ବିଦ୍ୟୁତ୍ ଖୁଣ୍ଟରେ ଧକ୍କା ହେଲା ଆମ୍ବୁଲାନ୍ସ
ଢେଙ୍କାନାଳ ଅଫିସ,୧୩।୨: ଢେଙ୍କାଳାଳ ସହରର ଭଗବାନପୁରଠାରେ ଏକ ୧୦୮ ଆମ୍ବୁଲାନ୍ସ ବିଦ୍ୟୁତ୍ ଖୁଣ୍ଟରେ ଧକ୍କା ହୋଇଛି। ଦୁର୍ଘଟଣାରେ ହେଲପର୍ ଆହତ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବାବେଳେ ରୋଗୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଆମ୍ବୁଲାନ୍ସଟି ଯୋରନ୍ଦାରୁ ରୋଗୀ ନେଇ ଆସୁଥିବାବେଳେ…
ବ୍ରାହ୍ମଣୀ ଛାତିରେ ମାଫିଆ ରାଜ
ପରଜଙ୍ଗ, ୧୨।୨(ଡି.ଏନ.ଏ.) – ବ୍ରାହ୍ମଣୀ ଛାତିରେ ରାଜ୍ କରୁଛନ୍ତି ବାଲି ମାଫିଆ। ଏଥିପାଇଁ ନଦୀରେ ବନ୍ଧାଯାଇଛି ବାଲିବନ୍ଧ। ବଦଳାଯାଇଛି ଜଳସ୍ରୋତର ଦିଗ। ଦିନତମାମ ନଜର ଆଢୁଆଳରେ ରହି ଯୋଜନା ପ୍ରସ୍ତୁତ କରୁଛନ୍ତି ସେମାନେ। ଅପରାହ୍ନ ହେବା ମାତ୍ରକେ ଆରମ୍ଭ କରୁଛନ୍ତି ବାଲି…
ଦୁର୍ଗମ ଇଲାକାରେ ନେତା, ପ୍ରଶାସକ
କାମାକ୍ଷାନଗର, ୧୨।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲାର ଆଦିବାସୀ ବହୁଳ କଙ୍କଡ଼ାହାଡ଼ ବ୍ଲକର ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ଏକୁଲ, ସେକୁଲ, କୋଟ, ପୁଟିପାଳ ଗ୍ରାମରେ ମଙ୍ଗଳବାର ନେତା ଏବଂ ପ୍ରଶାସକ ପହଞ୍ଚତ୍ ଲୋକଙ୍କ ସମସ୍ୟା ବୁଝିଛନ୍ତି। ଅଧିକାରୀ ଏବଂ ଜନପ୍ରତିନିଧିମାନେ ସ୍ଥାନୀୟ…
୨୦୨୪ ସୁଦ୍ଧା ଗ୍ରାମାଞ୍ଚଳକୁ ସ୍ବଚ୍ଛ ପାଣି
ଢେଙ୍କାନାଳ ଅଫିସ,୧୧ା୨ ଢେଙ୍କାନାଳ ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ସୋମବାର ଅପରାହ୍ନ ୫ଟାରେ ୧୮ତମ ଜିଲା ଯୋଜନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ପ୍ଲାନିଂ କମିଟି ଅଧ୍ୟକ୍ଷ ତଥା ଶକ୍ତି ମନ୍ତ୍ରୀ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର ଅଧ୍ୟକ୍ଷତା…
ଆବାସ ପାଇଁ ଧାରଣା
ପରଜଙ୍ଗ, ୧୧।୨(ଡି.ଏନ.ଏ.) ଆବାସ ଯୋଜନା କେଳେଙ୍କାରୀକୁ ନେଇ ଚର୍ଚ୍ଚାରେ ରହିଛି ଢେଙ୍କାନାଳ ଜିଲାର ପରଜଙ୍ଗ ବ୍ଲକ। ସରକାରୀ ଅଧିକାରୀଙ୍କୁ ହାତ କରି ସ୍ବଚ୍ଛଳ ପରିବାର ହାତେଇ ନେଇଛନ୍ତି ଗୃହ ନିର୍ମାଣ କାର୍ଯ୍ୟାଦେଶ। ବ୍ଲକର ଅନେକ ପଞ୍ଚାୟତରେ ଏପରି ଅଭିଯୋଗ ପ୍ରଶାସନକୁ ଅକଳରେ…
ଯୋରନ୍ଦା, କପିଳାସ, ସପ୍ତଶଯ୍ୟାର ହେବ ବିକାଶ
ଢେଙ୍କାନାଳ ଅଫିସ, ୧୧।୨ ବିଶ୍ୱ ପ୍ରସିଦ୍ଧ ମାଘମେଳା ଅବସରରେ ଯୋରନ୍ଦାସ୍ଥିତ ମହିମା ଗାଦି ଧୁନି ମନ୍ଦିର ସମ୍ମୁଖରେ ସୋମବାର ସନ୍ଧ୍ୟାରେ ଉଦ୍ଘାଟିତ ହୋଇଛି ୩ୟ ମହିମା ମହୋତ୍ସବ। ଖଣିମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ମୁଖ୍ୟଅତିଥି ଭାବେ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରି କହିଲେ,…
ଘଟଣାସ୍ଥଳ ପରିଦର୍ଶନ କରିବେ ଜିଲାପାଳ
ଅନୁଗୋଳ ଅଫିସ୍, ୧୦।୨: ଅନୁଗୋଳ ଜିଲାରେ ସରକାରଙ୍କ ‘ଖୁସି’ ଯୋଜନା ଦିଗହରା ହୋଇଯାଇଥିବା ନେଇ ଗତ ୮ ତାରିଖ ‘ଧରିତ୍ରୀ’ରେ ରିପୋର୍ଟ ପ୍ରକାଶ ପାଇବା ପରେ ଜିଲା ପ୍ରଶାସନ ପକ୍ଷରୁ ଏ ନେଇ ତନାଘନା ଆରମ୍ଭ ହୋଇଛି। ଘଟଣା ସମ୍ପର୍କରେ ଜିଲାପାଳ ମନୋଜ…
ବଦଳିଲା ପାଗ, ମାଘ ମେଳାରେ ଭିଡ଼
ଢେଙ୍କାନାଳ ଅଫିସ,୧୦ା୨: ଢେଙ୍କାନାଳ ଜିଲା ମହିମା ଧର୍ମ ପୀଠ ମହିମାଗାଦି ଯୋରନ୍ଦାରେ ବିଶ୍ୱ ପ୍ରସିଦ୍ଧ ମାଘ ମେଳାର ରବିବାର ଥିଲା ତୃତୀୟ ଦିବସ। ବର୍ଷାପାଗ ଯୋଗୁ ଶନିବାର ମେଳା ସମ୍ପୂର୍ଣ୍ଣ ଭାବେ ବାଧାପ୍ରାପ୍ତ ହୋଇଥିଲା। ଏଥିଯୋଗୁ ଉଠା ଦୋକାନୀମାନଙ୍କର ବ୍ୟବସାୟ ଠପ୍ ହୋଇଯାଇଥିଲା।…
୧୪ରେ ଢେଙ୍କାନାଳ ବନ୍ଦ
ଢେଙ୍କାନାଳ ଅଫିସ,୧୦ା୨: ବରଗଡ ପରେ ଢେଙ୍କାନାଳରେ ସିଟି ହସ୍ପିଟାଲ ଦାବି ଜୋର ଧରିଛି। ଏହାକୁ ନେଇ ଢେଙ୍କାନାଳ ନାଗରିକ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ରବିବାର ଅପରାହ୍ନ ୫ଟାରେ ସ୍ଥାନୀୟ ଗଣେଶ ବଜାରଠାରେ ଏକ ବୁଦ୍ଧିଜୀବୀ ସମାବେଶ ଓ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା।…
କାମ ସାରିବାକୁ ୫୨ଦିନ
ରାସୋଳ, ୯।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ଗଣ୍ଡାନାଳୀ ପଞ୍ଚାୟତ ଅନ୍ତର୍ଗତ କଦଳୀପାଳ ଗ୍ରାମର ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ପାଉଥିବା ହିତାଧିକାରୀ ଅନୁଦାନ ଟଙ୍କା ପାଇଥିଲେ ସୁଦ୍ଧା ଘର କାମ ସାରୁନାହାନ୍ତି। ପ୍ରଶାସନର ବାରମ୍ବାର ତାଗିଦ୍ ସତ୍ତ୍ୱେ ସେମାନଙ୍କ…
ମାଘମେଳାରେ ବର୍ଷା ଦାଉ
ଢେଙ୍କାନାଳ ଅଫିସ, ୯ା୨ – ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳାର ସରସ ଲୁଟି ନେଇଛି ଅଦିନିଆ ବର୍ଷା। କୋହଲା ପାଗ ସାଙ୍ଗକୁ ତୁହାକୁ ତୁହା ଲଗାଣ ବର୍ଷା ଦୂରଦୂରାନ୍ତରୁ ଆସିଥିବା ଶ୍ରଦ୍ଧାଳୁଙ୍କ ପାଇଁ ଦାଉ ସାଧିଛି। ଫିକା ପଡ଼ିଛି ବ୍ୟବସାୟ। ହାତବାନ୍ଧି ବସିଛନ୍ତି…
ଅଲେଖ ମହିମା ଧ୍ୱନିରେ ପ୍ରକମ୍ପିତ ଯୋରନ୍ଦା
ଢେଙ୍କାନାଳ ଅଫିସ, ୮।୨ – ମନରେ ନ ଥିଲା ବର୍ଷା ଭୟ। ଖାତିର ନ ଥିଲା କୋହଲା ପାଗକୁ। ଶୂନ୍ୟପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣର ଭାବ ନେଇ ଏକାଠି ହୋଇଥିଲେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ। ଅଲେଖ ମହିମା ଧ୍ୱନିରେ ଫାଟି ପଡୁଥିଲା ସମଗ୍ର…
Archives


