ଢେଙ୍କାନାଳ

ପୂର୍ତ୍ତ ବିଭାଗ ରାସ୍ତାରେ ଏନ୍‌ଟିପିସି ପ୍ରକଳ୍ପ ପାଉଁଶ ପାଣି

କଣିହଁା, ୭।୧୦(ଡି.ଏନ.ଏ.)-କଣିହଁା ବ୍ଲକ ଅଞ୍ଚଳରେ ୨ଦିନ ହେଲା ବଜ୍ରପାତ ସହ ପ୍ରବଳ ବର୍ଷା ହେଉଛି। ଏହି କାରଣରୁ ଏନ୍‌ଟିପିସି ପ୍ରକଳ୍ପରୁ ପାଉଁଶପାଣି ପ୍ରବାହିତ ହୋଇ ମାଡୁଆ ଦେବୀଙ୍କ ପୀଠ ନିକଟ ପୂର୍ତ୍ତ ବିଭାଗ ରାସ୍ତା ଉପରୁ ପିଚୁ ଉଠିଯାଇ ଖାଲଖମା ସୃଷ୍ଟି…

ବଳଦଯାତ୍ରା ପାଇଁ ଚଳଚଞ୍ଚଳ ଭୁବନ

ଭୁବନ, ୭।୧୦(ଡି.ଏନ.ଏ.)-ମଙ୍ଗଳବାର ଐତିହାସିକ ବଳଦଯାତ୍ରା। ଏହାକୁ ଆଉ କେଇଘଣ୍ଟା ବାକି। ବାଣିଜ୍ୟ ପରମ୍ପରାକୁ ନେଇ ସମୃଦ୍ଧ ଏହି ଯାତ୍ରା ପାଇଁ ଉତ୍ସବମୁଖର ହୋଇଉଠିଛି ଭୁବନ ସହର। ଉଜ୍ଜ୍ୱଳ ଆଲୋକମାଳା, ସୁଉଚ୍ଚ ତୋରଣରେ ନୂଆବୋହୂ ପରି ଅଞ୍ଚଳ ସଜେଇ ହେଉଥିବାବେଳେ ଘରେ ଘରେ…

ଆଲୋକମାଳାରେ ଝଲସୁଛି ବଇଣ୍ଡା ପୂଜା ମଣ୍ଡପ

ବଇଣ୍ଡା,୬ା୧୦(ଡି.ଏନ.ଏ)-କିଶୋରନଗର ବ୍ଲକ ବଇଣ୍ଡା ହାଇସ୍କୁଲ ରୋଡ ଓ ଡେବେରାପାଲି ଗ୍ରାମରେ ଶନିବାରଠାରୁ ଦୁର୍ଗାପୂଜା ଆରମ୍ଭ ହୋଇଛି। ଏଥିପାଇଁ ଗାଁ ଦାଣ୍ଡ ଉତ୍ସବ ମୁଖର ହୋଇପଡ଼ିଛି। ଶୁକ୍ରବାର ଅପରାହ୍ନରେ ଚନ୍ଦନ ପୋଖରୀରୁ କଳସରେ ପାଣି ଆଣିବା ପରେ ପୂଜାର୍ଚ୍ଚନା ଆରମ୍ଭ ହୋଇଥିଲା। ରଙ୍ଗବେରଙ୍ଗ…

ଗୁରୁଜନଙ୍କୁ ସର୍ବଦା ସମ୍ମାନ ଦିଅ

ବଇଣ୍ଡା,୬ା୧୦(ଡି.ଏନ.ଏ)-ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ବ୍ଲକ ଷୋଳପଦା ଡିଗ୍ରୀ କଲେଜରେ ଶୁକ୍ରବାର ଯୁକ୍ତ ତିନି ପ୍ରଥମ ବର୍ଷର ଛାତ୍ରୀଛାତ୍ରଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। କଲେଜ ଅଧ୍ୟକ୍ଷା ପ୍ରତିମା ବାଗଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଅତିଥି ଭାବେ ତରୁଣ ପ୍ରଧାନ, ସରୋଜ ବାଗ, ରତ୍ନାକର…

ଧାନ ଫସଲରେ ପୋକ, ଚାଷୀ ଆତଙ୍କିତ

ଢେଙ୍କାନାଳ ଅଫିସ, ୬।୧୦ – ଢେଙ୍କାନାଳ ସଦର ବ୍ଲକ ବେଲଟିକିରି ଗ୍ରାମରେ ଧାନ ଫସଲରେ ପୋକ ଆତଙ୍କ ଦେଖାଦେଇଛି। ଏହାକୁ ନେଇ ଚାଷୀମାନେ ଆତଙ୍କିତ ହୋଇପଡ଼ିଛନ୍ତି। ଏ ନେଇ ସେମାନେ କୃଷି ବିଭାଗର ଦୃଷ୍ଟି ଆକର୍ଷଣ କରିଥିଲେ। ହେଲେ ଦଶହରା ଛୁଟି…

୧୬ବର୍ଷ ପରେ ଅଭିଯୁକ୍ତଙ୍କୁ ଦଣ୍ଡ

ପରଜଙ୍ଗ, ୬।୧୦(ଡି.ଏନ.ଏ.): ପରଜଙ୍ଗ ଜେଏମ୍‌ଏଫ୍‌ସିଙ୍କ ଅଦାଲତରେ ଦୀର୍ଘ ୧୬ବର୍ଷ ଧରି ଚାଲିଥିବା ଏକ ଯୌତୁକ ନିର୍ଯାତନା ମାମଲାର ରାୟ ପ୍ରକାଶ ପାଇଛି। ଜେଏମ୍‌ଏଫ୍‌ସି ପ୍ରଜ୍ଞା ପଣ୍ଡା ଅଭିଯୁକ୍ତ ସଞ୍ଜୟ ସାହୁଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ତାଙ୍କୁ ଆଇପିସିର ଧାରା ୪୯୮ (କ)…

କେନାଲକୁ ଖସିପଡ଼ିଛି ଛୁଆ, ଜଗିଛି ମା’ ହାତୀ

ପରଜଙ୍ଗ,୪।୧୦ (ଡି.ଏନ.ଏ.)-ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଖାଲପାଳ ଗ୍ରାମ ନିକଟ ଶାଖା କେନାଲ ମଧ୍ୟକୁ ଗୁରୁବାର ରାତିରେ ଏକ ଛୁଆ ହାତୀ ଖସିପଡିଛି। କେନାଲର ଉଭୟ ପାର୍ଶ୍ୱ କଂକ୍ରିଟ ହୋଇଥିବାରୁ ହାତୀଟି ବାହାରି ପାରୁ ନ ଥିବା…

ପୋଲିସ-ମାଜିଷ୍ଟ୍ରେଟ୍‌ ସମନ୍ବୟ ବୈଠକ: ସହଯୋଗରେ ସମାଧାନ ହେବ ମାମଲା

ଢେଙ୍କାନାଳ ଅଫିସ,୪ା୧୦- ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଗୁରୁବାର ଅପରାହ୍ନରେ ଜିଲାସ୍ତରୀୟ ପୋଲିସ-ମାଜିଷ୍ଟ୍ରେଟ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଅଧ୍ୟକ୍ଷତା କରି ଜିଲାରେ ହେଉଥିବା ମାମଲା ଗୁଡିକୁ ପୋଲିସ ଓ ମାଜିଷ୍ଟ୍ରେଟଙ୍କ ପୂର୍ଣ୍ଣ…

ବିନା ପରମିଟ୍‌ରେ ଚାଲୁଥିବା ସ୍କୁଲ ବସ୍‌ ଜବତ

ଢେଙ୍କାନାଳ ଅଫିସ, ୩ା୧୦ – ଢେଙ୍କାନାଳ ଜିଲା ଗୋବିନ୍ଦପୁର ଅଞ୍ଚଳର ଜଣେ ମହିଳାଙ୍କ ନାମରେ ଥିବା ସ୍କୁଲ ବସ୍‌ ବିନା ପରମିଟରେ ଚାଲୁଥିବା ଅଭିଯୋଗରେ ଆଞ୍ଚଳିକ ପରିବହନ ଅଧିକାରୀ ଓ କର୍ମଚାରୀମାନେ ଏହାକୁ ଜବତ କରିଛନ୍ତି। ଏ ବାବଦରେ ୨୨ହଜାର ଟଙ୍କା…

ବାଲମୁଚ୍‌ ହତ୍ୟା ମାମଲା :ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ ଜେଲ

ଢେଙ୍କାନାଳ ଅଫିସ, ୧ା୧୦ ଢେଙ୍କାନାଳ ସହରସ୍ଥିତ ମଣ୍ଟଫୋର୍ଟ ସ୍କୁଲ ନିକଟରେ ୨୦୧୬ ମସିହାରେ ଘଟିଥିବା ସଞ୍ଜୁ ବାଲମୁଚ୍‌ ହତ୍ୟା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ଜିଲା ଦୌରାଜଜ୍‌ ମଳୟ ରଞ୍ଜନ ଦାଶ ମାମଲାର ଅଭିଯୁକ୍ତ ତଥା ସଞ୍ଜୁଙ୍କ ସ୍ବାମୀ ବିଜୟ…

ଶାଳ କାଠ ବୋଝେଇ ଟ୍ରାକ୍ଟର ଜବତ, ଚାଳକ ଫେରାର

ପରଜଙ୍ଗ,୩୦।୯(ଡି.ଏନ.ଏ)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଆମ୍ବପଳାସ ଗ୍ରାମ ନିକଟ ଜଙ୍ଗଲରୁ ସୋମବାର ବନ ବିଭାଗ ଏକ ଚୋରା ଶାଳ କାଠ ବୋଝେଇ ଟ୍ରାକ୍ଟରକୁ ଜବତ କରିଛି। ଏଥିସହିତ ଟ୍ରକ୍ଟରରୁ ୭୫ରୁ ଊର୍ଦ୍ଧ୍ୱ ଶାଳ କାଠ ଜବତ କରାଯାଇଛି। ପ୍ରକାଶ ଯେ, ସୋମବାର…

ବିରୁଡ଼ି ଆକ୍ରମଣରେ ବୃଦ୍ଧାଙ୍କ ଜୀବନ ଗଲା

ପରଜଙ୍ଗ,୩୦।୯(ଡି.ଏନ.ଏ)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଲୋଧଣୀ ଗ୍ରାମର ଲଳିତା ବେହେରା(୬୦) ବିରୁଡ଼ି ଆକ୍ରମଣରେ ମୃତ୍ୟୁବରଣ କରିଛନ୍ତି। ରବିବାର ଲଳିତା ଗ୍ରାମ ନିକଟ ପଶି ଅଞ୍ଚଳରୁ ଛେଳି ଚରାଇ ଘରକୁ ଫେରୁଥିବାବେଳେ ବିରୁଡ଼ିମାନେ ତାଙ୍କୁ ଆକ୍ରମଣ କରିଥିଲେ। ଖବରପାଇ ପରିବାର ଲୋକେ ତାଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri