ଏସ୍ପିଙ୍କୁ ଘେରିଲେ ଅଭିଯୋଗକାରୀ
ଢେଙ୍କାନାଳ ଅଫିସ, ୨୫ ।୧ ଢେଙ୍କାନାଳ ସଦର ଥାନା ହରେକୃଷ୍ଣପୁର ଗ୍ରାମର ଲିସାରାଣୀ ନାୟକଙ୍କ ମୃତ୍ୟୁ ଅଦ୍ୟାବଧି ରହସ୍ୟଘେରରେ ରହିଛି। ଶାଶୁଘର ଲୋକେ ଏହାକୁ ଆତ୍ମହତ୍ୟା କହୁଥିବାବେଳେ ଝିଅଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ତାଙ୍କ ବାପା ଆନନ୍ଦ ଚରଣ...
ଶିବ ମନ୍ଦିରରୁ ଚନ୍ଦନ ଗଛ ଚୋରି
ଭୁବନ, ୨୪।୧(ଡି.ଏନ୍.ଏ.) ଢେଙ୍କାନାଳ ଜିଲା ଭୁବନ ବ୍ଲକ ଗୋବିନ୍ଦପୁର ଗ୍ରାମ ଶୈବପୀଠ ପରିସରରୁ ଶନିବାର ରାତିରେ ଦୁର୍ବୃତ୍ତମାନେ ମୂଲ୍ୟବାନ ଚନ୍ଦନ ଗଛ କାଟି ନେଇଛନ୍ତି। ରବିବାର ସକାଳେ ମନ୍ଦିର ଖୋଲିବା ପରେ ଏହା ଜଣାପଡ଼ିଥିଲା। ଏ ନେଇ ମଠକରଗୋଳା ବନ...
ପୂଜ୍ୟପୂଜାଙ୍କୁ ଅସମ୍ମାନ
ଢେଙ୍କାନାଳ ଅଫିସ, ୨୪।୧: ଢେଙ୍କାନାଳ ଜିଲାରେ ପୂଜ୍ୟପୂଜାଙ୍କୁ ଉପଯୁକ୍ତ ସମ୍ମାନ ମିଳୁନାହିଁ। ମହାପୁରୁଷଙ୍କ ଜୟନ୍ତୀ, ତିରୋଧାନ ଦିବସରେ ସହରରେ ସ୍ଥାପିତ ପ୍ରତିମୂର୍ତ୍ତିରେ ନାମକୁ ମାତ୍ର ଫୁଲମାଳ ପକାଇ ପ୍ରଶାସନ ଦାୟିତ୍ୱ ସାରିଦେଉଥିବାବେଳେ ଅନ୍ୟଦିନରେ ପରିତ୍ୟକ୍ତ ଅବସ୍ଥାରେ ଧୂଳିଧୂସରିତ ହୋଇ ପଡ଼ିରହୁଛି।...
କନ୍ଧରା ଜଙ୍ଗଲରୁ ୨ଶିକାରୀ ଗିରଫ
ଢେଙ୍କାନାଳ ଅଫିସ, ୨୪।୧: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ୍ କନ୍ଧରା ସଂରକ୍ଷିତ ଜଙ୍ଗଲ ଅନ୍ତର୍ଗତ କମ୍ପାର୍ଟମେଣ୍ଟ ନଂ.୮ରୁ ରବିବାର ଭୋର୍ ସମୟରେ ୨ ଶିକାରୀଙ୍କୁ ବନ କର୍ମଚାରୀ ଗିରଫ କରିଛନ୍ତି। ସେମାନେ ହେଲେ ରାସୋଳ ଥାନା ମୁଣ୍ଡିଆପଶି ଗ୍ରାମର ରୋହିତ ଭୋଇ...
ପରିବାର ନିର୍ବାକ୍, ଗେଙ୍ଗୁଟିଆ ନିଃଶବ୍ଦ
ଢେଙ୍କାନାଳ ଅଫିସ, ୨୩|୧: ବାଲିଘାଟ ବିବାଦରୁ ଅକାଳରେ ଝଡ଼ିଗଲା ଜୀବନ। ବାପାଙ୍କ ଆଖି ଆଗରେ ଦୁର୍ବୃତ୍ତମାନେ ଅତି ନିର୍ମମ ଭାବେ ଟ୍ରାକ୍ଟର ଚଢ଼ାଇ ମାରିଦେଲେ ୩୫ ବର୍ଷର ଭେଣ୍ଡିଆ ପୁଅକୁ। ଘରର ରୋଜଗାରିଆ ପୁଅର ଏଭଳି ମୃତ୍ୟୁ ସମଗ୍ର ପରିବାରକୁ ନିର୍ବାକ୍...
‘ଡ. ବିଧାନଚନ୍ଦ୍ର ପରପିଢ଼ି ପାଇଁ ଆଦର୍ଶ’
ଢେଙ୍କାନାଳ ଅଫିସ, ୨୨।୧ଡ. ବିଧାନ ଚନ୍ଦ୍ର ମିଶ୍ର ଥିଲେ ବହୁମୁଖୀ ପ୍ରତିଭାର ଅଧିକାରୀ। ଜଣେ ସୁସଙ୍ଗଠକ, ଶିକ୍ଷାବିତ୍, ସାହିତି୍ୟକ, ଆଇନଜୀବୀ ଭାବେ ବିଭିନ୍ନ ବିଭାଗରେ ତାଙ୍କର ଦଖଲ ଥିଲା। ସେ ଥିଲେ ଜଣେ ସ୍ପଷ୍ଟବାଦୀ ଏବଂ ସାଲିସବିହୀନ ବ୍ୟକ୍ତି। ଜିଲାର...
ପୂର୍ବତନ ମନ୍ତ୍ରୀ ଦାଖଲ କଲେ ନାମାଙ୍କନପତ୍ର
ଢେଙ୍କାନାଳ ଅଫିସ, ୨୨।୧: ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ତଥା ଭାଜପା ନେତ୍ରୀ ଅଞ୍ଜଳି ବେହେରା ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକର ଗିରିଧାରୀପ୍ରସାଦ ପଞ୍ଚାୟତର ସମିତିସଭ୍ୟ ପଦବୀ ଲାଗି ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେ ବ୍ଲକ କାର୍ଯ୍ୟାଳୟରେ ନିଜ ସମର୍ଥକଙ୍କ ଗହଣରେ...
ବାପା ସାମ୍ନାରେ ଟ୍ରାକ୍ଟର ଚଢ଼ାଇ ପୁଅକୁ ହତ୍ୟା
ଢେଙ୍କାନାଳ ଅଫିସ, ୨୨ା୧: ନଦୀଘାଟରୁ ବାଲି ଚୋରାଚାଲାଣର ପ୍ରତିବାଦ କରିବା ଜଣେ ଯୁବକଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ବାପା, ଭାଇଙ୍କ ସମ୍ମୁଖରେ ଟ୍ରାକ୍ଟର ଚଢ଼ାଇ ସମ୍ପୃକ୍ତ ଯୁବକଙ୍କୁ ନର୍ମମ ଭାବେ ହତ୍ୟା କରାଯାଇଛି। ମୃତକ ହେଲେ ଅଜୟ କୁମାର...
‘ଜାଗା ସମ୍ପର୍କ’ ଆୟୋଜନ କଲା ପୌରସଂସ୍ଥା
ଢେଙ୍କାନାଳ ଅଫିସ, ୨୧।୧ ଢେଙ୍କାନାଳ ପୌରାଞ୍ଚଳର ୧ନଂ. ଓ୍ବାର୍ଡ କାଠଗଡ଼ା ପର୍ବତିଆ ସାହିରେ ପୌର ସଂସ୍ଥା ପକ୍ଷରୁ ନିର୍ବାଚନ ଲାଗି ଜାରି କରାଯାଇଥିବା ଆଦର୍ଶ ଆଚରଣ ବିଧିର ଉଲ୍ଲଂଘନ ହୋଇଥିବା ଅଭିଯୋଗ ହୋଇଛି। ଗୁରୁବାର କାଠଗଡ଼ା ଅଞ୍ଚଳରେ ପୌରସଂସ୍ଥା ପକ୍ଷରୁ...
ଚତୁର୍ଥ ଦିନରେ ୧,୬୧୧ ନାମାଙ୍କନ
ଢେଙ୍କାନାଳ ଅଫିସ, ୨୧।୧ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ପ୍ରାର୍ଥତ୍ପତ୍ର ଦାଖଲର ୪ର୍ଥ ଦିନ ଗୁରୁବାର ଢେଙ୍କାନାଳ ଜିଲାର ୧,୬୧୧ ଆଶାୟୀ ନାମାଙ୍କନ ଦାଖଲ କରିଛନ୍ତି। ତନ୍ମଧ୍ୟରେ ୱାର୍ଡମେମ୍ବର ପଦବୀରେ ୧,୧୩୩, ସରପଞ୍ଚ ପଦବୀରେ ୨୨୪, ସମିତିସଭ୍ୟ ପଦବୀରେ ୨୩୬...
ଜରୁରୀ ହେଲେ କପିଳାସ ଆସିବ ଅସୁସ୍ଥ ହାତୀ
ଢେଙ୍କାନାଳ ଅଫିସ, ୧୯।୧ – ଢେଙ୍କାନାଳ ଜିଲା ମହାବିରୋଡ ରେଞ୍ଜ୍ ଡିହଡୋଳ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଖେସରା ଜଙ୍ଗଲରେ ଅସୁସ୍ଥ ହୋଇପଡ଼ିଥିବା ଆନୁମାନିକ ୬ବର୍ଷର ଏକ ମାଈ ହାତୀକୁ ରବିବାର ଟ୍ରାଙ୍କୁଲାଇଜ୍ କରି ବନ ବିଭାଗ ଚିକିତ୍ସା କରୁଛି। ଆବଶ୍ୟକ...
ଢେଙ୍କାନାଳରେ ବ୍ୟାପିଲା ସଂକ୍ରମଣ
ଢେଙ୍କାନାଳ ଅଫିସ, ୧୯।୧ – ଢେଙ୍କାନାଳରେ କରୋନା ସଂକ୍ରମଣ ଗତି ତୀବ୍ର ହୋଇଛି। ସପ୍ତାହେ ଧରି ଆକ୍ରାନ୍ତଙ୍କ ସଂଖ୍ୟା ଦୁଇଅଙ୍କରେ ସୀମିତ ରହୁଥିବାବେଳେ ଗତ ୨୪ ଘଣ୍ଟାରେ ୧୫୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସଂକ୍ରମଣ ଦ୍ୱିଶତକ ମୁହାଁ ହୋଇଥିବାବେଳେ ସ୍ବାସ୍ଥ୍ୟ...