ଢେଙ୍କାନାଳ

ଟ୍ରକ୍‌ ଧକ୍କାରେ ହାତୀ ମୃତ୍ୟୁ ଘଟଣା: ଘଟଣାସ୍ଥଳ ପରିଦର୍ଶନ କଲେ ଅତିରିକ୍ତ ପିସିସିଏଫ୍‌

ଢେଙ୍କାନାଳ ଅଫିସ,୩୧।୧: ଢେଙ୍କାନାଳ ଜିଲା ଓଡ଼ପଡ଼ା ବ୍ଲକ ପୋଡ଼ପଡ଼ା ଛକ ୫୫ନଂ ଜାତୀୟ ରାଜପଥରେ ଦୁର୍ଘଟଣା ଘଟି ଗୋଟିଏ ହାତୀର ମୃତ୍ୟୁ ଘଟିଥିଲା। ଶୁକ୍ରବାର ଅତିରିକ୍ତ ପିସିସିଏଫ୍‌ ଶଶି ପଲ ଦୁର୍ଘଟଣାସ୍ଥଳରେ ପରିଦର୍ଶନ କରିଛନ୍ତି। ରେଞ୍ଜର, ବନ କର୍ମଚାରୀଙ୍କଠାରୁ ସେ ବିଭିନ୍ନ…

ଆବାସ, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ

ଢେଙ୍କାନାଳ ଅଫିସ,୩୧ା୧ – ଢେଙ୍କାନାଳ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ବୁଧବାର ଅପରାହ୍ନରେ ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ସ୍ବତନ୍ତ୍ର ପ୍ରକଳ୍ପ ନିର୍ଦ୍ଦେଶକ ରାଜେଶ ପ୍ରଭାକର ପାଟିଲ ଏକ ଗସ୍ତରେ ଆସି ବିଭିନ୍ନ ଯୋଜନାର ସମୀକ୍ଷା…

ଖବରକାଗଜରେ ଲୋକଙ୍କ କଥା ଉପସ୍ଥାପନ କରୁଥିଲେ ଗାନ୍ଧିଜୀ

ଢେଙ୍କାନାଳ ଅଫିସ,୩୧ା୧- ଢେଙ୍କାନାଳ ଭାରତୀୟ ଜନସଞ୍ଚାର ସଂସ୍ଥାନ ପକ୍ଷରୁ ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସରେ ଗୁରୁବାର ‘ମହାତ୍ମା ଗାନ୍ଧୀ: ସାମ୍ବାଦିକ ଓ ସମ୍ପାଦକ’ ମନୋଗ୍ରାମ ଉନ୍ମୋଚିତ ହୋଇଛି। ଭାରତୀୟ ସାମ୍ବାଦିକ କ୍ଷେତ୍ରରେ ଗାନ୍ଧୀଙ୍କ ଅବଦାନ ଅତୁଳନୀୟ ଥିଲା। ତାଙ୍କ ଭାଷା ଥିଲା…

ଉଠିଲା ମୃତହାତୀ, ୫୫ନଂ. ଏନ୍‌ଏଚ୍‌ରେ ସ୍ବାଭାବିକ ହେଲା ଯାନବାହନ ଚଳାଚଳ

ଢେଙ୍କାନାଳ ଅଫିସ,୩୦।୧: ଢେଙ୍କାନାଳ ଜିଲା ଓଡ଼ପଡ଼ା ବ୍ଲକ ପୋଡ଼ପଡ଼ା ଛକ ୫୫ନଂ. ଜାତୀୟ ରାଜପଥରେ ଗୁରୁବାର ଭୋର ସମୟରେ ଟ୍ରକ୍‌ ଧକ୍କାରେ ଗୋଟିଏ ହାତୀର ମୃତ୍ୟୁ ଘଟିଥିଲା। ଖବର ପାଇ ବନ ବିଭାଗ କର୍ମଚାରୀ ପହଞ୍ଚି କ୍ରେନ୍‌ ସାହାଯ୍ୟରେ ହାତୀର ମୃତଦେହକୁ…

କଙ୍କଡ଼ାହାଡ଼ ଥାନା ଆଇଆଇସି ସସ୍‌ପେଣ୍ଡ

ଢେଙ୍କାନାଳ ଅଫିସ,୩୦ା୧: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ଆଇଆଇସି ପ୍ରମୋଦ କୁମାର ଲେଙ୍କାଙ୍କୁ ଗୁରୁବାର ସସ୍‌ପେଣ୍ଡ କରାଯାଇଛି। ଜଣେ ଅସହାୟା ମହିଳାଙ୍କ ଅଭିଯୋଗ ନ ରଖିବାରୁ ଏବଂ ମାମଲା ବୁଝିବାକୁ ଯାଇଥିବା ଯୁବକଙ୍କୁ ମାଡ଼ ମାରି ହାଜତରେ ରଖିବା ଅଭିଯୋଗରେ ପୋଲିସ…

ଟ୍ରକ୍‌ ଧକ୍କାରେ ହାତୀର ଜୀବନଗଲା

ଢେଙ୍କାନାଳ ଅଫିସ୍‌, ୩୦।୧: ଢେଙ୍କାନାଳ ଜିଲା ଓଡପଡା ବ୍ଲକ ପୋଡାପଡା ଛକ ଏନଏଚ-୫୫ରେ ଗୁରୁବାର ଭୋରୁ ଟ୍ରକ ଧକ୍କାରେ ଏକ ହାତୀର ମୃତ୍ୟୁ ଘଟିଛି। ଟ୍ରକ ତଳେ ମୃତ ହାତୀଟି ଚାପି ହୋଇ ରହିଥିବାବେଳେ ତା’ ଦାନ୍ତଟି ଭାଙ୍ଗି ଅନ୍ୟ ଏକ…

ସାଲାଇନ ନେବାବେଳେ ଛାତ୍ରଙ୍କ ମୃତ୍ୟୁ

ଢେଙ୍କାନାଳ ଅଫିସ, ୩୦।୧: ଢେଙ୍କାନାଳ ସହରସ୍ଥିତ ଗାନ୍ଧୀମନ୍ଦିର ରୋଡ୍‌ ନିକଟରେ ଥିବା ଏକ ଘରୋଇ କ୍ଲିନିକରେ ସାଲାଇନ ନେଉଥିବାବେଳେ ବୁଧବାର ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଅମୀର କୁମାର ଜେନା (୨୬)। ଚିକିତ୍ସାରେ ଅବହେଳା ଏବଂ…

ନିୟମିତ ତଦାରଖ ହେବ ସରକାରୀ ଯୋଜନା

ଢେଙ୍କାନାଳ ଅଫିସ, ୩୦।୧: ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ବୁଧବାର ‘୫-ଟି’, ମୋ ସରକାର କାର୍ଯ୍ୟକ୍ରମ ସମେତ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ଉତ୍ତରାଞ୍ଚଳ ରାଜସ୍ବ କମିଶନର (ଆର୍‌ଡିସି) ନିରଞ୍ଜନ ସାହୁ। ଏହି ଅବସରରେ ସେ ଅଧିକାରୀଙ୍କ ଉଦ୍ଦେଶ୍ୟରେ କହିଲେ,…

ଅସମ୍ପୂର୍ଣ୍ଣ ଘର ଆଗରେ ପ୍ରଶାସକଙ୍କ ଧାରଣା

କାମାକ୍ଷାନଗର, ୨୯।୧(ଡି.ଏନ.ଏ.) – ଆବାସ ଯୋଜନାରେ ପୁଳାପୁଳା ଦୁର୍ନୀତିକୁ ନେଇ ନିନ୍ଦିତ ହେଉଛି ଢେଙ୍କାନାଳ ଜିଲା ପ୍ରଶାସନ। ବିଶେଷ କରି ପରଜଙ୍ଗ, କଙ୍କଡ଼ାହାଡ଼ ବ୍ଲକରେ ଏହା ସୀମା ଟପିଛି। ହେଲେ କାମାକ୍ଷାନଗର ବ୍ଲକରୁ ଏହାର ଓଲଟା ଚିତ୍ର ପଦାକୁ ଆସିଛି। ପ୍ରଶାସନିକ…

ଖୁଦଖାଇ ନାଳ ନିକଟରୁ ହାତୀଛୁଆର ମୃତଦେହ ଉଦ୍ଧାର, କାଦୁଅରେ ଫସି ମୃତ୍ୟୁ ସନ୍ଦେହ

କାମାକ୍ଷାନଗର,୨୮।୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ ତୁରୁସିଙ୍ଗା ଖୁଦଖାଇ ନାଳ ନିକଟରୁ ମଙ୍ଗଳବାର ଏକ ହାତୀଛୁଆର ମୃତଦେହ ଉଦ୍ଧାର କରାଯାଇଛି। କାଦୁଅରେ ଫସି ଯାଇ ହାତୀ ଛୁଆଟିର ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି। ହାତୀଟିର ବୟସ ପ୍ରାୟ ଏକ ମାସ…

କପିଳାସ ଆଣିବାକୁ ମସୁଧା

ଢେଙ୍କାନାଳ ଅଫିସ,୨୮ା୧ କିଛି ଦିନ ତଳେ ତାଳଚେରରେ ଉପଦ୍ରବ କରୁଥିବା ନରହନ୍ତା ଦନ୍ତାକୁ କପିଳାସ କପିଳାସ ଚିଡିଆଖାନା ପରିସରରେ ଥିବା ଏଲିଫ୍ୟାଣ୍ଟ ରେସକ୍ୟୁ ସେଣ୍ଟରକୁ ଅଣାଯାଇଥିବାବେଳେ ଏବେ ଆଉ ଏକ ଦନ୍ତାକୁ ସେଠାକୁ ଅଣାଯିବାକୁ ମସୁଧା କରାଯାଉଥିବା ସୂଚନା ମିଳିଛି। ଉଗ୍ର…

କପିଳାସରେ ହେବ ରୋପ୍‌ୱେ

ଢେଙ୍କାନାଳ ଅଫିସ,୨୮ା୧ ଢେଙ୍କାନାଳର ପ୍ରସିଦ୍ଧ ଶୈବପୀଠ କପିଳାସରେ କାର୍ଯ୍ୟକାରୀ ହେବ ରୋପ୍‌ଓ୍ବେ। ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବରେ ଯୋଗଦେଇ ଏହି ସୂଚନା ଦେଇଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକଚନ୍ଦ୍ର ପଣ୍ଡା। କପିଳାସ ସମେତ ରାଜ୍ୟର ୪ଟି ପର୍ଯ୍ୟଟନସ୍ଥଳୀରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri