ଢେଙ୍କାନାଳ

ଜମୁଛି ଲକ୍ଷ୍ମୀପୂଜା, କମ୍ପୁଛି ମଣ୍ଡପ

ହିନ୍ଦୋଳ,୧୯ା୧୦(ଡି.ଏନ.ଏ)-ଗଣପର୍ବ ଲକ୍ଷ୍ମୀପୂଜାକୁ ନେଇ ଉତ୍ସବ ମୁଖର ହୋଇଉଠିଛି ସାରା ଢେଙ୍କାନାଳ ଜିଲା। ପୂରପଲ୍ଲୀଠାରୁ ଆରମ୍ଭ କରି ସାରା ସହରରେ ମନ୍ତ୍ରଧ୍ୱନୀରେ ପ୍ରକମ୍ପିତ ହେଉଛି ମା’ଙ୍କ ମଣ୍ଡପ। ଅନୁକୂଳ ପାଗ ସାଙ୍ଗକୁ ସାରେ ଦର୍ଶକଙ୍କ ଭିଡ଼କୁ ନେଇ ସବୁଠି ସୃଷ୍ଟି ହୋଇଛି ଉତ୍ସବର…

ଆଇଆଇଏମ୍‌ସିରେ ବାୟୁ ପ୍ରଦୂଷଣ ସମ୍ପର୍କିତ କର୍ମଶାଳା:‘ସହଯୋଗ ମିଳିଲେ କମିବ ପ୍ରଦୂଷଣ’

ଢେଙ୍କାନାଳ ଅଫିସ, ୨୦ା୧୦ ଢେଙ୍କାନାଳସ୍ଥିତ ଆଇଆଇଏମ୍‌ସି ଏବଂ ଶିକାଗୋ ବିଶ୍ୱବିଦ୍ୟାଳୟ ଏନର୍ଜି ପଲିସି ଇନ୍‌ଷ୍ଟିଚ୍ୟୁଟ୍‌ର ମିଳିତ ସହଯୋଗରେ ଶୁକ୍ରବାର ବାୟୁ ପ୍ରଦୂଷଣ ସମ୍ପର୍କିତ କର୍ମଶାଳା ଅନୁଷ୍ଠିତ ହୋଇଛି। ଅତିରିକ୍ତ ଜିଲାପାଳ ଭବେଶ କୁମାର ନାୟକ ବକ୍ତାଭାବେ ଯୋଗଦେଇ କହିଲେ, ସହଯୋଗ ମିଳିଲେ…

ସଦର ରେଞ୍ଜ୍‌ରେ ବୁଲୁଛି ବାଘ

ଭାପୁର, ୨୦।୧୦(ଡି.ଏନ୍‌.ଏ.) ଢେଙ୍କାନାଳ ସଦର ରେଞ୍ଜ ମାଟିଆମୁଣ୍ଡିଆ ପାହାଡ଼ ପାଦଦେଶରେ ଏକ କଲରାପତରିଆ ବାଘ ବୁଲୁଥିବା ବନ ବିଭାଗ ସ୍ପଷ୍ଟ କରିଛି। ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଥିବାବେଳେ ପାହାଡ଼ତଳି ଅଞ୍ଚଳର ଲୋକଙ୍କୁ ସତର୍କ ରଖିବାକୁ ବିଭାଗ…

ଜମୁଛି ଲକ୍ଷ୍ମୀପୂଜା, କମ୍ପୁଛି ମଣ୍ଡପ

ହିନ୍ଦୋଳ,୧୯ା୧୦(ଡି.ଏନ.ଏ): ଗଣପର୍ବ ଲକ୍ଷ୍ମୀପୂଜାକୁ ନେଇ ଉତ୍ସବ ମୁଖର ହୋଇଉଠିଛି ସାରା ଢେଙ୍କାନାଳ ଜିଲା। ପୂରପଲ୍ଲୀଠାରୁ ଆରମ୍ଭ କରି ସାରା ସହରରେ ମନ୍ତ୍ରଧ୍ୱନୀରେ ପ୍ରକମ୍ପିତ ହେଉଛି ମା’ଙ୍କ ମଣ୍ଡପ। ଅନୁକୂଳ ପାଗ ସାଙ୍ଗକୁ ସାରେ ଦର୍ଶକଙ୍କ ଭିଡ଼କୁ ନେଇ ସବୁଠି ସୃଷ୍ଟି ହୋଇଛି…

ସାମାଜିକ ସଂହତିର ସେତୁବନ୍ଧ ‘ଲୋକକଳା’

(ରତନ ନାୟାର) ଢେଙ୍କାନାଳ ଅଫିସ, ୧୮।୧୦ ଶିଳ୍ପ ସମୃଦ୍ଧ ଢେଙ୍କାନାଳ ଜିଲାକୁ ସ୍ବତନ୍ତ୍ର ପରିଚୟ ଦେଇଛି ଲୋକକଳା। ତେବେ ରାଜରାଜୁଡ଼ା ଅମଳରୁ ପ୍ରଚଳିତ ଲୋକକଳାରେ ଧସେଇ ପଶିଲା ଉଗ୍ର ଆଧୁନିକତା। ପରିସ୍ଥିତି ଏମିତି ହେଲା ଯେ, କଳାକାରମାନେ ମୁଖ୍ୟସ୍ରୋତରୁ ଦୂରେଇ ଗଲେ।…

୪ର୍ଥ ଦିନରେ ଲକ୍ଷ୍ମୀ ପୂଜାଉତ୍ସବ: ବଢୁଛି ଭିଡ଼, ଜମୁଛି ପୂଜା

ଢେଙ୍କାନାଳ ଅଫିସ, ୧୮।୧୦- କୁମାର ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଛି ଢେଙ୍କାନାଳର ଗଣପର୍ବ ଲକ୍ଷ୍ମୀପୂଜା। ଐତିହ୍ୟ, ପରମ୍ପରା ଏବଂ କିମ୍ବଦନ୍ତୀକୁ ଆଧାର କରି ହେଉଥିବା ଏହି ପୂଜା ଉତ୍ସବ ସାରା ରାଜ୍ୟରେ ସ୍ବତନ୍ତ୍ରତା ହାସଲ କରିଛି। ଚଳିତ ବର୍ଷ ଅନୁକୂଳ ପାଗ ଥିବାରୁ…

୪ର୍ଥ ଦିନରେ ଲକ୍ଷ୍ମୀ ପୂଜାଉତ୍ସବ; ବଢୁଛି ଭିଡ଼, ଜମୁଛି ପୂଜା

ଢେଙ୍କାନାଳ ଅଫିସ, ୧୭।୧୦:  କୁମାର ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଛି ଢେଙ୍କାନାଳର ଗଣପର୍ବ ଲକ୍ଷ୍ମୀପୂଜା। ଐତିହ୍ୟ, ପରମ୍ପରା ଏବଂ କିମ୍ବଦନ୍ତୀକୁ ଆଧାର କରି ହେଉଥିବା ଏହି ପୂଜା ଉତ୍ସବ ସାରା ରାଜ୍ୟରେ ସ୍ବତନ୍ତ୍ରତା ହାସଲ କରିଛି। ଚଳିତ ବର୍ଷ ଅନୁକୂଳ ପାଗ ଥିବାରୁ ପୂଜା…

ପରଜଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ୭୪ତମ ଜନ୍ମଦିବସ ପାଳିତ, ଗରିବଙ୍କୁ କମ୍ବଳ ବାଣ୍ଟିଲେ ଏମ୍‌ପି

ପରଜଙ୍ଗ,୧୬।୧୦(ଡି.ଏନ୍‌.ଏ)- ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଆଖୁଆପାଳ ପଞ୍ଚାୟତ ରାମେଶ୍ୱର ହାଇସ୍କୁଲ ପଡିଆଠାରେ ବୁଧବାର ଢେଙ୍କାନାଳ-ଅନୁଗୁଳ ଏମ୍‌ପି ମହେଶ ସାହୁଙ୍କ ତତ୍ତ୍ୱବଧାନରେ ବହୁ ନିରାଡ଼ମ୍ବର ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୪ ତମ ଜନ୍ମ ଦିବସ ପାଳିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଜନ୍ମ…

ଜବାହରଚୌକ ପ୍ରତିଷ୍ଠାନ ପାଳିବ ପ୍ଲାଟିନମ୍‌ ଜୁବିଲି: ଛାମୁଣ୍ଡିଆରୁ କଂକ୍ରିଟ୍‌ ମଣ୍ଡପ

ଢେଙ୍କାନାଳ ଅଫିସ, ୧୬।୧୦-ଢେଙ୍କାନାଳର ପ୍ରସିଦ୍ଧ ଲକ୍ଷ୍ମୀପୂଜା ଉତ୍ସବର ୨ନଂ. ମେଢ଼ ଜବାହରଚୌକ ପୂଜା ପ୍ରତିଷ୍ଠାନ ୭୫ବର୍ଷ ପୂର୍ତ୍ତି ଅବସରରେ ଚଳିତବର୍ଷ ପ୍ଲାଟିନମ୍‌ ଜୁବିଲି ଉତ୍ସବ ପାଳନ କରୁଛି। ଏହାକୁ ଦେଇ କମିଟି କର୍ମକର୍ତ୍ତାଙ୍କ ମଧ୍ୟରେ ବିପୁଳ ଉତ୍ସାହ ଉଦ୍ଦୀପନା ଦେଖାଦେଇଛି। ୧୯୪୪ରେ…

ସ୍ବାସ୍ଥ୍ୟକେନ୍ଦ୍ରରେ ସୁଧୁରୁନି ସେବା

ପରଜଙ୍ଗ, ୧୫ା୧୦(ଡି.ଏନ.ଏ.)ଦୀର୍ଘ ଦିନ ହେବ ବିଭିନ୍ନ ସମସ୍ୟା ଘେରରେ ଢେଙ୍କାନାଳ ଜିଲା ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର। ଡାକ୍ତର କର୍ମଚାରୀଙ୍କ ଅଭାବ, ନିଯୁକ୍ତ ଡାକ୍ତରଙ୍କ ମନମୁଖି ସେବା, ଆବଶ୍ୟକ ଶଯ୍ୟା ଅଭାବ, ପାନୀୟ ଜଳ ବ୍ୟବସ୍ଥା ନ ଥିବା ଭଳି ବହୁ ସମସ୍ୟା…

ଓ୍ବାର୍ଡ ରାସ୍ତାରେ ଆବର୍ଜନା ପାଣି

ଭୁବନ,୧୫ା୧୦ (ଡି.ଏନ.ଏ) ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ୯ ଓ ୧୦ ନମ୍ବର ୱାର୍ଡ ମଧ୍ୟରେ ଯାଇଥିବା ମୁଖ୍ୟ ରାସ୍ତା ଉପରେ ଆବର୍ଜନା ପାଣି ମାଡୁଛି। ଏହା ଜମି ରହି ଦୁର୍ଗନ୍ଧ ହେଉଥିବାରୁ ଓ୍ବାର୍ଡବାସୀ ହଇରାଣ ହେଉଛନ୍ତି। ଦୀର୍ଘ ୩ ମାସ…

ଜନ ଶୁଣାଣିରେ ୧୯୧ ଅଭିଯୋଗ

ପରଜଙ୍ଗ,୧୪।୧୦(ଡି.ଏନ.ଏ.)- ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ରାଜୀବ ଗାନ୍ଧୀ ସେବାକେନ୍ଦ୍ରରେ ସୋମବାର ଜିଲାପାଳଙ୍କ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ମୋଟ୍‌ ୧୯୧ ଅଭିଯୋଗ ଗ୍ରହଣ ହୋଇଥିଲା। ଜିଲାପାଳ ଭୁମେଶ ଚନ୍ଦ୍ର ବେହେରା ନିଜେ କିଛି ଅଭିଯୋଗର ସମାଧାନ କରିଥିବାବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri