ଢେଙ୍କାନାଳ

ଭାଷାକୁ ଭଲ ପାଇଲେ ସମୃଦ୍ଧ ହେବ ସାହିତ୍ୟ

ଢେଙ୍କାନାଳ ଅଫିସ, ୩।୨: ମାଟି ମା’ ଓ ଭାଷାକୁ ସମସ୍ତେ ଭଲ ପାଇବା ଜରୁରୀ। ଭାଷାକୁ ଭଲ ପାଇଲେ ସୁରକ୍ଷିତ ହେବ ଏବଂ ଆମ ସାହିତ୍ୟ ସମୃଦ୍ଧ ହେବ ବୋଲି କହିଛନ୍ତି ରାଜ୍ୟ ସରକାରଙ୍କ ଆଇନ ବିଭାଗ ପ୍ରମୁଖ ସଚିବ ଶଶିକାନ୍ତ…

‘ବ୍ୟାପକ ହେଉ କଳାକାରଙ୍କୁ ଚିହ୍ନଟ ପ୍ରକ୍ରିୟା’

ଢେଙ୍କାନାଳ ଅଫିସ, ୩ା୨ : ସାଂସ୍କୃତିକ ଅନୁଷ୍ଠାନ ଶତରୂପା ପକ୍ଷରୁ ସ୍ଥାନୀୟ ଷ୍ଟାଡିୟମ୍‌ରେ ଦୁଇଦିନ ଧରି ଆୟୋଜିତ ହେଉଥିବା କାରୁବାକୀ ମହୋତ୍ସବ ରବିବାର ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଯାଇଛି। ଏମ୍‌ପି ମହେଶ ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ କହିଲେ, କଳା ଏବଂ କଳାକାରଙ୍କୁ…

ଦୀପ୍ତିଜ୍ୟୋତି ସୁପର ମଡେଲ

ଭୁବନ, ୨ା୨(ଡି.ଏନ.ଏ.) – ସର୍ବଭାରତୀୟସ୍ତରରେ ଆୟୋଜିତ ଏଆଇଡବ୍ଲ୍ୟଏ ସୁପର ମଡେଲ ପ୍ରତିଯୋଗିତାରେ ବାଜିମାତ୍‌ କରିଛନ୍ତି ଢେଙ୍କାନାଳ ଜିଲା ଭୁବନର ଦୀପ୍ତିଜ୍ୟୋତି ପଟ୍ଟନାୟକ (୨୪)। ବମ୍ବେରେ ଆୟୋଜିତ ଏହି ପ୍ରତିଯୋଗିତାରେ ୬ଜଣ ପୁଅ ଏବଂ ୬ଜଣ ଝିଅଙ୍କୁ ପଛରେ ପକାଇ ଶ୍ରେଷ୍ଠ ସ୍ଥାନ…

ଦୁର୍ନୀତିରେ ପରଜଙ୍ଗ ବ୍ଲକ ଜିଲାରେ ପ୍ରଥମ

ପରଜଙ୍ଗ,୨।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲାର ପରଜଙ୍ଗ ବ୍ଲକ ଦୁର୍ନୀତିର ଗନ୍ତାଘର ପାଲଟିଥିବା ଅଭିଯୋଗ ଆଣିଛି ଭାଜପା। ଏହାର ପ୍ରତିବାଦରେ ଆଗାମୀ ଦିନରେ ବ୍ଲକ ଘେରାଉ କରାଯିବ ବୋଲି ଦଳ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଶନିବାର ସ୍ଥାନୀୟ ଭାଜପା କାର୍ଯ୍ୟାଳୟରେ ଆୟୋଜିତ ମଣ୍ଡଳସ୍ତରୀୟ…

ସ୍ବାସ୍ଥ୍ୟ ବିଭାଗକୁ ‘କରୋନା’ ଚିନ୍ତା

ଢେଙ୍କାନାଳ ଅଫିସ, ୨।୨ – ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି ‘କରୋନା’ ଭାଇରସ୍‌। ଚାଇନାରୁ ଆରମ୍ଭ ହୋଇଥିବା ଏହି ସଂକ୍ରାମକ ରୋଗ ଦିନକୁ ଦିନ ନିଜର କାୟା ବିସ୍ତାର କରିଚାଲିଛି। ଭାରତରେ ମଧ୍ୟ ଏହାର ପଦଧ୍ୱନି ଶୁଣିବାକୁ ମିଳିଲାଣି। ଏବେସୁଦ୍ଧା…

ବୋଝ ଉପରେ ବୋଝ

ଏକଦା ହାତୀକୁ ନେଇ ଗର୍ବ କରୁଥିଲା ଢେଙ୍କାନାଳ। ହେଲେ ଏବେ ହାତୀ-ମଣିଷ ସଂଘର୍ଷ ପାଇଁ ଜାତୀୟସ୍ତରରେ ନିନ୍ଦିତ ହେଉଛି ଏହି ଜିଲା। ବର୍ଷତମାମ ହାତୀ ଉପଦ୍ରବ ବନ ବିଭାଗ ପାଇଁ ଚିନ୍ତାର କାରଣ ପାଲଟିଥିବାବେଳେ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ସାଜିଥିବା କପିଳାସ…

ବ୍ୟାପକ ହେବ ଏଲିଫ୍ୟାଣ୍ଟ ରେସ୍କ୍ୟୁ ସେଣ୍ଟର

ଢେଙ୍କାନାଳ ଅଫିସ, ୧।୨ – କପିଳାସ ଚିଡ଼ିଆଖାନା ପରିସରରେ ଥିବା ଏଲିଫ୍ୟାଣ୍ଟ ରେସ୍‌କ୍ୟୁ ସେଣ୍ଟରକୁ ଅଧିକ ବ୍ୟାପକ କରାଯିବ। ଅଗ୍ରାଧିକାର ଭିତ୍ତିରେ ଜୁ’ରେ ଥିବା ପ୍ରାଣୀଙ୍କ ପାଇଁ ଚିକିତ୍ସା ବ୍ୟବସ୍ଥା କରାଯିବ। ଉକ୍ତ କେନ୍ଦ୍ରରେ ହାତୀ ସମେତ ଅନ୍ୟ ବନ୍ୟପ୍ରାଣୀଙ୍କ ଚିକିତ୍ସା…

ଆହତ ହାତୀକୁ ଖୋଜିବ ଡ୍ରୋନ୍

ଢେଙ୍କାନାଳ ଅଫିସ, ୧।୨ – ଢେଙ୍କାନାଳ ସଦର ରେଞ୍ଜ୍‌ ଓଡ଼ାପଡ଼ା ବ୍ଲକ ୫୫ନଂ. ଜାତୀୟ ରାଜପଥର ପୋଡ଼ାପଡ଼ା ଛକରେ ଗୁରୁବାର ଭୋର ସମୟରେ ଦ୍ରୁତ ଗତିରେ ଆସୁଥିବା ୧୨ଚକିଆ ଟ୍ରକ୍‌ ଧକ୍କାରେ ଏକ ହାତୀର ମୃତ୍ୟୁ ଘଟିଥିଲା। ଦୁର୍ଘଟଣାରେ ଅନ୍ୟ ଏକ…

କେନ୍ଦ୍ର ମାନବ ସମ୍ବଳ ବିକାଶ ଯୁଗ୍ମ ସଚିବଙ୍କ ସମୀକ୍ଷା

ଢେଙ୍କାନାଳ ଅଫିସ, ୧ା୨ – କେନ୍ଦ୍ର ମାନବ ସମ୍ବଳ ବିକାଶ ବିଭାଗର ଯୁଗ୍ମ ସଚିବ ସଚିନ୍‌ ସିହ୍ନା ଏବଂ ରାଜ୍ୟ ସମଗ୍ର ଶିକ୍ଷା ପ୍ରକଳ୍ପ ନିର୍ଦ୍ଦେଶକ ଭୂପିନ୍ଦର ସିଂ ପୁନିଆ ଶୁକ୍ରବାର ଢେଙ୍କାନାଳ ଜିଲା ଗସ୍ତ କରି ବିଭିନ୍ନ ସରକାରୀ ବିଦ୍ୟାଳୟ…

ମିଠାମକା ଚାଷୀଙ୍କ ମନ ପିତା

କାମାକ୍ଷାନଗର, ୧ା୨ – ବଢୁଛି ମିଠା ମକା (ସୁଇଟ୍‌ କର୍ନ)ର ଆଦର। ପୌଷ୍ଟିକତତ୍ତ୍ୱରେ ଭରପୂର ହୋଇଥିବାରୁ ଏହା ପାଲଟିଛି ସମସ୍ତଙ୍କ ପସନ୍ଦ। ସାଧାରଣ ମକା ଚାଷଠାରୁ ଅଧିକ ଖର୍ଚ୍ଚ ହେଉଥିଲେ ହେଁ ଚାହିଦା ଥିବାରୁ ସୁଇଟକର୍ନ ଉପରେ ବେଶି ଫୋକସ୍‌ କରୁଛନ୍ତି…

ଟ୍ରକ୍‌ ଧକ୍କାରେ ହାତୀ ମୃତ୍ୟୁ ଘଟଣା: ଘଟଣାସ୍ଥଳ ପରିଦର୍ଶନ କଲେ ଅତିରିକ୍ତ ପିସିସିଏଫ୍‌

ଢେଙ୍କାନାଳ ଅଫିସ,୩୧।୧: ଢେଙ୍କାନାଳ ଜିଲା ଓଡ଼ପଡ଼ା ବ୍ଲକ ପୋଡ଼ପଡ଼ା ଛକ ୫୫ନଂ ଜାତୀୟ ରାଜପଥରେ ଦୁର୍ଘଟଣା ଘଟି ଗୋଟିଏ ହାତୀର ମୃତ୍ୟୁ ଘଟିଥିଲା। ଶୁକ୍ରବାର ଅତିରିକ୍ତ ପିସିସିଏଫ୍‌ ଶଶି ପଲ ଦୁର୍ଘଟଣାସ୍ଥଳରେ ପରିଦର୍ଶନ କରିଛନ୍ତି। ରେଞ୍ଜର, ବନ କର୍ମଚାରୀଙ୍କଠାରୁ ସେ ବିଭିନ୍ନ…

ଆବାସ, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ

ଢେଙ୍କାନାଳ ଅଫିସ,୩୧ା୧ – ଢେଙ୍କାନାଳ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ବୁଧବାର ଅପରାହ୍ନରେ ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ସ୍ବତନ୍ତ୍ର ପ୍ରକଳ୍ପ ନିର୍ଦ୍ଦେଶକ ରାଜେଶ ପ୍ରଭାକର ପାଟିଲ ଏକ ଗସ୍ତରେ ଆସି ବିଭିନ୍ନ ଯୋଜନାର ସମୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?