ଢେଙ୍କାନାଳ

ପଲିଥିନ ତଳେ ବାଉଁଶକଣ ଅଗ୍ନିବିପନ୍ନ

ଭୁବନ, ୨ା୩(ଡି.ଏନ.ଏ.) ଅଗ୍ନିକାଣ୍ଡରେ ଜଳିଯାଇଛି ସବୁକିଛି। ଅଙ୍ଗାର ପାଲଟିଯାଇଛି ୫ପରିବାରର ସ୍ବପ୍ନ। ପିନ୍ଧିଥିବା ଲୁଗା ଛଡ଼ା ଆଉ କିଛି ନାହିଁ। ପ୍ରଶାସନ ପକ୍ଷରୁ ମିଳିଥିବା ଖଣ୍ଡିଏ ଖଣ୍ଡିଏ ପଲିଥିନ ତଳେ ଶୀତ କାକରରେ ପଡ଼ିଛନ୍ତି ଅଗ୍ନିବିପନ୍ନ। ଅନ୍ୟପଟେ ଦୁର୍ଘଟଣାର ୩ଦିନ ପରେ…

ବାଉଁଶକଣରେ ଭୟାବହ ଅଗ୍ନିକାଣ୍ଡ

ଭୁବନ, ୧।୩(ଡି.ଏନ.ଏ.) – ଢେଙ୍କାନାଳ ଜିଲା ଭୁବନ ବ୍ଲକ ବାଲିବୋ ପଞ୍ଚାୟତର ବାଉଁଶକଣ ଗ୍ରାମ ମାଟିଆ ସାହିରେ ଶୁକ୍ରବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୪ବଖରା ପୋଡ଼ି ପାଉଁଶ ହୋଇଯାଇଥିବାବେଳେ ୫ପରିବାର ସର୍ବସ୍ବାନ୍ତ ହୋଇଯାଇଛନ୍ତି। ନିଅଁ। କିପରି ଲାଗିଲା…

ପଞ୍ଚାୟତସ୍ତରରୁ କାର୍ଯ୍ୟକରିବ ନିୟନ୍ତ୍ରଣ କକ୍ଷ

ଢେଙ୍କାନାଳ ଅଫିସ, ୧।୩ – ଚଳିତବର୍ଷ ରେକର୍ଡ ଭାଙ୍ଗିବ ଗ୍ରୀଷ୍ମ ପ୍ରବାହ। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏପରି ସୂଚନା ଦିଆଯିବା ପରେ ତାତିର ମୁକାବିଲା ଲାଗି ଅଣ୍ଟା ଭିଡ଼ିଛି ଢେଙ୍କାନାଳ ଜିଲା ପ୍ରଶାସନ। ଗ୍ରୀଷ୍ମ ପ୍ରବାହର ମୁକାବିଲା ଲାଗି ବ୍ୟାପକ…

‘ମାର୍ଚ୍ଚ ୩୧ ସୁଦ୍ଧା ଧାନ ସଂଗ୍ରହ ସାର’

ଢେଙ୍କାନାଳ ଅଫିସ, ୧।୩ – ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଶନିବାର ସନ୍ଧ୍ୟାରେ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଖଣିମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଯୋଗଦେଇ ମାର୍ଚ୍ଚ…

ଭୟାବହ ଅଗ୍ନିକାଣ୍ଡ: ୧୪ ବଖରା, ଝିଅ ବାହାଘର ପାଇଁ ଥିବା ଟଙ୍କା, ଗହଣା ଭସ୍ମ

ଭୁବନ, ୨୯ା୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ବ୍ଲକ ବାଲିବୋ ପଞ୍ଚାୟତ ଅଧୀନ ବାଉଁଶକଣ ଗ୍ରାମର ମାଟିଆସାହିରେ ଶୁକ୍ରବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୫ ପରିବାରର ୧୪ ବଖରା ସମ୍ପୂର୍ଣ୍ଣ ଭସ୍ମୀଭୂତ ହୋଇଯାଇଛି। ଗ୍ରାମବାସୀ ଖାଇ ଶୋଇବା ପରେ ଧନୁ ପ୍ରଧାନଙ୍କ…

ମାର୍ଚ୍ଚ ୧ରୁ ମୋଟର ଯାନ ଆଇନ କଡ଼ାକଡ଼ି: ଗୋଲାପ ଦେଇ ସଚେତନ କଲେ ଜିଲାପାଳ

ଢେଙ୍କାନାଳ ଅଫିସ,୨୯।୨: ମାର୍ଚ୍ଚ ୧ ତାରିଖରୁ ମୋଟର ଯାନ ଆଇନ କଡ଼ାକଡ଼ି ଭାବେ ପାଳନ କରାଯିବ। ପୂର୍ବରୁ ଦିଆଯାଇଥିବା ୬ ମାସ ସମୟ ପୂରିଯାଇଥିବା ବେଳେ ଏଥର ଯାଞ୍ଚ କଡ଼ାକଡ଼ି ହେବ ବୋଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଥିଲେ। ତେବେ…

ନୂତନ ଆବିଷ୍କାର ପାଇଁ ଉଦ୍ୟମ ଜାରି ରଖ

କାମାକ୍ଷାନଗର,୨୯।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗର କାନପୁରା ପଞ୍ଚାୟତିରାଜ ଉଚ୍ଚ ବିଦ୍ୟାଳୟରେ ଶୁକ୍ରବାର ଜାତୀୟ ବିଜ୍ଞାନ ଦିବସ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷକ ଶ୍ରୀରାମ ରାଉତ ଏଥିରେ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟଅତିଥି ଭାବେ କାମାକ୍ଷାନଗର ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଜୟ କୁମାର ପାତ୍ର…

ଧୈର୍ଯ୍ୟ ରଖ, ଜୀବନକୁ ଭଲପାଅ

ଢେଙ୍କାନାଳ ଅଫିସ,୨୯ା୨ – ଢେଙ୍କାନାଳ ସିନର୍ଜୀ ଇଞ୍ଜିନିୟରିଂ କଲେଜର ବାର୍ଷିକ ସାଂସ୍କୃତିକ ଉତ୍ସବ ସିନଫେଷ୍ଟ-୨୦୨୦ ଶୁକ୍ରବାର ସନ୍ଧ୍ୟାରେ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନ ପରିସରରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ବିଶିଷ୍ଟ ନାଟ୍ୟକାର ଦିଲ୍ଲିଶ୍ୱର ମହାରଣା ଯୋଗଦେଇ କହିଲେ ଯେ, ମଣିଷ…

ସିଆଇଆଇ ଦ୍ୱାରା ଟାଟା ଷ୍ଟିଲ ସମ୍ମାନିତ

ଓଡ଼ାପଡ଼ା,୨୯ା୨(ଡି.ଏନ.ଏ) – ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ନରେନ୍ଦ୍ରପୁରଠାରେ ଥିବା ଟାଟାଷ୍ଟିଲ ବିଏସ୍‌ଏଲ୍‌କୁ ଭାରତୀୟ ଶିଳ୍ପ ମହାସଂଘ(ସିଆଇଆଇ) ଓଡ଼ିଶା ଶାଖାର ଭୁବନେଶ୍ୱରଠାରେ ଆୟୋଜିତ ବାର୍ଷିକ ଉତ୍ସବ ଅବସରରେ ସମ୍ମାନିତ କରାଯାଇଛି। କମ୍ପାନୀର ପରିବେଶ, ସ୍ବାସ୍ଥ୍ୟ, ସୁରକ୍ଷା କ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ଯୋଗୁ…

‘ଦଳଗତ ପ୍ରୟାସ ଜାରି ରଖ’

ଢେଙ୍କାନାଳ ଅଫିସ, ୨୮।୨ – ଢେଙ୍କାନାଳ ସମଗ୍ର ଶିକ୍ଷା କାର୍ଯ୍ୟାଳୟର ସଭାଗୃହରେ ଗୁରୁବାର ପୂର୍ବାହ୍ନରେ ଜିଲାସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଏଥିରେ ଅଧ୍ୟକ୍ଷତା କରିଥିଲେ। ଦଳଗତ ପ୍ରୟାସ ଜାରି ରଖି ଢେଙ୍କାନାଳକୁ ଶ୍ରେଷ୍ଠ ଜିଲାରେ…

ବର୍ଷାରେ ବେହାଲ ରାସ୍ତା

ପରଜଙ୍ଗ, ୨୮।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରିଛି ଅଦିନିଆ ବର୍ଷା। ଏଥିରେ ଶୋଚନୀୟ ହୋଇପଡ଼ିଛି ଗ୍ରାମ୍ୟ ସଡ଼କ। ଖାଲଖମାରେ ଭର୍ତ୍ତି ହୋଇପଡ଼ିଥିବା ରାସ୍ତାରେ ଆଣ୍ଠୁଏ ପାଣି ଜମି ରହିଛି। କାଦୁଅରେ ଯାତ୍ରୀମାନେ କଲବଲ ହେଉଥିବାବେଳେ…

ସ୍ବର୍ଣ୍ଣ ତ୍ରିଭୁଜକୁ ହତାଦର

ପ୍ରସିଦ୍ଧ ଶୈବକ୍ଷେତ୍ର କପିଳାସ, ମହିମା ଧର୍ମର ପ୍ରମୁଖ ପୀଠ ଯୋରନ୍ଦା ଏବଂ ପ୍ରାକୃତିକ ସୌନ୍ଦର୍ଯ୍ୟର ଗନ୍ତାଘର ସପ୍ତଶଯ୍ୟା। ଢେଙ୍କାନାଳ ଜିଲା ପର୍ଯ୍ୟଟନ ମାନଚିତ୍ରରେ ସ୍ବର୍ଣ୍ଣ ତ୍ରିଭୁଜ ଭାବେ ପରିଚିତ ଏହି ଦର୍ଶନୀୟସ୍ଥାନ ସାରା ବିଶ୍ୱର ପର୍ଯ୍ୟଟକଙ୍କୁ ଆକର୍ଷିତ କରିବାର କ୍ଷମତା ରଖେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?