ଆବାସ କାର୍ଯ୍ୟାଦେଶ ପାଇଁ ଲାଞ୍ଚ ମାମଲା: ତଦନ୍ତ କଲେ ଏପିଡି
ପରଜଙ୍ଗ, ୧।୧୧(ଡି.ଏନ.ଏ.)-ପରଜଙ୍ଗ ବ୍ଲକ ପାଟରପଦା ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ପାଇଁ ଲାଞ୍ଚ କାରବାର ହେଉଥିବା ହିତାଧିକାରୀମାନେ ଅଭିଯୋଗ ଆଣିଥିଲେ। ଗୁରୁବାର ଏପିଡି ସରିତା ଷଡ଼ଙ୍ଗୀ, ଓଡ଼ିଶା ଜୀବିକା ମିଶନ ଏପିଡି ମୌସୁମୀ ମହାନ୍ତି, ପିଇଓ ନକୁଳ ବେହେରା...
ଗୃହ କାର୍ଯ୍ୟାଦେଶ ବିଲ୍ ପାଇଁ ଲାଞ୍ଚ: ବାର୍ତ୍ତାଳାପ ରେକର୍ଡିଂ ଶୁଣାଇଲେ ହିତାଧିକାରୀ
କାମାକ୍ଷାନଗର, ୧।୧୧(ଡି.ଏନ.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ସୋଗର ପଞ୍ଚାୟତରେ ଆବାସ ଯୋଜନାର ବିଲ୍ ପୈଠ ପାଇଁ ବ୍ୟାପକ ଲାଞ୍ଚ କାରବାର ହେଉଛି। ଏଥିରେ ପିଇଓଙ୍କ ସମ୍ପୃକ୍ତି ଥିବା ଚର୍ଚ୍ଚା ହେଉଥିବାବେଳେ ଏ ସମ୍ପର୍କିତ ଫୋନ୍ ରେକର୍ଡିଂ ଲାଗିଛି ଗଣମାଧ୍ୟମ ହାତରେ।...
ଢେଙ୍କାନାଳରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ: ‘୫-ଟି’ କାର୍ଯ୍ୟକାରିତା ଉପରେ ଗୁରୁତ୍ୱ
ଢେଙ୍କାନାଳ ଅଫିସ/ଓଡ଼ାପଡ଼ା (ଡି.ଏନ.ଏ.), ୧।୧୧ – ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା କୃଷି ଉତ୍ପାଦନ କମିଶନର ପ୍ରଦୀପ୍ତ କୁମାର ମହାପାତ୍ର ବୁଧବାରଠାରୁ ୨ଦିନିଆ ଢେଙ୍କାନାଳ ଗସ୍ତରେ ଆସି ୧୩ଗୋଟି ଯୋଜନାର ସମୀକ୍ଷା କରିଛନ୍ତି। ସେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ...
କଥାରେ ସୀମିତ ସ୍ବଚ୍ଛତା
ସ୍ବଚ୍ଛ ସୁନ୍ଦର ସହର ହେବ ଢେଙ୍କାନାଳ। ଥରେ ମାତ୍ର ବ୍ୟବହାର ଉପଯୋଗୀ ପ୍ଲାଷ୍ଟିକ୍, ପଲିଥିନ ସାମଗ୍ରୀ ଉପରେ ଜାରି କରାଯିବ କଟକଣା। ଏହାକୁ କାର୍ଯ୍ୟକାରୀ କରିବାକୁ ୫ମାସ ହେଲା ଗୁରୁତ୍ୱ ଦେଇଆସୁଛି ଜିଲା ପ୍ରଶାସନ। ସଭାସମିତି, ବୈଠକରେ ଅଧିକାରୀମାନେ ପ୍ଲାଷ୍ଟିକ୍...
ଅଧ୍ୟକ୍ଷ, ୩ କର୍ମଚାରୀଙ୍କ କାର୍ଯ୍ୟକାଳ ବଢ଼ିଲାନି: ଉଚ୍ଚଶିକ୍ଷା ବିଭାଗକୁ ସ୍ପଷ୍ଟୀକରଣ ମାଗିଲା ପ୍ରଶାସନ
ଢେଙ୍କାନାଳ ଅଫିସ, ୩୧।୧୦ – ଢେଙ୍କାନାଳ ଆଇନ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରତାପରୁଦ୍ର ମହାପାତ୍ରଙ୍କ ସମେତ ୩ କର୍ମଚାରୀଙ୍କ କାର୍ଯ୍ୟକାଳ ବୃଦ୍ଧି ହୋଇନାହିଁ। ସେମାନଙ୍କ କାର୍ଯ୍ୟକାଳ ଅବଧି ବଢ଼ାଇବାକୁ ଆବେଦନ କରାଯାଇଥିଲା। ଏ ନେଇ କଲେଜ ଗଭର୍ନିଂ ବଡିର ସ୍ବତନ୍ତ୍ର ଅଧିକାରୀ...
୭ରେ ତପୋବନ ମହିମା ମେଳା: ସମସ୍ତଙ୍କ ସହଯୋଗ ଲୋଡ଼ିଲେ ଜିଲାପାଳ
ଢେଙ୍କାନାଳ ଅଫିସ, ୩୦।୧୦: ମହିମାଧର୍ମର ଆଦିପୀଠ ତଥା ପ୍ରାକୃତିକ ସୌନ୍ଦର୍ଯ୍ୟର ଗନ୍ତାଘର ତପୋବନ ମହିମା ବିହାରରେ ଆସନ୍ତା ୭ ତାରିଖରେ ତପୋବନ ମେଳା ଅନୁଷ୍ଠିତ ହେବ। ଏହାକୁ ଶୃଙ୍ଖଳିତ ଭାବେ ସମାପନ କରିବାକୁ ବୁଧବାର ମଧ୍ୟାହ୍ନରେ ଜିଲା କାର୍ଯ୍ୟାଳୟ ସଦ୍ଭାବନା...
ବିହାରରୁ ନିଖୋଜ ବୃଦ୍ଧ ଢେଙ୍କାନାଳରୁ ଉଦ୍ଧାର
ଢେଙ୍କାନାଳ ଅଫିସ, ୩୦।୧୦: ବିହାରରୁ ୭ମାସ ତଳେ ନିଖୋଜ ହୋଇଯାଇଥିବା ଜଣେ ବୃଦ୍ଧଙ୍କୁ ଦୀପାବଳି ଦିନ ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ଅଞ୍ଚଳରୁ ଉଦ୍ଧାର କରାଯାଇଛି। ସେ ହେଲେ ତୁଫାନି ଓରଫ୍ ସୋହା (୬୮)। ଉଦ୍ଧାର ପରେ ତାଙ୍କୁ ଗୋବିନ୍ଦପୁରସ୍ଥିତ...
ଓଡ଼ାପଡ଼ାରେ ନାବାଳିକା ବିବାହ: ଭୋଜିଭାତ ପରେ ବରକନ୍ୟା ଛୁ’
ଓଡ଼ାପଡ଼ା, ୩୦।୧୦(ଡି.ଏନ.ଏ.)-ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ହିନ୍ଦୋଳରୋଡ୍ ଫାଣ୍ଡି ଅଧୀନ ଓଡ଼ାପଡ଼ା ଗ୍ରାମରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ବିବାହ କରାଇ ଦିଆଯାଇଥିବା ମଙ୍ଗଳବାର ଶିଶୁ ମଙ୍ଗଳ କମିଟି ଓ ଚାଇଲ୍ଡ ଲାଇନ୍ ନିକଟରେ ଅଭିଯୋଗ ହୋଇଛି। ଚାଇଲ୍ଡ ଲାଇନର...
ଭକ୍ତି ଆଣିଛି ସଂହତି
ଓଡାପଡା,୨୯ା୧୦ (ଦିନେଶ ଦାସ) ସମଗ୍ର ଗାଁ ଏବେ ପାଲଟିଛି ଗୋଟିଏ ଗୋଷ୍ଠୀ। ସାହି ସାହି ଭିତରେ ଏବେ ନା ଅଛି ମତାନ୍ତର ନା ମନାନ୍ତର। ପୁରୁଣା ମାନ ଅଭିମାନକୁ ସତେ ଯେମିତି କେବେଠୁ ଭୁଲି ସାରିଲେଣି ଗ୍ରାମବାସୀ। ସମସ୍ତେ ଗୋଟିଏ...
ଲଘୁଚାପ ବର୍ଷାରେ ବ୍ୟାପକ ଫସଲ ନଷ୍ଟ
ଭାପୁର,୨୯।୧୦(ଡି.ଏନ.ଏ.) ଢେଙ୍କାନାଳ ଜିଲା ସଦର ବ୍ଲକ ଓ ଓଡ଼ାପଡ଼ା ବ୍ଲକ ଅନ୍ତର୍ଗତ ଛଦେଶ ଅଞ୍ଚଳରେ ଗତ ଲଘୁଚାପ ବର୍ଷାରେ ବ୍ୟାପକ ଧାନ ଓ ପନିପରିବା ଫସଲ ନଷ୍ଟ ହୋଇଛି। ବିଲରେ ପାଣି ଜମିଥିବାରୁ ଧାନ ଗଜା ହୋଇଛି। ଟମାଟୋ, ବାଇଗଣ,...
ଆହାର କେନ୍ଦ୍ରରେ ଖାଇଲେ ମନ୍ତ୍ରୀ
ଢେଙ୍କାନାଳ ଅଫିସ,୨୯ା୧୦ ଢେଙ୍କାନାଳ ପୌରସଂସ୍ଥା କାର୍ଯ୍ୟାଳୟ ଓ ବ୍ଲକ କାର୍ଯ୍ୟାଳୟ ଅଚାନକ ଗସ୍ତରେ ଆସିଥିବା ରାଜ୍ୟ ପଞ୍ଚାୟତିରାଜ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ବସଷ୍ଟାଣ୍ଡ ନିକଟସ୍ଥ ଆହାର କେନ୍ଦ୍ରକୁ ଯାଇଥିଲେ। ୫ ଟଙ୍କାର ଟିକେଟ୍ କାଟି...
ପୌରସଂସ୍ଥା, ସଦରବ୍ଲକ କାର୍ଯ୍ୟାଳୟକୁ ମନ୍ତ୍ରୀଙ୍କ ଅଚାନକ ଗସ୍ତ:ଯୋଜନାର ଠିକ୍ ତଥ୍ୟ ରଖିବାକୁ ନିର୍ଦ୍ଦେଶ
ଢେଙ୍କାନାଳ ଅଫିସ,୨୯ା୧୦ ମୁଖ୍ୟମନ୍ତ୍ରୀଙ୍କ ୫-ଟି କାର୍ଯ୍ୟକ୍ରମକୁ ସଫଳତାର ସହ କାର୍ଯ୍ୟକାରୀ କରିବାକୁ ସଚିବମାନେ ବିଭିନ୍ନ ସ୍ଥାନ ଗସ୍ତ କରୁଥିବାବେଳେ ଏହାର ଅନୁଧ୍ୟାନ କରିବାକୁ ଏବେ ମନ୍ତ୍ରୀଙ୍କ ପାଳିପଡିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ, ଗୃହ ଓ ନଗର ଉନ୍ନୟନ...
Archives


