ଢେଙ୍କାନାଳ

ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ଦଳରୁ ବରିଷ୍ଠ ନେତାଙ୍କୁ ବାହାର କଲା ବିଜେଡି

ଢେଙ୍କାନାଳ,୨୮ା୨: ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ବିଜୁ ଜନତା ଦଳ (ବିଜେଡି) ବୁଧବାର ଢେଙ୍କାନାଳ ଜିଲାର କଙ୍କଡାହାଡାର ପୂର୍ବତନ ବ୍ଲକ ଚେୟାରମ୍ୟାନ୍ କାର୍ତ୍ତିକ ସାହୁଙ୍କୁ ବହିଷ୍କାର କରିଛି। ବିଜେଡି ପକ୍ଷରୁ ଏକ ପ୍ରେସ ବିଜ୍ଞପ୍ତି ଅନୁଯାୟୀ ଦଳର ସାଂଗଠନିକ ସଚିବ...

ବିଜେଡି ଛାଡ଼ିଲେ ପୂର୍ବତନ ନଗରପାଳ

ଢେଙ୍କାନାଳ,୨୮।୨(ରତନ ନାୟାର): ଢେଙ୍କାନାଳ ପୌରସଂସ୍ଥାର ପୂର୍ବତନ ନଗରପାଳ ସୁଧାଂଶୁ କୁମାର ଦଳେଇ(ନବୀନ) ମଙ୍ଗଳବାର ବିଜୁ ଜନତା ଦଳ ଛାଡ଼ିଛନ୍ତି। ସେ ରାଜ୍ୟ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀଙ୍କୁ ଇସ୍ତଫା ପ୍ରଦାନ କରିଥିବା ସନ୍ଧ୍ୟାରେ ସୂଚନା ଦେଇଛନ୍ତି। ଏହାର ନକଲ ସେ...

ଢେଙ୍କାନାଳରେ କଲରାପତରିଆଙ୍କ ସଂଖ୍ୟା ବଢୁଛି

ଢେଙ୍କାନାଳ,୨୮।୨(ରତନ ନାୟାର): ଢେଙ୍କାନାଳ ଜିଲାରେ କଲରାପତରିଆ ବାଘଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଜିଲାରେ ପ୍ରାୟ ୧୦ଟି କଲରାପତରିଆ ବାଘ ଥିବା ରାଜ୍ୟ ସରକାରଙ୍କ ପକ୍ଷରୁ ଶେଷ ହୋଇଥିବା ବାଘ ଗଣନାରୁ ଜଣାପଡିଛି। ହିନ୍ଦୋଳ ରେଞ୍ଜ୍‌ କନ୍ଧରା ଓ କାମାକ୍ଷାନଗର ପଶ୍ଚିମାଞ୍ଚଳ...

ଚା’ ଖଟିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ପରଜଙ୍ଗ,୨୪।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁଆଲୋ ପଞ୍ଚାୟତ ପରମହଂସପୁର ଛକରେ ଥିବା ଏକ ଚା’ ଦୋକାନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କିଛି ସମୟ କଟାଇଛନ୍ତି। କେନ୍ଦ୍ରମନ୍ତ୍ରୀ ପ୍ରଧାନ ଢେଙ୍କାନାଳରୁ ସରକାରୀ କାର୍ଯ୍ୟକ୍ରମ ସାରି ଦେବଗଡ଼ ଅଭିମୁଖେ ଯାଉଥିବାବେଳେ...

ବିବାହ ପରେ କିନ୍ନରଙ୍କୁ ପ୍ରତାରଣା ଅଭିଯୋଗ

କାମାକ୍ଷାନଗର,୨୪।୨(ସୁଧୀର ପରିଡ଼ା): କିନ୍ନରଙ୍କୁ ପ୍ରେମ ବିବାହ ପରେ ଜଣେ ଯୁବକ ପ୍ରତାରଣା କରିଥିବା ଅଭିଯୋଗ ହୋଇଛି। ଏ ନେଇ ସମ୍ପୃକ୍ତ କିନ୍ନର ଶୁକ୍ରବାର ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା ରୁଜୁ କରି...

ଶ୍ୱଶୁର ଘର ଜାଳିଦେଲେ ଜ୍ୱାଇଁ

କାମାକ୍ଷାନଗର,୨୩।୨(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ନୂଆଁ ଆଳତୁମା ଗାଁରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ଶ୍ୱଶୁର ଘରେ ଜ୍ୱାଇଁ ନିଆଁ ଲଗାଇ ଦେଇଛନ୍ତି। ଫଳରେ ୪ ବଖରା ଘର ଜଳିଯାଇଛି।...

କିନ୍ନରଙ୍କୁ ପ୍ରେମ କରି କରିଥିଲେ ବିବାହ, ପରେ ପ୍ରତାରଣା କରି…

କାମାକ୍ଷାନଗର,୨୩।୨(ସୁଧୀର ପରିଡ଼ା): କିନ୍ନରଙ୍କୁ ପ୍ରେମ ବିବାହ ପରେ ଜଣେ ଯୁବକ ପ୍ରତାରଣା କରିଥିବା ଅଭିଯୋଗ ହୋଇଛି। ଏ ନେଇ ସମ୍ପୃକ୍ତ କିନ୍ନର ଶୁକ୍ରବାର ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା ରୁଜୁ କରି...

ତାତିଗଲେ ଲୋକେ ବୋହି ନେଲେ କୁକୁଡ଼ା

ପରଜଙ୍ଗ,୨୩।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଜୟପୁରାକାଟେଣୀ ଗାଁରେ କୁକୁଡ଼ା ଚିଆଁ ବଣ୍ଟନ ବେଳେ ହଟ୍ଟଗୋଳ ହୋଇଛି । ଉତ୍ତ୍ୟକ୍ତ ଲୋକେ କୁକୁଡ଼ା ଚିଆଁ ବୋହି ନେଇଛନ୍ତି। ୨୦୨୨-୨୩ ମସିହାରେ ପରଜଙ୍ଗ ଆଇସିଡିଏସ୍‌ ରିପୋର୍ଟ ଅନୁଯାୟୀ ବ୍ଲକର ବିଭିନ୍ନ...

କଂଗ୍ରେସ ସଭାରେ ରାଜ ପରିବାର ସଦସ୍ୟାଙ୍କୁ ନେଇ ଚର୍ଚ୍ଚା

ଢେଙ୍କାନାଳ,୨୩ା୨(ରତନ ନାୟାର):ଢେଙ୍କାନାଳ ଜିଲା କଂଗ୍ରେସ ପକ୍ଷରୁ ଗତ ୨୦ ତାରିଖରେ ଗାନ୍ଧୀମନ୍ଦିରଠାରେ ନବନିଯୁକ୍ତ ଜିଲା ସଭାପତି ସୁନୀଲ ଦାଶଙ୍କ ସମ୍ବର୍ଦ୍ଧନା ସଭାରେ ଢେଙ୍କାନାଳ ରାଜ ପରିବାରର ସଦସ୍ୟା ସୁସ୍ମିତା ସିଂହଦେଓଙ୍କୁ ଦେଖିବାକୁ ମିଳିଥିଲା। ସୁ୍‌ସ୍ମିତା କଂଗ୍ରେସର ବିଧାୟକ ପ୍ରାର୍ଥୀ ଭାବେ...

ଯୋରନ୍ଦା ଷ୍ଟେଶନରେ ଟ୍ରେନ୍‌ ଇଞ୍ଜିନରେ ଲାଗିଲା ନିଆଁ

ଢେଙ୍କାନାଳ,୨୨ା୨(ରତନ ନାୟାର): ଢେଙ୍କାନାଳ ଜିଲା ଗୋବିନ୍ଦପୁରସ୍ଥିତ ଯୋରନ୍ଦା ରୋଡ୍‌ ରେଳଷ୍ଟେଶନ ନିକଟରେ ଇଞ୍ଜିନ ସହ ଏକ ମେଣ୍ଟେନାନ୍ସ ଭ୍ୟାନ ଜଳିଯାଇଛି। ରାଜ ଆଠଗଡ଼ରୁ ଢେଙ୍କାନାଳ ଯାଇଥିବା ବେଳେ ଜେନେରେଟରରେ ସମସ୍ୟା ହୋଇ ନିଆଁ ଲାଗିଥିଲା। ଢେଙ୍କାନାଳରୁ ଅଗ୍ନିଶମ ବିଭାଗ କର୍ମଚାରୀ...

ଆଜିଠୁ ଯୋରନ୍ଦା ମେଳା, ୨୦ହଜାର ସାଧୁସନ୍ଥ-ଶ୍ରଦ୍ଧାଳୁଙ୍କ ସମାଗମ

ଢେଙ୍କାନାଳ,୨୨ା୨(ରତନ ନାୟାର) ବିଶ୍ୱ ପ୍ରସିଦ୍ଧ ମହିମାଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ମାଘମେଳା ୨୨ ତାରିଖ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ୨୪ ତାରିଖ ଯାଏ ୩ ଦିନ ବ୍ୟାପୀ ଅନୁଷ୍ଠିତ ହେବ। ମହିମା ସାଧୁ ସନ୍ନ୍ୟାସୀ ଓ...

ସଜେଇ ହେଉଛି ମହିମାପୀଠ

ଢେଙ୍କାନାଳ,୨୦ା୨(ରତନ ନାୟାର): ବିଶ୍ୱପ୍ରସିଦ୍ଧ ମହିମାଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ପ୍ରସିଦ୍ଧ ମାଘମେଳା ଆସନ୍ତା ୨୨ ତାରିଖରୁ ଆରମ୍ଭ ହେବ। ଏଥିପାଇଁ ରାଜ୍ୟ ଓ ରାଜ୍ୟ ବାହାରର ବହୁ ସଂଖ୍ୟକ ମହିମା ସାଧୁ ସନ୍ନ୍ୟାସୀ ଆସି ଯୋରନ୍ଦାରେ ପହଞ୍ଚି ସାରିଲେଣି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri