Odisha Elections 2024

ଢେଙ୍କାନାଳ

ବ୍ରାହ୍ମଣୀରୁ ଉଦ୍ଧାର ମୃତଦେହକୁ ନେଇ ବିବାଦ: ଗୋଟିଏ ମୃତଦେହ, ଦୁଇ ଦାବିଦାର

ଭୁବନ/ପରଜଙ୍ଗ, ୧୪ା୯(ଡି.ଏନ.ଏ.) – ଢେଙ୍କାନାଳ ଜିଲା ଭୁବନ ଥାନା ଓଢ଼ଣା-ମାଳପୁରା ଗ୍ରାମ ନିକଟରେ ପ୍ରବାହିତ ବ୍ରାହ୍ମଣୀ ନଦୀରୁ ଶୁକ୍ରବାର ଉଦ୍ଧାର ହୋଇଥିବା ଏକ ମୃତଦେହକୁ ନେଇ ଦେଖାଦେଇଛି ବିବାଦ। ଉକ୍ତ ମୃତଦେହ ପରଜଙ୍ଗ ଥାନା କୁନ୍ଦନଦେଈପୁର ଡଙ୍ଗାବୁଡ଼ି ଘଟଣାର ନିଖୋଜ...

୧୫ରୁ ନେପାଳରେ ଅନ୍ତର୍ଜାତୀୟ ପ୍ରବାସୀ ଓଡ଼ିଆ ସମାବେଶ: ଓଡ଼ିଶାରୁ ଯାତ୍ରାକଲେ ୨୦ ଜଣିଆ ଦଳ

ଢେଙ୍କାନାଳ ଅଫିସ, ୧୪ା୯ – ନେପାଳର ଆଧ୍ୟାତ୍ମିକ ସହର କାଠମାଣ୍ଡୁରେ ସେପ୍ଟେମ୍ବର ୧୫ରୁ ୩ଦିନ ଧରି ଆୟୋଜିତ ହେଉଛି ଅନ୍ତର୍ଜାତୀୟ ପ୍ରବାସୀ ଓଡ଼ିଆ ସମାବେଶ। ବିଶ୍ୱ ଓଡ଼ିଶା ନେପାଳ ମୈତ୍ରୀ ପରିଷଦ ଏବଂ ବିଶ୍ୱ ଓଡ଼ିଶା ଶ୍ରମ ପରିଷଦର ମିଳିତ...

ସାପୁଆରେ ହେବ ସେତୁ

ଢେଙ୍କାନାଳ ଅଫିସ, ୧୪।୯ – ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ରଥିଆପାଳ ଗ୍ରାମ ନିକଟରେ ପ୍ରବାହିତ ସାପୁଆ ନଦୀରେ ବିଜୁ ସେତୁ ଯୋଜନାରେ ଖୁବ୍‌ ଶୀଘ୍ର ବ୍ରିଜ୍‌ ନିର୍ମାଣ କରାଯିବ। ଏଥିଲାଗି ୫କୋଟି ଟଙ୍କା ବ୍ୟୟ ଅଟକଳ ହୋଇଥିବାବେଳେ ଗ୍ରାମ୍ୟ...

ଉଚ୍ଛେଦ ପ୍ରକ୍ରିୟା ୩ୟ ଦିନରେ : ଥଇଥାନ ପାଇଁ ଦାବି

ବଇଣ୍ଡା,୧୩।୯(ଡି.ଏନ.ଏ.)-୫୫ ନଂ. ଜାତୀୟ ରାଜପଥ ରାସ୍ତା ସମ୍ପ୍ରସାରଣ ପାଇଁ ବୁଧବାରଠାରୁ କିଶୋରନଗର ବ୍ଲକ ବଇଣ୍ଡା ଅଞ୍ଚଳରେ ଚାଲିଥିବା ଉଚ୍ଛେଦ ପ୍ରକ୍ରିୟା ଶୁକ୍ରବାର ଶେଷ ହୋଇଛି। ବଳକା ଥିବା ୧୭ ଜଣ କ୍ଷତିଗ୍ରସ୍ତ ପ୍ରଜାଙ୍କ ଦୋକାନ ଘର, ବାସଗୃହ ସହ ସରକାରୀ...

ହାତୀ ଉପଦ୍ରବରେ ଅଞ୍ଚଳବାସୀ ଅତିଷ୍ଠ: ସୁରକ୍ଷା, କ୍ଷତିପୂରଣ ଦାବି

ଢେଙ୍କାନାଳ ଅଫିସ, ୧୩।୯-ହାତୀ ଉପଦ୍ରବରେ ଅତିଷ୍ଠ ହୋଇପଡ଼ିଛନ୍ତି ପରଜଙ୍ଗ ବ୍ଲକବାସୀ। ଦୀର୍ଘ ୪ବର୍ଷ ହେଲା ଅଞ୍ଚଳରେ ହାତୀପଲ ଫସଲ ନଷ୍ଟ କରି ଚାଲିଛନ୍ତି। ଏଥିରେ ବ୍ୟାପକ ଧନଜୀବନ ହାନି ହେଲାଣି। ଏହାର ପ୍ରତିକାର ଏବଂ ଉପଦ୍ରୁତ ଅଞ୍ଚଳବାସୀଙ୍କୁ କ୍ଷତିପୂରଣ ପ୍ରଦାନ...

ତେଜିଲା ମଦବିରୋଧୀ ଆନ୍ଦୋଳନ: ମଦ ଦୋକାନ ସ୍ଥାନାନ୍ତର ଦାବି

ଢେଙ୍କାନାଳ ଅଫିସ, ୧୩ା୯-ଢେଙ୍କାନାଳ ସଦର ବ୍ଲକ ପାଇକଦହିକୋର ଗ୍ରାମବାସୀ ନିଶା ବିରୋଧୀ ଆନ୍ଦୋଳନକୁ ତୀବ୍ର କରିଛନ୍ତି। ଗୁରୁବାର ଶତାଧିକ ମହିଳାପୁରୁଷ ଏକାଠି ହୋଇ ଗ୍ରାମ ନିକଟରେ ଥିବା ଦେଶୀ ମଦ ଦୋକାନ ବନ୍ଦ କରିଥିଲେ। ଲୋକଙ୍କ ଅଭିଯୋଗ ଅନୁଯାୟୀ, ଗ୍ରାମ...

ପିଲାଙ୍କୁ ସ୍ମାର୍ଟ କରିବ ସ୍ମାର୍ଟକ୍ଲାସ୍‌

ଢେଙ୍କାନାଳ ଅଫିସ, ୧୩ା୯-ସ୍ଥାନୀୟ ସୁଲକ୍ଷଣା ଦେବୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଗୁରୁବାରଠାରୁ ସ୍ମାର୍ଟକ୍ଲାସ ଆରମ୍ଭ ହୋଇଛି। ଏହି ସ୍ମାର୍ଟକ୍ଲାସରେ ୯ମ ଓ ୧୦ମ ଶ୍ରେଣୀର ଛାତ୍ରୀଛାତ୍ରମାନେ ପ୍ରତି ବିଷୟରେ ସହଜରେ ଶିକ୍ଷାଲାଭ କରିପାରିବେ। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ...

ଖାଉଟି ସାମଗ୍ରୀ ପ୍ରଦାନରେ ଅନିୟମିତତା: କାର୍ଯ୍ୟାଳୟରେ ତାଲା ପକାଇ ପ୍ରତିବାଦ

ଢେଙ୍କାନାଳ ଅଫିସ, ୧୩।୯-ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କାଉଁରିଆପାଳ ଗ୍ରାମର ହିତାଧିକାରୀଙ୍କୁ ଖାଉଟି ସାମଗ୍ରୀ ପ୍ରଦାନରେ ଅନିୟମିତତା କରାଯାଉଥିବା ଅଭିଯୋଗ ହୋଇଛି। ବାରମ୍ବାର ଦୃଷ୍ଟି ଆକର୍ଷଣ ସତ୍ତ୍ୱେ ଏ ନେଇ କୌଣସି ପଦକ୍ଷେପ ନିଆଯାଉନାହିଁ। ଏହାର ପ୍ରତିବାଦରେ ଗୁରୁବାର ପଞ୍ଚାୟତ...

ନୂଆ ନିୟମ ଲାଗୁ ପରେ ତତ୍ପରତା: ୧୧ ଦିନରେ ୪୩୦୨ ଲାଇସେନ୍ସ ଆବେଦନ

ଢେଙ୍କାନାଳ ଅଫିସ, ୧୩ା୯-ସଂଶୋଧିତ ମୋଟରଯାନ ନିୟମ ଲାଗୁ ହେବା ପରେ ଲାଇସେନ୍ସ ଆବେଦନ ପାଇଁ ଢେଙ୍କାନାଳ ଜିଲାରେ ବେଶ୍‌ ତପତ୍ରତା ପ୍ରକାଶ ପାଇଛି। ଜିଲା ସଦର ମହକୁମାରେ ଥିବା ଆଞ୍ଚଳିକ ପରିବହନ ଅଧିକାରୀ (ଆର୍‌ଟିଓ)ଙ୍କ କାର୍ଯ୍ୟାଳୟରେ ଅସମ୍ଭାଳ ଭିଡ଼ ହେଉଛି।...

ଡିହଡୋଳ ଫରେଷ୍ଟ ସେକ୍ସନରେ ଦନ୍ତା ଆତଙ୍କ: ୨ଚାଷୀଙ୍କୁ ଦାନ୍ତରେ ଭୁସିଦେଲା

ପରଜଙ୍ଗ, ୧୨।୯(ଡି.ଏନ.ଏ.) – ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡ଼ୋଳ ଫରେଷ୍ଟ ସେକ୍ସନରେ ବୁଧବାର ଏକ ଦନ୍ତାହାତୀ ଆତଙ୍କ ସୃଷ୍ଟି କରିଛି। ହାତୀ ଦାନ୍ତରେ ଭୁସିଦେବାରୁ ୨ଜଣ ଚାଷୀ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଚାନ୍ଦପୁର ଗ୍ରାମର ପଞ୍ଚାନନ ସାହୁ...

ଟାଉନ ପ୍ଲାନିଂ ଅଞ୍ଚଳବାସୀ ଜଳବନ୍ଦୀ

ଢେଙ୍କାନାଳ ଅଫିସ, ୧୨।୯ – ଲଘୁଚାପଜନିତ ଲଗାଣ ବର୍ଷାରେ ଢେଙ୍କାନାଳ ସହରର ସ୍ଥିତି ସଙ୍ଗିନ ହୋଇପଡ଼ିଛି। ଟାଉନପ୍ଲାନିଂ ଅଞ୍ଚଳରେ କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଅଞ୍ଚଳବାସୀ ଜଳବନ୍ଦୀ ଅବସ୍ଥାରେ ଅଛନ୍ତି। କଲୋନୀ ରାସ୍ତାରେ ଆଣ୍ଠୁଏ ଉଚ୍ଚତାର ପାଣି ଚାଲୁଛି।...

ଚାଷୀଙ୍କୁ ମିଳୁନି, କଳାବଜାର ଆଶଙ୍କା

ଢେଙ୍କାନାଳ ଅଫିସ, ୧୨।୯ – ଢେଙ୍କାନାଳରେ ୟୁରିଆ ସାରର ବ୍ୟାପକ ଅଭାବ ଦେଖାଦେଇଛି। ଜିଲାର ଅଧା ଚାଷୀ ସାର ପାଇନାହାନ୍ତି। ଧାନଚାଷ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବାବେଳେ ଠିକଣା ସମୟରେ ୟୁରିଆ ଅଭାବ ସେମାନଙ୍କ ଚିନ୍ତା ବଢ଼ାଇଛି। ଅନ୍ୟପଟେ ସାର କଳାବଜାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri