ଢେଙ୍କାନାଳ

ଦିନକର କାହାଣୀ: ଆଇସ୍‌କ୍ରିମ୍‌ ବେପାରରେ ବେଶ୍‌ ଖୁସୀ

ଢେଙ୍କାନାଳ-ଯୋରନ୍ଦା ରାସ୍ତା ପାର୍ଶ୍ୱରେ ଏକ ଛୋଟିଆ ଗ୍ରାମରେ ରୁହନ୍ତି ମଣିଆ ଭୋଇ (୩୨)। ସ୍ତ୍ରୀ ମହରଗି ଏବଂ ୧୦ମ ପଢୁଆ ପୁଅ ମହେଶ୍ୱରଙ୍କୁ ନେଇ ତାଙ୍କ ପରିବାର। ବର୍ଷର ୮ମାସ ଆଇସ୍‌କ୍ରିମ୍‌ ଏବଂ ଅନ୍ୟ ୪ ମାସ ଚାଷବାସ କରି ସଂସାର…

କୁନି ମ୍ୟାଜିସିଆନ ସାରା ଦର୍ଶକଙ୍କୁ କରୁଛନ୍ତି ମତୁଆଲା

ଭୁବନ, ୪।୧୧(ଡି.ଏନ.ଏ.) ବୟସ ମାତ୍ର ୫। ଅଥଚ ଦର୍ଶକଙ୍କ ଆଖି ଆଗରେ ଇନ୍ଦ୍ରଜାଲ ସୃଷ୍ଟି କରିବାରେ ସେ ବେଶ୍‌ ପାରଙ୍ଗମ। ପିଲାମାନଙ୍କ ଖେଳିବୁଲିବା ବୟସରେ ମ୍ୟାଜିକ୍‌ ଭଳି ଜଟିଳ ବିଷୟକୁ ଅତି ସହଜରେ କରାୟତ୍ତ କରିଥିବା ଏହି କୁନି ଝିଅ ହେଲେ…

ବନ୍ଧ୍ୟାକରଣ ଅସ୍ତ୍ରୋପଚାରରେ ତ୍ରୁଟି: ମହିଳା ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି

ପରଜଙ୍ଗ, ୩।୧୧(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶନିବାର ବନ୍ଧ୍ୟାକରଣ ଅସ୍ତ୍ରୋପଚାରରେ ଗୁରୁତର ତ୍ରୁଟି ହୋଇଛି। ଦୁଇଟି ପରବର୍ତ୍ତେ ଗୋଟିଏ ଷ୍ଟିଚ୍‌ କରାଯାଇଥିବାରୁ ରକ୍ତସ୍ରାବ ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ସେ ହେଲେ ଆଖୁଆପାଳ ପଞ୍ଚାୟତ ମୋହନପଶି…

ସ୍ବୟଂଶାସିତ ମାନ୍ୟତା ପ୍ରତ୍ୟାହାର ନିଷ୍ପତ୍ତିକୁ ବିରୋଧ:ରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

ଢେଙ୍କାନାଳ ଅଫିସ, ୨।୧୧ ସ୍ଥାୟୀ ଅଧ୍ୟାପକ ନିଯୁକ୍ତି ଦିଆଯାଉ ନ ଥିବାରୁ ସ୍ବୟଂଶାସିତ ମାନ୍ୟତା ହରାଇବାକୁ ଯାଉଛି ଢେଙ୍କାନାଳ କଲେଜ। ଏ ନେଇ ନୂଆଦିଲ୍ଲୀସ୍ଥିତ ୟୁନିଭରର୍ସିଟି ଗ୍ରାଣ୍ଟ କମିଶନ (ୟୁଜିସି) ଷ୍ଟାଣ୍ଡିଂ କମିଟି ପତ୍ର ଲେଖି କଲେଜ କର୍ତ୍ତୃପକ୍ଷଙ୍କୁ ଅବଗତ କରାଇଛନ୍ତି।…

ଆଦର୍ଶ ସହରର ଉପେକ୍ଷିତ ୩ନଂ. ୱାର୍ଡ:ନର୍ଦ୍ଦମା ପାଣି ରାସ୍ତାରେ

ଢେଙ୍କାନାଳ ଅଫିସ, ୨।୧୧ ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଢେଙ୍କାନାଳକୁ ମିଳିଛି ଆଦର୍ଶ ସହରର ମାନ୍ୟତା। ଲକ୍ଷ୍ମୀପୂଜା ଅବସରରେ ଆୟୋଜିତ ଜାତୀୟସ୍ତରୀୟ ସରସମେଳା ଉଦ୍‌ଯାପନୀ ସମାରୋହରେ ସ୍ବଚ୍ଛତା ରକ୍ଷା ଦିଗରେ ଉଲ୍ଲେଖନୀୟ ଅବଦାନ ପାଇଁ ପୁରସ୍କୃତ ହୋଇଛି…

ଘର ତିଆରି ବିଲ୍‌ ପାଇଁ ଲାଞ୍ଚ ଘଟଣା:କାର୍ଯ୍ୟାନୁଷ୍ଠାନ ପାଇଁ ବିଡିଓଙ୍କ ସୁପାରିସ

କାମାକ୍ଷାନଗର, ୨।୧୧(ଡି.ଏନ.ଏ.) ଲାଞ୍ଚ କାରବାର ସମ୍ପର୍କିତ ମୋବାଇଲ ରେକର୍ଡିଂ ବାର୍ତ୍ତାଳାପ ଭାଇରାଲ ହେବା ପରେ ଅଡୁଆରେ ପଡ଼ିଛନ୍ତି ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ସୋଗର ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ସୁଶାନ୍ତି ସେଠୀ। ଲାଞ୍ଚ କାରବାରରେ ତାଙ୍କର ସମ୍ପୃକ୍ତି ଥିବା ଧୀରେ…

ଘରକୁ ବାହୁଡ଼ିଲେ ତୁଫାନୀ

ଢେଙ୍କାନାଳ ଅଫିସ, ୨।୧୧ ନିଖୋଜର ଦୀର୍ଘ ୯ମାସ ପରେ ପରିବାର ଲୋକଙ୍କ ସହ ଘରକୁ ଫେରିଛନ୍ତି ବୃଦ୍ଧ ତୁଫାନୀ। ଏଥିପାଇଁ ସେ ମହର୍ଷି ଦୟାନନ୍ଦ ମିଶନ ଆଶ୍ରମ ଜରାଶ୍ରମର କର୍ମକର୍ତ୍ତାଙ୍କୁ ସାଧୁବାଦ ଜଣାଇଛନ୍ତି। ସୂଚନାଯୋଗ୍ୟ, ତୁଫାନୀଙ୍କ ପୈତୃକ ଗ୍ରାମ ବିହାରର ସୋହା…

ଆବାସ କାର୍ଯ୍ୟାଦେଶ ପାଇଁ ଲାଞ୍ଚ ମାମଲା: ତଦନ୍ତ କଲେ ଏପିଡି

ପରଜଙ୍ଗ, ୧।୧୧(ଡି.ଏନ.ଏ.)-ପରଜଙ୍ଗ ବ୍ଲକ ପାଟରପଦା ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ପାଇଁ ଲାଞ୍ଚ କାରବାର ହେଉଥିବା ହିତାଧିକାରୀମାନେ ଅଭିଯୋଗ ଆଣିଥିଲେ। ଗୁରୁବାର ଏପିଡି ସରିତା ଷଡ଼ଙ୍ଗୀ, ଓଡ଼ିଶା ଜୀବିକା ମିଶନ ଏପିଡି ମୌସୁମୀ ମହାନ୍ତି, ପିଇଓ ନକୁଳ ବେହେରା ଏହାର…

ଗୃହ କାର୍ଯ୍ୟାଦେଶ ବିଲ୍‌ ପାଇଁ ଲାଞ୍ଚ: ବାର୍ତ୍ତାଳାପ ରେକର୍ଡିଂ ଶୁଣାଇଲେ ହିତାଧିକାରୀ

କାମାକ୍ଷାନଗର, ୧।୧୧(ଡି.ଏନ.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ସୋଗର ପଞ୍ଚାୟତରେ ଆବାସ ଯୋଜନାର ବିଲ୍‌ ପୈଠ ପାଇଁ ବ୍ୟାପକ ଲାଞ୍ଚ କାରବାର ହେଉଛି। ଏଥିରେ ପିଇଓଙ୍କ ସମ୍ପୃକ୍ତି ଥିବା ଚର୍ଚ୍ଚା ହେଉଥିବାବେଳେ ଏ ସମ୍ପର୍କିତ ଫୋନ୍‌ ରେକର୍ଡିଂ ଲାଗିଛି ଗଣମାଧ୍ୟମ ହାତରେ। ଅନ୍ୟପଟେ…

ଢେଙ୍କାନାଳରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ: ‘୫-ଟି’ କାର୍ଯ୍ୟକାରିତା ଉପରେ ଗୁରୁତ୍ୱ

ଢେଙ୍କାନାଳ ଅଫିସ/ଓଡ଼ାପଡ଼ା (ଡି.ଏନ.ଏ.), ୧।୧୧ – ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା କୃଷି ଉତ୍ପାଦନ କମିଶନର ପ୍ରଦୀପ୍ତ କୁମାର ମହାପାତ୍ର ବୁଧବାରଠାରୁ ୨ଦିନିଆ ଢେଙ୍କାନାଳ ଗସ୍ତରେ ଆସି ୧୩ଗୋଟି ଯୋଜନାର ସମୀକ୍ଷା କରିଛନ୍ତି। ସେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ କାର୍ଯ୍ୟ…

କଥାରେ ସୀମିତ ସ୍ବଚ୍ଛତା

ସ୍ବଚ୍ଛ ସୁନ୍ଦର ସହର ହେବ ଢେଙ୍କାନାଳ। ଥରେ ମାତ୍ର ବ୍ୟବହାର ଉପଯୋଗୀ ପ୍ଲାଷ୍ଟିକ୍‌, ପଲିଥିନ ସାମଗ୍ରୀ ଉପରେ ଜାରି କରାଯିବ କଟକଣା। ଏହାକୁ କାର୍ଯ୍ୟକାରୀ କରିବାକୁ ୫ମାସ ହେଲା ଗୁରୁତ୍ୱ ଦେଇଆସୁଛି ଜିଲା ପ୍ରଶାସନ। ସଭାସମିତି, ବୈଠକରେ ଅଧିକାରୀମାନେ ପ୍ଲାଷ୍ଟିକ୍‌ ବାରଣ…

ଅଧ୍ୟକ୍ଷ, ୩ କର୍ମଚାରୀଙ୍କ କାର୍ଯ୍ୟକାଳ ବଢ଼ିଲାନି: ଉଚ୍ଚଶିକ୍ଷା ବିଭାଗକୁ ସ୍ପଷ୍ଟୀକରଣ ମାଗିଲା ପ୍ରଶାସନ

ଢେଙ୍କାନାଳ ଅଫିସ, ୩୧।୧୦ – ଢେଙ୍କାନାଳ ଆଇନ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରତାପରୁଦ୍ର ମହାପାତ୍ରଙ୍କ ସମେତ ୩ କର୍ମଚାରୀଙ୍କ କାର୍ଯ୍ୟକାଳ ବୃଦ୍ଧି ହୋଇନାହିଁ। ସେମାନଙ୍କ କାର୍ଯ୍ୟକାଳ ଅବଧି ବଢ଼ାଇବାକୁ ଆବେଦନ କରାଯାଇଥିଲା। ଏ ନେଇ କଲେଜ ଗଭର୍ନିଂ ବଡିର ସ୍ବତନ୍ତ୍ର ଅଧିକାରୀ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?