ଢେଙ୍କାନାଳ

ଢେଙ୍କାନାଳରେ ସାଧାରଣତନ୍ତ୍ର ଦିବସ

ଭୁବନ,୨୬।୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନ ପକ୍ଷରୁ ରବିବାର ୭୧ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ସେଥି ମଧ୍ୟରୁ ଏନ୍‌ଏସି କାର୍ଯ୍ୟାଳୟରେ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରମୋଦ କୁମାର ବରାଳ ମୁଖ୍ୟ ଅତିଥି…

କଣ୍ଠରେ ମୃଦଙ୍ଗଠୁ ଭାଓଲିନ୍‌

ଭୁବନ, ୨୬ା୧ – ବିଦ୍ୟୁତ୍‌ ଆଘାତରେ ରୁଦ୍ଧ ହୋଇଯାଇଥିଲା କଣ୍ଠସ୍ବର। ଆଉ କେବେ ଅର୍କେଷ୍ଟ୍ରାରେ ଗୀତ ଗାଇପାରିବେ କି ନାହଁ ତାହାକୁ ନେଇ ସୃଷ୍ଟି ହୋଇଥିଲା ଅନେକ ଆଶଙ୍କା, ଦ୍ୱନ୍ଦ୍ୱ। ହେଲେ ଏହି ଦୁର୍ଘଟଣା ହିଁ ଏବେ ପାଲଟିଯାଇଛି ତାଙ୍କ ପାଇଁ…

ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ଢେଙ୍କାନାଳ ଅଫିସ, ୨୫।୧ ଢେଙ୍କାନାଳ ସ୍ବତନ୍ତ୍ର ପୋକ୍‌ସୋ ଅଦାଲତରେ ଶୁକ୍ରବାର ୨୦୧୬ରେ ସଂଘଟିତ ଏକ ନାବାଳିକା ବଳାତ୍କାର ଏବଂ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ସ୍ବତନ୍ତ୍ର ପୋକ୍‌ସୋ ଅଦାଲତ ବିଚାରପତି ରାଜକିଶୋର ମହାପାତ୍ର ମାମଲାର ଅଭିଯୁକ୍ତ ଶିବାନନ୍ଦ ପ୍ରଧାନଙ୍କୁ ଦୋଷୀସାବ୍ୟସ୍ତ…

ଦନ୍ତାକୁ ନେଇ କମୁନି ଚିନ୍ତା

ଢେଙ୍କାନାଳ ଅଫିସ, ୨୫।୧ ତାଳଚେରରେ ଆତଙ୍କ ସୃଷ୍ଟି କରିଥିବା ନରହନ୍ତା ଦନ୍ତାକୁ କପିଳାସ ଚିଡ଼ିଆଖାନାକୁ ଅଣାଯିବା ପରେ ଅଡୁଆରେ ପଡ଼ିଛି ବନ ବିଭାଗ। ହାତୀ ଆୟତ୍ତ ବାହାରକୁ ଚାଲିଯାଉଛି। କାଳେ ଦନ୍ତା ଲୁହା ଚେନ୍‌ ଛିଣ୍ଡାଇ ଦର୍ଶକଙ୍କ ପାଇଁ ବିପଦ ସୃଷ୍ଟି…

ଜାତୀୟସ୍ତରକୁ ମନୋନୀତ ହେଲା ମଡେଲ

ପରଜଙ୍ଗ, ୨୪।୧(ଡି.ଏନ.ଏ.) ପୂର୍ବ ଭାରତ ବିଜ୍ଞାନ ମେଳାରେ ଚମକିଛନ୍ତି ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁଲେଇସ୍ଥିତ ତାଳେଶ୍ୱର ବିଦ୍ୟାପୀଠର ଦଶମ ଶ୍ରେଣୀ ଛାତ୍ରୀ ଚୁଲ୍‌ବୁଲି ଜେନା। ତାଙ୍କ ଦ୍ୱାରା ପ୍ରଦର୍ଶିତ ବିଜ୍ଞାନ ମଡେଲ ‘ଫିଙ୍ଗର ପ୍ରିଣ୍ଟ ବେସଡ ରାଶନ ଡିଷ୍ଟ୍ରିବ୍ୟୁଶନ ସେଣ୍ଟର’…

ଜାଳେଣିରୁ ଜଙ୍ଗଲ ମୋହ

କାମାକ୍ଷାନଗର, ୨୪।୧ (ସୁଧୀର କୁମାର ପରିଡ଼ା) ସୂର୍ଯ୍ୟ ଉଇଁଲେ ଆରମ୍ଭ ହୁଏ ଅଭିଯାନ। କାନ୍ଧରେ କୁରାଢ଼ି, ହାତରେ ଠେଙ୍ଗା ଧରି ଦଳେ ପଶନ୍ତି ଜଙ୍ଗଲ ଭିତରକୁ। ଦିନତମାମ ବଣଡଙ୍ଗରରେ ବୁଲନ୍ତି। ତନାଘନା କରନ୍ତି। ସେମାନଙ୍କ ଫେରିବା ବାଟକୁ ଚାହିଁ ରହିଥାନ୍ତି ଆଉ…

ବିନା ମଷ୍ଟର ରୋଲ୍‌ରେ ଡ୍ରେନ୍‌ କାମ

ପରଜଙ୍ଗ, ୨୪।୧(ଡି.ଏନ୍‌.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କେଳେଙ୍କାରୀ ପରେ ଏବେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଦୁର୍ନୀତି ଗନ୍ଧ ବାରିହୋଇପଡ଼ିଛି। ଫାଇଲ ଖୋଲିନି, ସୂଚନା ଫଳକ ନାହିଁ। ବିନା ମଷ୍ଟର ରୋଲ୍‌ରେ ହେଉଛି କାମ। ପଥରଖମ୍ବ ପଞ୍ଚାୟତ କାମର୍ଦ୍ଦା…

ବୋଲ ମାନୁନି ଦନ୍ତା: ପୁଣି ଛିଣ୍ଡାଇଲା ଚେନ୍‌

ଢେଙ୍କାନାଳ ଅଫିସ,୨୩।୧: ତାଳଚେରରୁ କପିଳାସକୁ ଅଣାଯାଇଥିବା ଦନ୍ତାହାତୀଟି କାହା ବୋଲ ମାନୁ ନ ଥିବା ବେଳେ ବନ୍ଧା ଯାଇଥିବା ଚେନ୍‌ ଛିଣ୍ଡାଇ ଦେଇଛି। ଚେନ୍‌ରେ ବାନ୍ଧିବାକୁ ପୁଣି ଟ୍ରାଙ୍କୁଲାଇଜ୍‌ କରିବାକୁ ସାତକୋଶିଆରୁ ଅଧିକାରୀମାନେ ଆସୁଛନ୍ତି ବୋଲି କପିଳାସ ରେଞ୍ଜର ଦର୍ଶନିଆ ଭୋଇ…

ଗେଙ୍ଗୁଟିଆ ପିଇଓ ନିଲମ୍ବିତ

ପରଜଙ୍ଗ, ୨୩।୧(ଡି.ଏନ.ଏ.) – ହିତାଧିକାରୀଙ୍କୁ ଭତ୍ତା ପ୍ରଦାନରେ ଅନିୟମିତତା ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କେଳେଙ୍କାରୀ ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ନିଲମ୍ବିତ ହୋଇଛନ୍ତି ଗେଙ୍ଗୁଟିଆ ପିଇଓ ବାବୁଲାଲ ବାରିକ। ଜିଲାପାଳଙ୍କ ପତ୍ର ନଂ. ୪୪ ଏବଂ ତା ୨୧।୧।୨୦୨୦ ଅନୁଯାୟୀ ପିଇଓଙ୍କ…

ପ୍ରଯୁକ୍ତିବିଦ୍ୟା ସୃଜନଶୀଳତାର ବିକଳ୍ପ ହୋଇପାରିବନି

ଢେଙ୍କାନାଳ ଅଫିସ, ୨୩।୧ – ପ୍ରଯୁକ୍ତିବିଦ୍ୟା କେବେହେଲେ ସୃଜନଶୀଳତାର ବିକଳ୍ପ ହୋଇପାରିବ ନାହିଁ। ଦିନକୁ ଦିନ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ହେଉଛି। ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ବୈଷୟିକ ଜ୍ଞାନକୌଶଳକୁ ଆଉପାଦେ ଆଗେଇ ନେଇଛି। ଏସବୁ ସତ୍ତ୍ୱେ ଲୋକଙ୍କ ଭିତରେ ଥିବା ଦକ୍ଷତା…

ଯୌତୁକ ପାଇଁ ନବବଧୂଙ୍କୁ ହତ୍ୟା, ସ୍ବାମୀ ଗିରଫ

ରାସୋଳ,୨୨।୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ରାସୋଳ ଥାନା କଲୋନୀ ସାହିରେ ଯୌତୁକ ପାଇଁ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ମହିଳା ହେଲେ ଆରତୀ ସାହୁ(୧୭)। ରାସୋଳ ଥାନା ପୋଲିସ କାଟଖୁମ୍ପା ଗ୍ରାମର ଟିକିରା ପାହାଡ଼ ତଳୁ ବୁଧବାର ମୃତଦେହକୁ…

‘ପରୀକ୍ଷା ପାଇଁ ଚାପଗ୍ରସ୍ତ ହେବା ଉଚିତ ନୁହେଁ’

ଢେଙ୍କାନାଳ ଅଫିସ,୨୨ା୧ – କୌଣସି ପରୀକ୍ଷାକୁ ନେଇ ଛାତ୍ରୀଛାତ୍ରମାନେ ଚାପଗ୍ରସ୍ତ ହେବା ଉଚିତ ନୁହେଁ। ଢେଙ୍କାନାଳ ଜିଲାକୁ ପରୀକ୍ଷାପର୍ବ ନାମରେ ଏକ ସଚେତନତା କାର୍ଯ୍ୟକ୍ରମ ପାଇଁ ଆସିଥିବା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷା ସନ୍ଧ୍ୟାବତୀ ପ୍ରଧାନ, ସଭ୍ୟ ହରିହର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri