ଢେଙ୍କାନାଳ

ଜିଲା ମୁଖ୍ୟ ଚିକିତ୍ସାଳୟରେ ରାଜ୍ୟ ସ୍ବାସ୍ଥ୍ୟ ପ୍ରତିନିଧି ଦଳ:ଖୁବ୍‌ଶୀଘ୍ର ମିନି ଆଇସିୟୁ, ଏଚ୍‌ଡିୟୁ

ଢେଙ୍କାନାଳ ଅଫିସ, ୧୦।୧୨ ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ୩ଜଣିଆ ପ୍ରତିନିଧି ଦଳ ସୋମବାର ଢେଙ୍କାନାଳ ଜିଲା ଚିକିତ୍ସାଳୟର ଭିତ୍ତିଭୂମି ଯାଞ୍ଚ କରିଛନ୍ତି। ସ୍ବାସ୍ଥ୍ୟ ବିଭାଗ ଉପଦେଷ୍ଟା ତଥା ଅବସରପ୍ରାପ୍ତ ଆଇଏଏସ୍‌ ଅଧିକାରୀ ପି.କେ. ପ୍ରଧାନ, ସ୍ବତନ୍ତ୍ର ସଚିବ ଡା. ହର ପଟ୍ଟନାୟକ…

ବାର୍‌ହା ମାଂସ ଜବତ, ୪ ଗିରଫ

ପରଜଙ୍ଗ, ୯।୧୨(ଡି.ଏନ.ଏ.)-ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ବରକଟା ଗ୍ରାମ ନିକଟ ବଡ଼ପଥର ନାଳ ନିକଟରୁ ସୋମବାର ବନ ବିଭାଗ ବାର୍‌ହା ମାଂସ ଜବତ କରିଛି। ଜନ୍ତୁ ଶିକାର ଅଭିଯୋଗରେ ବରକଟା ଗ୍ରାମର ଦୁଃଖବନ୍ଧୁ ପୂର୍ତ୍ତି, ଜାମ୍ବୁନାଳି ଗ୍ରାମର ଦାମୋଦର…

ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଢେଙ୍କାନାଳ ଗସ୍ତ ‘୫୫ନଂ. ଏନ୍‌ଏଚ୍‌ କାମ ଶୀଘ୍ର ସାର’

ଢେଙ୍କାନାଳ ଅଫିସ, ୮।୧୨ –  ଅତିରିକ୍ତ ମୁଖ୍ୟଶାସନ ସଚିବ ପ୍ରଦୀପ କୁମାର ମହାପାତ୍ର ଶନିବାର ଢେଙ୍କାନାଳ ଗସ୍ତରେ ଆସି ବିଭିନ୍ନ ଉନ୍ନୟନ କାର୍ଯ୍ୟକ୍ରମ ପରିଦର୍ଶନ କରିଛନ୍ତି। ଅପରାହ୍ନରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଆୟୋଜିତ ସମୀକ୍ଷା ବୈଠକରେ ଯୋଗଦେଇ…

ମଣ୍ଟଫୋର୍ଟ ସ୍କୁଲ ସୁବର୍ଣ୍ଣ ଜୟନ୍ତୀ ସମାରୋହ ଉଦ୍‌ଯାପିତ: ଅପସଂସ୍କୃତିଠାରୁ ଦୂରେଇ ରୁହ

ଢେଙ୍କାନାଳ ଅଫିସ, ୮।୧୨ – ଇଂଲିଶ ଶିକ୍ଷାର ଆବଶ୍ୟକତାକୁ ଦୃଷ୍ଟିରେ ରଖି ୧୯୬୯ରେ ପ୍ରତିଷ୍ଠା ହୋଇଥିଲା ମଣ୍ଟଫୋର୍ଟ ସ୍କୁଲ। ଏହାକୁ ପ୍ରତିଷ୍ଠା କରିବାରେ ତତ୍କାଳୀନ ସମୟରେ ବହୁ ଦୂରଦୃଷ୍ଟିସମ୍ପନ୍ନ ବ୍ୟକ୍ତିଙ୍କ ଉଦ୍ୟମ ପ୍ରଶଂସନୀୟ। ଆଜିର ସମୟରେ ସଂସ୍କୃତି ଏବଂ ଭାଷାକୁ ବଜାୟ…

ଜାତୀୟ ତମାଖୁ ବର୍ଜନ ସଚେତନତା ‘ତମାଖୁ ସବୁଠାରୁ ମାରାତ୍ମକ’

ଢେଙ୍କାନାଳ ଅଫିସ, ୭।୧୨ – ଢେଙ୍କାନାଳସ୍ଥିତ ଭାରତୀୟ ଜନସଞ୍ଚାର ସଂସ୍ଥାନ (ଆଇଆଇଏମ୍‌ସି) ପରିସରରେ ଜିଲା ସ୍ବାସ୍ଥ୍ୟ ସମିତି ପକ୍ଷରୁ ଶୁକ୍ରବାର ମହାବିଦ୍ୟାଳୟସ୍ତରୀୟ ଜାତୀୟ ତମାଖୁ ବର୍ଜନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଯୋଗଦେଇ ସିଡିଏମ୍‌ଓ ଡା. ନିରଞ୍ଜନ ମିଶ୍ର କହିଲେ,…

ବରା ଉପରେ ପିଆଜ ପ୍ରଭାବ

ଢେଙ୍କାନାଳ ଅଫିସ, ୭।୧୨ – ପିଆଜ ଦରକୁ ନେଇ ସବୁଠି ଏବେ ଚର୍ଚ୍ଚା। ରୋଷେଇ ଘରେ ସବୁଠାରୁ ବେଶି ଖୋଜା ପଡୁଥିବା ଏହି ଅତ୍ୟାବଶ୍ୟକ ପରିବା ଶୁକ୍ରବାର ୧୬୦ ଛୁଇଁଛି। ଏହାର ପ୍ରଭାବ ପଡିଛି ଦୈନନ୍ଦିନ ଜୀବନଚର୍ଯ୍ୟା ଉପରେ। ଫାଷ୍ଟଫୁଡ୍‌ଠାରୁ ଆରମ୍ଭ…

ବେଗା ପଞ୍ଚାୟତରେ ଦୁର୍ନୀତି:ବିନା କାର୍ଯ୍ୟରେ ୧୦ ଲକ୍ଷ ଟଙ୍କାର ବିଲ୍‌

ଢେଙ୍କାନାଳ ଅଫିସ, ୬।୧୨ ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ବେଗା ପଞ୍ଚାୟତରେ ବିନା କାର୍ଯ୍ୟରେ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ମିଥ୍ୟା ବିଲ୍‌ କରାଯାଇଥିବା ଅଭିଯୋଗ ହୋଇଛି। ବାରମ୍ବାର ଦାବି ସତ୍ତ୍ୱେ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ। ଏହାର ପ୍ରତିବାଦରେ…

ଜିଲା ସମୀକ୍ଷା କଲେ କେନ୍ଦ୍ରୀୟ ସଚିବ:ଅନ୍‌ଲାଇନରେ ଠିକ୍‌ ତଥ୍ୟ ପ୍ରଦାନ ନିର୍ଦ୍ଦେଶ

ଢେଙ୍କାନାଳ ଅଫିସ, ୬।୧୨ କେନ୍ଦ୍ର ସରକାରଙ୍କ ଅତିରିକ୍ତ ଶାସନ ସଚିବ ତଥା ଆଇଏଏସ୍‌ ଅଧିକାରୀ ଯତୀନ୍ଦ୍ରନାଥ ସ୍ବାଇଁ ଗୁରୁବାର ଢେଙ୍କାନାଳ ଗସ୍ତରେ ଆସି ଆଂକାକ୍ଷା ଜିଲା ସମ୍ପର୍କିତ ବିଭିନ୍ନ ଯୋଜନାର ସମୀକ୍ଷା କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ ଅନୁଷ୍ଠାନ ପରିଦର୍ଶନ…

ପିକ୍‌ଅପ୍‌ ଧକ୍କାରେ ଛାତ୍ରୀ ମୃତ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ପରଜଙ୍ଗ, ୫।୧୨(ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ଅଧିନ ଗଡ଼ପଳାଶୁଣି-କଙ୍କଡାହାଡ଼ ପୂର୍ତ୍ତ ବିଭାଗ ରାସ୍ତା ଏକ ଦୁର୍ଘଟଣା ଘଟିଛି। ଗୁରୁବାର ସକାଳେ ଏକ ପିକଅପ ଧକ୍କାରେ ଗଡ଼ପଳାଶୁଣି ଗ୍ରାମର ଅଲେଖ ନାଏକଙ୍କ ଝିଅ ଲିଜା (୧୬)ଙ୍କର ମୃତ୍ୟୁ ହୋଇଛି।…

ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟସେବା ଏମିତି: ରୋଗୀଙ୍କୁ ଇଞ୍ଜେକ୍‌ଶନ ଦେଉଛନ୍ତି କର୍ମଚାରୀ, ଭିଡିଓ ଭାଇରାଲ

ଢେଙ୍କାନାଳ ଅଫିସ,୪।୧୨: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟର ମେଡିସିନ ଓ୍ବାର୍ଡରେ ଜଣେ ମହିଳା ରୋଗୀଙ୍କୁ ଚିକିତ୍ସାଳୟର ଜଣେ ମହିଳା କର୍ମଚାରୀ ଇଞ୍ଜେକ୍‌ଶନ ଦେଉଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଉଛି। ଘଟଣା ସମ୍ପର୍କରେ ମୁଖ୍ୟ ଚିକିତ୍ସାଧିକାରୀ ଡା. ନିରଞ୍ଜନ ମିଶ୍ରଙ୍କୁ…

ବନ୍ଦ କାର୍‌ ଭିତରୁ ଅଣନିଃଶ୍ୱାସୀ ହୋଇ ଶିଶୁକନ୍ୟା ଉଦ୍ଧାର ଘଟଣା: ମା’ବାପାଙ୍କ ନାମରେ ମାମଲା ରୁଜୁ କଲା ପୋଲିସ, କରୁଛି ପଚରାଉଚରା

ଢେଙ୍କାନାଳ ଅଫିସ,୪।୧୨: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଏକ ବନ୍ଦ କାର୍‌ରୁ ଦେଢ଼ବର୍ଷର ଶିଶୁକନ୍ୟା ଅଣନିଃଶ୍ୱାସୀ ଭାବେ ଉଦ୍ଧାର ହେବା ଘଟଣାରେ ଟାଉନ ଥାନା ପୋଲିସ ବୁଧବାର ନିଜ ଆଡ଼ୁ ମାମଲା ରୁଜୁ କରିଛି। ଥାନାରେ କେସ ନଂ-୩୬୯/୧୯, ଦଫା…

ଭିନ୍ନ ପ୍ରଜାତିର ସାପ ଉଦ୍ଧାର

ପରଜଙ୍ଗ,୪।୧୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ଗ୍ରାମର ବାନାମ୍ବର ବେହେରାଙ୍କ ଘର ନିକଟରେ ଥିବା କଦଳୀ ବଗିଚାରୁ ଏକ ଭିନ୍ନ ପ୍ରଜାତିର ସାପ ବୁଧବାର ସକାଳେ ଉଦ୍ଧାର କରାଯାଇଛି । ସାପଟି ଏକ ବେଙ୍ଗ ଗିଳୁଥିବା ସମୟରେ ପରିବାର ଲୋକେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri