ଜିଲା କାରାଗାର ସମସ୍ୟାର ଗନ୍ତାଘର
ଢେଙ୍କାନାଳ ଅଫିସ, ୨୩।୨ – ହୁଗୁଳି ଯାଇଛି ଢେଙ୍କାନାଳ ଜିଲା କାରାଗାର ସୁରକ୍ଷା ବ୍ୟବସ୍ଥା। କର୍ମଚାରୀ ଅଭାବଠାରୁ ଆରମ୍ଭ କରି ଭିତ୍ତିଭୂମି ଯାଏ ଯେଉଁଠି ଉଣ୍ଡିଲେ ବାରି ହୋଇପଡୁଛି ପୁଳାପୁଳା ସମସ୍ୟା। ଜେଲ ହାଜତକୁ ଅନାୟାସରେ ପ୍ରବେଶ କରୁଛି ନିଶାଦ୍ରବ୍ୟ। ସଙ୍ଗିନ…
ଝିଅଙ୍କୁ କପି ଦେବାକୁ ଯାଇ ସ୍କୁଲ ପାଚେରିରୁ ଖସିପଡ଼ିଲେ ବାପା, ନାକ ଫାଟିଲା
ପରଜଙ୍ଗ,୨୨।୨(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ଅଧୀନ ଗଡ଼ପଳାଶୁଣି ହାଇସ୍କୁଲରେ ଶନିବାର ମାଟ୍ରିକ୍ ପରୀକ୍ଷା ଚାଲିଥିଲା। ଏହି ସମୟରେ କପି ଦେବାକୁ ଯାଇଥିବା ଜଣେ ବ୍ୟକ୍ତି ସ୍କୁଲ ପାଚେରିରୁ ଖସି ପଡ଼ି ଗୁରୁତର ହୋଇଛନ୍ତି। ସେ ହେଲେ ଉକ୍ତ…
ନିର୍ମାଣାଧୀନ ବ୍ରିଜ୍ କଡ଼ରୁ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହରେ ପୋଲିସର ତଦନ୍ତ ଆରମ୍ଭ
ଢେଙ୍କାନାଳ ଅଫିସ,୨୨।୨: ଢେଙ୍କାନାଳ ଜିଲା ସଦର ଥାନା ସପ୍ତଶଯ୍ୟା – ଶଙ୍କରପୁର ରାସ୍ତାର ଏକ ନିର୍ମାଣାଧୀନ ବ୍ରିଜ୍ କଡ଼ରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ହେଲେ ଗୋବିନ୍ଦପୁର ଫାଣ୍ଡି ତାଳବରୋକାଟେ ଗ୍ରାମର ପ୍ରହଲ୍ଲାଦ ବେହେରା। ସକାଳୁ…
ମାଷ୍ଟରମାଇଣ୍ଡ ଜେଲ୍ ୱାର୍ଡର
ଢେଙ୍କାନାଳ ଅଫିସ, ୨୨।୨ – ଢେଙ୍କାନାଳ ସହର ଦୋଳମଣ୍ଡପ ସାହିରେ ଗତ ବୁଧବାର ସନ୍ଧ୍ୟାରେ ସଂଘଟିତ ବହୁଚର୍ଚ୍ଚିତ ପୂର୍ଣ୍ଣଚନ୍ଦ୍ର ବେହେରା ଓରଫ୍ ମିଛୁ (୪୭) ହତ୍ୟାକାଣ୍ଡ ଘଟଣାର ପର୍ଦ୍ଦାଫାଶ ହୋଇଛି। ଏପରି ଜଘନ୍ୟ ହତ୍ୟାକାଣ୍ଡର ମାଷ୍ଟରମାଇଣ୍ଡ ଜିଲା କାରାଗାରରେ କାର୍ଯ୍ୟରତ ଓ୍ବାର୍ଡର…
ଦୀପମୟ କପିଳାସ
ଢେଙ୍କାନାଳ ଅଫିସ, ୨୨।୨ – ପବିତ୍ର ଜାଗରଯାତ୍ରାକୁ ନେଇ ଶିବମୟ ହୋଇଉଠିଛି କପିଳାସ। ମହାପ୍ରଭୁ ଶ୍ରୀ ଚନ୍ଦ୍ରଶେଖରଜୀଉଙ୍କ ଆଶୀର୍ବାଦ ଭିକ୍ଷା କରିବାକୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲା। ଶିବ ପଞ୍ଚାକ୍ଷରୀ ମନ୍ତ୍ର, ଶିବ ସ୍ତୋତ୍ରରେ ପ୍ରକମ୍ପିତ ହୋଇଉଠିଥିଲା ସମଗ୍ର ପୀଠ ପରିସର।…
କପିଳାସ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ସମାଗମ: ଭୋର ୪.୨୦ରେ ଉଠିବ ମହାଦୀପ
ଢେଙ୍କାନାଳ ଅଫିସ, ୨୧।୨: ଢେଙ୍କାନାଳ ଜିଲା କପିଳାସ ଶୈବପୀଠରେ ପ୍ରସିଦ୍ଧ ଜାଗର ଯାତ୍ରା ମହାସମାରୋହରେ ପାଳିତ ହେଉଛି। ଶୁକ୍ରବାର ସକାଳୁ ମହାପ୍ରଭୁ ଶ୍ରୀଚନ୍ଦ୍ରଶେଖର ଜୀଉ ମହାଦେବ ଓ ମାତା ପାର୍ବତୀଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଲମ୍ବା ଲାଇନ ଲାଗିଛି। ମହାପ୍ରଭୁଙ୍କ ଦର୍ଶନ…
ସମସ୍ୟା ବୁଝିବେ ସ୍ବେଚ୍ଛାସେବୀ
ଢେଙ୍କାନାଳ ଅଫିସ, ୨୧।୨ – ଢେଙ୍କାନାଳ ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଗୁରୁବାର ସ୍ଥାନୀୟ ଏଡିଆର ବିଲ୍ଡିଂ ସଭାଗୃହରେ ନୂତନ ଭାବେ ମନୋନୀତ ପାରାଲିଗାଲ ଭଲ୍ୟୁଣ୍ଟିୟରଙ୍କୁ ନେଇ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲା ଦୌରାଜଜ୍ ତଥା ପ୍ରାଧିକରଣ ଅଧ୍ୟକ୍ଷ ମଳୟ…
ଆଜି ଜାଗର: ଚଳଚଞ୍ଚଳ କପିଳାସ
ଢେଙ୍କାନାଳ ଅଫିସ, ୨୧।୨ – ପ୍ରସିଦ୍ଧ ମହାଶିବରାତ୍ରି ଏବଂ ଜାଗରଯାତ୍ରାକୁ ନେଇ ଚଳଚଞ୍ଚଳ ହୋଇଉଠିଛି କପିଳାସ କ୍ଷେତ୍ରାଧିପତି ମହାପ୍ରଭୁ ଚନ୍ଦ୍ରଶେଖର ଜୀଉଙ୍କ ପୀଠ। ଜାଗରଯାତ୍ରା ଅବ୍ୟବହିତ ପୂର୍ବରୁ ଗୁରୁବାରଠାରୁ କପିଳାସକୁ ଶ୍ରଦ୍ଧାଳୁଙ୍କ ସୁଅ ଛୁଟିଲାଣି। ଠାକୁରଙ୍କ ନୀତି ନିର୍ଦ୍ଧାରିତ ସମୟରେ ସାରିବାକୁ…
ସ୍ତ୍ରୀହନ୍ତାଙ୍କୁ ଆଜୀବନ ଜେଲ
ଢେଙ୍କାନାଳ ଅଫିସ, ୨୧।୨ – ଢେଙ୍କାନାଳ ଜିଲା ରାସୋଳ ଥାନା ଅଞ୍ଚଳରେ ୨୦୧୮ରେ ଘଟିଥିବା ରଶ୍ମିତା ନାୟକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ଜିଲା ଦୌରାଜଜ୍ ମଳୟ ରଞ୍ଜନ ଦାସ ଅଭିଯୁକ୍ତ ସ୍ବାମୀ ମହେନ୍ଦ୍ର ନାୟକଙ୍କୁ ଦୋଷୀ ସାବ୍ୟସ୍ତ…
ସଜେଇ ହେଉଛି କପିଳାସ
ଢେଙ୍କାନାଳ ଅଫିସ,୨୦।୨ – ପ୍ରସିଦ୍ଧ ଜାଗରଯାତ୍ରାକୁ ନେଇ ସଜେଇ ହୋଇଛି କପିଳାସ। ମହାପ୍ରଭୁ ଶ୍ରୀଚନ୍ଦ୍ରଶେଖରଜୀଉଙ୍କ ଏହି ଯାତ୍ରାକୁ ଶୃଙ୍ଖଳିତ କରିବାକୁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ମଙ୍ଗଳବାର ଏସ୍ପି ଅନୁପମା ଜେମ୍ସ ଏବଂ ବୁଧବାର ଜିଲାପାଳ ଭୂମେଶ ଚନ୍ଦ୍ର…
ଯୁବକଙ୍କୁ ନିର୍ମମ ହତ୍ୟା
ଢେଙ୍କାନାଳ ଅଫିସ, ୨୦।୨ – ଢେଙ୍କାନାଳ ସହରସ୍ଥିତ ଦୋଳମଣ୍ଡପ ସାହି ନିକଟରେ ବୁଧବାର ସନ୍ଧ୍ୟା ପ୍ରାୟ ୭ଟାରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ହତ୍ୟାର ଶିକାର ହୋଇଛନ୍ତି ସ୍ଥାନୀୟ ଅଞ୍ଚଳର ପୂର୍ଣ୍ଣଚନ୍ଦ୍ର ବେହେରା ଓରଫ ମିଛୁ (୪୭)। କେତେଜଣ…
ସଚେତନ ଉପଭୋକ୍ତାଙ୍କୁ ଗୋଲାପ, ଥ୍ୟାଙ୍କ ୟୁ କାର୍ଡ
ଢେଙ୍କାନାଳ ଅଫିସ, ୨୦।୨ – ଢେଙ୍କାନାଳ ସହରରେ ସମ୍ପୂର୍ଣ୍ଣ ଦେୟ ପ୍ରଦାନ କରିଥିବା ସଚେତନ ବିଦ୍ୟୁତ୍ ଉପଭୋକ୍ତାଙ୍କୁ ପ୍ରଦାନ କରାଯାଇଛି ଗୋଲାପ, ଥ୍ୟାଙ୍କ ୟୁ କାର୍ଡ ସାଙ୍ଗକୁ ଚକୋଲେଟ। ସେସୁ ଏବଂ ଏନ୍ଜେନ କର୍ମଚାରୀମାନେ ବୁଧବାର ଘରକୁ ଘର ବୁଲି ବକେୟା…
Archives


