ଢେଙ୍କାନାଳ

ବିଜୟ ଓଝା ହତ୍ୟାକାଣ୍ଡର ପର୍ଦ୍ଦାଫାଶ

ଭୁବନ, ୭।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା ଭୁବନ ଥାନା ମହୁଲପାଳ ଗ୍ରାମର ବହୁଚର୍ଚ୍ଚିତ ବିଜୟ ଓଝା (୪୩) ହତ୍ୟାକାଣ୍ଡ ମାମଲାର ପର୍ଦ୍ଦାଫାଶ ହୋଇଛି। ହତ୍ୟାକାଣ୍ଡରେ ସମ୍ପୃକ୍ତ ଅଭିଯୋଗରେ ଉକ୍ତ ଗ୍ରାମର ରଞ୍ଜନ ସାହୁ (୪୫)ଙ୍କୁ ପୋଲିସ ଗିରଫ କରିଛି। ବ୍ୟବସାୟିକ ଶତ୍ରୁତା…

ସ୍ତ୍ରୀଙ୍କୁ ଦଳିମାରିଲା ହାତୀ, ସ୍ବାମୀ ଗୁରୁତର

ରାସୋଳ, ୭।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା ହିନ୍ଦୋଳ ବନାଞ୍ଚଳ ଅଧୀନ ବାବନ୍ଧ ଫରେଷ୍ଟ ସେକ୍ସନରେ ହାତୀ ଉପଦ୍ରବକୁ ନେଇ ଭୟ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି। ବୁଧବାର ବିଳମ୍ବିତ ରାତିରେ ମାଟିଆ ସାହିରେ ଏକ ହାତୀ ପଶି ଜଣେ ମହିଳାଙ୍କୁ ଦଳି…

ଆଜିଠୁ ବିଶ୍ୱପ୍ରସିଦ୍ଧ ମାଘମେଳା

ଢେଙ୍କାନାଳ ଅଫିସ, ୭।୨ – ମହିମାଧର୍ମର ପ୍ରମୁଖ ପୀଠସ୍ଥଳୀ ଯୋରନ୍ଦା ମହିମାଗାଦିରେ ଶୁକ୍ରବାରଠାରୁ ଆରମ୍ଭ ହେଉଛି ବିଶ୍ୱପ୍ରସିଦ୍ଧ ମାଘମେଳା। ୩ଦିନ ଧରି ଆୟୋଜିତ ହେବାକୁ ଥିବା ଏହି ମେଳା ପାଇଁ ଉତ୍ସବମୁଖର ହୋଇଉଠିଛି ମହିମାଗାଦି। ମେଳା ଅବ୍ୟବହିତ ପୂର୍ବରୁ ଯୋରନ୍ଦାକୁ ଛୁଟିଛନ୍ତି…

ପୋଡ଼ପଡ଼ାରେ ପୁଣି ହାତୀ ମୃତ୍ୟୁ: ମାସକର ଛୁଆକୁ ଦଳି ମାରିଦେଲେ ହାତୀପଲ

ଓଡ଼ାପଡ଼ା,୬।୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ସଦର ରେଞ୍ଜ୍‌ ପୋଡ଼ପଡ଼ା ଗ୍ରାମ ନିକଟସ୍ଥ ବେଣୁଗୁଡ଼ା ପୋଲ ନିକଟରେ ଗୁରୁବାର ଏକ ଛୁଆହାତୀର ମୃତଦେହ ଉଦ୍ଧାର କରାଯାଇଛି। ତେବେ ମାସକର ଛୁଆହାତୀକୁ ହାତୀମାନେ ଦଳି ମାରି ଦେଇଥିବା ଅନୁମାନ କରାଯାଉଛି ବୋଲି ବନ ବିଭାଗ କର୍ମଚାରୀମାନେ…

ନରହନ୍ତା ଦନ୍ତା ଏବେ ‘ରାକେଶ’

ଢେଙ୍କାନାଳ ଅଫିସ, ୬।୨ – କପିଳାସ ଚିଡ଼ିଆଖାନାକୁ ଅଣାଯାଇଥିବା ନରହନ୍ତା ଦନ୍ତାର ବୁଧବାର ନାମକରଣ କରାଯାଇଛି। ଚିଡ଼ିଆଖାନା କର୍ତ୍ତୃପକ୍ଷ ଏହାର ନୂତନ ନଁ। ‘ରାକେଶ’ ରଖିଛନ୍ତି। ରେଜିଷ୍ଟ୍ରରରେ ଉକ୍ତ ନାମକୁ ପଞ୍ଜୀକୃତ କରାଯାଇଥିବା କପିଳାସ ରେଞ୍ଜର ଦର୍ଶନିଆ ଭୋଇ ସୂଚନା ଦେଇଛନ୍ତି।…

୯ମ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ପରଜଙ୍ଗ, ୬।୨(ଡି.ଏନ୍‌.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଆଖୁଆପାଳ ପଞ୍ଚାୟତ ଅଧୀନ ୩ନଂ. କଲୋନୀ ଦଳିତ ବସ୍ତି ନିକଟରେ ଥିବା ଏକ କରଡ଼ା ଗଛରୁ ମଙ୍ଗଳବାର ରାତିରେ ଜଣେ ୯ମ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ଶ୍ୱଶୁରଙ୍କ ଆକ୍ରମଣରେ ଜ୍ୱାଇଁ ଗୁରୁତର

ପରଜଙ୍ଗ, ୫।୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ମାଣିକମରା ଗ୍ରାମରେ ମଙ୍ଗଳବାର ରାତିରେ ଶ୍ୱଶୁର ଘର ଲୋକଙ୍କ ମରଣାନ୍ତକ ଆକ୍ରମଣରେ ଜ୍ୱାଇଁ ଗୁରୁତର ହେବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ଆକ୍ରମଣର ଶିକାର ହୋଇଛନ୍ତି ଯାଜପୁର ଜିଲା…

ପୂର୍ତ୍ତ ରାସ୍ତା କାମ ତଦାରଖ କଲେ ମନ୍ତ୍ରୀ

ଭୁବନ, ୫।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗରଠାରୁ ଯାଜପୁର ଜିଲା ଡୁବୁରୀକୁ ଗମନାଗମନ ସୁଗମ କରିବାକୁ ରେଙ୍ଗାଳି ବାମ କେନାଲ ପାର୍ଶ୍ୱରେ ନିର୍ମାଣ ଚାଲିଛି ପୂର୍ତ୍ତ ବିଭାଗ ରାସ୍ତା। ଖଣି, ଇସ୍ପାତ ଏବଂ ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ…

ବେଆଇନ ଇଟାଭାଟିରେ ବୁଲିଲା ଜେସିବି

ପରଜଙ୍ଗ, ୫।୨ (ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ପ୍ରଶାସନ ପକ୍ଷରୁ କୁଆଲୋ ରାଜସ୍ବ ସର୍କଲରେ ଗଢ଼ିଉଠିଥିବା ବେଆଇନ ଇଟାଭାଟି ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପରିବେଶ ନିୟମ ଉଲ୍ଲଂଘନ କରି ବ୍ରାହ୍ମଣୀ ନଦୀ ଅବବାହିକାରେ ଥିବା ଉକ୍ତ ଇଟାଭାଟି…

ମାର୍ଚ୍ଚ ସୁଦ୍ଧା ସବୁ ଗାଁକୁ ବିଜୁଳି

ଢେଙ୍କାନାଳ ଅଫିସ, ୫।୨- ଢେଙ୍କାନାଳ ସର୍କିଟ୍‌ ହାଉସ୍‌ ପରିସରରେ ମଙ୍ଗଳବାର ଓଡ଼ିଶା ବିଧାନସଭା ବିଭାଗୀୟ ଷ୍ଟାଣ୍ଡିଂ କମିଟି-୧୦ ପକ୍ଷରୁ ଜିଲା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା, ଶକ୍ତି ଏବଂ ଅବକାରୀ ବିଭାଗର କାର୍ଯ୍ୟକ୍ରମର ସମୀକ୍ଷା କରାଯାଇଛି। କମିଟି ଅଧ୍ୟକ୍ଷ ବିଧାୟକ ସୁବ୍ରତ…

ପାଣି ପାଇଁ ରାସ୍ତାରୋକୋ

ଢେଙ୍କାନାଳ ଅଫିସ, ୪ା୨ ରାସ୍ତା ମରାମତି ଏବଂ ପାନୀୟ ଜଳଯୋଗାଣ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଢେଙ୍କାନାଳ ପୌରାଞ୍ଚଳର ୯ନଂ. ୱାର୍ଡ କଣ୍ଟାନାଳୀ ବାଉତିଖୋଲ ଅଞ୍ଚଳବାସୀ। ପ୍ରତିବାଦ ସ୍ବରୂପ ସେମାନେ ଏକାଠି ହୋଇ ସୋମବାର ପୂର୍ବାହ୍ନ ୮ଟାରୁ ୩ଘଣ୍ଟା ଧରି ଫଟାବନ୍ଧଠାରେ ଢେଙ୍କାନାଳ-ଭାପୁର…

ହଷ୍ଟେଲରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର

ପରଜଙ୍ଗ, ୪।୨(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗସ୍ଥିତ ଇନ୍ଦିରା ଗାନ୍ଧୀ ବୈଷୟିକ ଶିକ୍ଷାନୁଷ୍ଠାନ (ଆଇଜିଆଇଟି)ର ଅଗ୍ନିଭବନ ଛାତ୍ର ନିବାସରୁ ସୋମବାର ଡିପ୍ଲୋମା ୩ୟ ବର୍ଷ ଛାତ୍ର ପଙ୍କଜ ନାୟକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ମୃତ ଛାତ୍ରଙ୍କ ବାପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?