ଢେଙ୍କାନାଳ

ସହରରେ ଲୁଟେରା ଆତଙ୍କ

ଢେଙ୍କାନାଳ ଅଫିସ, ୧୯।୨ – ଢେଙ୍କାନାଳ ସହର କୁଞ୍ଜକାନ୍ତ ଲଳିତନଗର ଅଞ୍ଚଳରେ କ୍ରମାଗତ ଚୋରି ବୃଦ୍ଧି ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି କରିଛି। ଘରେ କଳାକନା ବୁଲାଇ ସବୁ କିଛି ଲୁଟି ନେଉଛନ୍ତି ଦୁବୃର୍ତ୍ତ। ସହରର ଅନ୍ୟତମ ଜନଗହଳିପୂର୍ଣ୍ଣ…

ବେତନ ବୃଦ୍ଧି ଦାବି କଲା ରାଜସ୍ବ ଅମଲା ସଂଘ

ଢେଙ୍କାନାଳ ଅଫିସ, ୧୮।୨ – ବେତନ ବୃଦ୍ଧି ଦାବି କରିଛି ଢେଙ୍କାନାଳ ଜିଲା ରାଜସ୍ବ ଅମଲା ସଂଘ। ଏ ନେଇ ସୋମବାର ଅପରାହ୍ନ ସାଢ଼େ ୪ଟାରେ ୫ଦଫା ଦାବିନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି।…

କପିଳାସ ଜାଗରଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ

ଢେଙ୍କାନାଳ ଅଫିସ, ୧୮।୨ – ପ୍ରସିଦ୍ଧ ଜାଗରଯାତ୍ରାକୁ ନେଇ ଚଳଚଞ୍ଚଳ ହୋଇଉଠିଛି କପିଳାସ କ୍ଷେତ୍ରାଧିପତି ଶ୍ରୀଚନ୍ଦ୍ରଶେଖର ଜୀଉଙ୍କ ପୀଠ। ଯାତ୍ରାକୁ ଶୃଙ୍ଖଳିତ କରିବାକୁ ପ୍ରସ୍ତୁତି ପର୍ବ ଯୋଜନା ଅନୁଯାୟୀ ଆଗେଇ ଚାଲିଛି। ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ ପୀଠର ଉନ୍ନତୀକରଣ କାର୍ଯ୍ୟ ଯୁଦ୍ଧକାଳୀନ…

ପ୍ରତି ପଞ୍ଚାୟତରେ ସ୍ମାର୍ଟ ଅଙ୍ଗନଓ୍ବାଡି : ମନ୍ତ୍ରୀ

କାମାକ୍ଷାନଗର, ୧୭।୨(ଡି.ଏନ.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ପଞ୍ଚାୟତ ସମିତିର ୭ମ ବୈଠକ ରବିବାର ଔଷଧୀୟ ଅରଣ୍ୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ ଅଧ୍ୟକ୍ଷା ସୁଫଳା ପଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ମୁଖ୍ୟଅତିଥି ଭାବେ ଖଣିମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ…

ଜିଲାରେ ୧୭,୨୨୮ ମାଟ୍ରିକ ପରୀକ୍ଷାର୍ଥୀ

ଢେଙ୍କାନାଳ ଅଫିସ, ୧୬।୨ – ମାଟ୍ରିକ୍‌ ପରୀକ୍ଷାକୁ ଶୃଙ୍ଖଳିତ ଏବଂ କପିମୁକ୍ତ କରିବାକୁ ଢେଙ୍କାନାଳ ଜିଲା ଶିକ୍ଷା ବିଭାଗର ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ଚଳିତବର୍ଷ ଜିଲାରେ ୧୭,୨୨୮ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ସେଥିରୁ ୧୬,୬୨୯ ରେଗୁଲାର, ଏବଂ ୫୯୯ ଏକ୍ସ-ରେଗୁଲାର,…

ସାମ୍ବାଦିକତାରେ ବିଚାରଶକ୍ତି ଗୁରୁତ୍ୱପୂର୍ଣ୍ଣ

ଢେଙ୍କାନାଳ ଅଫିସ, ୧୬।୨ – ସାମ୍ବାଦିକତା ବୃତ୍ତିରେ ସାଧାରଣ ବିଚାରଶକ୍ତି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ବର୍ତ୍ତମାନ ସମୟରେ ଡିଜିଟାଲ ମିଡିଆର ବହୁଳ ପ୍ରଚଳନ ଆହ୍ବାନ ପାଲଟିଛି। ତେଣୁ ସାମ୍ବାଦିକତା ବୃତ୍ତିଧାରୀଙ୍କ ଡିଜିଟାଲ ଭାଷା ଉପରେ ଦଖଲ ରହିବା ନିହାତି ଜରୁରୀ ବୋଲି କହିଛନ୍ତି…

ଅସୁରକ୍ଷିତ ଅଭୟାରଣ୍ୟ

ଢେଙ୍କାନାଳ ଅଫିସ, ୧୬।୨ – ପ୍ରକୃତିର ବରଦାନ କପିଳାସ। ଶାନ୍ତ ସବୁଜିମା ଭରା ପରିବେଶ, ଜୈବ ବିବିଧତା ସାଙ୍ଗକୁ ବନ୍ୟଜନ୍ତୁଙ୍କ ସମ୍ଭାର ଏହାର ପରିଚୟ। ହେଲେ ଅଭୟାରଣ୍ୟ ମାନ୍ୟତା ମିଳିବାର ଦୀର୍ଘ ୯ବର୍ଷ ପରେ ବି ଏହାର ବିକାଶ ପାଇଁ ହୋଇନି…

ଢେଙ୍କାନାଳ ବନ୍ଦ ପାଳନ

ଢେଙ୍କାନାଳ ଅଫିସ,୧୪।୨ : ଢେଙ୍କାନାଳ ସହର କଲେଜ ବାଇପାସ୍‌ଠାରେ ନାଗରିକ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଶୁକ୍ରବାର ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି। ସିଟି ହସ୍ପିଟାଲ ଓ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଏହି ବନ୍ଦ ପାଳନ କରାଯାଇଛି। ଫଳରେ ୫୫…

୫୦ ଫୁଟ ଉପରୁ ଖସି ଶ୍ରମିକ ମୃତ

ପରଜଙ୍ଗ, ୧୪।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ କୁଲେଇସ୍ଥିତ ଜିଏମ୍‌ ଆଇରନ୍‌ ଆଣ୍ଡ ଷ୍ଟିଲ କମ୍ପାନୀରେ ଗୁରୁବାର ଦୁର୍ଘଟଣା ଘଟି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗୋପୀନାଥ ମଣ୍ଡଳ। ତାଙ୍କ ଘର ପଶ୍ଚିମବଙ୍ଗ…

ଶ୍ରମିକଙ୍କ ମୃତଦେହ ବୋଲେରୋରେ ନେଉଥିଲେ ପ୍ଲାଣ୍ଟ କର୍ମଚାରୀ: ରାସ୍ତାରୁ ଜବତ କଲା ପୋଲିସ

ପରଜଙ୍ଗ,୧୩।୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ କୁଲେଇସ୍ଥିତ ଜିଏମ୍‌ ଆଇରନ ଆଣ୍ଡ୍‌ ଷ୍ଟିଲ୍‌ କମ୍ପାନୀରେ ଦୁର୍ଘଟଣାରେ ଜଣେ ଶ୍ରମିକ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତ ଶ୍ରମିକଙ୍କ ନାଁ ଗୋପୀନାଥ। ଘର କଲିକତା ଅଞ୍ଚଳରେ ବୋଲି ସୂଚନା ମିଳିଛି।…

ବିଦ୍ୟୁତ୍‌ ଖୁଣ୍ଟରେ ଧକ୍କା ହେଲା ଆମ୍ବୁଲାନ୍ସ

ଢେଙ୍କାନାଳ ଅଫିସ,୧୩।୨: ଢେଙ୍କାଳାଳ ସହରର ଭଗବାନପୁରଠାରେ ଏକ ୧୦୮ ଆମ୍ବୁଲାନ୍ସ ବିଦ୍ୟୁତ୍‌ ଖୁଣ୍ଟରେ ଧକ୍କା ହୋଇଛି। ଦୁର୍ଘଟଣାରେ ହେଲପର୍‌ ଆହତ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବାବେଳେ ରୋଗୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଆମ୍ବୁଲାନ୍ସଟି ଯୋରନ୍ଦାରୁ ରୋଗୀ ନେଇ ଆସୁଥିବାବେଳେ…

ବ୍ରାହ୍ମଣୀ ଛାତିରେ ମାଫିଆ ରାଜ

ପରଜଙ୍ଗ, ୧୨।୨(ଡି.ଏନ.ଏ.) – ବ୍ରାହ୍ମଣୀ ଛାତିରେ ରାଜ୍‌ କରୁଛନ୍ତି ବାଲି ମାଫିଆ। ଏଥିପାଇଁ ନଦୀରେ ବନ୍ଧାଯାଇଛି ବାଲିବନ୍ଧ। ବଦଳାଯାଇଛି ଜଳସ୍ରୋତର ଦିଗ। ଦିନତମାମ ନଜର ଆଢୁଆଳରେ ରହି ଯୋଜନା ପ୍ରସ୍ତୁତ କରୁଛନ୍ତି ସେମାନେ। ଅପରାହ୍ନ ହେବା ମାତ୍ରକେ ଆରମ୍ଭ କରୁଛନ୍ତି ବାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?