ନୂଆ ନିୟମକୁ ଠିକାଦାରଙ୍କ ବିରୋଧ: ୨୦ରୁ ସରକାରୀ କାର୍ଯ୍ୟ ବନ୍ଦ ଚେତାବନୀ
ଢେଙ୍କାନାଳ ଅଫିସ, ୧୬।୧୧ – ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଲଘୁ ଖଣିଜ ପଦାର୍ଥ ପାଇଁ ଲାଗୁ ହୋଇଥିବା ନିୟମକୁ ଠିକାଦାରମାନେ ବିରୋଧ କରିଛନ୍ତି। ଦାବିପୂରଣ ନ ହେଲେ ଆସନ୍ତା ୨୦ ତାରିଖରୁ ସମସ୍ତ ସରକାରୀ କାର୍ଯ୍ୟ ବନ୍ଦ…
କଟକଣା ମାନୁନାହାନ୍ତି ଭାରିଯାନ: ଗାଡ଼ି ଅଟକାଇ ପ୍ରତିବାଦ
ଭୁବନ, ୧୬।୧୧(ଡି.ଏନ୍.ଏ.) – ଭୁବନ ଏନ୍ଏସି ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାରେ ଭାରିଯାନ ଚଳାଚଳକୁ ନେଇ ଲାଗି ରହିଥିବା ଅସନ୍ତୋଷ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ବାଲିବୋଝେଇ ଟ୍ରକ୍, ହାଇଓ୍ବା କଟକଣା ଭାଙ୍ଗି ଉକ୍ତ ରାସ୍ତାରେ ଯାତାୟାତ କରୁଥିବାରୁ…
ଚର୍ଚ୍ଚାରେ ଚିଲତଇଳା ଆଶ୍ରମ ସ୍କୁଲ: ଛାତ୍ରୀ ମୃତ୍ୟୁର ସପ୍ତାହକ ପରେ ଆଉ ଜଣେ ଅସୁସ୍ଥ
ଢେଙ୍କାନାଳ ଅଫିସ, ୧୫।୧୧- ଅନ୍ତେବାସୀଙ୍କ ବିଗୁଡୁଥିବା ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚର୍ଚ୍ଚାକୁ ଆସିଛି ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ଚିଲତଇଳା ଆଶ୍ରମ ସ୍କୁଲ। ଏଠାରେ ୫ମ ଶ୍ରେଣୀରେ ପଢୁଥିବା ଛାତ୍ରୀ ସବିତା ମୁଣ୍ଡାଙ୍କ ୭ ତାରିଖରେ ମୃତ୍ୟୁ ଘଟିଥିଲା। ଘଟଣାକୁ ୭ଦିନ ବିତି…
ବେଲଟିକିରିରେ ପ୍ରାଣୀଧନ ଚିକିତ୍ସକ ଦଳ: ଚିକିତ୍ସା କଲେ, ପ୍ରତିଷେଧକ ଦେଲେ
ଢେଙ୍କାନାଳ ଅଫିସ, ୧୫।୧୧-ଢେଙ୍କାନାଳ ସଦର ବ୍ଲକ ବେଲଟିକିରି ଗ୍ରାମରେ ବଜବଜିଆ ରୋଗ ଆତଙ୍କ ସମ୍ପର୍କିତ ଖବର ‘ଧରିତ୍ରୀ’ରେ ପ୍ରକାଶ ପାଇବା ପରେ ପ୍ରାଣୀଧନ ଚିକିତ୍ସା ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଗୁରୁବାର ବିଭାଗର ଏକ ଟିମ୍ ଗ୍ରାମରେ ପହଞ୍ଚତ୍ ଗୋରୁଙ୍କ…
ବେଲଟିକିରିରେ ବଜବଜିଆ ରୋଗ ଆତଙ୍କ: ବାଛୁରି ମୃତ, ୧୨ ଗୋରୁ ଆକ୍ରାନ୍ତ
ଢେଙ୍କାନାଳ ଅଫିସ, ୧୪।୧୧ – ଢେଙ୍କାନାଳ ସଦର ବ୍ଲକ ବେଲଟିକିରି ଗ୍ରାମରେ ବଜବଜିଆ ରୋଗ ଆତଙ୍କ ଦେଖାଦେଇଛି। ଏଥିରେ ଆକ୍ରାନ୍ତ ହୋଇ କୈଳାସ ସାମଲଙ୍କ ଗୋଟିଏ ବାଛୁରିର ମୃତ୍ୟୁ ଘଟିଛି। ୧୨ରୁ ଊର୍ଦ୍ଧ୍ୱ ଗୋରୁ ଆକ୍ରାନ୍ତ ହୋଇଛନ୍ତି। ପ୍ରାୟ ଦେଢ଼ବର୍ଷ ହେଲା…
କପିଳାସରେ ୫୦ ହଜାର ଶ୍ରଦ୍ଧାଳୁ
ଢେଙ୍କାନାଳ ଅଫିସ,୧୩ା୧୧- ଢେଙ୍କାନାଳର ପ୍ରସିଦ୍ଧ ଶୈବପୀଠ କପିଳାସଠାରେ କାର୍ତ୍ତିକ ପୂର୍ଣ୍ଣିମା ଉପଲକ୍ଷେ ମଙ୍ଗଳବାର ପ୍ରବଳ ଜନ ସମାଗମ ଲାଗିରହିଥିଲା। ସକାଳୁ ଅପରାହ୍ନ ପର୍ଯ୍ୟନ୍ତ ପ୍ରାୟ ୫୦ ହଜାର ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଥିଲା। ଢେଙ୍କାନାଳ ଜିଲା ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ପୀଠାଧୀଶ…
୧୫ ଟନ୍ ଚୋରା ରଡ଼ ଜବତ
ଭାପୁର,୧୨।୧୧(ଡି.ଏନ.ଏ.)-ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି ପୋଲିସ ରବିବାର ଗୋବିନ୍ଦପ୍ରସାଦ ଗ୍ରାମ ନିକଟରେ ଚଢାଉ କରି ୧୫ ଟନ୍ ଚୋରା ଲୁହା ରଡ଼ ଜବତ କରିଛି। ଏଥିସହିତ ରଡ଼ ଜବତ ସ୍ଥାନ ନିକଟରୁ ଏକ ବାଇକ(ଓଡ଼ି୦୬ଏଫ-୨୦୭୫) ଜବତ କରାଯାଇଛି। ଏହି…
ବାଇକ୍ -ସ୍କର୍ପିଓ ମୁହାଁମୁହିଁ : ୩ ଗୁରୁତର; ଟାୟାର ଜାଳି ରାସ୍ତା ଅବରୋଧକଲେ ଲୋକେ
ପରଜଙ୍ଗ,୧୨।୧୧(ଡି.ଏନ୍.ଏ): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ଅଧୀନ ଭାଲୁମୁଣ୍ଡା-ଆଲୁଅ ଝରଣ ପୂର୍ତ୍ତବିଭାଗ ରାସ୍ତାର ମହୁଲା ଛକ ନିକଟରେ ମଙ୍ଗଳବାର ସକାଳେ ସଡ଼କ ଦୁର୍ଘଟଣା ଘଟିଛି। ଏକ ସ୍କର୍ପିଓ (ଓଆର୍ ୧୯ ଏଚ୍ ୦୦୮୧) ସହ ବାଇକ୍ (୦୬ ବି…
ହାଟକୁ ଡାକି ନେଇ ସ୍ତ୍ରୀଙ୍କୁ ହତ୍ୟା
ଓଡ଼ାପଡ଼ା, ୧୨ା୧୧ (ଡି.ଏନ.ଏ.)- ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ଶ୍ରୀଡ଼ିହ ଗ୍ରାମର ସାବିତ୍ରୀ ଭୋଇ (୩୨) ନିଖୋଜ ଘଟଣାର ସୋମବାର ପର୍ଦ୍ଦାଫାସ ହୋଇଛି। ଅଭିଯୁକ୍ତ ସ୍ବାମୀ ବିରଞ୍ଚତ୍ ଭୋଇ (୩୭) ହିଁ ସ୍ତ୍ରୀଙ୍କ ହତ୍ୟାକାରୀ ଏବଂ ଏହି ହତ୍ୟାକାଣ୍ଡ ପଛର କାରଣ…
କଣ୍ଟ ସମୟ ପୂରିଲାଣି, ସରୁନି ପ୍ରକଳ୍ପ କାର୍ଯ୍ୟ: ୬୧ ଅଧାପନ୍ତରିଆ, ୧୫ ଆରମ୍ଭ ହୋଇନି
କାମାକ୍ଷାନଗର, ୧୨ା୧୧(ଡି.ଏନ.ଏ) – ଗ୍ରାମାଞ୍ଚଳର ଜନସାଧାରଣଙ୍କ ମୌଳିକ ସମସ୍ୟାର ସମାଧାନ ଲାଗି ରାଜ୍ୟରେ ଆରମ୍ଭ ହୋଇଛି ‘ଆମ ଗାଁ, ଆମ ବିକାଶ’ କାର୍ଯ୍ୟକ୍ରମ। ରାଜ୍ୟ ସରକାର ସିଧାସଳଖ ଜନପ୍ରତିନିଧିଙ୍କ ସହ ଆଲୋଚନା କରି ପଞ୍ଚାୟତର ଆବଶ୍ୟକତାକୁ ଦେଖି ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ…
ସପ୍ତଶଯ୍ୟା ମହୋତ୍ସବ ଉଦ୍ଘାଟିତ: ‘ସହଯୋଗ ମିଳିଲେ ଆଗକୁ ବଢ଼ିବ ସଂସ୍କୃତି’
ଢେଙ୍କାନାଳ ଅଫିସ, ୧୧ା୧୧: ଢେଙ୍କାନାଳ ମାଟିର ଐତିହ୍ୟ ଯେତିକି ମହାନ୍ ସେତିକି ଗରିମାମୟ ଏହାର ସଂସ୍କୃତି। ଏଠାକାର ସାଂସ୍କୃତିକ ଅନୁଷ୍ଠାନଗୁଡ଼ିକ ପରମ୍ପରାକୁ ଶୀର୍ଷସ୍ଥାନ ଦେବାକୁ ଯେଉଁ ଉଦ୍ୟମ ଚଳାଇଛନ୍ତି, ତାହା ବାସ୍ତବିକ୍ ପ୍ରଶଂସନୀୟ। ଏ କ୍ଷେତ୍ରରେ ଦେବାଂଶୀ ଡ୍ୟାନ୍ସ ଏକାଡେମୀ ମଧ୍ୟ…
ଜାତୀୟ ରାଜପଥ କାର୍ଯ୍ୟ ନିମ୍ନମାନର; ଭାଙ୍ଗିଯାଉଛି ନବନିର୍ମିତ ଡ୍ରେନ୍ ସ୍ଲାବ୍
କାମାକ୍ଷାନଗର, ୧୧।୧୧(ଡି.ଏନ.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ଦେଇ ଯାଇଥିବା ୨୦୦ନଂ. ଜାତୀୟ ରାଜପଥର ଦୋହରୀକରଣ କାର୍ଯ୍ୟ ଦ୍ରୁତଗତିରେ ଚାଲିଛି। ହେଲେ ଏହି କାର୍ଯ୍ୟରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ ଆଣିଛନ୍ତି ବାଇସିଙ୍ଗାର ପୂର୍ବତନ ସରପଞ୍ଚ ହିତେନ୍ଦ୍ର ବିଶ୍ୱାଳ। ଠିକାସଂସ୍ଥା ପକ୍ଷରୁ ଡ୍ରେନ୍…

