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଏଥିସହ ଏ…
ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର
ଭୁବନ, ୯ା୩ (ଡି.ଏନ୍.ଏ.)- ଢେଙ୍କାନାଳ ଜିଲା ଭୁବନ ଥାନା ସୁରପ୍ରତାପପୁର ଗ୍ରାମର ରବି ଗୁରୁ ରବିବାର ଗାଧୋଇବାକୁ ଯାଇ ଘରକୁ ଫେରି ନ ଥିବାବେଳେ ଗ୍ରାମ ନିକଟ ପୋରୋଇଝରା ନାଳରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ବହୁ ଖୋଜାଖୋଜି ପରେ…
ବାଇକକୁ ଧକ୍କା ଦେଲା ବୁଲେଟ, ୪ ଗୁରୁତର
ପରଜଙ୍ଗ, ୯ା୩(ଡି.ଏନ.ଏ)- ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁକ୍ତାପଶି-ବଡ଼କମର ଗ୍ରାମ୍ୟ ନିର୍ମାଣ (ଆର୍ଡ଼ି) ରାସ୍ତାର କଟାବାହାଳ ଛକ ନିକଟରେ ସୋମବାର ମଧ୍ୟାହ୍ନରେ ଏକ ବାଇକକୁ ବୁଲେଟ ଧକ୍କା ଦେଇଛି। ଏଥିରେ ୪ ଜଣ ଗୁରୁତର ହୋଇଛନ୍ତି। ଘଟଣାରୁ ପ୍ରକାଶ, ବାଇକ ଚାଳକ…
୧୮,୦୩୬ ପ୍ରକଳ୍ପକୁ ଅନୁମୋଦନ
ଢେଙ୍କାନାଳ ଅଫିସ, ୯।୩: ରାଜ୍ୟ ସରକାର ଚାଷୀ ଓ ଚାଷର ବିକାଶ ଲାଗି ଫୋକସ କରୁଛନ୍ତି। କୃଷିକ୍ଷେତ୍ରରେ ଉତ୍ପାଦନ ଏବଂ ଚାଷୀଙ୍କ ଆୟ ବୃଦ୍ଧି ଲାଗି ଆମ କୃଷି ଯୋଜନା କାର୍ଯ୍ୟକାରୀ କରାଯାଇଛି। ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକ ସକ୍ରିୟ ହେଲେ କୃଷିଭିତ୍ତିକ ଯୋଜନାର ସୁଫଳ…
‘ନାରୀ ସ୍ବୟଂସମ୍ପନ୍ନା ହେଲେ ହଟିବ ତାରତମ୍ୟ’
ଢେଙ୍କାନାଳ ଅଫିସ, ୯।୩: ଢେଙ୍କାନାଳ ଗୋପବନ୍ଧୁ ଟାଉନ ହଲ୍ରେ ରବିବାର ବିଶ୍ୱ ମହିଳା ଦିବସ ପାଳିତ ହୋଇଯାଇଛି। ଜିଲା ଆଇନସେବା ପ୍ରାଧିକରଣ, ଜିଲା ପ୍ରଶାସନ ଏବଂ ଇଶୋ ସ୍ବେଚ୍ଛାସେବୀ ଅନୁଷ୍ଠାନର ମିଳିତ ସହଯୋଗରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଜିଲା…
ନାରୀକୁ ଲୋଡ଼ା ସୁରକ୍ଷା
ଢେଙ୍କାନାଳ ଅଫିସ, ୮।୩ – ଶିଳ୍ପରେ ସମୃଦ୍ଧ। ଶିକ୍ଷାରେ ଅଗ୍ରଣୀ। ସ୍ବେଚ୍ଛାସେବୀଙ୍କ ପ୍ରମୁଖ କର୍ମସ୍ଥଳ। ସଚେତନତାର ଅଭାବ ନାହିଁ। ଏସବୁ ସତ୍ତ୍ୱେ ଢେଙ୍କାନାଳ ଜିଲାରେ କମୁନି ନାରୀ ନିର୍ଯାତନା। ବଳାତ୍କାର, ଯୌତୁକ ନିର୍ଯାତନା ଭଳି ମାମଲା ସାଧାରଣ ହେଲାଣି। ବିଗତ ୩ବର୍ଷର…
ଜେଲ ଓ୍ବାର୍ଡରଙ୍କୁ ଚାପିଦେଲା ହାଇଓ୍ବା
କାମାକ୍ଷାନଗର,୮।୩(ଡି.ଏନ.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜିରିଡ଼ାମାଳି ଛକରେ ଶନିବାର ମଧ୍ୟାହ୍ନରେ ଲୋମଟାଙ୍କୁରା ଦୁର୍ଘଟଣା ଘଟିଛି। ୫୩ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ନିୟୋଜିତ ଏକ ହାଇଓ୍ବା ଧକ୍କାରେ ଜଣେ ଜେଲ ଓ୍ବାର୍ଡରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପ୍ରକାଶ…
ନିର୍ମାଣାଧୀନ ଡ୍ରେନ୍ରେ ପଡ଼ି ଯୁବକଙ୍କ ଜୀବନ ଗଲା
ପରଜଙ୍ଗ, ୮।୩(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ଅଧୀନ ରୋଡ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମ୍ୟ ନିର୍ମାଣ ବିଭାଗ (ଆରଡି) ପକ୍ଷରୁ ନିର୍ମାଣାଧୀନ ଡ୍ରେନ୍ରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ରୋଡ୍…
ପରିଚ୍ଛନ୍ନ ରୁହ , ସ୍ବଚ୍ଛତା ବଜାୟ ରଖ
ଢେଙ୍କାନାଳ ଅଫିସ, ୮।୩ – କରୋନା ଚିନ୍ତାରେ ସାରା ବିଶ୍ୱ। ବ୍ୟାପକ ସୁରକ୍ଷା ବ୍ୟବସ୍ଥା ସତ୍ତ୍ୱେ ଦିନକୁ ଦିନ ଏହି ରୋଗ ମହାମାରୀ ରୂପ ଧାରଣ କରିବାରେ ଲାଗିଛି। ଓଡ଼ିଶା ମଧ୍ୟ କରୋନା ଛନକାରୁ ବାଦ୍ ପଡ଼ିନି। ଏହାକୁ ନେଇ ରାଜ୍ୟ…
Archives


