ଢେଙ୍କାନାଳ

ବ୍ରାହ୍ମଣୀରେ ଡଙ୍ଗା ବୁଡି ୪ ନିଖୋଜ ଘଟଣା ଜଣଙ୍କ ମୃତଦେହ ଉଦ୍ଧାର

ପରଜଙ୍ଗ, ୯।୯ (ଡି.ଏନ.ଏ)- ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ରୋଡ୍‌ ପଞ୍ଚାୟତ କୁନ୍ଦନଦେଈପୁର ଗ୍ରାମ ନିକଟ ବ୍ରାହ୍ମଣୀ ନଦୀରେ ଶନିବାର ଡଙ୍ଗାବୁଡ଼ି ଘଟଣାରେ ଜଣଙ୍କ ମୃତଦେହ ସୋମବାର ଉଦ୍ଧାର କରାଯାଇଛି। ସେ ହେଲେ କୁନ୍ଦନଦେଈପୁର ଗ୍ରାମର ପ୍ରଫୁଲ୍ଲ ଆଚାର୍ଯ୍ୟଙ୍କ ପୁଅ...

ଆଜି ଗଣେଶ ପୂଜା ଭସାଣି: ଶୋଭାଯାତ୍ରାରେ ସାମିଲ ହେବେ ୩୩ ମେଢ଼

ଢେଙ୍କାନାଳ ଅଫିସ, ୯।୯: ଢେଙ୍କାନାଳ ସହରରେ ୮ଦିନ ଧରି ଅନୁଷ୍ଠିତ ହେଉଥିବା ଶ୍ରୀଗଣେଶ ପୂଜା ଅନ୍ତିମ ଚରଣରେ ପହଞ୍ଚତ୍ଛି। ସୋମବାର ବିଦ୍ୟାଦାତାଙ୍କୁ ମେଲାଣି ଦେବେ ସହରବାସୀ। ଏଥି ଲାଗି ସମସ୍ତ ପ୍ରସ୍ତୁତ ଶେଷ ହୋଇଛି। ଚଳିତ ବର୍ଷ ମିଳିତ ଭସାଣି...

ଆଇନଜୀବୀ ବିନୟାନନ୍ଦଙ୍କ ପରଲୋକ

ଢେଙ୍କାନାଳ ଅଫିସ, ୯ା୯ : ଢେଙ୍କାନାଳର ବରିଷ୍ଠ ଆଇନଜୀବୀ ବିନୟାନନ୍ଦ ମହାପାତ୍ରଙ୍କ ରବିବାର ମୁକ୍ତାଦେଈପୁର ଶାସନସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି। ତାଙ୍କୁ ୭୭ବର୍ଷ ହୋଇଥିଲା। ସେ କିଛିଦିନ ଧରି ଅସୁସ୍ଥ ଥିଲେ। ଅନ୍ତିମ ସମୟରେ ତାଙ୍କ ନିକଟରେ ଆତ୍ମୀୟସ୍ବଜନ ଉପସ୍ଥିତ ଥିଲେ।...

ଦକ୍ଷତା ବୃଦ୍ଧି କର: ତଥାଗତ

ଭାପୁର,୮।୯(ଡି.ଏନ.ଏ.)-ଢେଙ୍କାନାଳ ଜିଲା ସଦର ବ୍ଲକ ଅନ୍ତର୍ଗତ ଭାପୁର ନିକଟ କୋଇଲିପଙ୍ଗି ସ୍ଥିତ ଦେବେନ୍ଦ୍ର ଶତପଥୀ ସ୍ମାରକୀ କଲେଜ ପରିସରରେ ରବିବାର ୯୦ ତମ ଦେବେନ୍ଦ୍ର ଶତପଥୀ ଜୟନ୍ତୀ ସମାରୋହ ଓ କଲେଜର ୨୯ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି...

ବ୍ରାହ୍ମଣୀ ନଦୀ ଡଙ୍ଗାବୁଡ଼ି ଘଟଣା: ୪ ନିଖୋଜଙ୍କ ପତ୍ତା ମିଳୁନି

ପରଜଙ୍ଗ, ୮।୯(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ଅଧୀନ ରୋଡ୍‌ ପଞ୍ଚାୟତ କୁନ୍ଦନଦେଈପୁର ଗ୍ରାମ ନିକଟରେ ପ୍ରବାହିତ ବ୍ରାହ୍ମଣୀ ନଦୀ ଡଙ୍ଗାବୁଡ଼ି ଘଟଣାକୁ ପାଖାପାଖି ୧୮ ଘଣ୍ଟା ବିତି ଯାଇଥିବାବେଳେ ୪ ନିଖୋଜଙ୍କ ପତ୍ତା ମିଳୁନାହିଁ। ଓଡ୍ରାଫ୍‌ ଟିମ୍‌, ଅଗ୍ନିଶମ ସେବା...

ଅଜବ ଟ୍ରାଫିକ୍‌ ନିୟମ: ବାବୁଙ୍କୁ କୋହଳ, ଲୋକଙ୍କୁ କଡ଼ା

ଢେଙ୍କାନାଳ ଅଫିସ, ୮।୯ – ସାରା ରାଜ୍ୟରେ ଲାଗୁ ହୋଇଛି ସଂଶୋଧିତ ମୋଟର ଯାନ ଆଇନ। ନିୟମ ଉଲ୍ଲଂଘନକାରୀଙ୍କଠାରୁ ମୋଟା ରକମର ଜରିମାନା ଆଦାୟ କରାଯାଉଛି। ଏହାକୁ ନେଇ ବିଭିନ୍ନ ସ୍ଥାନରେ ଅପ୍ରୀତିମୂଳକ ପରିସ୍ଥିତି ସୃଷ୍ଟି ହେଉଛି। ହେଲେ ଢେଙ୍କାନାଳ...

ଅନ୍ତର୍ଜାତୀୟ ଥିଏଟର ଅଲିମ୍ପିଆଡରେ ଦେଖାଇଲେ ପ୍ରତିଭା: ସାଇପ୍ରସନ୍ନଙ୍କୁ ‘ଇଣ୍ଟରନ୍ୟାଶନାଲ ନୃତ୍ୟଗୌରବ’ ସମ୍ମାନ

ଢେଙ୍କାନାଳ ଅଫିସ, ୮।୯ – କଟକ ଇନ୍‌ଡୋର ଷ୍ଟାଡିୟମସ୍ଥିତ ଶାରଳା ଭବନ ପ୍ରେକ୍ଷାଳୟରେ ଅଗଷ୍ଟ ୨୭ରେ ଆୟୋଜିତ ଅନ୍ତର୍ଜାତୀୟ ଥିଏଟର ଅଲିମ୍ପିଆଡରେ ଢେଙ୍କାନାଳ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୪ର୍ଥ ଶ୍ରେଣୀ ଛାତ୍ର ସାଇପ୍ରସନ୍ନ ବେହେରାଙ୍କୁ ‘ଇଣ୍ଟରନ୍ୟାଶନାଲ ନୃତ୍ୟଗୌରବ’ ସମ୍ମାନରେ ସମ୍ମାନିତ...

ବ୍ରାହ୍ମଣୀରେ ଡଙ୍ଗାବୁଡ଼ି: ୪ ନିଖୋଜ, ୫ ଉଦ୍ଧାର

ପରଜଙ୍ଗ, ୮।୯(ଡି.ଏନ୍‌.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ଅଧୀନ ରୋଡ୍‌ ପଞ୍ଚାୟତ ବ୍ରାହ୍ମଣୀ ନଦୀରେ ଶନିବାର ରାତି ପ୍ରାୟ ୮ଟାରେ ଡଙ୍ଗାବୁଡ଼ି ୪ଜଣ ନିଖୋଜ ହୋଇଯାଇଛନ୍ତି। ନାଉରିଆ, ତାଙ୍କ ପୁଅ ଏବଂ ଭୂଷଣରେ କାର୍ଯ୍ୟ କରୁଥିବା ଅନ୍ୟ ୩ଜଣଙ୍କୁ...

ସୂଚନା ନ ଦେଇ ଖୋଲିଦେଲେ ଗେଟ୍‌: ଦଣ୍ଡାଧାର ପାଣିରେ ତଳି ଅଞ୍ଚଳ ଉବୁଟୁବୁ

କାମାକ୍ଷାନଗର, ୮।୯(ଡି.ଏନ୍‌.ଏ.) – ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଢେଙ୍କାନାଳ ଜିଲାର ଡମଶାଳ, ରାମିଆଳ ନଦୀରେ ବନ୍ୟା ଆସିଛି। ବିନା ସୂଚନାରେ ଦଣ୍ଡାଧାର ଡ୍ୟାମର ୨ଟି ଗେଟ୍‌ ଖୋଲିଦେବାରୁ ଜଳଭଣ୍ଡାର ସଂଲଗ୍ନ ତଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।...

ଅକ୍ଟୋବର ୧୪ରୁ ଆଞ୍ଚଳିକ ସରସ ମେଳା

ଢେଙ୍କାନାଳ ଅଫିସ, ୮ା୯ – ପ୍ରସିଦ୍ଧ ଲକ୍ଷ୍ମୀପୂଜା ଅବସରରେ ଢେଙ୍କାନାଳ ମହିଷାପାଟ ବାଇପାସ୍‌ ନିକଟ ପଡ଼ିଆରେ ଅକ୍ଟୋବର ୧୪ରୁ ୨୩ ଯାଏ ଆଞ୍ଚଳିକ ସରସ ମେଳା-୨୦୧୯ ଅନୁଷ୍ଠିତ ହେବ। ଜିଲାରେ ପ୍ରଥମ ଥର ପାଇଁ ଏହି ମେଳା ଆୟୋଜିତ ହେଉଛି।...

ନିଅଁ ଖୋଳା ଗାତରେ ପଡ଼ି ଦେଢ଼ବର୍ଷର ଶିଶୁମୃତ

କାମାକ୍ଷାନଗର,୭।୯(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କେରଜୋଳି ଗ୍ରାମରେ ଶନିବାର ଅଭାବନୀୟ ଘଟଣା ଘଟିଛି। ଘର ନିର୍ମାଣ ପାଇଁ ଖେଳାଯାଇଥିବା ନିଅଁ ଗାତରେ ପଡ଼ି ଜଣେ ଦେଢ଼ବର୍ଷର ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କୁନା ପଲେଇଙ୍କ ଝିଅ ପ୍ରିୟସିନି। ଅପରାହ୍ନରେ...

ବିଦ୍ୟୁତ୍‌ ବିଭାଗ ଚଢ଼ାଉକୁ ନେଇ ଉତ୍ତେଜନା

ପରଜଙ୍ଗ, ୬।୯(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବଜାରରେ ଥିବା ବ୍ୟବସାୟିକ ପ୍ରତିଷ୍ଠାନରେ ଶୁକ୍ରବାର ବିଦ୍ୟୁତ୍‌ ବିଭାଗ ପକ୍ଷରୁ ଚଢ଼ାଉକୁ ନେଇ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଛି। ଅଞ୍ଚଳର ବିଦ୍ୟୁତ୍‌ ଭିତ୍ତିଭୂମି ସଜାଡ଼ିବା ଦାୟିତ୍ୱ ସେସୁ ଉପରେ ନ୍ୟସ୍ତ ରହିଛି। ହେଲେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri