ଢେଙ୍କାନାଳ

ଫେବୃୟାରୀ ୨୧ରେ କପିଳାସ ଜାଗରଯାତ୍ରା

ଢେଙ୍କାନାଳ ଅଫିସ, ୨୧।୧ କପିଳାସ କ୍ଷେତ୍ରାଧିପତି ମହାପ୍ରଭୁ ଶ୍ରୀ ଚନ୍ଦ୍ରଶେଖର ଜୀଉଙ୍କ ପ୍ରସିଦ୍ଧ ଜାଗରଯାତ୍ରା ଫେବୃୟାରୀ ୨୧ରେ ଅନୁଷ୍ଠିତ ହେବ। ଏହାକୁ ଶୃଙ୍ଖଳିତ କରିବାକୁ ସୋମବାର ଅପରାହ୍ନ ସାଢ଼େ ୩ଟାରେ ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।…

ପଥର ବ୍ଲାଷ୍ଟିଂକୁ ନେଇ ତେଜିଲା ଅସନ୍ତୋଷ

କାମାକ୍ଷାନଗର, ୨୧।୧(ଡି.ଏନ.ଏ.) ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ଝିଲ୍ଲୀ ଗ୍ରାମରେ ପଥର ବ୍ଲାଷ୍ଟିଂକୁ ନେଇ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ଏହାର ପ୍ରତିବାଦରେ ଗତ ରବିବାର ଅଞ୍ଚଳର ଶତାଧିକ ମହିଳା କ୍ରଶର ଆଗରେ ଧାରଣାରେ ବସିଥିଲେ। ସମସ୍ୟା ସମାଧାନ ଦାବିରେ ସୋମବାର…

କ୍ରାଇମବ୍ରାଞ୍ଚ ତଦନ୍ତ ଦାବିରେ ଥାନା ଘେରାଉ

ପାଲଲହଡା,୨୦ା୧(ଡି.ଏନ.ଏ.)-ଆଦିବାସୀ ଯୁବକ ବୁଧୁରାମ କୂଂକାଲଙ୍କ ମୃତ୍ୟୁ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ, କ୍ଷତିପୂରଣ ପ୍ରଦାନ ଏବଂ ଦୋଷୀ ବନକର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ସୋମବାର ସ୍ଥାନୀୟ ଆଦିବାସୀ ମଞ୍ଚ ଏବଂ ହୋ ସମାଜ ପକ୍ଷରୁ ପାଲଲହଡା ଥାନା ଘେରାଉ କରାଯାଇଛି। ଆଦିବାସୀ ନେତା…

ଜଳିଗଲା ୧୧ ଏକର ଆଖୁ ଫସଲ

ଢେଙ୍କାନାଳ ଅଫିସ, ୨୦।୧: ଢେଙ୍କାନାଳ ସଦର ଥାନା ଭୋଜଦେଈପୁର ଗ୍ରାମ ଶିବ ମନ୍ଦିର ନିକଟ ଆଖୁ ଜମିରେ ରବିବାର ଅପରାହ୍ନ ୪ଟାରେ ଅଗ୍ନିକାଣ୍ଡ ଘଟି ପ୍ରାୟ ୧୧ଏକର ଫସଲ ପୋଡ଼ିଯାଇଛି। ଏଥିରେ ବିନୋଦିନୀ ଖିଲାର, ସସ୍ମିତା ନନ୍ଦ, କୁମୁଦିନୀ ମଲ୍ଲିକ, ଅବନ୍ତୀ…

ବଦଳିବ ଯାଉଁଳିପୋଖରୀ ମଠ ରୂପରେଖ

ଢେଙ୍କାନାଳ ଅଫିସ, ୨୦।୧: ବଦଳିବ ଐତିହ୍ୟସମ୍ପନ୍ନ ଯାଉଁଳିପୋଖରୀ ମଠର ରୂପରେଖ। ଏହାର ଉନ୍ନତୀକରଣ ଲାଗି ଆରମ୍ଭ ହୋଇଛି ପ୍ରୟାସ। ଏ ନେଇ ରବିବାର ମଠାଧୀଶ ମହନ୍ତ ମୋହନଦାସଜୀ ମହାରାଜଙ୍କ ପୌରୋହିତ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଏମ୍‌ପି…

ପୁରୁଣା ଘର ଫଟୋ ଉଠାଇ ବିଲ୍‌

ପରଜଙ୍ଗ, ୧୯।୧(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକରେ ଯୁଆଡ଼େ ଉଣ୍ଡିଲେ ବାରି ହୋଇପଡୁଛି ଦୁର୍ନୀତିର ଗନ୍ଧ। ସବୁ ଅନିୟମିତତାର ଚେର ଯାଇ ଅଟକୁଛି ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଖରେ। ପାଟରପଦା, କଲଦା ପଞ୍ଚାୟତରେ ଆବାସ ଯୋଜନା ହଟଚମଟକୁ ନେଇ ଚର୍ଚ୍ଚା…

ଅଙ୍ଗନଓ୍ବାଡି କେନ୍ଦ୍ର ନିକଟରେ ମୁକୁଳା ଟ୍ରାନ୍ସଫର୍ମର

ଢେଙ୍କାନାଳ ଅଫିସ, ୧୯।୧ – ଢେଙ୍କାନାଳ ସଦର ବ୍ଲକ ଗେଙ୍ଗୁଟିଆ ତଳସାହି ଅଙ୍ଗନୱାଡି କେନ୍ଦ୍ର ସମ୍ମୁଖରେ ଥିବା ଉଚ୍ଚ କ୍ଷମତାସମ୍ପନ୍ନ ଦୁଇଟି ଟ୍ରାନ୍ସଫର୍ମର ମୁକୁଳା ପଡ଼ିଛି। ଘେରାବନ୍ଦୀ କରାଯାଇ ନ ଥିବାରୁ ପାଠ ପଢ଼ିବାକୁ ଆସୁଥିବା ପିଲାମାନେ ଅସୁରକ୍ଷିତ ଅବସ୍ଥାରେ ଯାତାୟାତ…

୨.୫ ଲକ୍ଷ ଟଙ୍କାର କାଠ ଜବତ

ଢେଙ୍କାନାଳ ଅଫିସ, ୧୮ା୧ – ଢେଙ୍କାନାଳ ସଦର ରେଞ୍ଜ୍‌ ତାଳବରକୋଟ ଗ୍ରାମ ନିକଟ ଶାମୁକାତଇଲା ଶାଳ ଜଙ୍ଗଲରେ କାଠମାଫିଆ ସକ୍ରିୟ ହୋଇଉଠିଛନ୍ତି। ବନ ବିଭାଗ ସ୍ଥାଣୁ ପାଲଟିଥିବାବେଳେ ଏହାର ସୁଯୋଗରେ ଜଙ୍ଗଲରୁ ମୂଲ୍ୟବାନ କାଠ ଚାଲାଣ କରାଯାଉଛି। ଶୁକ୍ରବାର ଅପରାହ୍ନରେ ସ୍ଥାନୀୟ…

ବିଭାଗ ଉପରେ ବର୍ଷିଲେ ଚାଷୀ

ରାସୋଳ, ୧୮।୧(ଡି.ଏନ.ଏ.) – ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ସାପୁଆ ଡ୍ୟାମ ନିକଟରେ ଶୁକ୍ରବାର ପାଣି ପଞ୍ଚାୟତ ପକ୍ଷ ପାଳିତ ହୋଇଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବିଧାୟିକା ସୀମାରାଣୀ ନାୟକ, ମୁଖ୍ୟବକ୍ତା ଅଧୀକ୍ଷଣ ଯନ୍ତ୍ରୀ ଦୀପ୍ତିରଞ୍ଜନ ପଣ୍ଡା ଏବଂ ସମ୍ମାନିତ…

ବିଦ୍ୟୁତ୍‌ ଫାଶରେ ହାତୀ

ଢେଙ୍କାନାଳ ଅଫିସ, ୧୮।୧ – ଅସୁରକ୍ଷିତ ହାତୀବଂଶ। ଜଙ୍ଗଲରେ ଖାଦ୍ୟାଭାବ, ଶିକାରୀ ଭୟ। ଜଙ୍ଗଲ ତଳି ଅଞ୍ଚଳରେ ବିଦ୍ୟୁତ୍‌ ଫାଶ। ପାଦେ ପାଦେ ଜୀବନ ପ୍ରତି ବିପଦ ଧରି ଅସ୍ତିତ୍ୱ ବଞ୍ଚାଇବାକୁ ସଂଘର୍ଷ କରୁଛି ଏହି ବିଶାଳକାୟ ପ୍ରାଣୀ। ଢେଙ୍କାନାଳ ଜିଲାରେ…

ବକେୟା ବାଦ୍‌ ଦିଅ, ନଗଦ ବିଲ୍‌ ଆଦାୟ କର

ଢେଙ୍କାନାଳ ଅଫିସ, ୧୮।୧ – ବକେୟା ବିଦ୍ୟୁତ୍‌ ବିଲ୍‌ ପୈଠ କରୁଥିବା ଉପଭୋକ୍ତାଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି ସେସୁ। ଏହାକୁ ନେଇ ସାଧାରଣରେ ପ୍ରତିକ୍ରିୟା ପ୍ରକାଶ ପାଇଛି। ଏ ନେଇ ଶୁକ୍ରବାର ସନ୍ଧ୍ୟାରେ ଜିଲାର ବିଦ୍ୟୁତ୍‌ ଉପଭୋକ୍ତା ସୁରକ୍ଷା…

ବିଦ୍ୟୁତ୍‌ ଫାଶ ନେଲା ଦନ୍ତା ଜୀବନ

ସାତମାଇଲ, ୧୫।୧(ଡି.ଏନ.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ବନାଞ୍ଚଳରେ ଶିକାରୀଙ୍କ ବିଦ୍ୟୁତ୍‌ ତାର ନେଇଛି ଏକ ଦନ୍ତା ଜୀବନ। ସାତମାଇଲ ନିକଟ ଗୁରିଲୋ କାଜୁପଡ଼ିଆରୁ ବୁଧବାର ଉକ୍ତ ହାତୀର ମୃତଦେହ ଉଦ୍ଧାର କରାଯାଇଛି। କାଜୁ ବଗିଚାରେ ଏକ ଦନ୍ତା ମରି ପଡ଼ିଥିବା ଦେଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?