ଢେଙ୍କାନାଳ

ମା’ ଆଗରେ ଚାଲିଗଲା ପୁଅ ଜୀବନ

କାମାକ୍ଷାନଗର, ୫।୩(ଡି.ଏନ.ଏ.) – ବିବାହ ଭୋଜିରେ ଯୋଗଦେବାକୁ ଖୁସି ମନରେ ବାହାରିଥିଲେ ଘରୁ। ସାଙ୍ଗରେ ଥିଲେ ୫ବର୍ଷର ପୁଅ। ଘଣ୍ଟାଏ ପରେ ପହଞ୍ଚତ୍ଥାନ୍ତେ ବିବାହ ଭୋଜିରେ। ହେଲେ ବିଧିର ବିଧାନ ଥିଲା କିଛି ଅଲଗା। ମୃତ୍ୟୁ ଦୂତ ସାଜି ଆସିଥିବା ହାଇଓ୍ବା…

ଭୁଶୁଡ଼ିଲା ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପ

ପରଜଙ୍ଗ, ୪।୩(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପାଟରପଦା ପଞ୍ଚାୟତ ଅଧୀନ କଟାବାହାଳ ଗ୍ରାମରେ ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପ ମଙ୍ଗଳବାର ଭୁଶୁଡ଼ି ପଡ଼ିଛି। ଘଟଣା ସ୍ଥଳରେ କାର୍ଯ୍ୟରତ ଶ୍ରମିକ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ନିମ୍ନମାନର କାମ ଯୋଗୁ ଏପରି…

ପୋଷ୍ୟ ଗ୍ରାମର ବିକାଶ ଚିନ୍ତା

ଭୁବନ, ୪।୩(ଡି.ଏନ.ଏ.) – ଢେଙ୍କାନାଳ ଜିଲା ଭୁବନ ବାଜି ରାଉତ ସ୍ମୃତି ମହାବିଦ୍ୟାଳୟର ସ୍ବେଚ୍ଛାସେବୀ ଛାତ୍ରୀଛାତ୍ରମାନେ ୫ ପୋଷ୍ୟ ଗ୍ରାମରେ ଦୁଇଦିନ ଧରି ବାଣ୍ଟିଛନ୍ତି ସଚେତନ ବାର୍ତ୍ତା। ଗ୍ରାମବାସୀ କିପରି ନିରୋଗ ରହିବେ, ପିଲାମାନଙ୍କୁ ବିଦ୍ୟାଳୟ ମୁହଁା କରାଇବେ ଏବଂ ସ୍ବଚ୍ଛତା…

ନିର୍ଭୁଲ ତଥ୍ୟ ସଂଗ୍ରହ ନିର୍ଦ୍ଦେଶ

ଢେଙ୍କାନାଳ ଅଫିସ, ୪।୩ – ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ମଙ୍ଗଳବାର ୨୦୨୧ ଜନଗଣନା ପାଇଁ ଦୁଇଦିନିଆ ପ୍ରଶିକ୍ଷଣ ଶିବିର ଆରମ୍ଭ ହୋଇଛି। ଏଥିରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଅଧ୍ୟକ୍ଷତା କରିବା ସହ ନିର୍ଭୁଲ ତଥ୍ୟ ସଂଗ୍ରହ କରିବାକୁ…

ଟିପ ମାରି ଉଠାଇନେଲେ ଟଙ୍କା

ପରଜଙ୍ଗ, ୪।୩(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତରେ ଥିବା ଗ୍ରାହକ ସେବା କେନ୍ଦ୍ର (କିଓସ୍କ)ରେ ବ୍ୟାପକ ଅର୍ଥ ହେରଫେର ହୋଇଛି। ନକଲି ଟିପଚିହ୍ନରେ ଶାଖା ପରିଚାଳକ ଟଙ୍କା ଉଠାଇ ନେଇଥିବା ଅଭିଯୋଗ ହୋଇଛି। ଏ ନେଇ ଜଣେ…

୭୮୯ ଜଣଙ୍କୁ ଯୋଗାଯାଇଛି କାମ

ତାଳଚେର,୪ା୩(ନି.ପ୍ର.) – ତାଳଚେର ପଞ୍ଚାୟତ ସମିତି ସଭାଗୃହରେ ମଙ୍ଗଳବାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ (ଏନ୍‌ଏସ୍‌ଏପି) ସମ୍ପର୍କିତ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତ ସମିତି…

ଯୁକ୍ତ୨ ପରୀକ୍ଷା ଆରମ୍ଭ: ଢେଙ୍କାନାଳର ୪୨ ପରୀକ୍ଷା କେନ୍ଦ୍ରରେ ୭ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଦେବେ ପରୀକ୍ଷା

ଢେଙ୍କାନାଳ ଅଫିସ,୩।୩: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନ ବିଜ୍ଞାନ ବିଭାଗର ମାତୃଭାଷା ଓଡ଼ିଆ ପରୀକ୍ଷା ରହିଛି। ତେବେ ଢେଙ୍କାନାଳ ଜିଲାର ୪୨ ପରୀକ୍ଷା କେନ୍ଦ୍ରରେ ୭ହଜାରରୁ ଊର୍ଦ୍ଧ୍ୱ…

ବେଆଇନ ପଥର ଖାଦାନରେ ଚଢ଼ାଉ: ୭ ଟ୍ରକ୍‌, ୨ ଜେସିବ ଜବତ

ଢେଙ୍କାନାଳ ଅଫିସ,୩।୩: ଢେଙ୍କାନାଳ ଜିଲା ଓଡ଼ପଡ଼ା ତହସିଲ ଅଧୀନ ରାଣୀବଣିଆ ବେଆଇନ ପଥର ଖାଦାନରେ ମଙ୍ଗଳବାର ଚଢ଼ାଉ କରାଯାଇଛି। ଏଥିରେ ୭ ଟ୍ରକ ଓ ୨ ଜେସିବି ମେଶିନ ଜବତ କରାଯାଇଛି। ଉପଜିଲାପାଳ ସାଫଲ୍ୟ ମଣ୍ଡିତଙ୍କ ନେତୃତ୍ୱରେ ଏହି ଚଢ଼ାଉ କରାଯାଇଥିବା…

ଆର୍‌ଟିଓ ଯାଞ୍ଚ ଜୋରଦାର

ଢେଙ୍କାନାଳ ଅଫିସ,୩।୩ ସଂଶୋଧିତ ମୋଟର ଯାନ ଆଇନ ଲାଗୁ କରାଯିବା ପରେ ନିୟମ ଉଲ୍ଲଂଘନକାରୀଙ୍କ ପ୍ରତି କଠୋର ହୋଇଛି ଢେଙ୍କାନାଳ ଜିଲା ପୋଲିସ ଏବଂ ଆଞ୍ଚଳିକ ପରିବହନ ବିଭାଗ (ଆର୍‌ଟିଓ)। ଏହି ପରିପ୍ରେକ୍ଷୀରେ କଟକଣା ଜାରି ହେବାର ଦ୍ୱିତୀୟ ଦିନରେ ଆର୍‌ଟିଓ…

କ’ଣ ହେବ କୋଟିଏ

ଢେଙ୍କାନାଳ ଅଫିସ, ୩।୩ ରାଜସ୍ବ ଆଦାୟର ଅନ୍ୟତମ ପନ୍ଥା ପର୍ଯ୍ୟଟନ ଶିଳ୍ପ। ବିଳମ୍ବରେ ହେଲେ ମଧ୍ୟ ଏ କଥାକୁ ହୃଦୟଙ୍ଗମ କରିଛନ୍ତି ରାଜ୍ୟ ସରକାର। ଏହି ପରିପ୍ରେକ୍ଷୀରେ ନିଜର ପଞ୍ଚମ ପାଳି ଶାସନରେ ଓଡ଼ିଶାର ପ୍ରମୁଖ ପର୍ଯ୍ୟଟନସ୍ଥଳୀଗୁଡ଼ିକ ଉପରେ ଫୋକସ୍‌ କରିଛନ୍ତି…

ବଳାତ୍କାରୀ ଶିକ୍ଷକଙ୍କୁ ୨୦ବର୍ଷ ଜେଲ

ଢେଙ୍କାନାଳ ଅଫିସ, ୩।୩-ଢେଙ୍କାନାଳ ପୋକ୍‌ସୋ ଅଦାଲତରେ ସୋମବାର ଏକ ଦୃଷ୍ଟିହୀନ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ବିଚାରପତି ରାଜକିଶୋର ମହାପାତ୍ର ଅଭିଯୁକ୍ତ ସ୍କୁଲ ଶିକ୍ଷକ ଜର୍ଜ ଗାଗରାଇଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ…

କୋର୍ଟରେ ୧୦ କୋଟିର କ୍ଷତିପୂରଣ ମାମଲା

ଢେଙ୍କାନାଳ ଅଫିସ, ୨।୩: ଡାକ୍ତରଙ୍କ ଚିକିତ୍ସାରେ ଅବହେଳା ଯୋଗୁ ଜଣେ ନବଜାତ ଶିଶୁକନ୍ୟାର ହାର୍ଟରେ ସମସ୍ୟା ସୃଷ୍ଟି ହୋଇଥିବା ଅଭିଯୋଗ ହୋଇଛି। ଏପରି ଅଭିଯୋଗ ଆଣିଛନ୍ତି ଢେଙ୍କାନାଳ ମହାବୀର ବଜାରରେ ରହୁଥିବା ସାର୍ଥକ ପଟ୍ଟନାୟକ ଏବଂ ତାଙ୍କ ସ୍ତ୍ରୀ ଶୁଚିସ୍ମିତା। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?