ଢେଙ୍କାନାଳ

ଦିଅଁ ଦର୍ଶନରେ କଟିଲା ଦିନ: କପିଳାସ ପୀଠରେ ୩୦ହଜାର ଶ୍ରଦ୍ଧାଳୁ

ଢେଙ୍କାନାଳ ଅଫିସ, ୧।୧: ଇଂଲିଶ ନବବର୍ଷର ବୁଧବାର ଥିଲା ପ୍ରଥମ ଦିନ। ଏହାକୁ ନେଇ ସବୁଠି ଦେଖାଦେଇଥିଲା ବିପୁଳ ଉତ୍ସାହ। ପରିବାର, ସାଙ୍ଗସାଥୀଙ୍କ ଶୁଭମନାସି ଦିଅଁ ଦର୍ଶନରୁ ଆରମ୍ଭ ହୋଇଥିଲା ପ୍ରଥମ ଦିନ। ନବବର୍ଷ ଉପଲକ୍ଷେ ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ…

ରାସ୍ତା ନାହିଁ, ଅଟକିଲା ଆମ୍ବୁଲାନ୍ସ: ଖଟିଆରେ ୨ କି.ମି. ବୁହାହେଲେ ବୃଦ୍ଧ

ପରଜଙ୍ଗ, ୧।୧ (ଡି.ଏନ.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ତୁମୁସିଂହା ଥାନା ରଘୁଆବିଲି ଗ୍ରାମରେ ପଦାକୁ ଆସିଛି ସ୍ବାସ୍ଥ୍ୟସେବାର ବିକଳ ଚିତ୍ର। ଗାଁକୁ ରାସ୍ତା ନ ଥିବାରୁ ଅଧାବାଟରେ ୧୦୮ ଆମ୍ବୁଲାନ୍ସ ଅଟକିଯାଇଥିଲା। ଫଳରେ ଜଣେ ଅସୁସ୍ଥ ବୃଦ୍ଧ ଖଟିଆରେ…

ପ୍ରତିଭା ସମ୍ମାନ, ସ୍ବାଗତମ୍‌-୨୦୨୦ ଉଦ୍‌ଯାପିତ: କଳାକାର ସୃଷ୍ଟିରେ ଜିଲା ସ୍ବତନ୍ତ୍ର

ଢେଙ୍କାନାଳ ଅଫିସ, ୧।୧- ଢେଙ୍କାନାଳ କଳା ସଂସ୍କୃତିର ମାଟି। ଏଠାରେ ବର୍ଷତମାମ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଆସୁଛି। ନଭେମ୍ବରଠାରୁ ଅଦ୍ୟାବଧି ସହରରେ ନିୟମିତ ବିଭିନ୍ନ ସମାରୋହ ଚାଲିଛି। ପ୍ରତିଭାବାନ୍‌ କଳାକାର ସୃଷ୍ଟି କରିବାରେ ଢେଙ୍କାନାଳ ଜିଲା ସମଗ୍ର ରାଜ୍ୟରେ ସ୍ବତନ୍ତ୍ର…

କପିଳାସ ନାଟ୍ୟ ମହୋତ୍ସବ ଉଦ୍‌ଯାପିତ: ଅଭିଜ୍ଞତାର ବନ୍ଧନ କଥା ‘ଚରନ୍‌ ଏ ସୋମୋୟେ’

ଢେଙ୍କାନାଳ ଅଫିସ,୩୦ା୧୨ – ଢେଙ୍କାନାଳ କଳାପରିଷଦ ଅନୁଷ୍ଠାନ ପକ୍ଷରୁ ସ୍ଥାନୀୟ ମିନି ଷ୍ଟାଡିୟମସ୍ଥିତ ଗଜଲକ୍ଷ୍ମୀ କଳାମଣ୍ଡପଠାରେ ୫ଦିନ ବ୍ୟାପୀ ଅନୁଷ୍ଠିତ ହେଉଥିବା ଜାତୀୟ ବହୁଭାଷୀ କପିଳାସ ନାଟ୍ୟ ମହୋତ୍ସବ ରବିବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ସନ୍ଧ୍ୟାରେ କଲିକତାର ବିଭବ ନାଟ୍ୟ ଏକାଡେମୀ…

କାର ଧକ୍କାରେ ବାଇକ ଚାଳକ ମୃତ: କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ପରଜଙ୍ଗ,୨୯।୧୨(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ. ଜାତୀୟ ରାଜପଥର ଦଦରାଘାଟି ଡ୍ୟାମଠାରୁ ଅଳ୍ପ ଦୂରରେ ରବିବାର ସାରେ ଏକ ଅଜଣା କାର ଧକ୍କାରେ କୁଲେଇ ଗ୍ରାମର ଚଗଲା ରଣା (୨୧)ଙ୍କ ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ ଯେ,…

ସପ୍ତଶଯ୍ୟା ଉତ୍ସବ ଉଦ୍‌ଘାଟିତ: ମମତାକୁ ପାଥେୟକରି ମା’ ମାଟିର ବିକାଶ କର

ଢେଙ୍କାନାଳ ଅଫିସ,୨୯ା୧୨ – ଢେଙ୍କାନାଳ ଜିଲା ସଦର ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ସପ୍ତଶଯ୍ୟା ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ସନ୍ଧ୍ୟାରେ ପ୍ରଥମ ସପ୍ତଶଯ୍ୟା ଉତ୍ସବ ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଏମ୍‌ପି ମହେଶ ସାହୁ ଯୋଗଦେଇ ଏହାକୁ ଉଦ୍‌ଘାଟନ…

ବେସରକାରୀ ବିଦ୍ୟାଳୟରୁ ୧୧ ଛାତ୍ରୀଛାତ୍ର ଉଦ୍ଧାର: ଘରୋଇ କାମରେ ଲଗାଯାଉଥିବା ଅଭିଯୋଗ

କାମାକ୍ଷାନଗର,୨୯।୧୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ମହୁଲପାଳ ପଞ୍ଚାୟତରେ ଥିବା ଏକ ବେସରକାରୀ ଶିକ୍ଷାନୁଷ୍ଠାନରୁ ଶନିବାର ପ୍ରଶାସନ ୧୦ ବର୍ଷରୁ କମ୍‌ ବୟସର ୧୧ ଜଣ ଛାତ୍ରୀଛାତ୍ରଙ୍କୁ ଉଦ୍ଧାର କରି ଅଭିଭାବକଙ୍କ ଜିମା ଦେଇଛି। ପାଠ ପଢ଼ା ନଁ।ରେ ପିଲାମାନଙ୍କୁ…

କପିଳାସ ନାଟ୍ୟ ମହୋତ୍ସବର ଚତୁର୍ଥ ସନ୍ଧ୍ୟା: ବିଡ଼ମ୍ବିତ ଶୈଶବର ଅକୁହାକଥା ‘କାହାନୀ ଏକ୍‌ କଂସ୍‌ କୀ’

ଢେଙ୍କାନାଳ ଅଫିସ,୨୯ା୧୨ – ଢେଙ୍କାନାଳର କଳାପରିଷଦ ଅନୁଷ୍ଠାନ ପକ୍ଷରୁ ୩୯ତମ ବାର୍ଷିକ ଉତ୍ସବ ଅବସରରେ ସ୍ଥାନୀୟ ମିନି ଷ୍ଟାଡିୟମ ଗଜଲକ୍ଷ୍ମୀ କଳାମଣ୍ଡପଠାରେ ଚାଲିଥିବା ଜାତୀୟ ବହୁଭାଷୀ କପିଳାସ ନାଟ୍ୟ ମହୋତ୍ସବର ଶନିବାର ଚତୁର୍ଥ ସନ୍ଧ୍ୟାରେ ନୂଆଦିଲ୍ଲୀର ଡ୍ରାମାଟୋଲୋଜୀ ଥିଏଟର ଗ୍ରୁପ୍‌ ଦ୍ୱାରା…

୫-ଟି ଓ ମୋ ସରକାର କାର୍ଯ୍ୟକ୍ରମର ସମୀକ୍ଷା: ସ୍ବଚ୍ଛତା, ଦକ୍ଷତା ବୃଦ୍ଧି ସମସ୍ତଙ୍କ ଲକ୍ଷ୍ୟ ହେଉ

ଢେଙ୍କାନାଳ ଅଫିସ,୨୯ା୧୨ – ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଶନିବାର ଜିଲାରେ ୫-ଟି ଓ ମୋ ସରକାର କାର୍ଯ୍ୟକ୍ରମର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଅଧ୍ୟକ୍ଷତା କରି ଜିଲାପାଳ ଭୂମେଶଚନ୍ଦ୍ର ବେହେରା କହିଥିଲେ ଯେ, ପ୍ରତ୍ୟେକ ବିଭାଗର କର୍ମଚାରୀଙ୍କ…

ଜଳିଗଲା କୋଇଲା ବୋଝେଇ ଟ୍ରକ

ପରଜଙ୍ଗ,୨୮।୧୨(ଡି.ଏନ.ଏ.)-ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧିନ ୫୩ନଂ. ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଚଳନ୍ତା କୋଇଲା ବୋଝେଇ ଟ୍ରକ ଜଳିଯାଇଛି। ଏଥିରେ ଅଳ୍ପକେ ଚାଳକ ଓ ହେଲପର ବର୍ତ୍ତିଯାଇଛନ୍ତି। ପ୍ରକାଶ ଯେ,ଉକ୍ତ କୋଇଲା ବୋଝେଇ…

ଜଳିଗଲା ଚଳନ୍ତା କୋଇଲା ବୋଝେଇ ଟ୍ରକ୍‌

ପରଜଙ୍ଗ,୨୮।୧୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ. ଜାତୀୟ ରାଜପଥ ଦୁର୍ଗା ହୋଟେଲ ସମ୍ମୁଖରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ୧୨ ଚକିଆ ଚଳନ୍ତା କୋଇଲା ବୋଝେଇ ଟ୍ରକ୍‌ (ଓଆର ୦୫ ଏକ୍ସ ୦୯୨୨) ରେ…

କପିଳାସ ନାଟ୍ୟ ମହୋତ୍ସବର ତୃତୀୟ ସନ୍ଧ୍ୟା:ପଥଭ୍ରଷ୍ଟ ପୁତ୍ରଙ୍କୁ ଶିକ୍ଷା ଦେବାକୁ ‘ପୁତ୍ରପୂଜା’

ଢେଙ୍କାନାଳ ଅଫିସ,୨୮ା୧୨ ଢେଙ୍କାନାଳର ନାଟ୍ୟ ଅନୁଷ୍ଠାନ କଳାପରିଷଦ ପକ୍ଷରୁ ସ୍ଥାନୀୟ ମିନି ଷ୍ଟାଡିୟମସ୍ଥିତ ଗଜଲକ୍ଷ୍ମୀ କଳାମଣ୍ଡପଠାରେ ଆୟୋଜିତ ହେଉଥିବା ଜାତୀୟ ବହୁଭାଷୀ କପିଳାସ ନାଟକ ମହୋତ୍ସବର ଶୁକ୍ରବାର ତୃତୀୟ ସନ୍ଧ୍ୟାରେ ଭୁବନେଶ୍ୱରର ପଞ୍ଚମବେଦ ପକ୍ଷରୁ ଓଡ଼ିଆ ନାଟକ ‘ପୁତ୍ର ପୂଜା’ ମଞ୍ଚସ୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?