Odisha Elections 2024

ଢେଙ୍କାନାଳ

ଘରଡିହ ପଟ୍ଟା ମିଳିବାର ୧୨ବର୍ଷ ବିତିଲା: ଚିହ୍ନଟ ହେଉନି ଜମି, ମିଳୁନି ଦଖଲ

ଢେଙ୍କାନାଳ ଅଫିସ, ୨୪।୧୨ – ଦୀର୍ଘ ୧୨ ବର୍ଷ ହେଲା ମିଳିଛି ଘରଡିହ। ହେଲେ ଜମି ଚିହ୍ନଟ ହେଉଛି ନା ମିଳୁଛି ଦଖଲ। କେବଳ ପଟ୍ଟା କବଲା ଧରି ହିନସ୍ତା ହେଉଛନ୍ତି ଢେଙ୍କାନାଳ ସଦର ବ୍ଲକ ଢେଙ୍କାନାଳ ସଦର ବ୍ଲକ...

ଅମରେଶଙ୍କୁ ପରିବେଶ ସୁରକ୍ଷା ଚିନ୍ତା: ସାଇକେଲରେ ବୁଲି କରୁଛନ୍ତି ସଚେତନ

ଢେଙ୍କାନାଳ ଅଫିସ, ୨୪।୧୨ – ବଢ଼ିଚାଲିଛି କଂକ୍ରିଟ ଜଙ୍ଗଲ। ଶିଳ୍ପାୟନ ନାମରେ କଟାଚାଲିଛି ଅସଂଖ୍ୟ ଗଛ। ପ୍ରାକୃତିକ ବିପର୍ଯ୍ୟୟ ବି ପରିବେଶ ପାଇଁ ଏବେ ପାଲଟିଛି ବଡ଼ ଚ୍ୟାଲେଞ୍ଜ। ଆଖି ଆଗରେ ଉଜୁଡ଼ି ଯାଉଥିବା ସବୁଜବନାନୀ ପାଇଁ ଚିନ୍ତାବ୍ୟକ୍ତ କରିଛନ୍ତି...

ହାତୀ ଉପଦ୍ରବ, ଚାଷୀ ଚିନ୍ତିତ

ବଇଣ୍ଡା, ୨୨।୧୨(ଡି.ଏନ.ଏ.)-କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ଅଧୀନ ମାଧପୁର, କଣ୍ଟେଇକୋଳିଆ, ଅଁଳାବେରେଣୀ, ନାଗାଝରଣ, ଅଶ୍ରୁବାହାଳ ଅଞ୍ଚଳରେ କିଛିଦିନ ହେଲା ହାତୀ ଉପଦ୍ରବ ଲାଗି ରହିଛି। ହାତୀପଲ ରାତିରେ ନିକଟ ଜଙ୍ଗଲରୁ ଗ୍ରାମାଭିମୁଖୀ ହୋଇ ବ୍ୟାପକ ଫସଲ ନଷ୍ଟ କରୁଛନ୍ତି। ଏଥିରେ...

୨୪ରୁ ଜାତୀୟ ବହୁଭାଷୀ କପିଳାସ ନାଟ୍ୟ ମହୋତ୍ସବ: ଭାଗନେବେ ୫ ଦଳ

ଢେଙ୍କାନାଳ ଅଫିସ, ୨୨।୧୨-ଢେଙ୍କାନାଳର ନାଟ୍ୟାନୁଷ୍ଠାନ କଳା ପରିଷଦ ପକ୍ଷରୁ ଆସନ୍ତା ୨୪ରୁ ୨୯ ତାରିଖ ଯାଏ ସ୍ଥାନୀୟ ମିନି ଷ୍ଟାଡିୟମ୍‌ରେ ଆୟୋଜିତ ହେବ ୫ମ ଜାତୀୟ ବହୁଭାଷୀ କପିଳାସ ନାଟ୍ୟ ମହୋତ୍ସବ। ରବିବାର ଅପରାହ୍ନରେ ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ...

ସମସ୍ୟା ଥିଲେ ସମାଧାନ କର: ଜିଲାପାଳ

ଢେଙ୍କାନାଳ ଅଫିସ, ୨୨।୧୨ – ଢେଙ୍କାନାଳ ସମଗ୍ର ଶିକ୍ଷା କାର୍ଯ୍ୟାଳୟ ସଭାଗୃହରେ ଶନିବାର ଜିଲାସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଅଧ୍ୟକ୍ଷତା କରିଥିଲେ। ଜିଲାର କେତେକ ସ୍କୁଲରେ ସମସ୍ୟା ଲାଗି ରହିଛି। ସମ୍ପୃକ୍ତ...

ଜିଲା ଭାଜପାର ମଙ୍ଗ ଧରିଲେ ନରେଶ

ଢେଙ୍କାନାଳ ଅଫିସ, ୨୨।୧୨ – ଢେଙ୍କାନାଳ ଜିଲା ଭାଜପାର ମଙ୍ଗ ଧରିଛନ୍ତି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ଆଇନଜୀବୀ ନରେଶ ଚନ୍ଦ୍ର ମହାପାତ୍ର। ରାଜ୍ୟ ନେତୃମଣ୍ଡଳୀ ତାଙ୍କୁ ଜିଲା ସଭାପତି ଦାୟିତ୍ୱ ଦେଇଥିବା ଜିଲା ଉପସଭାପତି ନବକିଶୋର ଗୁରୁ ଶନିବାର...

ପ୍ରତିଶ୍ରୁତି ରଖିଲାନି ବନ ବିଭାଗ: କର୍ମଚାରୀ ୮ ଘଣ୍ଟା ଅଟକ

ପରଜଙ୍ଗ, ୨୧।୧୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନରେ ହାତୀପଲ ଆତଙ୍କ ଥମୁନାହିଁ। ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ପୁଞ୍ଜୀଭୂତ ଅସନ୍ତୋଷ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ଶୁକ୍ରବାର ଏହାର ପ୍ରତିଫଳନ ଦେଖିବାକୁ ମିଳିଛି...

ଦନ୍ତାହାତୀ ଆକ୍ରମଣରେ ଚାଷୀଙ୍କ ଜୀବନଗଲା

ପରଜଙ୍ଗ,୨୦।୧୨(ଡି.ଏନ୍‌.ଏ.): ଢେଙ୍କାନାଳ ବନଖଣ୍ଡ ମହାବୀରୋଡ୍‌ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ରୋଡ଼ ପଞ୍ଚାୟତ କୁନ୍ଦନଦେଇପୁର ଗ୍ରାମ ଗୁଡ଼ିଆନାଳି ବେରଣା ନିକଟରେ ଦନ୍ତାହାତୀ ଆକ୍ରମଣରେ ଶୁକ୍ରବାର ଜଣେ ଚାଷୀଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ପରଜଙ୍ଗ ଥାନା ରୋଡ୍‌...

ପୂର୍ତ୍ତ ବିଭାଗ ରାସ୍ତା ନିର୍ମାଣରେ ଅନିୟମିତତା: ଆରମ୍ଭରୁ ଉଠିଲାଣି ପିଚୁ

ପରଜଙ୍ଗ, ୨୦।୧୨(ଡି.ଏନ.ଏ.)-ସରିଯାଇଥିଲା ନିର୍ମାଣ ଅବଧି। ତଥାପି କାମ ନ କରି ଗଡ଼ାଇ ଚାଲିଥିଲେ ଦିନ। ଏହାକୁ ନେଇ ପ୍ରତିବାଦ ସ୍ବର ଉଠିବା ପରେ ତରବରିଆ ଭାବେ ଆରମ୍ଭ କଲେ ପିଚୁ ଢଳେଇ। ହେଲେ ରାସ୍ତା କାମ ଆଗକୁ ଯିବା ବେଳକୁ...

ହଳଦିଆ ବାହାଳରେ ହାତୀ ଆତଙ୍କ

ଓଡ଼ାପଡ଼ା,୧୯।୧୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ମେରାମଣ୍ଡଳୀ ସେକ୍ସନ ଅଞ୍ଚଳରେ ୬୦ ହାତୀ ଉପଦ୍ରବ ଚଳାଇଛନ୍ତି। ଫଳରେ ଅଞ୍ଚଳବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ବୁଧବାର ପ୍ରାୟ ଭୋର ସମୟରେ ଉକ୍ତ ହାତୀପଲ ବ୍ରାହ୍ମଣୀ ନଦୀ ପାର ହୋଇ ସୁରଭୀ, ବିଡ଼ୋ,...

ଭାଜପା ଜିଲା ସଭାପତି ଚୟନ: ରାଜ୍ୟ ନେତୃବୃନ୍ଦଙ୍କ ହାତରେ ନିଷ୍ପତ୍ତି

ଢେଙ୍କାନାଳ ଅଫିସ,୧୯ା୧୨ – ଢେଙ୍କାନାଳ ଜିଲା ଭାଜପା ସଭାପତି ନିର୍ବାଚନ ପାଇଁ ଦଳୀୟ ରାଜନୈତିକ ବାତାବରଣ ସରଗରମ ହୋଇଛି । ଗତ ୧୩ ତାରିଖରେ ସ୍ଥାନୀୟ ଗୋପୀନାଥ ଗାର୍ଡେନଠାରେ ସଙ୍ଗଠନର ବୈଠକ ଅନୁଷ୍ଠିତ ହୋଇଥିଲେ ହେଁ ସଭାପତି ପଦ ପାଇଁ...

ଶକ୍ତି, ଶିଳ୍ପ ଓ ଗୃହ ମନ୍ତ୍ରୀଙ୍କ ସମୀକ୍ଷା: ୯ ସୁଦ୍ଧା ଏନ୍‌ଟିପିସି କାର୍ଯ୍ୟର ପ୍ରଗତି ଜଣାଇବାକୁ ନିର୍ଦ୍ଦେଶ

ଢେଙ୍କାନାଳ ଅଫିସ, ୧୯ା୧୨ – ଢେଙ୍କାନାଳ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ବୁଧବାର ସନ୍ଧ୍ୟା ୬ଟାରେ ରାଜ୍ୟ ଶକ୍ତି, ଶିଳ୍ପ, ଅଣୁ କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ ଓ ଗୃହ ରାଷ୍ଟ୍ରମନ୍ତ୍ରୀ ତଥା ଜିଲା ଯୋଜନା କମିିଟି ଅଧ୍ୟକ୍ଷ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri