ଢେଙ୍କାନାଳ

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଦଲାଲଙ୍କ ଉପରେ ନଜର: ଆର୍‌ଟିଓ କାର୍ଯ୍ୟାଳୟରେ ପୋଲିସ ଚଢ଼ାଉ

ଢେଙ୍କାନାଳ ଅଫିସ, ୨୭ା୯-ସ୍ବାସ୍ଥ୍ୟକେନ୍ଦ୍ର ଏବଂ ଆର୍‌ଟିଓ କାର୍ଯ୍ୟାଳୟକୁ ୧୫ଦିନ ମଧ୍ୟରେ ଦଲାଲମୁକ୍ତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେବା ପରେ ପ୍ରକାଶ ପାଇଛି ପ୍ରଶାସନିକ ତତ୍ପରତା। ତଦନୁଯାୟୀ ଗୁରୁବାର ମଧ୍ୟାହ୍ନରେ ଢେଙ୍କାନାଳ ଟାଉନ ଥାନା ପୋଲିସ ପକ୍ଷରୁ ଆଞ୍ଚଳିକ...

ବୈଷ୍ଣବ ପୋଖରୀ ପୁନରୁଦ୍ଧାର ମାମଲାର ରାୟ: ‘ଏପ୍ରିଲ ସୁଦ୍ଧା ମାଟି ଉଠା କାର୍ଯ୍ୟ ସାର’

ଢେଙ୍କାନାଳ ଅଫିସ, ୨୭।୯-ଐତିହ୍ୟସମ୍ପନ୍ନ ବୈଷ୍ଣବ ପୋଖରୀ ପୁନରୁଦ୍ଧାର କାର୍ଯ୍ୟରେ ବିଳମ୍ବ ଯୋଗୁ ଉଦ୍‌ବେଗ ବ୍ୟକ୍ତ କରିଛନ୍ତି ଅଦାଲତ। ୨୦୨୦ ଏପ୍ରିଲ ସୁଦ୍ଧା ମାଟିଉଠା କାର୍ଯ୍ୟ ଶେଷ କରିବା ସହ ପୋଖରୀର ଆନୁଷଙ୍ଗିକ ଭିତ୍ତିଭୂମିର ବିକାଶ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।...

କାଜୁ ବଗିଚାରୁ ବାର୍‌ହା ମୃତଦେହ ଉଦ୍ଧାର

ଭାପୁର,୨୬ା୯(ଡି.ଏନ.ଏ)-ଢେଙ୍କାନାଳ ଜିଲା ସଦର ରେଞ୍ଜ ଅଧୀନ ଭାପୁର ଅଞ୍ଚଳର ଶୁଳିଆ ଜଙ୍ଗଲ ପାଦ ଦେଶ ୨୬ ଘରିଆ କାଜୁ ବଗିଚାରୁ ଗୁରୁବାର ବନବିଭାଗ ଏକ ବାର୍‌ହା ମୃତଦେହ ଉଦ୍ଧାର କରିଛି। ସ୍ଥାନୀୟ ଲୋକେ ଛତୁ ଖୋଜିବାକୁ ଯାଉଥିବାବେଳେ ବାର୍‌ହା ମୃତଦେହ...

ଜିଲା ସଡ଼କ ସୁରକ୍ଷା କମିଟି ବୈଠକ: ଦୁର୍ଘଟଣା ହ୍ରାସ ଉପରେ ଗୁରୁତ୍ୱ

ଢେଙ୍କାନାଳ ଅଫିସ, ୨୬ା।୯ – ଢେଙ୍କାନାଳ ଜିଲା ସଦ୍‌ଭାବନା ଗୃହରେ ବୁଧବାର ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଅଧ୍ୟକ୍ଷତା କରି ସଂଶୋଧିତ ମୋଟରଯାନ ଆଇନର କାର୍ଯ୍ୟକାରିତା ନେଇ ଜନସଚେତନତା ସୃଷ୍ଟି...

ପାଠ ପଢ଼ାଇବାକୁ ନାହାନ୍ତି ଶିକ୍ଷକ: ଅନିଶ୍ଚିତତାରେ ବିଇଡି ଶିକ୍ଷା

ଢେଙ୍କାନାଳ ଅଫିସ, ୨୬।୯ – ହାଇସ୍କୁଲସ୍ତରୀୟ ଶିକ୍ଷା ପାଇଁ ଖୋଜାପଡ଼ନ୍ତି ଅନୁଭୂତିସମ୍ପନ୍ନ ଶିକ୍ଷକ। ଶିକ୍ଷକ ଅଭାବ ପୂରଣ କରିବା ଏବଂ ଏଥିଲାଗି ମାନସିକସ୍ତରରେ ପ୍ରସ୍ତୁତ ହେଉଥିବା ମେଧାବୀ ଛାତ୍ରୀଛାତ୍ରଙ୍କୁ ଉତ୍ତମ ପ୍ରଶିକ୍ଷଣ ଦେବା ଲାଗି ସରକାରୀସ୍ତରରେ ଆରମ୍ଭ ହୋଇଛି ବିଇଡି...

ଚର୍ଚ୍ଚାରେ ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ମୃତଦେହ ବ୍ୟବଚ୍ଛେଦ କଲେ ଆୟୁଷ ଡାକ୍ତର

ପରଜଙ୍ଗ, ୨୫।୯(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଆୟୁଷ ଡାକ୍ତର ମୃତଦେହ ବ୍ୟବଚ୍ଛେଦ (ପୋଷ୍ଟମର୍ଟମ) କରିଛନ୍ତି। ଏମ୍‌ବିବିଏସ୍‌ ଡାକ୍ତର ହିଁ ଶବ ବ୍ୟବଚ୍ଛେଦ କରିପାରିବେ ଏବଂ ଏହାର ରିପୋର୍ଟ ମଧ୍ୟ ସେ ହିଁ ପ୍ରସ୍ତୁତ କରିବେ ବୋଲି ନିୟମ...

ଜୁନିୟର କିକ୍‌ ବକ୍ସିଂ ପ୍ରତିଯୋଗିତା: ଢେଙ୍କାନାଳକୁ ୧୧ ପଦକ

ଢେଙ୍କାନାଳ ଅଫିସ, ୨୫।୯-ତେଲେଙ୍ଗାନାର କରିମ୍‌ନଗରସ୍ଥିତ ଆମ୍ବେଡକର ସ୍ପୋଟର୍‌ସ ଇନ୍‌ଡୋର ଷ୍ଟାଡିୟମରେ ଆୟୋଜିତ ୱାକୋ ଇଣ୍ଡିଆ ଜୁନିୟର କିକ୍‌ ବକ୍ସିଂ ପ୍ରତିଯୋଗିତାରେ ଢେଙ୍କାନାଳର କ୍ରୀଡ଼ାବିତ୍‌ମାନେ ପ୍ରଭାବୀ ପ୍ରଦର୍ଶନ କରିଛନ୍ତି। ପ୍ରତିଯୋଗିତାରେ ଭାଗନେଇଥିବା ଖେଳାଳିମାନେ ୫ ସ୍ବର୍ଣ୍ଣ, ୨ରୌପ୍ୟ, ୪ ବ୍ରୋଞ୍ଜ୍‌ ସହ...

ଆରଟିଓଙ୍କ କାର୍ଯ୍ୟାଳୟରେ ଦୁର୍ନୀତି ଅଭିଯୋଗ:ଏମ୍‌ଭିଆଇଙ୍କୁ ବଦଳି ଦାବିରେ ବିକ୍ଷୋଭ

ଢେଙ୍କାନାଳ ଅଫିସ,୨୪ା୯ ଢେଙ୍କାନାଳ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ବେଆଇନ କାର୍ଯ୍ୟକଳାପ ଓ ଦୁର୍ନୀତି ଅଭିଯୋଗ ଆଣିଛନ୍ତି ୫ଟି ଟ୍ରକ ମାଲିକ ସଂଘର କର୍ମକର୍ତ୍ତା। ଆଞ୍ଚଳିକ ପରିବହନ ଅଧିକାରୀଙ୍କ ଦାୟିତ୍ୱରେ ଥିବା ଏମ୍‌ଭିଆଇଙ୍କ ବଦଳି ଦାବିରେ ସଂଘଗୁଡିକର କର୍ମକର୍ତ୍ତାମାନେ ସୋମବାର ଜିଲା...

ଲୁହାମୁଣ୍ଡାରେ ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟିତ

ବଇଣ୍ଡା,୨୩।୯(ଡି.ଏନ.ଏ)- କିଶୋରନଗର ବ୍ଲକ ଲୁହାମୁଣ୍ଡା ଗ୍ରାମରେ ସୋମବାର ମା’ ହିଙ୍ଗୁଳାଇ ୟୁଥ କ୍ଲବର ନୂତନ ଗୃହ, ଯୁବ ବାହିନୀର ନୂତନ ଗୃହ, ମିଶନ ଶକ୍ତି ଗୃହ, ଭାଗବତୀ ଟୁଙ୍ଗି ଉଦ୍‌ଘାଟିତ ହୋଇଛି। ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ମୁଖ୍ୟଅତିଥି...

ବିଧାୟକଙ୍କ ଅଚାନକ ସ୍କୁଲ ପରିଦର୍ଶନ, କାଗଜପତ୍ର ଯାଞ୍ଚ

ବଇଣ୍ଡା,୨୩।୯(ଡି.ଏନ.ଏ)-କିଶୋରନଗର ବ୍ଲକ ଜାମ୍ବୁନାଳୀ ପଞ୍ଚାୟତ ଜାମ୍ବୁନାଳୀ ସରକାରୀ ଉ.ପ୍ରା ବିଦ୍ୟାଳୟକୁ ସୋମବାର ଆଠମଲ୍ଲିକ ବିଧାୟକ ରମେଶଚନ୍ଦ୍ର ସାଏ ଅଚାନକ ଗସ୍ତ କରିଛନ୍ତି। ବିଦ୍ୟାଳୟ ଶ୍ରେଣୀଗୃହକୁ ଯାଇ ବିଭିନ୍ନ କାଗଜପତ୍ର ଯାଞ୍ଚ କରିବା ସହ ଛାତ୍ରୀଛାତ୍ରଙ୍କୁ ପାଠ ପଢାଇଥିଲେ। ବିଦ୍ୟାଳୟରେ ସଠିକ...

ଟ୍ରକ୍‌-ଟ୍ରେଲର ମୁହାଁମୁହିଁ ଧକ୍କା; ୮ ଘଣ୍ଟା ରାସ୍ତା ଜାମ୍‌

ପରଜଙ୍ଗ, ୨୩।୯(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ଅଧୀନ ୧୪୯ନଂ. ଜାତୀୟ ରାଜପଥର ଭେଜିଆ ଛକ ନିକଟରେ ରବିବାର ଭୋର୍‌ ୩ଟାରେ ଛାତିଥରା ଦୁର୍ଘଟଣା ଘଟିଛି। ଟ୍ରକ୍‌-ଟ୍ରେଲ ମୁହଁାମୁହଁି ଧକ୍କା ହୋଇଛି। ଦୁର୍ଘଟଣା ଏତେ ଜୋର୍‌ରେ ହୋଇଥିଲା ଯେ,...

କାଳିଆ କେଳେଙ୍କାରୀ: ୧୭,୧୭୬ ଅଯୋଗ୍ୟ ହିତାଧିକାରୀ

ଢେଙ୍କାନାଳ ଅଫିସ, ୨୩।୯: ‘କାଳିଆ’ କେଳେଙ୍କାରୀକୁ ନେଇ ଅଡୁଆରେ ପଡ଼ିଛନ୍ତି ରାଜ୍ୟ ସରକାର। ଯୁଆଡ଼େ ଉଣ୍ଡିଲେ ଯୋଜନାରେ ବାରି ହେଉଛି ଦୁର୍ନୀତିର ଗନ୍ଧ। ଦିନ ଯେତିକି ଗଡୁଛି ତାଲିକାରେ ଅଯୋଗ୍ୟଙ୍କ ସଂଖ୍ୟା ସେତିକି ଲମ୍ବି ଚାଲିଛି। ଏଥିରୁ ବାଦ୍‌ ପଡ଼ିନି ଢେଙ୍କାନାଳ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri