ଢେଙ୍କାନାଳ

ପରିଚ୍ଛନ୍ନ ରୁହ , ସ୍ବଚ୍ଛତା ବଜାୟ ରଖ

ଢେଙ୍କାନାଳ ଅଫିସ, ୮।୩ – କରୋନା ଚିନ୍ତାରେ ସାରା ବିଶ୍ୱ। ବ୍ୟାପକ ସୁରକ୍ଷା ବ୍ୟବସ୍ଥା ସତ୍ତ୍ୱେ ଦିନକୁ ଦିନ ଏହି ରୋଗ ମହାମାରୀ ରୂପ ଧାରଣ କରିବାରେ ଲାଗିଛି। ଓଡ଼ିଶା ମଧ୍ୟ କରୋନା ଛନକାରୁ ବାଦ୍‌ ପଡ଼ିନି। ଏହାକୁ ନେଇ ରାଜ୍ୟ…

ନିର୍ମାଣାଧୀନ ଡ୍ରେନ୍‌ରୁ ଯୁବକଙ୍କ ମୃତଦେହ ଉଦ୍ଧାର: କାରଣ ଅସ୍ପଷ୍ଟ

ପରଜଙ୍ଗ,୭ା୩(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଧୀନ ରୋଡ଼ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖ ଏକ ନିର୍ମାଣାଧୀନ ଡ୍ରେନ୍‌ରୁ ଶନିବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ରୋଡ଼ ଗ୍ରାମର କାଳିଆ ନାଏକ। ସକାଳେ ଡ୍ରେନ୍‌ରେ ମୃତଦେହ ପଡ଼ିଥିବା…

ଟାଓ୍ବାର ଉପରେ ୩ ଘଣ୍ଟା

କାମାକ୍ଷାନଗର,୭ା୩(ଡି.ଏନ.ଏ.):ଘରେ ଗଣ୍ଡଗୋଳ କରି ଜୀବନ ହାରିବାକୁ ୪୪୦ କେଭି ବିଦ୍ୟୁତ୍‌ ଟାଓ୍ବାର ଉପରକୁ ଚଢ଼ିଯାଇଥିଲେ ପୁତୁରା। ତାଙ୍କୁ ବଞ୍ଚାଇବାକୁ ନିଜ ଜୀବନକୁ ବିପନ୍ନ କରି ଦାଦା ବି ଚଢ଼ିଗଲେ ଗ୍ରୀଡ୍‌ରେ। ଉଚ୍ଚ କ୍ଷମତାସମ୍ପନ୍ନ ବିଦ୍ୟୁତ୍‌ ତାର ଭିତରୁ ଯୁବକଙ୍କୁ ଉଦ୍ଧାର କରିବାକୁ…

ପଞ୍ଚାୟତିରାଜ ବ୍ୟବସ୍ଥା ସଶକ୍ତ କରିବାକୁ ଦାବି

ଢେଙ୍କାନାଳ ଅଫିସ, ୭ା୩ – ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ସଶକ୍ତ କରିବା ଦାବିରେ ଢେଙ୍କାନାଳ ଜିଲା କଂଗ୍ରେସ କମିଟି ଏବଂ ରାଜୀବ ଗାନ୍ଧୀ ପଞ୍ଚାୟତିରାଜ ସଙ୍ଗଠନ ପକ୍ଷରୁ ଶୁକ୍ରବାର ଅତିରିକ୍ତ ଜିଲାପାଳଙ୍କ ଜରିଆରେ ରାଜ୍ୟପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି। ପଞ୍ଚାୟତିରାଜ…

ଦେଢ଼ମାସ ହେଲା ନଳକୂପ ଅଚଳ

ପରଜଙ୍ଗ, ୭।୩(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ମାଣିକମରା ପଞ୍ଚାୟତ ଅଧୀନ ସରକିଶୋରପାଳ ପ୍ରାଥମିକ ବିଦ୍ୟାଳୟ ପରିସରରେ ଥିବା ନଳକୂପ ଦେଢ଼ମାସ ହେଲା ଅଚଳ ହୋଇପଡ଼ିଛି। ଫଳରେ ଛାତ୍ରୀଛାତ୍ରମାନେ ପାଣି ପାଇଁ ଡହଳବିକଳ ହେଉଛନ୍ତି। ମଧ୍ୟାହ୍ନ ଭୋଜନ ରୋଷେଇରେ ମଧ୍ୟ…

୫ ଗ୍ରାମ୍ୟରାସ୍ତାର ହେବ ଉନ୍ନତୀକରଣ

ଭୁବନ, ୭।୩(ଡି.ଏନ.ଏ.) – ଢେଙ୍କାନାଳ ଜିଲା ଭୁବନ ବ୍ଲକ ସଭାଗୃହରେ ପଞ୍ଚାୟତ ସମିତିର ସ୍ବତନ୍ତ୍ର ଅଧିବେଶନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ ଅଧ୍ୟକ୍ଷ ଧର୍ମାନନ୍ଦ ବରାଳ ଅଧ୍ୟକ୍ଷତା କରିଥିଲେ। ଖୁବ୍‌ଶୀଘ୍ର ବ୍ଲକର ୫ ବ୍ୟସ୍ତବହୁଳ ଗ୍ରାମ୍ୟରାସ୍ତାର ଉନ୍ନତୀକରଣ କରାଯିବ। ଫଳରେ…

ଦୁର୍ଘଟଣାରୁ ବର୍ତ୍ତିଲା ଏଲ୍‌ଟିଟି ଏକ୍ସପ୍ରେସ୍‌

ଢେଙ୍କାନାଳ ଅଫିସ, ୬।୩ – ଭାଗ୍ୟ ସହାୟ ହେଲା। ଦୁଇଖଣ୍ଡ ହୋଇଯାଇଥିବା ରେଳଧାରଣାକୁ କୌଣସି ମତେ ଅତିକ୍ରମ କରିଗଲା ଲୋକମାନ୍ୟ ତିଲକ (ଏଲ୍‌ଟିଟି) ସୁପରଫାଷ୍ଟ ଏକ୍ସପ୍ରେସ୍‌। ଫାଟ ଅତିକ୍ରମ କରିବା ସମୟରେ ଟ୍ରେନ୍‌ ଭାରସାମ୍ୟ ହରାଇ ଦୋହଲିଥିଲା। ଏମିତି ଲାଗୁଥିଲା ଟ୍ରେନ୍‌…

ବୃଦ୍ଧାଙ୍କୁ ଦଳିଦେଲା ଦନ୍ତା

ବଇଣ୍ଡା,୫।୩(ଡି.ଏନ.ଏ.)-କିଶୋରନଗର ବ୍ଲକ ହଣ୍ଡପା ଥାନା କମରେଇ ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଏକ ଦନ୍ତା ହାତୀ ତାଣ୍ଡବ କରିଛି। ଗ୍ରାମର ୩ଟି ଚାଳଘର ଭାଙ୍ଗିବାସହ ଘର ଭିତରେ ଶୋଇଥିବା ସେହି ଗ୍ରାମର ଦେବକୀ ବେହେରା(୬୦)ଙ୍କୁ ଦଳି ମାରି ଦେଇଛି। ଏହାକୁ ନେଇ…

ପର୍ଯ୍ୟଟକଙ୍କୁ ଟାଣୁଛି କପିଳାସ ଜୁ’

ଢେଙ୍କାନାଳ ଅଫିସ, ୫।୩ – ପର୍ଯ୍ୟଟନ ବିଭବରେ ଭରପୂର କପିଳାସ। ଗୋଟିଏ ପଟେ ପ୍ରସିଦ୍ଧ ଶୈବକ୍ଷେତ୍ର ଶ୍ରୀଚନ୍ଦ୍ରଶେଖର ଜୀଉ ଏବଂ ଅନ୍ୟପଟେ ଅସରନ୍ତି ବନ୍ୟଜୀବନରେ ଭରା ପ୍ରାକୃତିକ ପରିବେଷ୍ଟନୀ ଏହାକୁ ସମୃଦ୍ଧ କରିଛି। ଶାନ୍ତ ପ୍ରକୃତି କୋଳରେ କିଛି ସମୟ ବିତାଇବାକୁ…

ବୈତରଣୀରୁ ବନ୍ୟଜୀବନ ମୋହ

ତାଙ୍କ କାନ୍ଧରେ ବିଭିନ୍ନ ସରକାରୀ ଯୋଜନା ଏବଂ ଜନକଲ୍ୟାଣ କାର୍ଯ୍ୟର ଗୁରୁଦାୟିତ୍ୱ। ଓଡ଼ିଶା ପ୍ରଶାସନିକ ସେବାର ଜଣେ ଅଧିକାରୀ ଭାବେ ଜନମଙ୍ଗଳ କାର୍ଯ୍ୟ କରିବା ଲକ୍ଷ୍ୟ ନେଇ ସେ ବଢ଼ିଚାଲିଛନ୍ତି ଆଗକୁ। ଅମାୟିକ ବ୍ୟବହାର ଦ୍ୱାରା ବିଭିନ୍ନ ସମସ୍ୟାର ସମାଧାନ କରିବାରେ…

ରାଜ୍ୟସ୍ତରରେ ପୁରସ୍କୃତ ହେବ ଢେଙ୍କାନାଳ

ଢେଙ୍କାନାଳ ଅଫିସ, ୫।୩-ସମନ୍ବିତ ଶିଶୁ ବିକାଶ ଯୋଜନା (ଆଇସିଡିଏସ୍‌) ଏବଂ ମମତା ଯୋଜନା କାର୍ଯ୍ୟାନ୍ବୟନରେ ସଫଳତା ପାଇଁ ରାଜ୍ୟସ୍ତରରେ ପୁରସ୍କୃତ ହେବ ଢେଙ୍କାନାଳ ଜିଲା। ମାର୍ଚ୍ଚ ୮ ଅନ୍ତର୍ଜାତୀୟ ମହିଳା ଦିବସରେ ଭୁବନେଶ୍ୱର ଲୋକସେବା ଭବନର କନ୍‌ଭେନ୍‌ସନ ହଲ୍‌ରେ ଆୟୋଜିତ ସମାରୋହରେ…

ମିଲର ନେଲେନି ଧାନ, ମଣ୍ଡିରେ ଉତ୍ତେଜନା

ଢେଙ୍କାନାଳ ଅଫିସ, ୫।୩ – ମିଲରଙ୍କ ମନମୁଖି କାର୍ଯ୍ୟ ପାଇଁ ଢେଙ୍କାନାଳ ସଦର ବ୍ଲକ ଗେଙ୍ଗୁଟିଆ ମଣ୍ଡିରୁ ବୁଧବାର ଧାନ ଉଠି ନ ଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ଚାଷୀମାନେ ଧାନବସ୍ତା ରଖି ଦୀର୍ଘ ସମୟ ଧରି ଢେଙ୍କାନାଳ-କାମାକ୍ଷାନଗର ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?