ଗାଁରେ ବୁଲୁଛି ହାତୀ, ହଜିଗଲାଣି ଲୋକଙ୍କ ନିଦ
ପରଜଙ୍ଗ,୧୦।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ଦଶିପୁର ଭାଲୁମୁଣ୍ଡା ଗାଁରେ ଗୋଠଛଡ଼ା ଦନ୍ତା ଆତଙ୍କ ହଟୁନି। ସଞ୍ଜ ନଇଁବା ମାତ୍ରେ ହାତୀଟି ଜନବସତି ଆଡକୁ ମାଡ଼ିଆସୁଛି। ଘରେ ଥିବା ଖାଦ୍ୟ ଖାଇବା ସହ ବଗିଚାରେ ପଶି କଦଳୀ, ମକା, କଖାରୁ,…
ଅଗ୍ନିକାଣ୍ଡରେ ଜଳିଗଲା ୨ ବଖରା ଘର: ସହାୟତା ଯୋଗାଇ ଦେବାକୁ ସରକାରଙ୍କ ନିକଟରେ ଦାବି
ପରଜଙ୍ଗ, ୭।୩ ( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ପଞ୍ଚାୟତର ଭାଲିଆତଇଲା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟି ଗ୍ରାମର ନମନ ବେହେରାଙ୍କ ୨ ବଖରା ଘର ସମ୍ପୂର୍ଣ୍ଣ ଜଳି ପାଉଁଶ ହୋଇଯାଇଛି । ସୂଚନା ଅନୁଯାୟୀ ଗତକାଲି…
ଘରେ ପଶିଗଲା ୧୮ ଚକିଆ ଟ୍ରକ୍, ଶୋଇଥିବା ସମୟରେ ଜଣଙ୍କର ମୃତ୍ୟୁ
ଢେଙ୍କାନାଳ,୬।୩(ରତନ ନାୟାର): ଢେଙ୍କାନାଳ ଜିଲା ଗଁଦିଆ ଥାନା ଯୋରନ୍ଦା ଫାଣ୍ଡି କରମୂଳ ହାତିବାରି ଗ୍ରାମ ରେ ଭୟଙ୍କର ଦୁର୍ଘଟଣା । ଗୁରୁବାର ବିଳମ୍ବିତ ରାତିରେ ଏକ ୧୮ ଚକିଆ ଟ୍ରକ ଅନ୍ୟ ଏକ ଟ୍ରକକୁ ଧକ୍କା ଦେଇ ଏକ ଘର ଉପରେ…
ଛେଣ୍ଡିପଦା ବିଧାୟକଙ୍କ ଗାଡ଼ି ଧକ୍କାରେ ଯୁବକ ଆହତ, ବାମ ଗୋଡରେ ଲାଗିଛି…..
ଢେଙ୍କାନାଳ,୫।୩(ରତନ ନାୟର): ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରାଙ୍କ ଫରଚ୍ୟୁନର ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତି ଆହତ ହୋଇଛନ୍ତି । ଗୁରୁବାର ଛେଣ୍ଡିପଦା ବିଧାୟକ ନିଜ ଗାଡ଼ିରେ ଛେଣ୍ଡିପଦାରୁ ଢେଙ୍କାନାଳ ଦେଇ ଭୁବନେଶ୍ୱର ଯାଉଥିବା ବେଳେ ରାସ୍ତାରେ ଏହି ଦୁର୍ଘଟଣା ହୋଇଛି ।…
ଗାଁ ଯାତ୍ରା ଦେଖିବାକୁ ଭଉଣୀକୁ ଆଣିବା ପାଇଁ ଯାଇଥିଲେ ଭାଇ, ରାସ୍ତାରେ ଛକିଥିଲା ଯମ, ଘଟିଲା…
ପରଜଙ୍ଗ,୫ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ଅଧୀନ ଭାଲୁମୁଣ୍ଡା-ଆଲୁଅଝରଣ ପୂର୍ତ୍ତ ବିଭାଗ ରାସ୍ତାର କୁମୁସିସ୍ଥିତ ମାଧିଆ ରଗୁଡ଼ି ପାଖରେ ଅନୁଗୋଳରୁ ପଣ୍ଡୁଆ ଯାଉଥିବା ସୋନି ନାମକ ଏକ ଘରୋଇ ବସ୍ ସାମ୍ନାପଟୁ ଆସୁଥିବା ବାଇକ୍କୁ ଧକ୍କା ଦେଇଥିଲା।…
ଶୌଚ ପାଇଁ ଯାଇଥିଲେ ଚାରୁଲତା, ମାଡ଼ିଆସିଲା ହାତୀ: ଆଉ ତା’ପରେ…
କାମାକ୍ଷାନଗର,୫।୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ ଅଁଳାବେରଣିଠାରେ ଜଣେ ମହିଳାଙ୍କୁ ଦଳି ଦେଇଛି ହାତୀ। ମୃତକ ଜଣଙ୍କ ହେଲେ ଚାରୁଲତା ନାଏକ। ଭୋର ସମୟରେ ଶୌଚ ପାଇଁ ଯାଇଥିବାବେଳେ ହାତୀ ଆକ୍ରମଣ କରିଥିବା ସୂଚନା ମିଳିଛି। ଘଟଣାସ୍ଥଳରେ…
ଜବତ ହେଲା ଦେଶୀ ମହୁଲି, ଗାଁ ନିକଟରେ ଯାଉଥିବାବେଳେ ମାଡିବସିଲା ଅବକାରୀ ବିଭାଗ, ଘଟଣାରେ…
ପରଜଙ୍ଗ,୨।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ମହାବିରୋଡ ଥାନା ଚାନ୍ଦପୁର ଗ୍ରାମ ନିକଟରେ ଯାଉଥିବା ଏକ ଇଣ୍ଡିଗୋ କାର୍ରୁ ୧୪୦ ଲିଟର ଦେଶୀ ମହୁଲି ଜବତ ହୋଇଛି। ତଦନ୍ତ ବେଳେ ମଦ ମାଫିଆ ଘର ଚାନ୍ଦପୁର ଗ୍ରାମରେ ଅବକାରୀ ବିଭାଗ ଚଢ଼ାଉ କରି…
ଜରାୟୁ ଗ୍ରୀବା କର୍କଟ ନିରୋଧ ପାଇଁ HPV ଟିକାକରଣ କାର୍ଯ୍ୟକ୍ରମ: ଏହି ବୟସର ଝିଅଙ୍କୁ ମିଳିବ ଟିକା
ପରଜଙ୍ଗ,୨।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସୋମବାର ଜରାୟୁ ଗ୍ରୀବା କର୍କଟ ନିରୋଧ ପାଇଁ HPV ଟିକାକରଣ କାର୍ଯ୍ୟକ୍ରମ ଉଦ୍ଘାଟିତ ହୋଇଛି। ଏହି କାର୍ଯ୍ୟକର୍ମକୁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଭାରପ୍ରାପ୍ତ ଚିକିତ୍ସାଧିକାରୀ ଡକ୍ଟର ସ୍ମୃତି ରଞ୍ଜନ ବିଶାଳ…
୩ ମାସର ଗର୍ଭ ନଷ୍ଟ କରି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ, ବାପଘର ଲୋକେ ଅଭିଯୋଗ ଆଣି କହିଲେ…
ପରଜଙ୍ଗ,୧ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ମାଣିକମରା ଗାଁରେ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀଙ୍କର ୩ ମାସର ଗର୍ଭ ନଷ୍ଟ ସହ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମୃତକ ମାଣିକମରା ଗାଁ ଠାକୁରମୁଣ୍ଡା ସାହିର…
ଘରେ ପଶିଲେ କିଛି କହିବା ପୂର୍ବରୁ ଖଣ୍ଡାରେ ହାଣି ଲୁଟିନେଲେ
ପରଜଙ୍ଗ,୧।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଲୋଧଣୀ ଗାଁରେ ସଶସ୍ତ୍ର ଡକାୟତ ହୋଇଛି। ବିଳମ୍ବିତ ରାତିରେ ଘରେ ପଶିଲେ କିଛି କହିବା ପୂର୍ବରୁ ଠେଙ୍ଗାରେ ପିଟି ଏବଂ ଖଣ୍ଡାରେ ହାଣି ଲୁଟି ନେଲେ ଲକ୍ଷ ଲକ୍ଷ ଟଙ୍କାର ସୁନା ଅଳଙ୍କାର…
ଶୌଚ ପାଇଁ ଯାଇଥିବାବେଳେ ବାର୍ହା ସମ୍ମୁଖରେ ପଡିଗଲେ ୨ ବ୍ୟକ୍ତି
ଭୁବନ, ୨୮।୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବନ୍ୟାଞ୍ଚଳ ଜମୁନାକୋଟ ପଞ୍ଚାୟତ କୃଷ୍ଣପୁର ଗ୍ରାମର ବଳରାମ ରାଉତ(୩୮) ଓ ଦିବାକର ପାଣି (୫୫) ଶନିବାର ବାର୍ହା ଆକ୍ରମଣରେ ଗୁରୁତର ଆହତ ହୋଇଛନ୍ତି । ଆହତ ବ୍ୟକ୍ତିମାନେ ଭୋର ସମୟରେ…
ଭୟଭୀତ କରି ଶାରୀରିକ ସମ୍ପର୍କ ରଖୁଥିଲେ ଗ୍ରାମର ୪ ଯୁବକ, ଚିକିତ୍ସା ପରେ ଜଣାପଡିଲା ଯୁବତୀ ଗର୍ଭବତୀ
ଭୁବନ, ୨୪।୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ଧଳପଡା ଗ୍ରାମର ଜଣେ ୨୧ ବର୍ଷିଆ ଯୁବତୀଙ୍କୁ ୪ ଜଣ ଗଣବଳାତ୍କାର କରିଥିବା ଯୁବତୀଜଣଙ୍କ ରବିବାର ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ପାଇ ଭୁବନ ଥାନା ପୋଲିସ କେସ୍…
Archives


