ଢେଙ୍କାନାଳ

ବସ୍–କାର୍ ମୁହାଁମୁହିଁ ଧକ୍କା: କାର୍ ଚାଳକ ମୃତ, ୩ ଗୁରୁତର

ଢେଙ୍କାନାଳ, ୧୩।୭: ଢେଙ୍କାନାଳ ଜିଲା ଗଁଦିଆ ଥାନା ଅନ୍ତର୍ଗତ ଦେଓଗାଁ–କପିଳାସ–ହରିପୁର ରାସ୍ତାରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଓ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ କାର୍ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ କାର୍‌ରେ…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା ନ କରି ଡାକ୍ତର ମୃତ ଘୋଷଣା କରିଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି।…

କଳା ପଲ୍‌ସରରେ ଆସି ଖେଳାଇଲେ ଆତଙ୍କ; ଭୁଜାଲି ଦେଖାଇ ଲୁଟିନେଲେ ୩୦ହଜାରରୁ ଅଧିକ ଟଙ୍କା

ଭୁବନ,୬।୭( ବିପିନ ବିହାରୀ ସେଠୀ) : ଢେଙ୍କାନାଳ ଜିଲା ଭୁବନ ମହିଳା କଲେଜ ନିକଟସ୍ଥ ଜାତୀୟ ରାଜପଥ ୫୩ ଓଭର ବ୍ରିଜ ଉପରେ ଏକ କଳା ପଲସର ମୋଟର ସାଇକେଲରେ ୩ଜଣ ଦୁର୍ବୃତ୍ତ ଆସି ସୋମବାର ଦିନଦ୍ବିପ୍ରହରରେ ଭୁଜାଲି ଦେଖାଇ ମେଡିସିନ…

ବାରହା ଶିକାର ପାଇଁ ଭିଡୁଥିଲେ ବୋମା, ବିସ୍ଫୋରଣ ଘଟି ଛିଣ୍ଡିଗଲା ଯୁବକଙ୍କ ୨ ପାପୁଲି

ପରଜଙ୍ଗ, ୧୯ା୬ (ନିଗମାନନ୍ଦ ଦଳବେହେରା): ଜଙ୍ଗଲରୁ ବାରହା ଶିକାର କରିବା ପାଇଁ ବୋମା ତିଆରି ବେଳେ ବିସ୍ଫୋରଣ ଘଟି ଜଣେ ଯୁବକଙ୍କ ୨ ପାପୁଲି ଛିଣ୍ଡି ଯାଇଥିବା ବେଳେ ଅନ୍ୟ ୨ ସହଯୋଗୀ ଆହତ ହୋଇଛନ୍ତି। ଏହି ଘଟଣା ଘଟିଛି ପରଜଙ୍ଗ…

ଗଛରେ ପିଟିହେଲା ବାଇକ୍‌: ଜଣଙ୍କ ଜୀବନ ଗଲା, ୨ ଗୁରୁତର

ପରଜଙ୍ଗ,୧୭ା୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ମହାବିରୋଡ୍‌ ଥାନା କମର-ପଙ୍ଗାତିରା ପୂର୍ତ୍ତ ବିଭାଗ ରାସ୍ତାର କୁଟୁରିଆ ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ଗଛରେ ବାଇକ୍‌ ପିଟି ହୋଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨ ଜଣ ଗୁରୁତର ହୋଇଛନ୍ତି।…

ଏସ୍‌ପି ଅଫିସ ଆଗରେ ବାପା-ପୁଅଙ୍କ ଆତ୍ମାହୁତି ଉଦ୍ୟମ

ଢେଙ୍କାନାଳ,୧୨ା୬(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି ରାଣିପାଳ ଗ୍ରାମର ଆଇନ ଛାତ୍ର ସରୋଜ ରାଉତ ଓ ତାଙ୍କ ପିତା ପଦ୍ମନାଭ ରାଉତ ଶୁକ୍ରବାର ପୂର୍ବାହ୍ନରେ ଜିଲା ପୋଲିସ କାର୍ଯ୍ୟାଳୟ ସମ୍ମୁଖରେ ଆତ୍ମାହୁତି ଉଦ୍ୟମ କରିଥିଲେ। ପୈତୃକ ସମ୍ପତ୍ତିକୁ…

ବଜ୍ରପାତରେ ଚାଲିଗଲା ଦିଅର ଭାଉଜଙ୍କ ଜୀବନ

ଢେଙ୍କାନାଳ,୮।୬; ଢେଙ୍କାନାଳ ଜିଲା ହିନ୍ଦୋଳ ବନ୍ଧାଭୂଇଁ ଗାଁରେ ସୋମବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବଜ୍ରପାତରେ ଭାଉଜ-ଦିଅରଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଭାଉଜ-ଦିଅର ଘର ନିକଟ ଆମ୍ବ ତୋଟାରେ ଆମ୍ବ ଗୋଟାଉ ଥିଲେ। ସେତିକିବେଳେ କାଳବୈଶାଖୀ ପ୍ରଭାବରେ…

ହାତୀକୁ ଫାର୍ମହାଉସରେ ପୋତିଥିଲେ: ପଡ଼ିଗଲେଧରା, ଗଲେ ଜେଲ୍

ଢେଙ୍କାନାଳ,୨।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ଅଞ୍ଚଳରେ ଏକ ହାତୀ ମୃତଦେହକୁ ଫାର୍ମହାଉସ ଭିତରେ ପୋତିଦେଇଥିବା ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରି ଜେଲ୍‌ ପଠାଇଛି। ଏହି ଘଟଣା ପ୍ରକାଶ ପାଇବା ପରେ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଥିଲା। ଗିରଫ…

ଇଟାଭାଟିକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡ଼ିଗଲେ ଯୁବକ, ତାପରେ ଯାହା ଘଟିଲା……

ପରଜଙ୍ଗ,୨।୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ଡମୋଳ ଝରା ସାହି ନିକଟରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି ।ଗୋଟିକିଆ ଦନ୍ତା ହାତୀ ଆକ୍ରମଣରେ ଜଣକର ମୃତ୍ୟୁ ହୋଇଛି । ମୃତକ ଜଣକ ହେଉଛନ୍ତି ଡମୋଳ…

ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ, ମାଲିକଙ୍କ ସମେତ ୩ ଅଟକ

ଢେଙ୍କାନାଳ,୧।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ତଥା ହିନ୍ଦୋଳ ବିଜ୍ଞାପିତ ପରିଷଦ ଅଞ୍ଚଳ ରାଜମୋହନପୁର କାନ୍ଦରାଶୁଣି ସ୍ଥିତ ଏକ ଘରୋଇ ଫାର୍ମ ହାଉସରୁ ସୋମବାର ମାଟି ଖୋଳି ବନ ବିଭାଗ ଏକ ହାତୀର ମୃତଦେହ ଉଦ୍ଧାର କରିଛି। ଅନ୍ୟପକ୍ଷେ ହାତୀକୁ…

ପାରିବାରିକ କଳହ ହେଲା କାଳ, ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ସ୍ବାମୀ

ଢେଙ୍କାନାଳ,୧।୬(ରତନ ନାୟାର): ଢ଼େଙ୍କାନାଳ ଜିଲା ସଦରଥାନା ଝାରଗାଡ଼ିଆ ଫାଣ୍ଡି ବଳରାମପୁର ଗ୍ରାମ ଜୁଆଙ୍ଗ ସାହିରୁ ଏକ ଲୋମଟାଙ୍କୁରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି ।ସୋମବାର ଦିନ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା କରିଛନ୍ତି ସ୍ୱାମୀ । ପାରିବାରିକ କଳହରୁ ଉତ୍ତ୍ୟକ୍ତ ସ୍ୱାମୀ ଏକ ଠେଙ୍ଗାରେ…

ଚାକିରି ନାଁରେ ଓଡ଼ିଆ ନାବାଳିକାଙ୍କୁ ୟୁପିରେ ବିକ୍ରି: ଦୁଇବର୍ଷ ଧରି ଯୌନ ନିର୍ଯାତନା

କାମାକ୍ଷାନଗର,୨୮।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏକ ଚାଞ୍ଚଳ୍ୟକର ଘଟଣା ସାମ୍ନାକୁ ଆସିଛି। ମା’ଙ୍କ ଚିକିତ୍ସା ପାଇଁ ଟଙ୍କା ରୋଜଗାର କରିବାକୁ ଆସି ଯୌନ ନିର୍ଯାତନାର ଶିକାର ହୋଇଛନ୍ତି ଜଣେ ନାବାଳିକା। ନାବାଳିକା ଜଣକ ଅଞ୍ଚଳର ପରିଚିତ ବ୍ୟକ୍ତିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?