ଅସହଯୋଗରୁ ଅସହାୟ ଚାଷୀ
ରାସୋଳ, ୨୦।୨(ଡି.ଏନ.ଏ.) – ଓଡ଼ିଶାର ଅର୍ଥନୀତି କୃଷି ଭିତ୍ତିକ। ଏ କଥାକୁ ଭଲଭାବେ ହୃଦୟଙ୍ଗମ କରିଛନ୍ତି ରାଜ୍ୟ ସରକାର। ଏହାର ପ୍ରତିଫଳନ ଦେଖିବାକୁ ମିଳିଛି ଚଳିତ ବଜେଟରେ। ଚାଷୀଙ୍କୁ ହାତପାହାନ୍ତାରେ ସାର, ଔଷଧ, କୀଟନାଶକ, ଯନ୍ତ୍ରପାତି, ବୈଷୟିକ ଜ୍ଞାନକୌଶଳ ଯୋଗାଇଦେବାକୁ ସର୍ବଦା…
ଢେଙ୍କାନାଳ ଜିଲାର ୮୩ କେନ୍ଦ୍ରରେ ୧୭,୨୨୮ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତ
ଢେଙ୍କାନାଳ ଅଫିସ,୧୯।୨: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହୋଇଛି। ଢେଙ୍କାନାଳ ଜିଲାରେ ୮୩ଟି କେନ୍ଦ୍ରରେ ୧୭,୨୨୮ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି। ଜିଲାପାଳ ଭୁମେଶ ଚନ୍ଦ୍ର ବେହେରା ବ୍ରଜନାଥ ବଡଜେନା ହାଇସ୍କୁଲ ବୁଲି ଦେଖିଛନ୍ତି।…
ସହରରେ ଲୁଟେରା ଆତଙ୍କ
ଢେଙ୍କାନାଳ ଅଫିସ, ୧୯।୨ – ଢେଙ୍କାନାଳ ସହର କୁଞ୍ଜକାନ୍ତ ଲଳିତନଗର ଅଞ୍ଚଳରେ କ୍ରମାଗତ ଚୋରି ବୃଦ୍ଧି ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି କରିଛି। ଘରେ କଳାକନା ବୁଲାଇ ସବୁ କିଛି ଲୁଟି ନେଉଛନ୍ତି ଦୁବୃର୍ତ୍ତ। ସହରର ଅନ୍ୟତମ ଜନଗହଳିପୂର୍ଣ୍ଣ…
ବେତନ ବୃଦ୍ଧି ଦାବି କଲା ରାଜସ୍ବ ଅମଲା ସଂଘ
ଢେଙ୍କାନାଳ ଅଫିସ, ୧୮।୨ – ବେତନ ବୃଦ୍ଧି ଦାବି କରିଛି ଢେଙ୍କାନାଳ ଜିଲା ରାଜସ୍ବ ଅମଲା ସଂଘ। ଏ ନେଇ ସୋମବାର ଅପରାହ୍ନ ସାଢ଼େ ୪ଟାରେ ୫ଦଫା ଦାବିନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି।…
କପିଳାସ ଜାଗରଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ
ଢେଙ୍କାନାଳ ଅଫିସ, ୧୮।୨ – ପ୍ରସିଦ୍ଧ ଜାଗରଯାତ୍ରାକୁ ନେଇ ଚଳଚଞ୍ଚଳ ହୋଇଉଠିଛି କପିଳାସ କ୍ଷେତ୍ରାଧିପତି ଶ୍ରୀଚନ୍ଦ୍ରଶେଖର ଜୀଉଙ୍କ ପୀଠ। ଯାତ୍ରାକୁ ଶୃଙ୍ଖଳିତ କରିବାକୁ ପ୍ରସ୍ତୁତି ପର୍ବ ଯୋଜନା ଅନୁଯାୟୀ ଆଗେଇ ଚାଲିଛି। ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ ପୀଠର ଉନ୍ନତୀକରଣ କାର୍ଯ୍ୟ ଯୁଦ୍ଧକାଳୀନ…
ପ୍ରତି ପଞ୍ଚାୟତରେ ସ୍ମାର୍ଟ ଅଙ୍ଗନଓ୍ବାଡି : ମନ୍ତ୍ରୀ
କାମାକ୍ଷାନଗର, ୧୭।୨(ଡି.ଏନ.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ପଞ୍ଚାୟତ ସମିତିର ୭ମ ବୈଠକ ରବିବାର ଔଷଧୀୟ ଅରଣ୍ୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ ଅଧ୍ୟକ୍ଷା ସୁଫଳା ପଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ମୁଖ୍ୟଅତିଥି ଭାବେ ଖଣିମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଯୋଗଦେଇ…
ଜିଲାରେ ୧୭,୨୨୮ ମାଟ୍ରିକ ପରୀକ୍ଷାର୍ଥୀ
ଢେଙ୍କାନାଳ ଅଫିସ, ୧୬।୨ – ମାଟ୍ରିକ୍ ପରୀକ୍ଷାକୁ ଶୃଙ୍ଖଳିତ ଏବଂ କପିମୁକ୍ତ କରିବାକୁ ଢେଙ୍କାନାଳ ଜିଲା ଶିକ୍ଷା ବିଭାଗର ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ଚଳିତବର୍ଷ ଜିଲାରେ ୧୭,୨୨୮ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ସେଥିରୁ ୧୬,୬୨୯ ରେଗୁଲାର, ଏବଂ ୫୯୯ ଏକ୍ସ-ରେଗୁଲାର,…
ସାମ୍ବାଦିକତାରେ ବିଚାରଶକ୍ତି ଗୁରୁତ୍ୱପୂର୍ଣ୍ଣ
ଢେଙ୍କାନାଳ ଅଫିସ, ୧୬।୨ – ସାମ୍ବାଦିକତା ବୃତ୍ତିରେ ସାଧାରଣ ବିଚାରଶକ୍ତି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ବର୍ତ୍ତମାନ ସମୟରେ ଡିଜିଟାଲ ମିଡିଆର ବହୁଳ ପ୍ରଚଳନ ଆହ୍ବାନ ପାଲଟିଛି। ତେଣୁ ସାମ୍ବାଦିକତା ବୃତ୍ତିଧାରୀଙ୍କ ଡିଜିଟାଲ ଭାଷା ଉପରେ ଦଖଲ ରହିବା ନିହାତି ଜରୁରୀ ବୋଲି କହିଛନ୍ତି…
ଅସୁରକ୍ଷିତ ଅଭୟାରଣ୍ୟ
ଢେଙ୍କାନାଳ ଅଫିସ, ୧୬।୨ – ପ୍ରକୃତିର ବରଦାନ କପିଳାସ। ଶାନ୍ତ ସବୁଜିମା ଭରା ପରିବେଶ, ଜୈବ ବିବିଧତା ସାଙ୍ଗକୁ ବନ୍ୟଜନ୍ତୁଙ୍କ ସମ୍ଭାର ଏହାର ପରିଚୟ। ହେଲେ ଅଭୟାରଣ୍ୟ ମାନ୍ୟତା ମିଳିବାର ଦୀର୍ଘ ୯ବର୍ଷ ପରେ ବି ଏହାର ବିକାଶ ପାଇଁ ହୋଇନି…
ଢେଙ୍କାନାଳ ବନ୍ଦ ପାଳନ
ଢେଙ୍କାନାଳ ଅଫିସ,୧୪।୨ : ଢେଙ୍କାନାଳ ସହର କଲେଜ ବାଇପାସ୍ଠାରେ ନାଗରିକ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଶୁକ୍ରବାର ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି। ସିଟି ହସ୍ପିଟାଲ ଓ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଏହି ବନ୍ଦ ପାଳନ କରାଯାଇଛି। ଫଳରେ ୫୫…
୫୦ ଫୁଟ ଉପରୁ ଖସି ଶ୍ରମିକ ମୃତ
ପରଜଙ୍ଗ, ୧୪।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ କୁଲେଇସ୍ଥିତ ଜିଏମ୍ ଆଇରନ୍ ଆଣ୍ଡ ଷ୍ଟିଲ କମ୍ପାନୀରେ ଗୁରୁବାର ଦୁର୍ଘଟଣା ଘଟି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗୋପୀନାଥ ମଣ୍ଡଳ। ତାଙ୍କ ଘର ପଶ୍ଚିମବଙ୍ଗ…
ଶ୍ରମିକଙ୍କ ମୃତଦେହ ବୋଲେରୋରେ ନେଉଥିଲେ ପ୍ଲାଣ୍ଟ କର୍ମଚାରୀ: ରାସ୍ତାରୁ ଜବତ କଲା ପୋଲିସ
ପରଜଙ୍ଗ,୧୩।୨(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ କୁଲେଇସ୍ଥିତ ଜିଏମ୍ ଆଇରନ ଆଣ୍ଡ୍ ଷ୍ଟିଲ୍ କମ୍ପାନୀରେ ଦୁର୍ଘଟଣାରେ ଜଣେ ଶ୍ରମିକ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତ ଶ୍ରମିକଙ୍କ ନାଁ ଗୋପୀନାଥ। ଘର କଲିକତା ଅଞ୍ଚଳରେ ବୋଲି ସୂଚନା ମିଳିଛି।…
Archives


