ଢେଙ୍କାନାଳ

ପାନୀୟ ଜଳ ଯୋଗାଣରେ ଅବ୍ୟବସ୍ଥା: ପମ୍ପ ହାଉସ୍‌ରେ ତାଲା ଠୁଙ୍କି ପ୍ରତିବାଦ

ପରଜଙ୍ଗ, ୧୭।୧୧(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସୀ ଗ୍ରାମରେ ପାଇପ ପାଣି ଯୋଗାଣରେ ବ୍ୟାପକ ଅବ୍ୟବସ୍ଥା ହେଉଥିବା ଅଭିଯୋଗ ଆଣିଛନ୍ତି ଅଞ୍ଚଳବାସୀ। ଏହାର ପ୍ରତିବାଦରେ ସେମାନେ ରବିବାର ପଞ୍ଚାୟତ କାର୍ଯ୍ୟାଳୟ ନିକଟ ପମ୍ପ ହାଉସରେ ତାଲା ପକାଇ ପ୍ରତିବାଦ କରିଛନ୍ତି। ଫଳରେ…

ଟ୍ରାକ୍ଟର ଓଲଟି ଡ୍ରାଇଭର ମୃତ

ବଇଣ୍ଡା,୧୭।୧୧(ଡି.ଏନ୍‌.ଏ.)-କିଶୋରନଗର ବ୍ଲକ ହଣ୍ଡପା ଥାନା କଟରଙ୍ଗା ଗ୍ରାମରେ ଶୁକ୍ରବାର ରାତିରେ ଏକ ଟ୍ରାକ୍ଟର ଓଲଟି ପଡ଼ିଛି। ଏଥିରେ ଟ୍ରାକ୍ଟର ଚାଳକ ପାପସରା ଗ୍ରାମର ଲମ୍ବୋଦର ପ୍ରଧାନଙ୍କ ମୃତ୍ୟୁ ହୋଇଛି। ପୋଲିସ କହିଛି, ଏକ ଟ୍ରାକ୍ଟର (ନଂ.ଓଡ଼ି୧୯ଇ୭୫୦୧) କଟରଙ୍ଗା ଅଭିମୁଖେ ଆସୁଥିବାବେଳେ ଚାଳକ…

ନୂଆ ନିୟମକୁ ଠିକାଦାରଙ୍କ ବିରୋଧ: ୨୦ରୁ ସରକାରୀ କାର୍ଯ୍ୟ ବନ୍ଦ ଚେତାବନୀ

ଢେଙ୍କାନାଳ ଅଫିସ, ୧୬।୧୧ – ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଲଘୁ ଖଣିଜ ପଦାର୍ଥ ପାଇଁ ଲାଗୁ ହୋଇଥିବା ନିୟମକୁ ଠିକାଦାରମାନେ ବିରୋଧ କରିଛନ୍ତି। ଦାବିପୂରଣ ନ ହେଲେ ଆସନ୍ତା ୨୦ ତାରିଖରୁ ସମସ୍ତ ସରକାରୀ କାର୍ଯ୍ୟ ବନ୍ଦ…

କଟକଣା ମାନୁନାହାନ୍ତି ଭାରିଯାନ: ଗାଡ଼ି ଅଟକାଇ ପ୍ରତିବାଦ

ଭୁବନ, ୧୬।୧୧(ଡି.ଏନ୍‌.ଏ.) – ଭୁବନ ଏନ୍‌ଏସି ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାରେ ଭାରିଯାନ ଚଳାଚଳକୁ ନେଇ ଲାଗି ରହିଥିବା ଅସନ୍ତୋଷ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ବାଲିବୋଝେଇ ଟ୍ରକ୍‌, ହାଇଓ୍ବା କଟକଣା ଭାଙ୍ଗି ଉକ୍ତ ରାସ୍ତାରେ ଯାତାୟାତ କରୁଥିବାରୁ…

ଚର୍ଚ୍ଚାରେ ଚିଲତଇଳା ଆଶ୍ରମ ସ୍କୁଲ: ଛାତ୍ରୀ ମୃତ୍ୟୁର ସପ୍ତାହକ ପରେ ଆଉ ଜଣେ ଅସୁସ୍ଥ

ଢେଙ୍କାନାଳ ଅଫିସ, ୧୫।୧୧- ଅନ୍ତେବାସୀଙ୍କ ବିଗୁଡୁଥିବା ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚର୍ଚ୍ଚାକୁ ଆସିଛି ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ଚିଲତଇଳା ଆଶ୍ରମ ସ୍କୁଲ। ଏଠାରେ ୫ମ ଶ୍ରେଣୀରେ ପଢୁଥିବା ଛାତ୍ରୀ ସବିତା ମୁଣ୍ଡାଙ୍କ ୭ ତାରିଖରେ ମୃତ୍ୟୁ ଘଟିଥିଲା। ଘଟଣାକୁ ୭ଦିନ ବିତି…

ବେଲଟିକିରିରେ ପ୍ରାଣୀଧନ ଚିକିତ୍ସକ ଦଳ: ଚିକିତ୍ସା କଲେ, ପ୍ରତିଷେଧକ ଦେଲେ

ଢେଙ୍କାନାଳ ଅଫିସ, ୧୫।୧୧-ଢେଙ୍କାନାଳ ସଦର ବ୍ଲକ ବେଲଟିକିରି ଗ୍ରାମରେ ବଜବଜିଆ ରୋଗ ଆତଙ୍କ ସମ୍ପର୍କିତ ଖବର ‘ଧରିତ୍ରୀ’ରେ ପ୍ରକାଶ ପାଇବା ପରେ ପ୍ରାଣୀଧନ ଚିକିତ୍ସା ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଗୁରୁବାର ବିଭାଗର ଏକ ଟିମ୍‌ ଗ୍ରାମରେ ପହଞ୍ଚତ୍ ଗୋରୁଙ୍କ…

ବେଲଟିକିରିରେ ବଜବଜିଆ ରୋଗ ଆତଙ୍କ: ବାଛୁରି ମୃତ, ୧୨ ଗୋରୁ ଆକ୍ରାନ୍ତ

ଢେଙ୍କାନାଳ ଅଫିସ, ୧୪।୧୧ – ଢେଙ୍କାନାଳ ସଦର ବ୍ଲକ ବେଲଟିକିରି ଗ୍ରାମରେ ବଜବଜିଆ ରୋଗ ଆତଙ୍କ ଦେଖାଦେଇଛି। ଏଥିରେ ଆକ୍ରାନ୍ତ ହୋଇ କୈଳାସ ସାମଲଙ୍କ ଗୋଟିଏ ବାଛୁରିର ମୃତ୍ୟୁ ଘଟିଛି। ୧୨ରୁ ଊର୍ଦ୍ଧ୍ୱ ଗୋରୁ ଆକ୍ରାନ୍ତ ହୋଇଛନ୍ତି। ପ୍ରାୟ ଦେଢ଼ବର୍ଷ ହେଲା…

କପିଳାସରେ ୫୦ ହଜାର ଶ୍ରଦ୍ଧାଳୁ

ଢେଙ୍କାନାଳ ଅଫିସ,୧୩ା୧୧- ଢେଙ୍କାନାଳର ପ୍ରସିଦ୍ଧ ଶୈବପୀଠ କପିଳାସଠାରେ କାର୍ତ୍ତିକ ପୂର୍ଣ୍ଣିମା ଉପଲକ୍ଷେ ମଙ୍ଗଳବାର ପ୍ରବଳ ଜନ ସମାଗମ ଲାଗିରହିଥିଲା। ସକାଳୁ ଅପରାହ୍ନ ପର୍ଯ୍ୟନ୍ତ ପ୍ରାୟ ୫୦ ହଜାର ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଥିଲା। ଢେଙ୍କାନାଳ ଜିଲା ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ପୀଠାଧୀଶ…

୧୫ ଟନ୍‌ ଚୋରା ରଡ଼ ଜବତ

ଭାପୁର,୧୨।୧୧(ଡି.ଏନ.ଏ.)-ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି ପୋଲିସ ରବିବାର ଗୋବିନ୍ଦପ୍ରସାଦ ଗ୍ରାମ ନିକଟରେ ଚଢାଉ କରି ୧୫ ଟନ୍‌ ଚୋରା ଲୁହା ରଡ଼ ଜବତ କରିଛି। ଏଥିସହିତ ରଡ଼ ଜବତ ସ୍ଥାନ ନିକଟରୁ ଏକ ବାଇକ(ଓଡ଼ି୦୬ଏଫ-୨୦୭୫) ଜବତ କରାଯାଇଛି। ଏହି…

ବାଇକ୍‌ -ସ୍କର୍ପିଓ ମୁହାଁମୁହିଁ : ୩ ଗୁରୁତର; ଟାୟାର ଜାଳି ରାସ୍ତା ଅବରୋଧକଲେ ଲୋକେ

ପରଜଙ୍ଗ,୧୨।୧୧(ଡି.ଏନ୍‌.ଏ): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ଅଧୀନ ଭାଲୁମୁଣ୍ଡା-ଆଲୁଅ ଝରଣ ପୂର୍ତ୍ତବିଭାଗ ରାସ୍ତାର ମହୁଲା ଛକ ନିକଟରେ ମଙ୍ଗଳବାର ସକାଳେ ସଡ଼କ ଦୁର୍ଘଟଣା ଘଟିଛି। ଏକ ସ୍କର୍ପିଓ (ଓଆର୍‌ ୧୯ ଏଚ୍‌ ୦୦୮୧) ସହ ବାଇକ୍‌ (୦୬ ବି…

ହାଟକୁ ଡାକି ନେଇ ସ୍ତ୍ରୀଙ୍କୁ ହତ୍ୟା

ଓଡ଼ାପଡ଼ା, ୧୨ା୧୧ (ଡି.ଏନ.ଏ.)- ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ଶ୍ରୀଡ଼ିହ ଗ୍ରାମର ସାବିତ୍ରୀ ଭୋଇ (୩୨) ନିଖୋଜ ଘଟଣାର ସୋମବାର ପର୍ଦ୍ଦାଫାସ ହୋଇଛି। ଅଭିଯୁକ୍ତ ସ୍ବାମୀ ବିରଞ୍ଚତ୍ ଭୋଇ (୩୭) ହିଁ ସ୍ତ୍ରୀଙ୍କ ହତ୍ୟାକାରୀ ଏବଂ ଏହି ହତ୍ୟାକାଣ୍ଡ ପଛର କାରଣ…

କଣ୍ଟ ସମୟ ପୂରିଲାଣି, ସରୁନି ପ୍ରକଳ୍ପ କାର୍ଯ୍ୟ: ୬୧ ଅଧାପନ୍ତରିଆ, ୧୫ ଆରମ୍ଭ ହୋଇନି

କାମାକ୍ଷାନଗର, ୧୨ା୧୧(ଡି.ଏନ.ଏ) – ଗ୍ରାମାଞ୍ଚଳର ଜନସାଧାରଣଙ୍କ ମୌଳିକ ସମସ୍ୟାର ସମାଧାନ ଲାଗି ରାଜ୍ୟରେ ଆରମ୍ଭ ହୋଇଛି ‘ଆମ ଗାଁ, ଆମ ବିକାଶ’ କାର୍ଯ୍ୟକ୍ରମ। ରାଜ୍ୟ ସରକାର ସିଧାସଳଖ ଜନପ୍ରତିନିଧିଙ୍କ ସହ ଆଲୋଚନା କରି ପଞ୍ଚାୟତର ଆବଶ୍ୟକତାକୁ ଦେଖି ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri