ଢେଙ୍କାନାଳ

ଘର ପାଇଁ ପୋତିଦେଲେ ଡ୍ରେନ୍‌

ଭୁବନ, ୧୫।୩(ଡି.ଏନ.ଏ.) – ବ୍ୟକ୍ତିଗତ ସ୍ବାର୍ଥ ପାଇଁ ପୋତିଦେଲେ ଡ୍ରେନ୍‌। ନର୍ଦ୍ଦମା ପାଣି ନିଷ୍କାସନ ହେବାକୁ ବାଟ ନାହିଁ। ରାସ୍ତାରେ ଅହରହ ବୋହୁଛି ଦୁର୍ଗନ୍ଧମୟ ଆବର୍ଜନା ପାଣି। ଆଉ ତାହାରି ଉପରେ ଅସୁରକ୍ଷିତ ଭାବେ ଯାତାୟାତ କରୁଛନ୍ତି ଲୋକେ। ଏପରି ଦୃଶ୍ୟ…

ସିଲାବସ୍‌ ବାହାରୁ ପ୍ରଶ୍ନ

କାମାକ୍ଷାନଗର, ୧୫ା୩(ଡି.ଏନ.ଏ.) – ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ସାରା ରାଜ୍ୟରେ ଆରମ୍ଭ ହୋଇଛି ଯୁକ୍ତ ୨ପରୀକ୍ଷା। ପରୀକ୍ଷାକୁ ଶୃଙ୍ଖଳିତ ଏବଂ ବିଧିବ୍ୟବସ୍ଥିତ କରିବାକୁ କାଉନ୍‌ସିଲ ପକ୍ଷରୁ ଯଥାସାଧ୍ୟ ଉଦ୍ୟମ କରାଯାଇଥିବା କୁହାଯାଉଛି। ହେଲେ ବୁଧବାର ଶେଷ ହୋଇଥିବା…

ସ୍କୁଟିରୁ ୧୨ ଫୁଟ ଲମ୍ବର ନାଗ ଉଦ୍ଧାର

ଢେଙ୍କାନାଳ ଅଫିସ,୧୪।୩: ଢେଙ୍କାନାଳ ଜିଲା ମହିସାପାଟ ରେଙ୍ଗାଲି କଲୋନୀରୁ ସ୍କୁଟି ଭିତରୁ ଶନିବାର ଏକ ନାଗ ସାପ ଉଦ୍ଧାର କରାଯାଇଛି। ଯାହାର ଲମ୍ବ ୬ ଫୁଟ ହେବ । ରେଙ୍ଗାଲି ଦକ୍ଷିଣ କେନାଲର ଜଣେ କର୍ମଚାରୀ ସୁରେଶ ସାହୁଙ୍କ ସ୍କୁଟିରୁ ଏହି…

ସାମାନ୍ୟ ବଚସା ନେଲା ଜୀବନ: ଗ୍ରାମ ସଭାପତିଙ୍କ ଗୁଳିମାଡ଼ରେ କନଷ୍ଟେବଳ ମୃତ

ଢେଙ୍କାନାଳ ଅଫିସ, ୧୪।୩: ଢେଙ୍କାନାଳ ଜିଲା ସଦର ଥାନା ଚାଉଳିଆ ଗ୍ରାମରେ ଦୋଳମେଳଣ ଚାଲିଥିବା ବେଳେ ଶୁକ୍ରବାର ରାତିରେ ସାମାନ୍ୟ ବଚସାରୁ ଗୁଳିମାଡ ଘଟିଛି। ଏଥିରେ ଗ୍ରାମ ସଭାପତି ଶ୍ରୀକାନ୍ତ ସାହୁଙ୍କ ଗୁଳିମାଡ଼ରେ କନଷ୍ଟେବଳ ରାମଚନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟିଛି। ପ୍ରକାଶ…

ପିଏମ୍‌ଏଜିଓ୍ବାଇରେ ୨୦ ଗ୍ରାମ ଚିହ୍ନଟ

ଢେଙ୍କାନାଳ ଅଫିସ, ୧୪।୩ ଢେଙ୍କାନାଳ ଗ୍ରାମ୍ୟ ଉନ୍ନୟନ ସମ୍ମିଳନୀ କକ୍ଷରେ ଶୁକ୍ରବାର ଜିଲା ଉନ୍ନୟନ ସମନ୍ବୟ ଓ ପର୍ଯ୍ୟାଲୋଚନା କମିଟି (ଦିଶା) ବୈଠକ ଅନୁଷ୍ଠିତ ହୋଇଯାଇଛି। ଏମ୍‌ପି ମହେଶ ସାହୁ ଏଥିରେ ଅଧ୍ୟକ୍ଷତା କରିଥିଲେ। ଜନପ୍ରତିନିଧି ଏବଂ ପ୍ରଶାସନିକ ଅଧିକାରୀ ସମନ୍ବୟ…

ଧାଡ଼ିରେ କଟୁଛି ଓଳିଏ

କାମାକ୍ଷାନଗର, ୧୪।୩(ଡି.ଏନ.ଏ.) ‘ବୟସ ୬୦ ଛୁଇଁଲାଣି। ହାଇ ବ୍ଲଡ୍‌ପ୍ରେସର। ମାସକୁ ଦୁଇଧରି ଆସି ପରୀକ୍ଷା କରିବାକୁ ଡାକ୍ତର କହିଛନ୍ତି। ଡାକ୍ତରଖାନାରୁ ଘର ୧୫କିମି ଦୂର। ଶୁକ୍ରବାର ଭୋର୍‌ ୫ଟାରୁ ବସ୍‌ରେ ଆସି ୮ଟାରୁ ଛିଡ଼ା ହୋଇଛି। ରୋଗଣା ଦେହ। ଭାରି ଦରଜ…

ବିନା ସୂଚନାରେ କାଟିଦେଲେ ବିଦ୍ୟୁତ୍‌

ଢେଙ୍କାନାଳ ଅଫିସ, ୧୩।୩ – ପରୀକ୍ଷା ସମୟରେ ଯଥାସମ୍ଭବ ବିଦ୍ୟୁତ୍‌ କାଟ କମ୍‌ କରିବାକୁ ରାଜ୍ୟ ସରକାର ବିଦ୍ୟୁତ୍‌ ବିଭାଗକୁ ତାଗିଦ୍‌ କରିଛନ୍ତି। ହେଲେ ଏହାର ବିପରୀତ ଘଟଣା ଦେଖିବାକୁ ମିଳିଛି ଢେଙ୍କାନାଳରେ। ବକେୟା ବିଦ୍ୟୁତ୍‌ ବିଲ୍‌ ପ୍ରଦାନ କରି ନ…

ଲାଗିଲାଣି ୧.୧୨ ଲକ୍ଷ ଗଛ

ଢେଙ୍କାନାଳ ଅଫିସ, ୧୩।୩ – ସବୁଜ ମହାନଦୀ ମିଶନକୁ ସଫଳ କରିବାକୁ ଢେଙ୍କାନାଳ ଜିଲା ବନ ବିଭାଗ ପକ୍ଷରୁ ଆରମ୍ଭ ହୋଇଛି ପ୍ରୟାସ। ଶିଳ୍ପସମୃଦ୍ଧ ଜିଲାରେ ଜଙ୍ଗଲ ସମ୍ପଦ ବୃଦ୍ଧି କରିବା, ଜଙ୍ଗଲ ଅବକ୍ଷୟ ରୋକିବା ଏବଂ ବନୀକରଣ ମାଧ୍ୟମରେ ନୂତନ…

କିଡ୍‌ନୀ ଚୋରି ଅଭିଯୋଗ

ଢେଙ୍କାନାଳ ଅଫିସ, ୧୩।୩ – ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ଖଙ୍କର ଗ୍ରାମର କବିତା ପାଣି (୪୩)ଙ୍କ କିଡ୍‌ନୀ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ପୀଡ଼ିତା ଗୁରୁବାର ଜିଲାପାଳଙ୍କ ଦ୍ୱାରସ୍ଥ ହେବା ସହ ଟାଉନ ଥାନାରେ ଲିଖିତ ଅଭିଯୋଗ…

ପ୍ରମାଣପତ୍ର ପାଇଁ ଟଙ୍କା

ପରଜଙ୍ଗ, ୧୨।୩(ଡି.ଏନ.ଏ.) ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଆଣିବା, ଦୁର୍ନୀତି ରୋକିବା, ସାଧାରଣ ଜନତାଙ୍କୁ ଉତ୍ତମ ସେବା ଯୋଗାଇ ଦେବାକୁ ରାଜ୍ୟ ସରକାର ଆରମ୍ଭ କରିଛନ୍ତି ‘୫-ଟି’ ବ୍ୟବସ୍ଥା। ସରକାରୀ କାର୍ଯ୍ୟାଳୟରେ ଲାଞ୍ଚ ନ ଦେବାକୁ ବଡ ବଡ଼ ହୋର୍ଡିଂ ମାଧ୍ୟମରେ ସଚେତନ…

ଭାରତୀଙ୍କ ମୁହଁରେ ଫୁଟିଲା ହସ

ଭୁବନ, ୧୨।୩(ଡି.ଏନ.ଏ.) ବିବାହ ଆଗରୁ ନିଆଁ ସାଜିଲା ବଇରି। ନିଆଁରେ ଛାରଖାର ହୋଇଗଲା ସବୁକିଛି। ଏହାକୁ ନେଇ ବେଶ୍‌ ଚିନ୍ତିତ ହୋଇପଡ଼ିଥିଲେ ପରିବାର। ହେଲେ ବଦାନ୍ୟ ବ୍ୟକ୍ତି ଏବଂ ସାମାଜିକ ସଙ୍ଗଠନ ସହଯୋଗର ହାତ ବଢ଼ାଇବା ପରେ ସବୁକିଛି ସୁରୁଖୁରୁରେ ସରିଛି।…

ଘରୁ ରାଗି ଆସିବା କାଳ ହେଲା: ଦୁର୍ଘଟଣାରେ ଯୁବକ ମୃତ

ପରଜଙ୍ଗ, ୧୦ା୩(ଡି.ଏନ.ଏ.)- ଘରେ କୌଣସି କାରଣରୁ ପାଟିତୁଣ୍ଡ କରି ରାଗରେ ଏକ ବାଇକ୍ ଧରି ପଳାଇ ଆସୁଥିବା ବେଳେ ଗଛରେ ପିଟି ହୋଇ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଭାଲୁମୁଣ୍ଡା-ଆଲୁଅଝରଣ ପୂର୍ତ୍ତ ବିଭାଗ ରାସ୍ତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?