ଢେଙ୍କାନାଳ

ଟ୍ରକ୍‌ ଧକ୍କାରେ ହାତୀର ଜୀବନଗଲା

ଢେଙ୍କାନାଳ ଅଫିସ୍‌, ୩୦।୧: ଢେଙ୍କାନାଳ ଜିଲା ଓଡପଡା ବ୍ଲକ ପୋଡାପଡା ଛକ ଏନଏଚ-୫୫ରେ ଗୁରୁବାର ଭୋରୁ ଟ୍ରକ ଧକ୍କାରେ ଏକ ହାତୀର ମୃତ୍ୟୁ ଘଟିଛି। ଟ୍ରକ ତଳେ ମୃତ ହାତୀଟି ଚାପି ହୋଇ ରହିଥିବାବେଳେ ତା’ ଦାନ୍ତଟି ଭାଙ୍ଗି ଅନ୍ୟ ଏକ…

ସାଲାଇନ ନେବାବେଳେ ଛାତ୍ରଙ୍କ ମୃତ୍ୟୁ

ଢେଙ୍କାନାଳ ଅଫିସ, ୩୦।୧: ଢେଙ୍କାନାଳ ସହରସ୍ଥିତ ଗାନ୍ଧୀମନ୍ଦିର ରୋଡ୍‌ ନିକଟରେ ଥିବା ଏକ ଘରୋଇ କ୍ଲିନିକରେ ସାଲାଇନ ନେଉଥିବାବେଳେ ବୁଧବାର ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଅମୀର କୁମାର ଜେନା (୨୬)। ଚିକିତ୍ସାରେ ଅବହେଳା…

ନିୟମିତ ତଦାରଖ ହେବ ସରକାରୀ ଯୋଜନା

ଢେଙ୍କାନାଳ ଅଫିସ, ୩୦।୧: ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ବୁଧବାର ‘୫-ଟି’, ମୋ ସରକାର କାର୍ଯ୍ୟକ୍ରମ ସମେତ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ଉତ୍ତରାଞ୍ଚଳ ରାଜସ୍ବ କମିଶନର (ଆର୍‌ଡିସି) ନିରଞ୍ଜନ ସାହୁ। ଏହି ଅବସରରେ ସେ ଅଧିକାରୀଙ୍କ ଉଦ୍ଦେଶ୍ୟରେ…

ଅସମ୍ପୂର୍ଣ୍ଣ ଘର ଆଗରେ ପ୍ରଶାସକଙ୍କ ଧାରଣା

କାମାକ୍ଷାନଗର, ୨୯।୧(ଡି.ଏନ.ଏ.) – ଆବାସ ଯୋଜନାରେ ପୁଳାପୁଳା ଦୁର୍ନୀତିକୁ ନେଇ ନିନ୍ଦିତ ହେଉଛି ଢେଙ୍କାନାଳ ଜିଲା ପ୍ରଶାସନ। ବିଶେଷ କରି ପରଜଙ୍ଗ, କଙ୍କଡ଼ାହାଡ଼ ବ୍ଲକରେ ଏହା ସୀମା ଟପିଛି। ହେଲେ କାମାକ୍ଷାନଗର ବ୍ଲକରୁ ଏହାର ଓଲଟା ଚିତ୍ର ପଦାକୁ ଆସିଛି। ପ୍ରଶାସନିକ…

ଖୁଦଖାଇ ନାଳ ନିକଟରୁ ହାତୀଛୁଆର ମୃତଦେହ ଉଦ୍ଧାର, କାଦୁଅରେ ଫସି ମୃତ୍ୟୁ ସନ୍ଦେହ

କାମାକ୍ଷାନଗର,୨୮।୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ ତୁରୁସିଙ୍ଗା ଖୁଦଖାଇ ନାଳ ନିକଟରୁ ମଙ୍ଗଳବାର ଏକ ହାତୀଛୁଆର ମୃତଦେହ ଉଦ୍ଧାର କରାଯାଇଛି। କାଦୁଅରେ ଫସି ଯାଇ ହାତୀ ଛୁଆଟିର ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି। ହାତୀଟିର ବୟସ ପ୍ରାୟ ଏକ ମାସ…

କପିଳାସ ଆଣିବାକୁ ମସୁଧା

ଢେଙ୍କାନାଳ ଅଫିସ,୨୮ା୧ କିଛି ଦିନ ତଳେ ତାଳଚେରରେ ଉପଦ୍ରବ କରୁଥିବା ନରହନ୍ତା ଦନ୍ତାକୁ କପିଳାସ କପିଳାସ ଚିଡିଆଖାନା ପରିସରରେ ଥିବା ଏଲିଫ୍ୟାଣ୍ଟ ରେସକ୍ୟୁ ସେଣ୍ଟରକୁ ଅଣାଯାଇଥିବାବେଳେ ଏବେ ଆଉ ଏକ ଦନ୍ତାକୁ ସେଠାକୁ ଅଣାଯିବାକୁ ମସୁଧା କରାଯାଉଥିବା ସୂଚନା ମିଳିଛି। ଉଗ୍ର…

କପିଳାସରେ ହେବ ରୋପ୍‌ୱେ

ଢେଙ୍କାନାଳ ଅଫିସ,୨୮ା୧ ଢେଙ୍କାନାଳର ପ୍ରସିଦ୍ଧ ଶୈବପୀଠ କପିଳାସରେ କାର୍ଯ୍ୟକାରୀ ହେବ ରୋପ୍‌ଓ୍ବେ। ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବରେ ଯୋଗଦେଇ ଏହି ସୂଚନା ଦେଇଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକଚନ୍ଦ୍ର ପଣ୍ଡା। କପିଳାସ ସମେତ ରାଜ୍ୟର ୪ଟି ପର୍ଯ୍ୟଟନସ୍ଥଳୀରେ…

ଢେଙ୍କାନାଳରେ ସାଧାରଣତନ୍ତ୍ର ଦିବସ

ଭୁବନ,୨୬।୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନ ପକ୍ଷରୁ ରବିବାର ୭୧ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ସେଥି ମଧ୍ୟରୁ ଏନ୍‌ଏସି କାର୍ଯ୍ୟାଳୟରେ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରମୋଦ କୁମାର ବରାଳ ମୁଖ୍ୟ ଅତିଥି…

କଣ୍ଠରେ ମୃଦଙ୍ଗଠୁ ଭାଓଲିନ୍‌

ଭୁବନ, ୨୬ା୧ – ବିଦ୍ୟୁତ୍‌ ଆଘାତରେ ରୁଦ୍ଧ ହୋଇଯାଇଥିଲା କଣ୍ଠସ୍ବର। ଆଉ କେବେ ଅର୍କେଷ୍ଟ୍ରାରେ ଗୀତ ଗାଇପାରିବେ କି ନାହଁ ତାହାକୁ ନେଇ ସୃଷ୍ଟି ହୋଇଥିଲା ଅନେକ ଆଶଙ୍କା, ଦ୍ୱନ୍ଦ୍ୱ। ହେଲେ ଏହି ଦୁର୍ଘଟଣା ହିଁ ଏବେ ପାଲଟିଯାଇଛି ତାଙ୍କ ପାଇଁ…

ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ଢେଙ୍କାନାଳ ଅଫିସ, ୨୫।୧ ଢେଙ୍କାନାଳ ସ୍ବତନ୍ତ୍ର ପୋକ୍‌ସୋ ଅଦାଲତରେ ଶୁକ୍ରବାର ୨୦୧୬ରେ ସଂଘଟିତ ଏକ ନାବାଳିକା ବଳାତ୍କାର ଏବଂ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ସ୍ବତନ୍ତ୍ର ପୋକ୍‌ସୋ ଅଦାଲତ ବିଚାରପତି ରାଜକିଶୋର ମହାପାତ୍ର ମାମଲାର ଅଭିଯୁକ୍ତ ଶିବାନନ୍ଦ ପ୍ରଧାନଙ୍କୁ ଦୋଷୀସାବ୍ୟସ୍ତ…

ଦନ୍ତାକୁ ନେଇ କମୁନି ଚିନ୍ତା

ଢେଙ୍କାନାଳ ଅଫିସ, ୨୫।୧ ତାଳଚେରରେ ଆତଙ୍କ ସୃଷ୍ଟି କରିଥିବା ନରହନ୍ତା ଦନ୍ତାକୁ କପିଳାସ ଚିଡ଼ିଆଖାନାକୁ ଅଣାଯିବା ପରେ ଅଡୁଆରେ ପଡ଼ିଛି ବନ ବିଭାଗ। ହାତୀ ଆୟତ୍ତ ବାହାରକୁ ଚାଲିଯାଉଛି। କାଳେ ଦନ୍ତା ଲୁହା ଚେନ୍‌ ଛିଣ୍ଡାଇ ଦର୍ଶକଙ୍କ ପାଇଁ ବିପଦ ସୃଷ୍ଟି…

ଜାତୀୟସ୍ତରକୁ ମନୋନୀତ ହେଲା ମଡେଲ

ପରଜଙ୍ଗ, ୨୪।୧(ଡି.ଏନ.ଏ.) ପୂର୍ବ ଭାରତ ବିଜ୍ଞାନ ମେଳାରେ ଚମକିଛନ୍ତି ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁଲେଇସ୍ଥିତ ତାଳେଶ୍ୱର ବିଦ୍ୟାପୀଠର ଦଶମ ଶ୍ରେଣୀ ଛାତ୍ରୀ ଚୁଲ୍‌ବୁଲି ଜେନା। ତାଙ୍କ ଦ୍ୱାରା ପ୍ରଦର୍ଶିତ ବିଜ୍ଞାନ ମଡେଲ ‘ଫିଙ୍ଗର ପ୍ରିଣ୍ଟ ବେସଡ ରାଶନ ଡିଷ୍ଟ୍ରିବ୍ୟୁଶନ ସେଣ୍ଟର’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?