ଢେଙ୍କାନାଳ

ମଦ୍ୟପ ସ୍ବାମୀଙ୍କ ନୃଶଂସକାଣ୍ଡ: ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା, ଶାଶୁ ଗୁରୁତର

ପରଜଙ୍ଗ, ୮।୧(ଡି.ଏନ.ଏ.)- ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ ଫାଣ୍ଡି ଅଧୀନ ପଙ୍ଗାତୀରା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ହତ୍ୟାକାଣ୍ଡ ଘଟିଛି। ମଦ୍ୟପ ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ଶାଶୁ ଗୁରୁତର ହୋଇଛନ୍ତି। ହତ୍ୟାକାଣ୍ଡ ପଛର କାରଣ ସ୍ବାମୀଙ୍କ…

୩୦୦ ଶ୍ରମିକଙ୍କୁ ବେଆଇନ ଛଟେଇ ଅଭିଯୋଗ: ଲେବର କଣ୍ଟ୍ରାକ୍ଟରଙ୍କ ବିରୋଧରେ ବିକ୍ଷୋଭ

ଢେଙ୍କାନାଳ ଅଫିସ, ୮।୧- ଢେଙ୍କାନାଳ ଜିଲା ଟାଟା ଷ୍ଟିଲ ବିଏସ୍‌ଏଲ୍‌ରେ ଲେବର କଣ୍ଟ୍ରାକ୍ଟରଙ୍କ ମନମୁଖି କାର୍ଯ୍ୟରେ ଅସନ୍ତୋଷ ପ୍ରକାଶ କରିଛି ଟାଟା ବିଏସ୍‌ଏଲ୍‌ ଇଣ୍ଡଷ୍ଟ୍ରିଜ୍‌ ଶ୍ରମିକ ୟୁନିୟନ। ଏହାର ପ୍ରତିବାଦରେ ମଙ୍ଗଳବାର ମଧ୍ୟାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।…

୩ କଲେଜ ପରିଦର୍ଶନ କଲେ ଢେଙ୍କାନାଳ ଏମ୍‌ପି: ସମସ୍ୟା ସମ୍ପର୍କରେ ଜଣାଇବାକୁ ପରାମର୍ଶ

ତାଳଚେର,୮ା୧(ନି.ପ୍ର.)- ଢେଙ୍କାନାଳ ଏମ୍‌ପି ମହେଶ ସାହୁ ମଙ୍ଗଳବାର ତାଳଚେର ଅଞ୍ଚଳର ହିଙ୍ଗୁଳା ମହାବିଦ୍ୟାଳୟ, ବଲଣ୍ଡାସ୍ଥିତ ନୀଳକେଣ୍ଠଶ୍ୱର ମହାବିଦ୍ୟାଳୟ ଏବଂ ଥର୍ମାଲର ଗଡତଳ ଆଞ୍ଚଳିକ ମହାବିଦ୍ୟାଳୟ ପରିଦର୍ଶନ କରିଥିଲେ। ଏହି ଅବସରରେ ଏମ୍‌ପି ସାହୁ ଉକ୍ତ କଲେଜଗୁଡିକର ଶିକ୍ଷାନୀତି, ଶୈକ୍ଷିକ ବାତାବରଣ, ପାଠପଢ଼ା…

ହାତୀ ଆକ୍ରମଣରେ ବୃଦ୍ଧ ଗୁରୁତର

ପରଜଙ୍ଗ,୭।୧(ଡି.ଏନ୍‌.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ଲୋଧଣି ପଞ୍ଚାୟତ ପାଳସାହି ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ସେ ହେଲେ ଉକ୍ତ ଗ୍ରାମର ସୁଦର୍ଶନ ସାମଲ (୭୦)। ସୂଚନାଯୋଗ୍ୟ, ସୋମବାର ବିଳମ୍ବିତ ରାତିରେ…

ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ, ଶାଶୁ ଗୁରୁତର

ପରଜଙ୍ଗ, ୭।୧(ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ଅଧୀନ ପଙ୍ଗାତିରା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି । ସ୍ବାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀର ମୃତ୍ୟୁ ହୋଇଥିବାବେଳେ ଶାଶୁ ଗୁରୁତର ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ଗତ…

ଓଏଏସ୍‌ ପରୀକ୍ଷା: ଶାରଦାପ୍ରସନ୍ନଙ୍କୁ ୧୫ ର଼୍ୟାଙ୍କ

ଓଡ଼ାପଡ଼ା,୭।୧(ଡି.ଏନ.ଏ.) ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ପରୀକ୍ଷାରେ ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଅଧୀନ ଓଡ଼ାପଡ଼ା ଗ୍ରାମର ଶାରଦା ପ୍ରସନ୍ନ ପଣ୍ଡା ସମଗ୍ର ରାଜ୍ୟରେ ୧୫ନଂ. ର଼୍ୟାଙ୍କରେ କୃତିତ୍ୱର ସହ ଉତ୍ତୀର୍ଣ୍ଣ ହୋଇଛନ୍ତି। ସୋମବାର ପରୀକ୍ଷା ଫଳ ପ୍ରକାଶ ପାଇବାପରେ ଆଖପାଖ…

ଢେଙ୍କାନାଳରୁ ବାହୁଡ଼ିଲେ ୧୧୦ ହାତୀ

ଢେଙ୍କାନାଳ ଅଫିସ, ୭।୧ ପଡ଼ୋଶୀ ଜିଲାରୁ ଢେଙ୍କାନାଳକୁ ଚାଲିଆସିଥିବା ହାତୀପଲ ବାହୁଡ଼ିବା ଆରମ୍ଭ କରିଛନ୍ତି। ଗତ ଅଗଷ୍ଟରୁ ଚଳିତ ୫ ତାରିଖ ସୁଦ୍ଧା ୧୧୦ ହାତୀ ଅନ୍ୟ ଜିଲାକୁ ପଳାଇଛନ୍ତି। ପୂର୍ବ ବାସସ୍ଥାନକୁ ହାତୀ ଫେରିବା ପରେ ଜିଲା ବନ ବିଭାଗ…

ମଣ୍ଡି ଖୋଲିବାରେ ବିଳମ୍ବ: ପ୍ରତିବାଦରେ ଚାଷୀଙ୍କ ଧାରଣା

ବନ୍ତଳା,୬ା୧(ଡି.ଏନ.ଏ.)- ଧାନମଣ୍ଡି ଖୋଲାଯିବାରେ ବିଳମ୍ବ ପ୍ରତିବାଦରେ ଅନୁଗୋଳ ବ୍ଲକ ମାଟିଆସାହି ପଞ୍ଚାୟତ ପୁରୁଣାଗଡ଼ରେ ଥିବା ସେବା ସମବାୟ ସମିତି ସମ୍ମୁଖରେ ସୋମବାର ୫୦ରୁ ଊଦ୍ଧର୍‌ବ ଚାଷୀ ଧାରଣା ଦେଇଥିଲେ। ଚାଷୀମାନେ ଅଭିଯୋଗ କରିଛନ୍ତି ଯେ, ଜିଲାର ବିଭିନ୍ନ ସମବାୟ ସମିତିରେ ଧାନମଣ୍ଡି…

୧୨ ଫୁଟର ଅଜଗର ଉଦ୍ଧାର

କାମାକ୍ଷାନଗର, ୬।୧(ଡି.ଏନ.ଏ.) କାମାକ୍ଷାନଗର ବ୍ଲକ ତୁମୁସିଙ୍ଗା ଥାନା ସୋଗରପାଟଣା ଗ୍ରାମର ଅଚ୍ୟୁତ ସ୍ବାଇଁଙ୍କ ବାଡ଼ିପଟୁ ରବିବାର ୧୨ଫୁଟ ଲମ୍ବର ଏକ ଅଜଗର ସାପ ଉଦ୍ଧାର କରାଯାଇଛି। ସାପଟି ବାଡ଼ିରେ ଥିବା ଦେଖି କେତେଜଣ ଯୁବକ ସ୍ନେକ୍‌ ହେଲ୍ପ ଲାଇନ ସଦସ୍ୟ ମହେନ୍ଦ୍ର ପ୍ରତାପ…

୨୨ରେ ନିଯୁକ୍ତି ମେଳା: ବ୍ୟାପକ ପ୍ରଚାର ଉପରେ ଫୋକସ୍‌

ଢେଙ୍କାନାଳ ଅଫିସ, ୫।୧ – ଢେଙ୍କାନାଳ ମିନି ଷ୍ଟାଡିୟମଠାରେ ଆସନ୍ତା ୨୨ ତାରିଖରେ ଜିଲାସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହେବ। ଏହି ଉପଲକ୍ଷେ ଶନିବାର ପୂର୍ବାହ୍ନ ୧୧ଟାରେ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ…

ସହରରେ ମାତିଲେ ଡକାୟତ: ଆକ୍ରମଣରେ ୪ ଫାଇନାନ୍ସ କର୍ମଚାରୀ ଗୁରୁତର

ଢେଙ୍କାନାଳ ଅଫିସ, ୫।୧ – ଢେଙ୍କାନାଳ ସହରର ଅନ୍ୟତମ ଜନବହୁଳପୂର୍ଣ୍ଣ ଅଞ୍ଚଳ ଭାବେ ପରିଚିତ କୁଞ୍ଜକାନ୍ତ ଲଳିତ ନଗରରେ ଶନିବାର ରାତି ୯ଟାରେ ସଶସ୍ତ୍ର ଡକାୟତି ହୋଇଛି। କଳାମୁଖା ଏବଂ ହେଲ୍‌ମେଟ ପିନ୍ଧିଥିବା ୭ଜଣ ଦୁର୍ବୃତ୍ତ ସେଣ୍ଟ୍ରମ୍‌ ମାଇକ୍ରୋ କ୍ରେଡିଟ୍‌ ଫାଇନାନ୍ସ…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା: ବୋହୂର ସ୍ବୀକୃତି ଦାବି କଲେ ଯୁବତୀ

ପରଜଙ୍ଗ, ୫।୧୨(ଡି.ଏନ.ଏ.) – ବୋହୂର ସ୍ବୀକୃତି ଦାବିକରି ଜଣେ ଯୁବତୀ ପ୍ରେମିକଙ୍କ ଘର ବାରଣ୍ଡାରେ ଦୁଇଦିନ ହେଲା ଧାରଣାରେ ବସିବା ଘଟଣା ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଆମ୍ବପଳାସ ଗ୍ରାମରେ ଚର୍ଚ୍ଚାର ବିଷୟ ହୋଇଛି। ନ୍ୟାୟ ନ ମିଳିଲେ ପୀଡ଼ିତା ଜଣକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri