ଢେଙ୍କାନାଳ

ବନ୍ଦ କାର୍‌ରେ ଶିଶୁକନ୍ୟାକୁ ଛାଡ଼ି ପଳାଇଲେ ମା’ବାପା, ମୁର୍ମୂଷୁ ଅବସ୍ଥାରେ ଉଦ୍ଧାର କଲେ ଲୋକେ

ଢେଙ୍କାନାଳ ଅଫିସ,୩।୧୨: ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ମଧ୍ୟାହ୍ନ ସମୟରେ ଏକ ଧଳା କାର୍‌ ଭିତରେ ଦେଢ଼ ବର୍ଷର ଶିଶୁକନ୍ୟା ଫସି ରହିଥିବା ଲୋକେ ଦେଖିବାକୁ ପାଇଥିଲେ। ପରେ ଗାଡ଼ିର କାଚ ଖୋଲି ଶିଶୁକନ୍ୟାକୁ…

ପେଟ୍ରୋଲ ଟାଙ୍କି କରାଇଦେବା ନାଁରେ ୪୦ ଲକ୍ଷ ଟଙ୍କା ଠକେଇ:ବିହାରରୁ ୩ ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

ଭୁବନ, ୩ା୧୨(ଡି.ଏନ.ଏ) ପେଟ୍ରୋଲ ଟାଙ୍କି କରାଇଦେବା ନାଁରେ ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ୩ନଂ ୱାର୍ଡର ଓମ ପ୍ରକାଶ ମିଶ୍ରଙ୍କଠାରୁ ୪୦ ଲକ୍ଷ ୪୫ ହଜାର ଟଙ୍କା ଠକେଇ ଅଭିଯୋଗରେ କ୍ରାଇମବ୍ରାଞ୍ଚ ୩ ଜଣ ଯୁବକଙ୍କୁ ବିହାରରୁ ଗିରଫ କରିଛି। ଅଭିଯୁକ୍ତମାନେ…

ଲିଙ୍କ୍‌ ଫେଲ ହେବାରୁ କାର୍ଯ୍ୟ ଠପ୍‌:ପରିବହନ କାର୍ଯ୍ୟାଳୟରେ ଉତ୍ତେଜନା

ଢେଙ୍କାନାଳ ଅଫିସ,୩ା୧୨ ଲାଇସେନ୍ସ, ଗାଡ଼ି କାଗଜପତ୍ର କରାଇବାକୁ ସୋମବାର ଢେଙ୍କାନାଳ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟକୁ ଆସିଥିବା ଲୋକଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଛି। ସକାଳ ୧୦ଟାରୁ ଇଣ୍ଟରନେଟ୍‌ ଲିଙ୍କ୍‌ ଫେଲ୍‌ ହୋଇଯିବାରୁ ନୂତନ ଲାଇସେନ୍ସ, ଫିଟନେସ ଯାଞ୍ଚ, ଗାଡି ପଞ୍ଜୀକରଣ ଆଦି…

ଲାଞ୍ଚ ନେଇ ଧରାପଡ଼ିଲେ ବରିଷ୍ଠ କିରାଣି

ଢେଙ୍କାନାଳ ଅଫିସ,୨।୧୨: ଢେଙ୍କାନାଳ ଜିଲା ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ କିରାଣି ଅକ୍ଷୟ କୁମାର ସାହୁ ସୋମବାର ଲାଞ୍ଚ ନେଉଥିବା ବେଳେ ଢେଙ୍କାନାଳ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜମି ପଟ୍ଟା କିସମର ନକଲ ଦେବା ଲାଗି ଭୁବନ ଅରଖପାଳ ଗ୍ରାମର ବାବୁଲି ସାହୁଙ୍କଠାରୁ…

ଡକାୟତି ଯୋଜନା ବେଳେ ୮ ଗିରଫ

ତାଳଚେର,୧ା୧୨(ନି.ପ୍ର.)- କଲିୟାରୀ ପୋଲିସ ଡକାୟତି ଯୋଜନା କରୁଥିବା ୮ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଦୁର୍ବୃତ୍ତମାନେ ହେଲେ ସମଲ ଚନ୍ଦ୍ରବିଲ ଗ୍ରାମର ଦିପୁ ଓରଫ ଦୀପକ ପ୍ରଧାନ, କଟକ ଦରଘାବଜାରର ଏମ୍‌ଡି ଇଞ୍ଜେମାନ, ସେଣ୍ଟ୍ରାଲ କଲେନୀର ନିପୁ ନାଏକ,…

ବିଶ୍ୱ ଏଡ୍‌ସ ଦିବସ: ସମସ୍ତ ଯୁବତୀ ଯୁବକ ସଚେତନ ହେଲେ ଦୂରେଇବ ଏଡ୍‌ସ

ଭୁବନ,୧।୧୨(ଡି.ଏନ୍‌.ଏ): ଢେଙ୍କାନାଳ ଜିଲା ଭୁବନ ମହିଳା କଲେଜରେ ରବିବାର ବିଶ୍ୱ ଏଡ୍‌ସ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଏଡ୍‌ସ ସମ୍ପର୍କିତ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା। ସଭାରେ ମହିଳା ଡିଗ୍ରୀ କଲେଜର ଅଧ୍ୟକ୍ଷ ଦିଲ୍ଲୀପ ଦାସ ମୁଖ୍ୟ ଅତିଥି…

ଢେଙ୍କାନାଳ ଜିଲା ଚିଠି: ଟ୍ରାଫିକ୍‌ ଟେନ୍‌ସନ

ଢେଙ୍କାନାଳ ସମେତ ଜିଲାର ପ୍ରମୁଖ ସହରରେ ଟ୍ରାଫିକ୍‌ ସମସ୍ୟା ଚିନ୍ତାଜନକ ହୋଇଛି। ଟ୍ରାଫିକ୍‌ ନିୟନ୍ତ୍ରଣ ପାଇଁ ମୋଟରଯାନ ସଂଶୋଧିତ ଆଇନ ଲାଗୁ ହୋଇଛି ସତ, ହେଲେ ବାସ୍ତବ ସ୍ଥିତି ଦେଖିଲେ ଏଥିପ୍ରତି କାହାରି ଖାତିର ନ ଥିବା ଭଳି ମନେହେଉଛି। ଗାଡ଼ି…

ଢେଙ୍କାନାଳରେ ଅର୍ଥମନ୍ତ୍ରୀ: ‘ଚୋରା ମଦ ବିକ୍ରି ସମ୍ପୂର୍ଣ୍ଣ ନିଷେଧ କର’

ଢେଙ୍କାନାଳ ଅଫିସ, ୩୦।୧୧ – କଲିକତାରୁ ବିପୁଳ ପରିମାଣରେ ନକଲି ମଦ ଓଡ଼ିଶାକୁ ଆସୁଛି। ଚୋରା ମଦ ବ୍ୟବସାୟୀମାନେ ଏହାକୁ ବିଭିନ୍ନ ଅଞ୍ଚଳକୁ ପହଞ୍ଚାଉଛନ୍ତି। ଏହାକୁ ରୋକିବାକୁ ଅବକାରୀ ବିଭାଗ ସ୍ବତନ୍ତ୍ର ଦୃଷ୍ଟି ଦେବା ଜରୁରୀ। ଢେଙ୍କାନାଳରେ ଚୋରା ମଦ ପ୍ରସ୍ତୁତି…

ଆର୍‌ଏମ୍‌ସି ପକ୍ଷରୁ କୃଷକ ବଜାର ଲୋକାର୍ପିତ: ‘ଚାଷୀଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟ’

ଢେଙ୍କାନାଳ ଅଫିସ, ୨୮ା୧୧: ଢେଙ୍କାନାଳ ନିୟନ୍ତ୍ରିତ ବଜାର କମିଟି (ଆରଏମ୍‌ସି) ପକ୍ଷରୁ ବୁଧବାର ଅପରାହ୍ନ ୧ଟା ୪୫ରେ କୈବଲ୍ୟ ବଜାର ଗାୟତ୍ରୀ ମନ୍ଦିର ନିକଟରେ ନବନିର୍ମିତ କୃଷକ ବଜାର ଉଦ୍‌ଘାଟିତ ହୋଇଯାଇଛି। ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ଏବଂ ସମବାୟ ମନ୍ତ୍ରୀ…

ଶକ୍ତିସୁଗାରରେ ଆରମ୍ଭ ହେଲା ଆଖୁପେଡ଼ା; ଲକ୍ଷ୍ୟଧାର୍ଯ୍ୟ ୩ ଲକ୍ଷ ମେଟ୍ରିକ୍‌ ଟନ

ଢେଙ୍କାନାଳ ଅଫିସ,୨୮।୧୧: ଢେଙ୍କାନାଳ ସଦର ବ୍ଲକ ହରିପୁରସ୍ଥିତ ଶକ୍ତିସୁଗାର କମ୍ପାନୀରେ ବୁଧବାର ପୂର୍ବାହ୍ନ ୧୦ଟା ୨୦ରେ ୨୦୧୯-୨୦ ବର୍ଷ ପାଇଁ ଆଖୁପେଡା ଆରମ୍ଭ ହୋଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା କନଭେୟର ବେଲ୍‌ଟରେ ଆଖୁ ପକାଇ ଆନୁଷ୍ଠାନିକ ଭାବେ ଏହାର ଶୁଭାରମ୍ଭ…

ବ୍ୟାଙ୍କରୁ ଟଙ୍କା ଲୁଟ୍‌ ମାମଲା: ଅଭିଯୁକ୍ତଙ୍କୁ ୭ବର୍ଷ ଜେଲ

ଢେଙ୍କାନାଳ ଅଫିସ,୨୫ା୧୧-ଢେଙ୍କାନାଳ ସଦର ଥାନା ସିମିନଈସ୍ଥିତ ଏଚ୍‌ଡିଏଫ୍‌ସି ବ୍ୟାଙ୍କ ଶାଖାରୁ ୨୦୧୭ରେ ସଙ୍ଗଠିତ ଲୁଟ୍‌ ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ ମୁକ୍ତିରଞ୍ଜନ ଶତପଥୀ ଘଟଣାର ଅନ୍ୟତମ ଅଭିଯୁକ୍ତ ସୋଗରପଶି ଗ୍ରାମର ମାନସ କୁମାର ଷେଣ୍ଢ…

ବଧୂହତ୍ୟା ଅଭିଯୋଗ: ସ୍ବାମୀ ଅଟକ, ଶାଶୁ-ଶ୍ୱଶୁର ଫେରାର

ଭୁବନ,୨୫।୧୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ଥାନା ସୁରପ୍ରତାପପୁର ଡିହସାହିରେ ସୋମବାର ଯୌତୁକ ପାଇଁ ବଧୂହତ୍ୟା ହୋଇଥିବା ଅଭିଯୋଗ ହୋଇଛି। ନବବଧୂ ଜଣଙ୍କ ଭୁବନ ଥାନା ବାଳୁଆ (ବି) ଗ୍ରାମର ବାଳକୃଷ୍ଣ ପରିଡ଼ାଙ୍କ ଝିଅ ବନିତା ରାଉତ (୨୩)। ବନିତା ମେ ୨୦୧୮ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?