ଆଖି ନ ଥାଇ ଜୀବନ ଯୁଦ୍ଧର ବିଜେତା କୀର୍ତ୍ତନ: ୫ ପ୍ରାଣୀଙ୍କ ମୁହଁରେ ଫୁଟାଇଛନ୍ତି ହସ
କାମାକ୍ଷାନଗର, ୧୩।୧: ଆଖି ନାହିଁ। ଦେଖିପାରନ୍ତିନି ଦୁନିଆକୁ। ହେଲେ ଏହି ଦୁଃଖ କେବେ ଆସିନି ତାଙ୍କ ଓଠ ପାଖକୁ। ଖୁସ୍ ମିଜାଜ ଆଉ ହସହସ ମୁହଁରେ କେଇ ମିନିଟ ଭିତରେ ଅପରିଚିତ ମଣିଷକୁ ନିଜର କରିପାରୁଥିବା ଜୀବନ ଯୁଦ୍ଧର ଏହି ବିଜେତା ଜଣକ…
ଓଏଏସ୍ ପରୀକ୍ଷାରେ ୧୫୨ ର଼୍ୟାଙ୍କ୍:ଗୀତୁ ବଢ଼ାଇଲେ ଗୌରବ
ଢେଙ୍କାନାଳ ଅଫିସ, ୧୨।୧ ନିକଟରେ ପ୍ରକାଶିତ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ପରୀକ୍ଷାରେ ୧୫୨ ର଼୍ୟାଙ୍କ୍ ରଖି ଢେଙ୍କାନାଳ ଜିଲାର ଗୌରବ ବଢ଼ାଇଛନ୍ତି ସ୍ଥାନୀୟ କାରିଗର ସାହି ଅଞ୍ଚଳର ଗୀତୁ ବେହେରା। ପ୍ରଥମ ଥର ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବାରୁ ବେଶ୍ ଆତ୍ମସନ୍ତୁଷ୍ଟି…
ଯୁବକଙ୍କୁ ହାଜତରେ ମାଡ଼ ଘଟଣାରେ କାର୍ଯ୍ୟାନୁଷ୍ଠାନ: କଙ୍କଡ଼ାହାଡ଼ ଥାନା ଏଏସ୍ଆଇ ନିଲମ୍ବିତ
ଢେଙ୍କାନାଳ ଅଫିସ/କାମାକ୍ଷାନଗର(ଡି.ଏନ୍.ଏ.) ୧୧।୧ – ଆକ୍ରମଣର ଶିକାର ହୋଇଥିବା ଜଣେ ମହିଳାଙ୍କ ଏତଲା ନ ରଖିବା ଏବଂ ଏହାର ପ୍ରତିବାଦ କରିବାରୁ ଜଣେ ଯୁବକଙ୍କୁ ଥାନା ହାଜତରେ ଉଲଗ୍ନ କରି ନିସ୍ତୁକ ମାଡ଼ ମରାଯିବା ଅଭିଯୋଗ ଘଟଣାରେ କଙ୍କଡ଼ାହାଡ଼ ପୋଲିସ ବିରୋଧରେ…
ଫଟା ପାଇପ୍ରେ ପାନୀୟ ଜଳ ଯୋଗାଣ: ଲୋକଙ୍କୁ ମିଳୁନି, ରାସ୍ତାରେ ଭାସୁଛି
ପରଜଙ୍ଗ, ୧୦।୧(ଡି.ଏନ.ଏ.)- ‘ଜଳ ହିଁ ଜୀବନ’। ଜଳ ସଂରକ୍ଷଣ ବାର୍ତ୍ତା ଘରେ ଘରେ ପହଞ୍ଚାଇବାକୁ ଖର୍ଚ୍ଚ ହେଉଛି ଲକ୍ଷାଧିକ ଟଙ୍କା। ହେଲେ ଗ୍ରାମାଞ୍ଚଳରେ ଏହା କେବଳ ଲୋକଦେଖାଣିଆ ପାଲଟିଛି। କେଉଁଠି ପାଣି ପାଇଁ ଲୋକେ ଡହଳ ବିକଳ ହେଉଛନ୍ତି ତ ଆଉ…
ଜାନୁଆରୀ ୧୪ରୁ ଆଇଆଇଏମ୍ସିରେ ‘ଫିଲ୍ମି ଚକ୍କର-୩’
ଢେଙ୍କାନାଳ,୯।୧:: ଚଳଚ୍ଚିତ୍ରକୁ ନେଇ ଚର୍ଚ୍ଚା । ଚଳଚ୍ଚିତ୍ର ଉପରେ ଆଲୋଚନା । ପୁଣି ଚଳଚ୍ଚିତ୍ରର ବିଭିନ୍ନ ବିଭବକୁ ନେଇ କର୍ମଶାଳା । ଏସବୁର ସୁଯୋଗ ଆଣିଦେଇଛି ଭାରତୀୟ ଜନ ସଞ୍ଚାର ସଂସ୍ଥାନ, ଢେଙ୍କାନାଳ ପକ୍ଷରୁ ଆୟୋଜିତ ହେବାକୁ ଥିବା ଚଳଚ୍ଚିତ୍ର ସମ୍ପର୍କିତ…
ଡିହଡୋଳ ଫରେଷ୍ଟ ସେକ୍ସନରେ ଦନ୍ତା ଦୌରାତ୍ମ୍ୟ: ଆକ୍ରମଣରେ ମାମୁ, ଭାଣିଜୀ ସମେତ ୩ ଗୁରୁତର
ପରଜଙ୍ଗ, ୯।୧(ଡି.ଏନ.ଏ.) – ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନରେ ପୁଣିଥରେ ହାତୀ ଦୌରାତ୍ମ୍ୟ ଦେଖାଦେଇଛି। ଜନବସତିକୁ ପଶି ଆସିଥିବା ଏକ ଦନ୍ତା ହିଂସ୍ର ଆଚରଣ କରୁଛି। ଆମ୍ବପଳାସ ଗ୍ରାମ ଯୋଗୀସାହିରେ ବୁଧବାର ଭୋର୍ରେ ହାତୀ ଆକ୍ରମଣରେ ଟୁନା…
ଧାନ ଖଳାରେ ଦନ୍ତା ଦୌରାତ୍ମ୍ୟ: ଆକ୍ରମଣରେ ମାମୁଁ, ଭାଣିଜୀ ଗୁରୁତର
ପରଜଙ୍ଗ, ୮।୧(ଡି.ଏନ.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନରେ ପୁଣିଥରେ ହାତୀ ଦୌରାତ୍ମ୍ୟ ଦେଖାଦେଇଛି। ଜନବସତିକୁ ପଶି ଆସିଥିବା ଏକ ଦନ୍ତା ହିଂସ୍ର ଆଚରଣ କରୁଛି। ଆମ୍ବପଳାସ ଗ୍ରାମ ଯୋଗୀସାହିରେ ବୁଧବାର ଭୋର୍ରେ ହାତୀ ଆକ୍ରମଣରେ ଟୁନା ନାଥ…
ଜିଲାପାଳଙ୍କୁ ଦାବିପତ୍ର ଦେଲେ ଅଞ୍ଚଳବାସୀ: ଫାଣ୍ଡି ସ୍ଥାପନ, ହାତୀ ଉପଦ୍ରବ ରୋକାଯାଉ
ତାଳଚେର,୮ା୧(ନି.ପ୍ର.)- ତାଳଚେର ବ୍ଲକର ସନ୍ଥପଡ଼ା, ଗୁରୁଜାଙ୍ଗୁଲି ଏବଂ ବନ୍ତୋଲ ପଞ୍ଚାୟତର ବିଭିନ୍ନ ମୌଳିକ ସମସ୍ୟାର ସମାଧାନ ସହିତ ବହ୍ଲର ଛକଠାରେ ଏକ ଫାଣ୍ଡି ସ୍ଥାପନ ନିମନ୍ତେ ଅଞ୍ଚଳବାସୀ ସୋମବାର ଜିଲାପାଳଙ୍କ ଜନ ଅଭିଯୋଗ ଶୁଣାଣି ଶିବିରରେ ଦାବି କରିଛନ୍ତି। ସେହିପରି ପରଜଙ୍ଗ…
ମଦ୍ୟପ ସ୍ବାମୀଙ୍କ ନୃଶଂସକାଣ୍ଡ: ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା, ଶାଶୁ ଗୁରୁତର
ପରଜଙ୍ଗ, ୮।୧(ଡି.ଏନ.ଏ.)- ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ ଫାଣ୍ଡି ଅଧୀନ ପଙ୍ଗାତୀରା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ହତ୍ୟାକାଣ୍ଡ ଘଟିଛି। ମଦ୍ୟପ ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ଶାଶୁ ଗୁରୁତର ହୋଇଛନ୍ତି। ହତ୍ୟାକାଣ୍ଡ ପଛର କାରଣ ସ୍ବାମୀଙ୍କ…
୩୦୦ ଶ୍ରମିକଙ୍କୁ ବେଆଇନ ଛଟେଇ ଅଭିଯୋଗ: ଲେବର କଣ୍ଟ୍ରାକ୍ଟରଙ୍କ ବିରୋଧରେ ବିକ୍ଷୋଭ
ଢେଙ୍କାନାଳ ଅଫିସ, ୮।୧- ଢେଙ୍କାନାଳ ଜିଲା ଟାଟା ଷ୍ଟିଲ ବିଏସ୍ଏଲ୍ରେ ଲେବର କଣ୍ଟ୍ରାକ୍ଟରଙ୍କ ମନମୁଖି କାର୍ଯ୍ୟରେ ଅସନ୍ତୋଷ ପ୍ରକାଶ କରିଛି ଟାଟା ବିଏସ୍ଏଲ୍ ଇଣ୍ଡଷ୍ଟ୍ରିଜ୍ ଶ୍ରମିକ ୟୁନିୟନ। ଏହାର ପ୍ରତିବାଦରେ ମଙ୍ଗଳବାର ମଧ୍ୟାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।…
୩ କଲେଜ ପରିଦର୍ଶନ କଲେ ଢେଙ୍କାନାଳ ଏମ୍ପି: ସମସ୍ୟା ସମ୍ପର୍କରେ ଜଣାଇବାକୁ ପରାମର୍ଶ
ତାଳଚେର,୮ା୧(ନି.ପ୍ର.)- ଢେଙ୍କାନାଳ ଏମ୍ପି ମହେଶ ସାହୁ ମଙ୍ଗଳବାର ତାଳଚେର ଅଞ୍ଚଳର ହିଙ୍ଗୁଳା ମହାବିଦ୍ୟାଳୟ, ବଲଣ୍ଡାସ୍ଥିତ ନୀଳକେଣ୍ଠଶ୍ୱର ମହାବିଦ୍ୟାଳୟ ଏବଂ ଥର୍ମାଲର ଗଡତଳ ଆଞ୍ଚଳିକ ମହାବିଦ୍ୟାଳୟ ପରିଦର୍ଶନ କରିଥିଲେ। ଏହି ଅବସରରେ ଏମ୍ପି ସାହୁ ଉକ୍ତ କଲେଜଗୁଡିକର ଶିକ୍ଷାନୀତି, ଶୈକ୍ଷିକ ବାତାବରଣ, ପାଠପଢ଼ା…
ହାତୀ ଆକ୍ରମଣରେ ବୃଦ୍ଧ ଗୁରୁତର
ପରଜଙ୍ଗ,୭।୧(ଡି.ଏନ୍.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ଲୋଧଣି ପଞ୍ଚାୟତ ପାଳସାହି ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ସେ ହେଲେ ଉକ୍ତ ଗ୍ରାମର ସୁଦର୍ଶନ ସାମଲ (୭୦)। ସୂଚନାଯୋଗ୍ୟ, ସୋମବାର ବିଳମ୍ବିତ ରାତିରେ…
Archives


